କରୋନା ଭାଇରସ୍‌

ଦିଲ୍ଲୀରେ ଓଡ଼ିଆ ସମାଜ ପକ୍ଷରୁ ରାଶନ ସାମଗ୍ରୀ ବଣ୍ଟନ

ରୂପ୍‌ସା, ୨୭।୪(ଡି.ଏନ.ଏ.): ସାରା ଦେଶ ଏବେ କରୋନା ପାଇଁ ଲକ୍‌ଡାଉନ୍‌ରେ ରହିଛି। ସମସ୍ତେ ସରକାରଙ୍କ ନିୟମ ମାନି ନିଜ ନିଜ ଘରେ ରହୁଛନ୍ତି। ସହରଠାରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ପୋଲିସ ପ୍ରଶାସନ ପକ୍ଷରୁ ସାମାଜିକ ଦୂରତା ରକ୍ଷା ଦିଗରେ ରାତିଦିନ ପାଟ୍ରୋଲିଂ ବ୍ୟବସ୍ଥା…

ରବିଧାନ ପାଇଁ ୧୦ରୁ ଖୋଲିବ ମଣ୍ଡି: ସାମାଜିକ ଦୂରତା, ସାନିଟାଇଜର, ମାସ୍କ ସବୁ ମଣ୍ଡିରେ ବାଧ୍ୟତାମୂଳକ

ରାୟଗଡ଼ା ଅଫିସ,୨୭ା୪: ରାୟଗଡ଼ା ଜିଲାରେ ପୂର୍ବରୁ ୧୩ଟି ମଣ୍ଡିରୁ ଧାନ ସଂଗ୍ରହ କରାଯାଉଥିବା ବେଳେ ଏଥର ୪ଟି ଅଧିକ ମଣ୍ଡି ଖୋଲାଯିବ। ସେହି ୪ଟି ନୂଆ ମଣ୍ଡିଗୁଡ଼ିକ ହେଲା ରାମନାଗୁଡ଼ା ବ୍ଲକ ଗୁମୁଡ଼ା, ବିଷମକଟକ ବ୍ଲକ ଗଜମହଲ, ମୁନିଗୁଡ଼ା ବ୍ଲକ କୁମୁଡ଼ାବାଲି,…

ରାସ୍ତା ଖୋଳି ସୀମା ଅବରୋଧ

ଗୁଣପୁର,୨୭ା୪(ଡି.ଏନ୍‌.ଏ.): ଗଜପତି ଜିଲା ସୀମାନ୍ତ ଆନ୍ଧ୍ରରେ କରୋନା ରୋଗୀ ଚିହ୍ନଟ ହେବା ପରେ ରାୟଗଡ଼ା ଜିଲା ପୋଲିସ ଓ ପ୍ରଶାସନ ପାଇଁ ଏହା ଏବେ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ଗୁଣପୁର ସୀମାକୁ ଲାଗି ରହିଥିବା ୪ଟି ରାଜ୍ୟର ସୀମାନ୍ତ ରାସ୍ତା…

୨ ଡାକ୍ତରଙ୍କୁ ଆକ୍ରମଣ ଉଦ୍ୟମ ଅଭିଯୋଗ

ବରୀ,୨୭ା୪(ସ୍ବ.ପ୍ର.): ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର(ସିଏଚ୍‌ସି)ର ୨ଜଣ ଡାକ୍ତରଙ୍କୁ ସୋମବାର ପୂର୍ବାହ୍ନରେ ଜଣେ ବ୍ୟକ୍ତି ଅଶ୍ଳୀଳ ଭାଷାରେ ଗାଳିଗୁଳଜ କରିବା ସହିତ ଆକ୍ରମଣ ଉଦ୍ୟମ କରିଥିବା ବରୀ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଡାକ୍ତର ଜ୍ୟୋତି ଚୌଧୁରୀ ଓ ଜିନ୍ନତ ଦାସ…

୪ ସ୍ବାବ୍‌ ଗ୍ରହଣ କେନ୍ଦ୍ରରେ ୨୭୨ ଜଣଙ୍କ ନମୁନା ସଂଗ୍ରହ

ବିଞ୍ଝାରପୁର,୨୭।୪(ଡି.ଏନ.ଏ): ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଞ୍ଝାରପୁର ବ୍ଲକରେ କୋଲକାତା ଫେରନ୍ତାଙ୍କ ପାଇଁ ୪ଟି ସ୍ବାବ୍‌ ଗ୍ରହଣ କେନ୍ଦ୍ର କରାଯାଇଛି। ବ୍ଲକର ସୟଦପୁରସ୍ଥିତ ବ୍ରଜସୁନ୍ଦର ହାଇସ୍କୁଲ, ଉତ୍ତଙ୍ଗରା ହାଇସ୍କୁଲ, ବାଚ୍ଛୋଳ ହାଇସ୍କୁଲ, ଆଉଁରୀ ପ୍ରାଥମିକ ବିଦ୍ୟାଳୟ ସମେତ ପ୍ରଶାସନ ତରଫରୁ…

ମହିଳା ପୋଲିସ ଅଧିକାରୀଙ୍କ କରୋନା ଗୀତ ଭାଇରାଲ

ଖୋର୍ଦ୍ଧା ଅଫିସ,୨୭ା୪ : ସାରା ବିଶ୍ୱ ଆଜି କରୋନା ଯୋଗୁ ଆତଙ୍କିତ ଅବସ୍ଥାରେ ରହିଛି। କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ଦେଶରେ ଲକ୍‌ଡାଉନ ଜାରି ରହିଛି। ଏ ନେଇ ସରକାରଙ୍କ ପକ୍ଷରୁ ବହୁବିଧ ପଦକ୍ଷେପ ଗ୍ରହଣ କରାଯାଇଛି। ସରକାରଙ୍କଠାରୁ ବିଭିନ୍ନ…

ରଥଖଳା ଶୁନ୍‌ଶାନ୍‌: କାଠ ଉପରେ ପଡୁନି ବାରିସି ଚୋଟ

ପୁରୀ ଅଫିସ,୨୭ା୪: ରଥଖଳା ସମ୍ପୂର୍ଣ୍ଣ ପ୍ରସ୍ତୁତ ସରିଛି। ରଥକାଠ ବି ପଡ଼ିରହିିଛି। ହେଲେ ରଥଖଳାରେ ଦେଖାନାହାନ୍ତି ମହାରଣା ସେବକ କି ଭୋଇ ସେବକ। ଶୂନ୍‌ଶାନ୍‌ ହୋଇପଡ଼ିିଛି ରଥଖଳା। ମହାମାରୀ କରୋନା ହିଁ ରଥଖଳାରେ ଖେଳାଇଦେଇଛି ଏମିତି ନୀରବତା। ଅକ୍ଷୟ ତୃତୀୟା ପରଠାରୁ…

କୋହଳ ହେଲା ଉକ୍‌ଡାଉନ ନିୟମ: ଜବରଦଖଲରେ ଥିବା ଦୋକାନ ବନ୍ଦ ରହିବ

ଜଗତ୍‌ସିଂହପୁର ଅଫିସ, ୨୭ା୪: ନିକଟରେ ରାଜ୍ୟ ସରକାର ଲକ୍‌ଡାଉନ୍‌ ନିୟମରେ କେତେକ କୋହଳ କରିଛନ୍ତି। ବିଶେଷକରି କେତେକ ଦୋକାନ, ବଜାର ଖୋଲା ରଖିବା ସଂକ୍ରାନ୍ତରେ ଘୋଷଣା କରାଯାଇଛି। ଏହି ଘୋଷଣା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଲା ପରେ ବ୍ୟବସାୟୀ ମହଲରେ ଖୁସି…

କ୍ୱାରାଣ୍ଟାଇନ କେନ୍ଦ୍ର ବୁଲିଲେ ଜିଲାପାଳ

ମାର୍ଶାଘାଇ,୨୭ା୪(ଡି.ଏନ.ଏ.): ଲକ୍‌ଡାଉନ ପରେ ବାହାର ରାଜ୍ୟରେ ଥିବା ଲୋକଙ୍କୁ ଆଣିବା ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଏନେଇ ଆଶା, ଅଙ୍ଗନୱାଡି କର୍ମୀ ଓ ଏଏନଏମ କର୍ମୀ ଘରଘର ବୁଲି ବାହାର ରାଜ୍ୟରେ ଥିବା ଲୋକଙ୍କ ତଥ୍ୟ ସଂଗ୍ରହ କରୁଛନ୍ତି। ଯେଉଁମାନେ…

ବ୍ଲକ୍‌ ପ୍ରଶାସନକୁ ମାସ୍କ ଯୋଗାଇଲା ମା’ଶକ୍ତି ଏସ୍‌ଏଚ୍‌ଜି

ଏରସମା,୨୭ା୪ (ସ୍ବ.ପ୍ର.): କରୋନା ମୁକାବିଲା ଲାଗି ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ଏହି ପରିପ୍ରେକ୍ଷୀରେ ସବୁ ଲୋକଙ୍କୁ ମାସ୍କ ଯୋଗାଇ ଦେବା ଲାଗି ଏରସମା ବ୍ଲକର ମା’ଶକ୍ତି ଏସ୍‌ଏଚ୍‌ଜିର ମହିଳାମାନେ ଆଗେଇ ଆସିଛନ୍ତି। ଲୋକଙ୍କ…

ଗୀତ ମାଧ୍ୟମରେ କରୋନା ସଚେତନତା

କଟକ ଅଫିସ,୨୭ା୪: କରୋନା ମହାମାରୀ ପାଇଁ ସମଗ୍ର ବିଶ୍ୱ ଭୟଭୀତ। ଏପର୍ଯ୍ୟନ୍ତ ଏହାର ନିରାକରଣ ପାଇଁ ଟିକା କିମ୍ବା ଔଷଧ ବାହାରି ନ ଥିବାରୁ ସ୍ବଚ୍ଛତା, ସାମାଜିକ ଦୂରତା ଓ ସଚେତନତା ଉପରେ ଗୁରୁତ୍ୱ ଦିଆଯାଉଛି। ଏ ନେଇ ମଧ୍ୟ ବିଭିନ୍ନ…

ମାସ୍କ ନ ପିନ୍ଧି ୩ଶହ ଜଣ ଦେଲେ ଜରିମାନା

କଟକ ଅଫିସ,୨୭।୪: ଲକ୍‌ଡାଉନ ସମୟରେ ଘରୁ ବାହାରକୁ ବାହାରିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ହେଲେ କିଛି ବ୍ୟକ୍ତି ଏହି ନିୟମକୁ ମାନୁନାହାନ୍ତି। ଫଳରେ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri