କରୋନା ଭାଇରସ୍‌

ମଜୁରିଆଙ୍କ ସମସ୍ୟା ନେଇ ଜିଲାପାଳଙ୍କୁ ଭେଟିଲେ ଅରିନ୍ଦମ୍‌

କଟକ ଅଫିସ,୨୭ା୪: ଲକ୍‌ଡାଉନ ସମୟରେ ଆର୍ଥିକ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମଜୁରିଆ ଶ୍ରେଣୀର ଲୋକେ। ସେମାନଙ୍କର ରୋଜଗାର ନ ଥିବାରୁ ଆର୍ଥିକ ମେରୁଦଣ୍ଡ ଦୁର୍ବଳ ହୋଇଗଲାଣି। ଏମାନେ କେବଳ ସରକାରୀ କିମ୍ବା ସ୍ବେଚ୍ଛାସେବୀଙ୍କ ସହାୟତାକୁ ଚାହିଁ ବସୁଛନ୍ତି। କଟକରେ ୫ହଜାରରୁ ଅଧିକ…

ହାତବାନ୍ଧି ବସିଛନ୍ତି ଛେନାପୋଡ଼ କାରିଗର: ଜଳୁନି ଭାଟି, ବିକ୍ରି ହେଉନି କ୍ଷୀର

ନୟାଗଡ଼ ଅଫିସ,୨୭ା୪: କରୋନା କଟକଣା ନୟାଗଡ଼ର ପ୍ରସିଦ୍ଧ ଛେନାପୋଡ଼କୁ ଜିଲା ବାହାରକୁ ପଠାଇବା ବାଟ ବନ୍ଦ କରିଦେଇଛି। ଏପରି କି ଜିଲା ଭିତରେ ବି ଏହା ବିକ୍ରି କରାଯାଇ ପାରୁନି। ଫଳରେ କାରିଗରମାନେ ହାତବାନ୍ଧି ବସିଛନ୍ତି। ଛେନାପୋଡ଼ ବାହାରକୁ ଯାଉ ନ…

ଅପାସୋରା ସ୍ମୃତି ହୋଇ ରହିବ: ଏଡିଏମ୍‌ଙ୍କ କାର୍ଯ୍ୟାଳୟରେ ନିଆରା ବିବାହ

ନୟାଗଡ଼ ଅଫିସ,୨୭ା୪: ନୟାଗଡ଼ ଅତିରିକ୍ତ ଜିଲାପାଳ (ଏଡିଏମ୍‌)ଙ୍କ କାର୍ଯ୍ୟାଳୟରେ ସୋମବାର ଏକ ନିଆରା ବିବାହ ଅନୁଷ୍ଠିତ ହୋଇଥିଲା। ନ ଥିଲା ବାଜା, ବାଣ କି ରୋଶଣି। ଭୋଜି ଭାତର ଆସର ନ ଥିଲା କି ପୁରୋହିତଙ୍କ ମନ୍ତ୍ରୋଚାରଣ ଶୁଭି ନ ଥିଲା।…

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗଲେ ୨୩ ଶ୍ରମିକ: ଚାଲି ଚାଲି ଯାଉଥିଲେ ପଶ୍ଚିମବଙ୍ଗ

ରସାଳପୁର,୨୭।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ସଦର ଥାନା ପୋଲିସ ସୋମବାର ପୂର୍ବାହ୍ନରେ ପଶ୍ଚିମବଙ୍ଗର ୨୩ଜଣ ଶ୍ରମିକଙ୍କୁ ସ୍ଥାନୀୟ ପଞ୍ଚାୟତର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖିଛି। ସେମାନଙ୍କର ଖାଇବା ପିଇବା ସହିତ ସମସ୍ତ ସୁବିଧା ପଞ୍ଚାୟତ ପକ୍ଷରୁ ଯୋଗାଇ ଦିଆଯିବ ବୋଲି କେନ୍ଦ୍ର ଦାୟିତ୍ୱରେ ଥିବା…

କର୍ତ୍ତବ୍ୟ ଆଗରେ ହାର୍‌ ମାନିଲା ଝିଅ ହରାଇବା ଦୁଃଖ

ପିପିଲି,୨୭।୪(ଡି.ଏନ୍‌.ଏ.): ନିଜ ଦୁଃଖ ଓ ସମସ୍ୟାକୁ ପଛରେ ପକାଇ ମହାମାରୀ କରୋନା ମୁକାବିଲାରେ ଦେଶ ପାଇଁ ସେବା ପ୍ରଦାନ କରି ଅନେକ ପୋଲିସ କର୍ମଚାରୀ ବେଶ ପ୍ରଶଂସିତ ହୋଇଛନ୍ତି। ଏହି କ୍ରମରେ ପୁରୀ ଜିଲା ପିପିଲି ଥାନାର ମହିଳା ହୋମଗାର୍ଡ ଗୌରୀ…

ପ୍ରବାସୀ ଶ୍ରମିକଙ୍କ ପାଇଁ ଯୋଗୀ ସରକାରଙ୍କ ବଡ଼ ଘୋଷଣା

ଲକ୍ଷ୍ନୌ,୨୭।୪: ଲକ୍‌ଡାଉନ ସମୟରେ ଉତ୍ତରପ୍ରଦେଶରେ ଫସିଥିବା ଅନ୍ୟ ରାଜ୍ୟର ଶ୍ରମିକଙ୍କ ପାଇଁ ଯୋଗୀ ସରକାର ସୋମବାର ବଡ଼ ଘୋଷଣା କରିଛନ୍ତି। ପ୍ରବାସୀ ଶ୍ରମିକଙ୍କୁ ଏକ ହଜାର ଟଙ୍କା ଓ ୧୫ ଦିନର ମାଗଣା ରାସନ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ…

ଛଦ୍ମବେଶରେ ଚୋରା ମଦ ବେପାରୀଙ୍କୁ ଧରିଲା ପୋଲିସ

ଟିଟିଲାଗଡ଼, ୨୭।୪ (ଡି.ଏନ.ଏ.): ଲକ୍‌ଡାଉନ କଟକଣା ଯୋଗୁ ଦେଶୀ ବିଦେଶୀ ମଦ ଦୋକାନରେ ତାଲା ଝୁଲୁଛି। ଏହାର ସୁଯୋଗ ନେଇ ବଲାଙ୍ଗୀର ଜିଲା ଟିଟିଲାଗଡ ଅଞ୍ଚଳରେ ରନ୍ଧା ମଦବେପାରୀ ସକ୍ରିୟ ହୋଇ ଉଠିଛନ୍ତି। ବଲାଙ୍ଗୀର ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଟିଟିଲାଗଡ ଥାନା ପୋଲିସ…

ପ୍ରୟାଗରାଜରେ ଫସିଥିବା ଛାତ୍ରଙ୍କୁ ଘରକୁ ପଠାଇବେ ଯୋଗୀ ସରକାର

ପ୍ରୟାଗରାଜ,୨୭।୪: ଲକ୍‌ଡାଉନ ଯୋଗୁ ପ୍ରୟାଗରାଜରେ ଫସିଥିବା ଛାତ୍ରମାନଙ୍କୁ ନେଇ ଯୋଗୀ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପ୍ରୟାଗରାଜରେ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ଛାତ୍ରମାନଙ୍କୁ ସେମାନଙ୍କ ଘରକୁ ପଠାଇବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ସମସ୍ତ…

ସାମ୍ନାକୁ ଆସିଲା କରୋନା ଭାଇରସ୍‌ ସଂକ୍ରମଣର ୬ଟି ନୂଆ ଲକ୍ଷଣ

ଓ୍ବାଶିଂଟନ୍‌,୨୭।୪: କରୋନା ଭାଇରସ୍‌ ସଂକ୍ରମଣ ପ୍ରାରମ୍ଭରୁ ସଂକ୍ରମିତ ରୋଗୀଙ୍କ ମଧ୍ୟରେ ସୁଖା କାଶ, ଭୀଷଣ ଜ୍ୱର ଓ ଶ୍ବାସକ୍ରିୟାରେ କଷ୍ଟ ଅନୁଭବ ହେଲା ଭଳି ଲକ୍ଷଣ ଦେଖାଯାଉଥିଲା। କିନ୍ତୁ ଏବେ ଏହି ସଂକ୍ରମଣର ଆଉ କିଛି ନୂଆ ଲକ୍ଷଣ ଦେଖାଯାଇଛି। ଏନେଇ…

ଲକ୍‌ଡାଉନରେ ନିଆରା ବିବାହ: ବର୍ଡରରେ ପୋଲିସ କଲେ କନ୍ୟାଦାନ

କାଶୀପୁର,୨୭।୪: କରୋନା ଯୋଗୁ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଏଥିଯୋଗୁ ଲୋକଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ମଧ୍ୟ ହେବାକୁ ପଡ଼ୁଛି। ଏଥିପାଇଁ କେତେକଙ୍କ ବିବାହ ସ୍ଥଗିତ ହୋଇଥିବା ବେଳେ ଆଉ କେତେକ ଭିଡିଓ କନ୍‌ଫରେନ୍ସିଂରେ ହେଉଥିବା ଦେଖିବାକୁ ମିଳିଛି। ହେଲେ…

ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ଘୁଞ୍ଚିବା ପ୍ରସଙ୍ଗ: ଶ୍ରେଷ୍ଠ ଦଳଗୁଡିକ ବିରୋଧରେ ପ୍ରସ୍ତୁତିରେ ସହାୟ ହେବ: ବରୁଣ

ବେଙ୍ଗାଲୁରୁ,୨୭।୪(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌କୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। ତେବେ ଏହା ଆମ ପାଇଁ ଲାଭ ଦାୟକ ହେବ । ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ବିଶ୍ୱର ଶ୍ରେଷ୍ଠ ଦଳଗୁଡିକ ବିରୋଧରେ ପ୍ରସ୍ତୁତି ହେବାରେ ଏହା ସହାୟକ…

CORONAVIRUS UPDATE: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ ଛୁଇଁଲା

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ରାଜ୍ୟରେ ସୋମବାର ଅପରାହ୍ନରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନେ କୋରାପୁଟ, ବାଲେଶ୍ୱର ଓ ଯାଜପୁର ଜିଲାର ଜଣେ ଲେଖାଏ ବୋଲି ଜଣାପଡ଼ିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକେ ସମ୍ପର୍କ ବିଭାଗ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri