କରୋନା ଭାଇରସ୍‌

ବାଲେଶ୍ୱରର ୫ ଆକ୍ରାନ୍ତଙ୍କ ତଥ୍ୟ ପ୍ରକାଶ: ୪ ମହିଳା, ଜଣେ ପୁରୁଷ

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ୫ କରୋନା…

CORONAVIRUS UPDATE: ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୮

ଭୁବନେଶ୍ୱର,୨୭।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଏମାନେ ବାଲେଶ୍ୱର ଜିଲାର ବୋଲି…

ଶଟ୍‌ଡାଉନ ପ୍ରତ୍ୟାହାର ପରେ ଲକ୍‌ଡାଉନ କଡାକଡି: ୬୭ ଗାଡି ଜବତ, ୭୩ ହଜାର ଜରିମାନା ଆଦାୟ

ବାଲେଶ୍ୱର ଅଫିସ,୨୬।୪-ମହାମାରୀ କରୋନା ସାରା ବିଶ୍ୱରେ ଭୟାବହ ପରିସ୍ଥିତି ସୃଷ୍ଟି କରିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ନଜରରେ ରଖି ଗତ ୨୩ ତାରିଖ ରାତି୧୦ଟାରୁ ରବିବାର ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଦୀର୍ଘ ୬୦ଘଣ୍ଟା…

ଖବର କାଗଜ ଅବା ଚିଠିରେ ବ୍ୟାପେନା କରୋନା

ଓ୍ବାଶିଂଟନ,୨୬।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନାର ସଂକ୍ରମଣ ନେଇ ନାନା ଗୁଜବ ମଧ୍ୟ ସୋସିଆଲ ମିଡ଼ିଆରେ ଦେଖିବାକୁ ମିଳୁଛି। ଭର୍ଜିନିଆ ବିଶ୍ୱବିଦ୍ୟାଳୟର ଏରୋସଲ ବୈଜ୍ଞାନିକ ଲିନ୍ସେ୍‌ ମାରେ କହିଛନ୍ତି ଯେ, କରୋନା ଖବର କାଗଜ ଅବା…

ଲକ୍ଷଣ ନ ଥିବା ୬୫ ପ୍ରତିଶତ କରୋନା ସଂକ୍ରମିତଙ୍କ ଯୋଗୁ ଭୋପାଳରେ ସଙ୍କଟ

ଭୋପାଳ,୨୬।୪: କରୋନା ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟଜନକ ହେବାରେ ଲାଗିଛି। ମଧ୍ୟପ୍ରଦେଶରେ କରୋନା ସଂକ୍ରମଣକୁ ନେଇ ଏକ ବଡ଼ ସମସ୍ୟା ଦେଖାଦେଇଛି। ଏଠାରେ ୬୫ ପ୍ରତିଶତଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ ପାଇନାହିଁ। ମାତ୍ର ପରବର୍ତ୍ତୀ ସମୟରେ ସେମାନେ ସୁପର ସ୍ପ୍ରେଡର…

୨୩ ଦିନରେ ଦେଢ଼ ଲକ୍ଷ ଲୋକଙ୍କ ଜୀବନ ନେଲା କରୋନା

ଓ୍ବାଶିଂଟନ,୨୬।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ପୃଥିବୀରେ ଏଥିରେ ୨ ଲକ୍ଷରୁ ଅଧିକ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସେହିପରି ୨୯ ଲକ୍ଷ ୨୩ ହଜାର ୬୫୬ ଲୋକ ସଂକ୍ରମିତ ହୋଇଛନ୍ତି। ଜାନୁୟାରୀ ୯ରେ ପ୍ରଥମ…

ବାହାର ରାଜ୍ୟରେ ଗଞ୍ଜାମର ୩ ଲକ୍ଷ ଲୋକ: ୨ ଦିନରେ ୧୯୨୫ ଜଣ କଲେଣି ଅନ୍‌ଲାଇନ୍‌ରେ ପଞ୍ଜୀକରଣ

ଛତ୍ରପୁର,୨୬ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାର ୩ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ବାହାର ରାଜ୍ୟରେ ଥିବା ସମ୍ପର୍କରେ ପ୍ରାକ୍‌ ଆକଳନରୁ ଜଣାପଡ଼ିଛି। ଏଥିରୁ ଅଧିକାଂଶ ଲୋକ ଲକ୍‌ଡାଉନ୍‌ ଉଠିବା ପରେ ଗଞ୍ଜାମ ଜିଲାକୁ ଫେରିବାର ସମ୍ଭାବନା ରହିଛି। ଅଙ୍ଗନଓ୍ବାଡ଼ି କର୍ମୀମାନଙ୍କ ପକ୍ଷରୁ…

ରାଜଧାନୀରେ ବଳବତ୍ତର ରହିବ ଲକ୍‌ଡାଉନ୍‌ କଟକଣା: ବିଏମ୍‌ସି

ଭୁବନେଶ୍ୱର,୨୬।୪(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ନିୟମ କୋହଳ ହୋଇଥିଲେ ହେଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲକ୍‌ଡାଉନ୍‌ କଟକଣା ବଳବତ୍ତର ରହିଛି। ଏହି କ୍ରମରେ ଭୁବନେଶ୍ୱରରେ କଟକଣା ପୂର୍ବପରି ରହିବ। ସହର ଏବେ ବି ହଟ୍‌ସ୍ପଟ୍‌ ଜୋନ୍‌ରେ ଯାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା…

ଏମ୍ସରେ ଜଣେ ନର୍ସ କରୋନା ସଂକ୍ରମିତ

ରିଶିକେଶ,୨୬।୪: ଦେଶରେ କାୟା ବିସ୍ତାର କରି ଚାଲିଛି କରୋନା ଭାଇରସ। ଉତ୍ତରାଖଣ୍ଡର ରିଶିକେଶରେ ଥିବା ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଜଣେ ନର୍ସ କରୋନାରେ ସଂକ୍ରମିତ ହୋଇଥିବା ରବିବାର ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ଦିଲ୍ଲୀ ଷ୍ଟେଟ କ୍ୟାନସର…

ଲକ୍‌ଡାଉନ୍‌ ଶେଷ ପରେ ପୁରୁଷୋତ୍ତମପୁରକୁ ଫେରିବେ ୧୫,୩୦୦ ଲୋକ: ୧୨୩ କ୍ୱାରାଣ୍ଟାଇନ୍‌ ସେଣ୍ଟର ପ୍ରସ୍ତୁତ: ତଦାରଖ କଲେ ଉପଜିଲାପାଳ

ପୁରୁଷୋତ୍ତମପୁର,୨୬ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସିକୁ ରାଜ୍ୟ ଓ ଜିଲା ବାହାରୁ ଆସିବାକୁ ଥିବା ଲୋକଙ୍କ ଆକଳନକୁ ଲକ୍ଷ୍ୟ ରଖି ପ୍ରଶାସନ ପକ୍ଷରୁ ପ୍ରାୟ ୧୫ ହଜାର ୩ ଶହ ଲୋକଙ୍କ ରହିବା ଲାଗି କ୍ବାରାଣ୍ଟାଇନ୍‌ ସେଣ୍ଟରର…

ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ବ୍ୟକ୍ତିଜଣଙ୍କ ଭୁବନେଶ୍ୱରର। ସେ ଏମ୍ସ କୋଭିଡ-୧୯ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ତାଙ୍କର ରିପୋର୍ଟ ନେଗେଟିଭ୍‌…

ଲକ୍‌ଡାଉନ: ଭାଜପା ନେତାଙ୍କ ଭିନ୍ନ ଧରଣର ପ୍ରଦର୍ଶନ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସଂକ୍ରମିତଙ୍କ ବୃଦ୍ଧିକୁ ନେଇ ଚିନ୍ତା ବଢୁଥିବା ବେଳେ କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗ ସରକାରଙ୍କ ମଧ୍ୟରେ ତୁତୁମେମେ ଜାରି ରହିଛି। ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ମହାସଚିବ ତଥା ପଶ୍ଚିମବଙ୍ଗ ପାର୍ଟି ପ୍ରଭାରୀ କୌଳାସ ବିଜୟଭର୍ଗିୟ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri