ସୁନ୍ଦରଗଡ଼ର ନାଲାରୋଡ୍ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା: ଅନ୍ୟାଦେଶ ପର୍ଯ୍ୟନ୍ତ କଟକଣା ବଳବତ୍ତର
ସୁନ୍ଦରଗଡ଼(ଡି.ଏନ୍.ଏ.) /ରାଉରକେଲା ଅଫିସ, ୨୬।୪: ସୁନ୍ଦରଗଡ଼ ଜିଲାରେ ପୂର୍ବ ତିନି ଆକ୍ରାନ୍ତ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ, ରବିବାର ଆଉ ତିନିଗୋଟି କୋଭିଡ -୧୯ ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ତିନି ଆକ୍ରାନ୍ତଙ୍କ ମଧ୍ୟରେ…
ଯାଜପୁରରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଦଶରଥପୁର ବ୍ଲକର ୫ ଗାଁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା, ମେ’ ୧୦ ଯାଏ ବଳବତ୍ତର
ଯାଜପୁର ଅଫିସ, ୨୬।୪- ଯାଜପୁର ଜିଲା ଦଶରଥପୁର ବ୍ଲକର ୩ଟି ପଞ୍ଚାୟତର ୫ ଗ୍ରାମକୁ ରବିବାର କଣ୍ଟେନମେଣ୍ଟ ଜୋନ୍ ଭାବେ ଜିଲାପାଳ ରଞ୍ଜନ କୁମାର ଦାସ ଘୋଷଣା କରିଛନ୍ତି। ପୂର୍ବରୁ ବିରଜାପୁର ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା ହୋଇଥିବାରୁ ଏହାକୁ ମେ’ ମାସ…
କରୋନା ସଂକ୍ରମଣ ଭୟ: ଭଦ୍ରକର ସବୁ ଫେରିଘାଟକୁ ସଟ୍ଡାଉନ୍ ଘୋଷଣା କଲେ ଜିଲାପାଳ
ଭଦ୍ରକ ଅଫିସ,୨୬।୪: କରୋନାକୁ ନିୟନ୍ତ୍ରଣ କରିବା ପାଇଁ ଜିଲାର ସମସ୍ତ ଫେରିଘାଟକୁ ଜିଲାପାଳ ଜ୍ଞାନ ରଞ୍ଜନ ଦାସ ସଟ୍ଡାଉନ୍ ଘୋଷଣା କରିଛନ୍ତି। ପଡୋଶୀ ଜିଲା ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା କାରଣରୁ ସବୁ ଫେରିଘାଟରେ ଯାତାୟାତକୁ ଜିଲା ପ୍ରଶାସନ ବନ୍ଦ…
ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା
ମୁମ୍ବାଇ,୨୬।୪: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଥରହର କରୁଛି। ଦିନକୁ ହଜାର ହଜାର ଲୋକ ଏହି ମହାମାରୀରେ ସଂକ୍ରମିତ ହେଉଥିବା ବେଳେ ହଜାର ହଜାର ଲୋକଙ୍କ ମୃତ୍ୟୁ ମଧ୍ୟ ହେଉଛି। ଆମେରିକା ଭଳି ବିକାଶଶୀଳ ଦେଶ ମଧ୍ୟ କରୋନା ଯୁଦ୍ଧରେ…
ପ୍ଲାଜମା ଦାନ ପାଇଁ ଅନୁରୋଧ କଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସଂକ୍ରମଣ ଏବେ ଉଦ୍ବେଗଜନକ ଭାବେ ବୃଦ୍ଧି ପାଉଥିବାରୁ ସମସ୍ତେ ଏବେ ଏଥିରୁ ରକ୍ଷା ପାଇବା ପାଇଁ ଚେଷ୍ଟା କରୁଛନ୍ତି। ରାଜଧାନୀ ଦିଲ୍ଲୀ ଓ ମହାରାଷ୍ଟ୍ରରେ ସ୍ଥିତି ଅଣାୟତ ହେବାରୁ ଏହା ସେଠାକାର ସରକାରଙ୍କୁ ଚିନ୍ତାରେ ପକାଇ ଦେଇଛି।…
୬ ପୋଲିସ କରୋନା ପଜିଟିଭ: ବନ୍ଦ ହେଲା ୨ ପୋଲିସ ଷ୍ଟେଶନ
କୋଏମ୍ବାଟୁର,୨୬।୪: ତାମୁଲନାଡୁର କୋଏମ୍ବାଟୁରରେ ୬ଜଣ ପୋଲିସଙ୍କ ନିକଟରେ କରୋନା ପଜିଟିଭ ମିଳିବାରୁ ଏବେ ସେଠାକାର ୨ ପୋଲିସ ଷ୍ଟେଶନକୁ ବନ୍ଦ କରି ଦିଆଯାଇଥିବା ସୂଚନା ମିଳିଛି। ପୋଦାନୁର ଓ କୁନିଆମୁଥୁରରେ ଥିବା ଏହି ପୋଲିସ ଷ୍ଟେଶନକୁ ସାମୟିକ ଭାବେ ବନ୍ଦ କରି…
ଓଡ଼ିଶା-ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା: ଫସି ରହିଥିବା ଓଡ଼ିଆ ବସ୍ ଯୋଗେ ଫେରିବା ନେଇ ନିଷ୍ପତ୍ତି
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଗୁଜରାଟରେ କାମ କରୁଥିବା ଓଡ଼ିଆ ଶ୍ରମିକମାନେ ଓଡ଼ିଶା ଫେରିବେ। ସେମାନଙ୍କୁ ନିରାପଦରେ ରାଜ୍ୟକୁ ଫେରାଇ ଆଣିବା ଲାଗି ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀଙ୍କ ମଧ୍ୟରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଆଲୋଚନା ହୋଇଛି। ଏଥିରୁ…
ଲକ୍ଡାଉନ ନୁହେଁ, ଗୋଷ୍ଠୀ ସଂକ୍ରମଣରୁ ମୁକ୍ତି ଜରୁରୀ
ମୁମ୍ବାଇ,୨୬।୪(ପିଟି): କରୋନା ମହାମାରୀକୁ ପ୍ରତିହତ କରିବାକୁ ସାରା ଦେଶରେ ମେ’୩ ପର୍ଯ୍ୟନ୍ତ ଲକ୍ଡାଉନ ଘୋଷଣା କରାଯାଇଛି। ସବୁ ବନ୍ଦ ରହିଥିବାରୁ ଦେଶର ଅର୍ଥନୈତିକ ସ୍ଥିତି ମଧ୍ୟ ବିଗିଡ଼ି ଗଲାଣି। ଲକ୍ଡାଉନ ହଟିବା ପରେ ଏହି ମହାମାରୀକୁ କିପରି ରୋକାଯାଇପାରିବ ଏବଂ ଦେଶ…
ଦିଲ୍ଲୀ ହସ୍ପିଟାଲର ୩୧ କର୍ମଚାରୀଙ୍କୁ କରୋନା
ନୂଆଦିଲ୍ଲୀ,୨୬।୪(ପି.ଟି.): ଦିଲ୍ଲୀର ବାବୁ ଜଗଜ୍ଜୀବନ ରାମ ହସ୍ପିଟାଲରେ ୧୧ ଡାକ୍ତରଙ୍କ ସମେତ ୩୧ କର୍ମଚାରୀ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ଏଲ୍ଏନ୍ଜେପି ହସ୍ପିିଟାଲ, ରାଜୀବ ଗାନ୍ଧୀ ସୁପର ସ୍ପେଶିଆଲିଟି ହସ୍ପିଟାଲ ଓ ଅନ୍ୟ ଘରୋଇ ହସ୍ପିଟାଲରେ ଭର୍ତ୍ତି…
ମହାମାରୀ ସାଜିବ ମାନବାଧିକାର ସଙ୍କଟ
ଜାତିସଂଘ,୨୬।୪: ମହାମାରୀ କରୋନା ବିଶ୍ୱରେ ଦ୍ରୁତ ଗତିରେ ମାନବାଧିକାର ସଙ୍କଟର ରୂପ ନେବାରେ ଲାଗିଛି। ପୂର୍ଣ୍ଣ ଆଜ୍ଞାନୁବର୍ତ୍ତିତା ଦାବି କରୁଥିବା ରାଷ୍ଟ୍ରଗୁଡ଼ିକ ଏହି ଘାତକ ଭୂତାଣୁକୁ ବ୍ୟକ୍ତିଗତ ମାନବାଧିକାର ହନନ ଲାଗି ବାହାନା ଭାବେ ବ୍ୟବହାର କରିପାରିବେ ନାହିଁ ବୋଲି ଜାତିସଂଘ…
ସଙ୍କଟରୁ ସୁଯୋଗ ସାଉଁଟୁଛନ୍ତି ମାଫିଆ
ନୂଆଦିଲ୍ଲୀ,୨୬।୪: କରୋନା ମହାମାରୀର ମୁକାବିଲା ପାଇଁ ବିଶ୍ୱର ଅଧିକାଂଶ ଦେଶ ଲକ୍ଡାଉନରେ ଥିବାବେଳେ ବ୍ୟବସାୟ ଗୁରୁତର ବାଧାପ୍ରାପ୍ତ ହୋଇଛି। ଏହାସତ୍ତ୍ୱେ ଏହି ମହାମାରୀ ଅନେକ ବ୍ୟବସାୟ ପାଇଁ ବଡ଼ ସୁଯୋଗର ଅବକାଶ ଆଣିଛି। ଅସାଧାରଣ ଆବଶ୍ୟକତା ପୂରଣ ଲାଗି ଦ୍ରୁତ ଟେଣ୍ଡର…
ତ୍ୱରିତ ଆଣ୍ଟିବଡି ପରୀକ୍ଷା ସ୍ଥଗିତ
ନୂଆଦିଲ୍ଲୀ,୨୬।୪(ପି.ଟି.): ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍ଆର୍) କୋଭିଡ୍-୧୯ ତ୍ୱରିତ୍ ଆଣ୍ଟିବଡି ପରୀକ୍ଷାର ସଠିକତାକୁ ପୁନଃଯାଞ୍ଚ କରୁଛି। ସେଥିପାଇଁ ଏହି ରାପିଡ୍ ଆଣ୍ଟିବଡି ପରୀକ୍ଷା କିଟ୍ର ବ୍ୟବହାର ସ୍ଥଗିତ ରଖିବାକୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ କୁହାଯାଇଛି। ଚାଇନାର ଦୁଇଟି କମ୍ପାନୀ…
Archives


