କରୋନା ଭାଇରସ୍‌

ଅଣାୟତ୍ତ ମୁହାଁ ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୨୧।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୩୮୦ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ…

ବର୍ଷକରେ କରୋନା ଟିକା ନେଇ ୯ ଜଣଙ୍କ ମୃତ୍ୟୁ, କୋଭିଶିଲ୍ଡ ନେଇ ୮-କୋଭାକ୍ସିନ ଯୋଗୁ ଜଣେ…

ନୂଆଦିଲ୍ଲୀ, ୨୧।୪ : କରୋନା ଟିକା ନେବା ପରେ ଘଟିଥିବା ପାର୍ଶ୍ୱ ପ୍ରତିକ୍ରିୟା ଘଟଣାଗୁଡ଼ିକ ଉପରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଜାତୀୟ କମିଟି (ଏଇଏଫ୍‌ଆଇ) ଅନୁଯାୟୀ, ଫେବୃଆରୀ ୨୦୨୧ରୁ ଲକ୍ଷ ଲକ୍ଷ କରୋନା ଟିକାର ଡୋଜ ଦିଆଯାଇଥିବା ବେଳେ କେବଳ ନଅ ଜଣଙ୍କର…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୬୮୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ପୁଣି ଫେରିଲା କଟକଣା, ମାସ୍କ ନ ପିନ୍ଧିଲେ ୫୦୦ ଟଙ୍କା ଜରିମାନା…

ନୂଆଦିଲ୍ଲୀ, ୨୦।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଦିଲ୍ଲୀରେ ସଂକ୍ରମଣ ହାର ପ୍ରତି ଦିନ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ଦିଲ୍ଲୀ ସରକାରଙ୍କ ବିପର୍ଯ୍ୟୟ ପରିବାଳନା କର୍ତ୍ତୃପକ୍ଷ(ଡିଡିଏମ୍‌ଏ) ଙ୍କ ପକ୍ଷରୁ ବୁଧବାର ଏକ ବୈଠକରେ କରୋନା କଟକଣାକୁ…

ଚାଇନା ସାଗରରେ ଟ୍ରାଫିକ୍‌ ଜାମ୍‌…

ବେଜିଂ, ୨୦।୪ : ଚାଇନାରେ କରୋନା ପୁଣି କରୋନା ସଂକ୍ରମଣ ଯୋଗୁ ଏହାର ଆର୍ଥିକ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ରାଜଧାନୀ ସାଂଘାଇରେ ସର୍ବାଧିକ କ୍ଷତି ଘଟିଛି। କରୋନା ଯୋଗୁ ସାଂଘାଇରେ ଗତ ଏକ ମାସ ଧରି ଲକ୍‌ଡାଉନ୍‌ ପଡ଼ିଥିଲା।…

ରାଜ୍ୟରେ ଚିହ୍ନଟ ହେଲେ ୮ କରୋନା ପଜିଟିଭ୍‌

ଭୁବନେଶ୍ୱର ୨୦।୪ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ଲୋକାଲ କେସ ରହିଛନ୍ତି । ସେହିପରି ଚିହ୍ନଟ…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୨୦।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୬୭ ରେ ପହଞ୍ଚିଛି। ସେହିପରି ଗତ…

ସାଂଘାଇ ପାଲଟିଲାଣି କରୋନାର ହଟସ୍ପଟ

ବେଜିଂ,୧୯ ।୪: ଚାଇନାକୁ ପୁଣିଥରେ ଫେଣିଲାଣି କରୋନା । ଗତ ୨୪ ଘଣ୍ଟାରେ ୨,୭୨୩ ନୂଆ ମାମଲା ସାମ୍ନାକୁ ଆସିଛି । ଏଥିମଧ୍ୟରୁ କେବଳ ସାଂଘାଇରେ ୨,୪୧୭ ଜଣ ସଂକ୍ରମିତ ରହିଥିବା ଜଣାପଡିଛି । ଏହି ସୂଚନା ରାଷ୍ଟ୍ରୀୟ ସ୍ୱାସ୍ଥ୍ୟ ଆୟୋଗ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ରାଜ୍ୟରୁ ସୋମବାର ଆଉ ୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୮,୬୬୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ଉତ୍ତର ପ୍ରଦେଶରେ ମାସ୍କ ପିନ୍ଧିବା ହେଲା ବାଧ୍ୟତାମୂଳକ

ଲକ୍ଷ୍ନୌ,୧୮ ।୪: ଦେଶରେ କରୋନା ମହାମାରୀର ଚତୁର୍ଥ ଲହର ଆରମ୍ଭ ହୋଇଯାଇଛି ବୋଲି ଅନୁମାନ କରାଯାଉଛି । କିଛିଦିନ ହେବ କରୋନା ସଂକ୍ରମଣ କମ୍ ହୋଇଥିବା ବେଳେ ଏବେ ପୁଣିଥରେ ସଂକ୍ରମଣ ବଢିବାରେ ଲାଗିଛି । ରାଜଧାନୀ ଦିଲ୍ଲୀ ସମେତ ଉତ୍ତର…

୪ର୍ଥ ଲହର ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଦିଲ୍ଲୀ ଭଳି କିଛି ରାଜ୍ୟରେ ସଂକ୍ରମଣ ବଢ଼ିବା ପରେ ରାଜ୍ୟ ସରକାର ପୁଣି ସଜାଗ ହୋଇଛନ୍ତି। ଯଦିଓ ଆମ ରାଜ୍ୟରେ ସଂକ୍ରମଣ ହାର କମ୍‌ ରହିଛି ତଥାପି ଆଗାମୀ ୪ର୍ଥ ଲହର ପାଇଁ ସତର୍କ ରହିବାକୁ ସମସ୍ତ ଜିଲାର ଜିଲାପାଳମାନଙ୍କୁ…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୮।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୧୮୩ ରେ ପହଞ୍ଚିଛି। ଫଳରେ ଦୈନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?