ମହାମାରୀରୁ ହେବ ଯୁଗ ନିର୍ଦ୍ଧାରଣ
ଓ୍ବାଶିଂଟନ,୨୫ା୪ : କୋଭିଡ୍-୧୯ ହେଉଛି ପ୍ରଥମ ଆଧୁନିକ ମହାମାରୀ, ଯାହା ଏହି ଯୁଗର ସଂଜ୍ଞା ନିରୂପଣ କରିବ। ଏହି ସମୟ ଦେଇ ଗତି କରୁଥିବା କୌଣସି ବ୍ୟକ୍ତି ମହାମାରୀକୁ ଭୁଲିପାରିବେ ନାହିଁ ବୋଲି ଆମେରିକାର ବିଶିଷ୍ଟ ଜନହିତୈଷୀ ଶିଳ୍ପପତି ବିଲ୍ ଗେଟ୍ସ…
ନିୟମ ଉଲ୍ଲଂଘନକାରୀଙ୍କୁ ଜଳଖିଆ ମନା
ଭୁବନେଶ୍ୱର,୨୫ା୪ (ବ୍ୟୁରୋ): କୋଭିଡ-୧୯ ପାଇଁ ହୋଟେଲ ଓ ଜଳଖିଆ ଦୋକାନ ବନ୍ଦ ରହିଛି। କେବଳ ପାର୍ସଲ ନେବା ପାଇଁ କିଛି ହୋଟେଲ ଖୋଲା ରହିଛି। ରାଜଧାନୀର ଶହୀଦ ନଗର ସ୍ଥିତ ନିୟୁ ବିଦ୍ୟା ଗାଙ୍ଗୁରାମରେ ସମସ୍ତ ନିୟମକୁ ଶୃଙ୍ଖଳିତ ଭାବେ ପାଳନ…
ବନ୍ୟପ୍ରାଣୀଙ୍କୁ ଖାଦ୍ୟ ବଣ୍ଟନ ଭୟଙ୍କର ପରିସ୍ଥିତି ସୃଷ୍ଟି କରିବ
ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ଲକ୍ଡାଉନ୍ ଜାରି ରହିଥିବାବେଳେ ବହୁ ବ୍ୟକ୍ତି ବିଶେଷ ଓ ସଂଗଠନ ଭୋକରେ ଥିବା ବୁଲା ଗୋରୁଗାଈ, କୁକୁର ଆଦିଙ୍କୁ ଖାଦ୍ୟ ବାଣ୍ଟୁଛନ୍ତି। ସରକାର ମଧ୍ୟ ଏମାନଙ୍କ ପାଇଁ ୯୦ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। କାରଣ ଏସବୁ ପ୍ରାଣୀ ମଣିଷ…
ଅସଲି ପୋଷାକରେ ନକଲି ଆଇପିଏସ୍ ଅଫିସର
ଭୁବନେଶ୍ୱର,୨୫ା୪(ବ୍ୟୁରୋ): ‘ହାଲୋ ମୁଁ ୨୦୧୮ ବ୍ୟାଚ୍ର ଆଇପିଏସ୍ ଅଫିସର ଶର୍ମିଷ୍ଠା କହୁଛି। ମୁଁ କୋଭିଡ୍-୧୯ ଡ୍ୟୁଟିରେ ସେଣ୍ଟ୍ରାଲ ଡେପୁଟେଶନରେ ଭୁବନେଶ୍ୱର ଆସିଛି। ମୋ ପାଇଁ ଗାଡି, ଘର, ଚାକର, ରାଶନ ଦରକାର।’ କମିଶନରେଟ ପୋଲିସକୁ ଏଭଳି ଫୋନ୍ କରି ନାକେଦମ୍ କରିଥିବା…
ଘରେ ଥାଇ ବି ବୟସ୍କ ହୋଇଛନ୍ତି ସଂକ୍ରମିତ
ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ଶିଶୁଠାରୁ ବୁଢ଼ା, କାହାକୁ ଛାଡ଼ୁନି କରୋନା। ତେବେ କେଉଁ ବୟସର ବ୍ୟକ୍ତିଙ୍କ ପାଇଁ ଅଧିକ ବିପଦ ଆସିପାରେ, ସେ ବିଷୟରେ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍ଚୀ କହିଛନ୍ତି। କରୋନା ସହ ଲଢୁଥିବା…
ଆମ୍ବୁଲାନ୍ସର ହେଉଛି ଅପବ୍ୟବହାର
ଭୁବନେଶ୍ୱର, ୨୫ା୪(ବ୍ୟୁରୋ): କରୋନା ପାଇଁ ସାରା ଦେଶ ଏବେ ଲକ୍ଡାଉନ। ଏପରି ସମୟରେ ଆମ୍ବୁଲାନ୍ସର ଅପବ୍ୟବହାର ହେଉଛି। ଜରୁରିକାଳୀନ ସେବା ପାଇଁ ଉଦ୍ଦିଷ୍ଟ ଆମ୍ବୁଲାନ୍ସକୁ କେତେଜଣ ଲୋକ ଅପବ୍ୟବହାର କରୁଛନ୍ତି। ସଙ୍କଟ ସମୟରେ ସମସ୍ତେ ବିବେକର ସହ କାମ କରନ୍ତୁ। ଗୋଟିଏ…
ଜାତୀୟ ସ୍ବାର୍ଥକୁ ଦେଖି ନିଷ୍ପତ୍ତି ହେଉ
ପୁରୀ ଅଫିସ,୨୫ା୪: କରୋନା ଟାଣିଛି ଲକ୍ଷ୍ମଣରେଖା। ସିଂହଦ୍ୱାର ଡେଇଁ ପାରୁନାହାନ୍ତି ଭକ୍ତ। ମାସେରୁ ଊର୍ଦ୍ଧ୍ୱ ହେଲାଣି ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। ଏବେ ମହାପ୍ରଭୁଙ୍କ ରଥଯାତ୍ରାକୁ ନେଇ ମଧ୍ୟ ଅନିଶ୍ଚିତତା ଦେଖାଦେଇଛି। ଶୁକ୍ରବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିଥିଲେ…
ଗୋଟିଏ ଦିନର ଦରମା ଦେଲେ ଓୟୁଏଟି କର୍ମଚାରୀ
ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ରାଜ୍ୟରେ କୋଭିଡ୍-୧୯ ସ୍ଥିତିର ମୁକାବିଲା କରିବା ପାଇଁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ର ବୈଜ୍ଞାନିକ ଓ କର୍ମଚାରୀମାନେ ଗୋଟିଏ ଦିନର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ପ୍ରଦାନ କରିଛନ୍ତି। ଶୁକ୍ରବାର ଓୟୁଏଟି କୁଳପତି ଡ. ପବନ କୁମାର…
ଠିକ୍ ସମୟରେ ନିଆଯାଇଛି ଲକ୍ ଡାଉନ ନିଷ୍ପତ୍ତି
ନୂଆଦିଲ୍ଲୀ,୨୪।୪: ନୀତି ଆୟୋଗର ସଦସ୍ୟ ତଥା କୋଭିଡ-୧୯କୁ ନେଇ ଗଠିତ ଉଚ୍ଚସ୍ତରୀୟ ସମିତିର ଅଧ୍ୟକ୍ଷ ଡାକ୍ତର ଭିକେ ପଲ କହିଛନ୍ତି, କରୋନା ଭାଇରସର ମୁକାବିଲା କରିବାକୁ ଲକ୍ଡାଉନ୍ ନିଷ୍ପତ୍ତି ଠିକ୍ ସମୟରେ ନିଆଯାଇଛି। ଯଦି ଏଥିରେ ବିଳମ୍ବ କରାଯାଇଥାଆନ୍ତା ତେବେ ବର୍ତ୍ତମାନ…
କରୋନା ଯୁଦ୍ଧରେ ହାରିଗଲେ ୪ ମାସର ଶିଶୁ
ଥିରୁଭାନନ୍ତପୁରମ,୨୪।୪: କରୋନା ଭାଇରସରେ ସଂକ୍ରମିତ ହୋଇଥିଲେ କେରଳ କୋଜିକୋଡେ ଜିଲାର ୪ ମାସର ଶିଶୁ। ଏହି ଶିଶୁ ଶେଷରେ କରୋନା ଯୁଦ୍ଧରେ ହାରି ଯାଇଛନ୍ତି। ଶୁକ୍ରବାର ଶିଶୁଙ୍କ ମୃତ୍ୟୁ ହୋଇଥିବା ଘୋଷଣା କରାଯାଇଛି। ଗତ ୨୨ ତାରିଖରେ ସେ କରୋନା ପଜିଟିଭ…
ଚିନ୍ତା ବଢାଉଛି ଧରାବି
ମୁମ୍ବାଇ,୨୪।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ମହାରାଷ୍ଟ୍ରରେ ଏହି ସଂଖ୍ୟା ସର୍ବାଧିକ। ଏହା ମହାରାଷ୍ଟ୍ର ସରକାରଙ୍କୁ ଚିନ୍ତାରେ ପକାଇ ଦେଲାଣି। ତେବେ ମହାରାଷ୍ଟ୍ରରେ ଅନ୍ୟସ୍ଥାନ ଅପେକ୍ଷା ଧରାବିର ସଂକ୍ରମଣ ଏବେ ସମସ୍ତଙ୍କୁ ଅଡୁଆରେ ପକାଇ…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୧,୭୫୨ ସଂକ୍ରମିତ
ନୂଆଦିଲ୍ଲୀ,୨୪।୪: ଦେଶରେ ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ବେଳକୁ ବେଳ ଏହି ସଂଖ୍ୟାରେ ବୃଦ୍ଧି ଘଟିବାରୁ ଏହା ସମସ୍ତଙ୍କୁ ଏକ ପ୍ରକାର ଚିନ୍ତାରେ ପକାଇ ଦେଲାଣି। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ,…
Archives


