ଆଶାକର୍ମୀଙ୍କୁ ମାଡ଼ମାରି ଜଣେ ଗିରଫ: ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଜିଲାପାଳ
ବାଲେଶ୍ୱର ଅଫିସ, ୨୪।୪: ବାଲେଶ୍ୱର ଜିଲା ବାରବାଟି ଗ୍ରାମର ଆଶାକର୍ମୀ ସୁଭଦ୍ରା ଭଞ୍ଜ ପ୍ରଶାସନ ପକ୍ଷରୁ ନେଳିଆବାଗ୍ କଣ୍ଟେନମେଣ୍ଟ ଅଞ୍ଚଳରେ ସର୍ଭେ କାମରେ ନିୟୋଜିତ ଅଛନ୍ତି। ତେବେ ସୁଭଦ୍ରା ଗୁରୁବାର ଡ୍ୟୁଟିସାରି ଘରକୁ ଫେରୁଥିବା ବେଳେ କଣ୍ଟେନମେଣ୍ଟ ଅଞ୍ଚଳରୁ ଆସିଥିବାକୁ ନେଇ…
ଲକ୍ଡାଉନ୍ ଉଠିବା ପରେ ଗଞ୍ଜାମକୁ ଫେରିବେ ଲୋକେ: ସରପଞ୍ଚଙ୍କ ସହ ଆଲୋଚନା, ଆଇସୋଲେଶନ୍ ସେଣ୍ଟର ଅନୁଧ୍ୟାନ କଲେ ଜିଲାପାଳ
ଛତ୍ରପୁର, ୨୪।୪(ଡି.ଏନ୍.ଏ.)- ଲକ୍ଡାଉନ୍ ଉଠିବା ପରେ ବାହାର ରାଜ୍ୟରେ ଅଟକିଥିବା ଲୋକେ ଗଞ୍ଜାମ ଜ଼ିଲାକୁ ଫେରିବେ। ଏନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମସ୍ତ ପଞ୍ଚାୟତ ଅଫିସକୁ ଯାଇ ସରପଞ୍ଚ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ, ଜେଇ ଓ କର୍ମଚାରୀମାନଙ୍କ…
ପଞ୍ଚାୟତିରାଜ ଦିବସରେ ସ୍ବାମିତ୍ୱ ଯୋଜନା ଘୋଷଣା କଲେ ମୋଦି
ନୂଆଦିଲ୍ଲୀ,୨୪।୪: ରଷ୍ଟ୍ରୀୟ ପଞ୍ଚାୟତି ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ପଞ୍ଚାୟତର ମୁଖ୍ୟଙ୍କୁ ଶୁକ୍ରବାର ସମ୍ବୋଧିତ କରିଛନ୍ତି। କରୋନା ଭାଇରସ୍ ସହ ମୁକାବିଲା ପାଇଁ ଗ୍ରାମାଞ୍ଚଳରେ କିଭଳି ବ୍ୟବସ୍ଥା ରହିଛି ଏବଂ ସ୍ଥିତି କ’ଣ ରହିଛି ସେନେଇ ସରପଞ୍ଚଙ୍କ ସହ…
ଅବ୍ୟବସ୍ଥାରେ କରୋନା ଯୋଦ୍ଧାଙ୍କ କ୍ୱାରାଣ୍ଟାଇନ୍ ସେଣ୍ଟର: ଭିଡିଓ ଭାଇରାଲ
ରାୟବରେଲୀ,୨୪।୪: ସରକାର ସବୁବେଳେ କରୋନା ଯୋଦ୍ଧାଙ୍କ ସମ୍ମାନ ଓ ସୁରକ୍ଷା ବିଷୟରେ କହୁଥିବା ବେଳେ ଏହା କେତେ କାର୍ଯ୍ୟକାରୀ ହେଉଛି ତା’ର ନଗ୍ନ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ରାୟବରେଲୀରେ। କୋଭିଡ-୧୯ ରେଗୀଙ୍କ ଚିକିତ୍ସାରେ ନିୟୋଜିତ ଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ…
ଭଦ୍ରକରୁ ଆସିଥିବା ଅଧିକାରୀଙ୍କ ସ୍ବାବ୍ ଟେଷ୍ଟ ପାଇଁ ବଲାଙ୍ଗୀର ପଠାଗଲା
ଗୁଡଭେଲା,୨୪ା୪(ଡି.ଏନ୍.ଏ.) : ଲକ୍ଡାଉନ ସତ୍ତ୍ୱେ ଭଦ୍ରକ ଜିଲାରୁ ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଶିକ୍ଷା କାର୍ଯ୍ୟାଳୟକୁ ଆସିଥିବା ଜଣେ ଅଧିକାରୀଙ୍କ ବିଷୟରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଶୁକ୍ରବାର ତୁଷୁରା ତହସିଲଦାର ଚନ୍ଦ୍ରମଣୀ ନାଗଙ୍କ ନେତୃତ୍ୱରେ ଉକ୍ତ ଅଧିକାରୀଙ୍କୁ ଏକ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୫ ହଜାର ଟଙ୍କା ପ୍ରଦାନ
ଗୁଡଭେଲା,୨୪ା୪(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ଧାନଘରା ଗ୍ରାମର ମା’ଲକ୍ଷ୍ମୀ ନାରାୟଣୀ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ୫ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଗୁଡଭେଲା ସିଡିପିଓ ସୌଦାମିନୀ ପ୍ରଧାନଙ୍କ ଜରିଆରେ ପ୍ରଦାନ କରିଛନ୍ତି। କରୋନା ମୁକାବିଲା…
ପରିବା ମାର୍କେଟ୍କୁ ତିନିପଟରୁ ସିଲ୍ କଲା ପ୍ରଶାସନ
ଗୁଡଭେଲା,୨୪ା୪(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ତୁଷୁରା ସହରରେ ପ୍ରତ୍ୟେକ ଦିନ ସକାଳ ୬ଟାରୁ ୧୧ଟା ପର୍ଯ୍ୟନ୍ତ ହାଟ ବସୁଥିବା ବେଳେ ଲୋକେ ଦୁଇ ଚକିଆରେ ପନିପରିବା କିଣିବା ପାଇଁ ଆସୁଥିଲେ। ଫଳରେ ଲୋକଙ୍କୁ ଅଟକାଇବା ପାଇଁ ପୋଲିସ ନାକେଦମ ହୋଇପଡୁଥିଲା। ଏହାକୁ ଦୃଷ୍ଟିରେ…
ବ୍ରୋନକ୍ସ ଜୁ’ରେ ୪ ବାଘ, ୩ ସିଂହଙ୍କୁ କରୋନା
ନ୍ୟୁୟର୍କ,୨୪ା୪: ନ୍ୟୁୟର୍କର ବ୍ରୋନକ୍ସ ଜୁ’ରେ ଗୋଟିଏ ବାଘୁଣୀ କରୋନା ସଂକ୍ରମିତ ହେବାର ପାଖାପାଖି ୩ ସପ୍ତାହ ପରେ ବୁଧବାର ସେଠାରେ ଆଉ ୪ଟି ବାଘ ଓ ୩ଟି ସିଂହ ଏହି ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ପରୀକ୍ଷାରୁ ଜଣାପଡିଛି। ଚିଡ଼ିଆଖାନାର ଦେଖାଶୁଣା…
୪କୋଟି ଆନ୍ତଃରାଜ୍ୟ ପ୍ରବାସୀ ପ୍ରଭାବିତ
ନୂଆଦିଲ୍ଲୀ,୨୪ା୪(ପି.ଟି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୨୫ରେ ଦେଶବ୍ୟାପୀ ଲକ୍ଡାଉନ ଲାଗୁ କରିଛନ୍ତି। ଏହା ମେ’୩ ପର୍ଯ୍ୟନ୍ତ ବଳବତ୍ତର ରହିବ। ତେବେ ଏହି ଲକ୍ଡାଉନ ଯୋଗୁ ଦେଶରେ ପ୍ରାୟ ୪କୋଟି ଆନ୍ତଃରାଜ୍ୟ ପ୍ରବାସୀ ପ୍ରଭାବିତ ହୋଇଛନ୍ତି। ଯେଉଁଥିପାଇଁ ଗତ କିଛିଦିନ ମଧ୍ୟରେ…
କରୋନା ମୁକାବିଲା ନେଇ ଫୋନ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କ ଆଲୋଚନା: ରଥଯାତ୍ରା ନେଇ ବି ହେଲା ଆଲୋଚନା
ଭୁବନେଶ୍ୱର, ୨୪।୪(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଆଲୋଚନା ହୋଇଛି। ଉଭୟ ଫୋନ୍ ମାଧ୍ୟମରେ କଥାବାର୍ତ୍ତା ହୋଇଛନ୍ତି। ଏଥିସହ ରଥଯାତ୍ରା ସମ୍ପର୍କରେ ମଧ୍ୟ ଉଭୟ ଆଲୋଚନା କରିଛନ୍ତି। ଶୁକ୍ରବାର ହେବାକୁ…
ବ୍ରିଟେନ: ଅନ୍ୟ ସମୁଦାୟଠାରୁ ଭାରତୀୟ ଅଧିକ ପ୍ରଭାବିତ
ଲଣ୍ଡନ,୨୪ା୪: କରୋନା ଭୂତାଣୁ ସଂକ୍ରମଣରେ ବ୍ରିଟେନରେ ଗୁରୁବାର ସୁଦ୍ଧା ୧୮,୭୩୮ ଲୋକଙ୍କ ମୃତ୍ୟୁ ଘଟିଲାଣି। ସେହିପରି ୧ ଲକ୍ଷ ୩୮ ହଜାରରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇଛନ୍ତି। ହେଲେ ଚିନ୍ତାର ବିଷୟ ଯେ, ବ୍ରିଟେନର କୃଷ୍ଣକାୟ, ଏସୀୟ ଓ ସଂଖ୍ୟାଲଘୁ ସମ୍ପ୍ରଦାୟ(ବିଏଏମ୍ଇ)…
ଡବ୍ଲ୍ୟୁଏଚ୍ଓର ନେତୃତ୍ୱ ନେବ ଭାରତ
ନୂଆଦିଲ୍ଲୀ,୨୪ା୪: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ମୁଖ୍ୟାଳୟରେ ଭାରତ ନେତୃତ୍ୱ ଭୂମିକା ନେବ। ସାରା ବିଶ୍ୱ କରୋନା ମହାମାରୀ କବଳିତ ହୋଇଥିବାବେଳେ ଆସନ୍ତା ମାସରେ ଡବ୍ଲ୍ୟୁଏଚ୍ଓ କାର୍ଯ୍ୟନିର୍ବାହୀ ବୋର୍ଡରେ ଭାରତୀୟ ପ୍ରତିନିଧି ଅଧ୍ୟକ୍ଷ ନିଯୁକ୍ତ ହେବାକୁ ଯାଉଛନ୍ତି। କୋଭିଡ୍-୧୯ ମହାମାରୀରେ ଏପର୍ଯ୍ୟନ୍ତ…
Archives


