୬୦ ଘଣ୍ଟା ସଟ୍ଡାଉନ ରହିବ ୩ ଜିଲା: ନିୟମ ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ: ଡିଜିପି
ଭୁବନେଶ୍ୱର, ୨୩।୪(ବ୍ୟୁରୋ): କରୋନା ମୁକାବିଲା ନେଇ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲାକୁ ୬୦ ଘଣ୍ଟିଆ ସଟ୍ଡାଉନ ଘୋଷଣା କରାଯାଇଛି। ଗୁରୁବାର ରାତି ୧୦ଟାରୁ ୨୬ ତାରିଖ ଦିନ ୧୦ଟା ଯାଏ ଏହି ସଟ୍ଡାଉନ ଜାରି ରହିବ ବୋଲି ମୁଖ୍ୟ ଶାସନ…
ବ୍ୟାଙ୍କ୍ ସମୟରେ ପରିବର୍ତ୍ତନ: ସକାଳ ୮ଟାରୁ ଦିନ ୨ଟା ଯାଏ ଖୋଲାରହିବ
ଭୁବନେଶ୍ୱର, ୨୩।୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ଏବେ ଦେଶବ୍ୟାପୀ ଲକ୍ଡାଉନ ଜାରି ରହିଛି। ତେବେ ଗ୍ରୀଷ୍ମ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବ୍ୟାଙ୍କଗୁଡିକୁ ସକାଳୁଆ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ବିଭାଗ ପକ୍ଷରୁ…
ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ଦେଲେ ୧୫ ଏସ୍ଏଚ୍ଜି
ବୌଦ୍ଧ, ୨୩ା୪(ସ୍ବ.ପ୍ର)-ବୌଦ୍ଧ ଜିଲା ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମଶିଣାଗୋରା ଗ୍ରାମର ୧୫ଟି ଏସଏଚଜିର ମହିଳାମାନେ ମିଳିତ ଭାବରେ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ୬୦୦୦ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। ସରପଞ୍ଚ ପ୍ରହଲ୍ଲାଦ ସେଠୀଙ୍କ ତତ୍ତ୍ୱାବଧାନରେ ଏସଏଚଜି ମହିଳାମାନେ ଏକତ୍ରିତ ହୋଇ…
୬୦ ଘଣ୍ଟା ସଟ୍ଡାଉନ ରହିବ ୩ ଜିଲା: ଗୁରୁବାର ରାତି ୧୦ରୁ ୨୬ ତାରିଖ ଦିନ ୧୦ଟା ଯାଏ ଭଦ୍ରକ, ବାଲେଶ୍ୱର, ଯାଜପୁର ସମ୍ପୂର୍ଣ୍ଣ ବନ୍ଦ
ଭୁବନେଶ୍ୱର, ୨୩।୪(ବ୍ୟୁରୋ): କରୋନା ମୁକାବିଲା ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଗୁରୁବାର ସନ୍ଧ୍ୟାରେ ଏକ ବଡ଼ ଘୋଷଣା କରିଛନ୍ତି। ୩ ଜିଲାକୁ ସମ୍ପୂର୍ଣ୍ଣ ସଟ୍ଡାଉନ୍ କରାଯାଇଛି। ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲା ୬୦ ଘଣ୍ଟା ପାଇଁ ସଟ୍ଡାଉନ…
ମାଓବାଦୀ ପ୍ରଭାବିତ ଅଞ୍ଚଳରେ ପୋଷ୍ଟର ମାଧ୍ୟମରେ ସଚେତନତା
ପାଟଣାଗଡ, ୨୩ା୪(ଡି.ଏନ.ଏ.) : ବଲାଙ୍ଗୀର ଜିଲା ଖପ୍ରାଖୋଲ ଏବଂ ତୁରେକେଲା ବ୍ଲକର ମାଓବାଦୀ ପ୍ରଭାବିତ ଅଞ୍ଚଳର ବିଭିନ୍ନ ଗ୍ରାମରେ କରୋନା ଭୁତାଣୁକୁ ନେଇ ପୋଷ୍ଟର ମାଧ୍ୟମରେ ସଚେତନତା କରାଯାଇଛି। ତ୍ରିଲିଙ୍ଗେଶ୍ୱର, ଜୁନାନୀବାହାଲ, ରେଙ୍ଗାଲି, ବର୍ତିଆ, ସୁନାମୁଦି, ବୁଢାଛାପର, ମହଖଣ୍ଡ, ସାଲେପାଲି, ପଖନମୁଣ୍ଡା…
ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଛୁଇଁଲା
ଭୁବନେଶ୍ୱର, ୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ଅପରାହ୍ନରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଏହି ୨ ଜଣ ହେଲେ ବାଲେଶ୍ୱର ଜିଲାର। ତେବେ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୫୫ ବର୍ଷର ମହିଳା ଓ ୩୬ ବର୍ଷର ପୁରୁଷ…
ବାଲେଶ୍ୱରରେ ଆଉ ୨ କରୋନା ପଜିଟିଭ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ ଛୁଇଁଲା
ଭୁବନେଶ୍ୱର, ୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ୨ ଜଣ ବାଲେଶ୍ୱରର ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…
କରୋନା ତଥ୍ୟ: ବିଶ୍ୱରେ ସଂକ୍ରମିତଙ୍କ ସଂଖ୍ୟା ୨୬ ଲକ୍ଷ ଟପିଲା, ଭାରତରେ ୨୧,୩୯୩ ପଜିଟିଭ୍ ଚିହ୍ନଟ, ଓଡ଼ିଶାରେ ୮୭ ଆକ୍ରାନ୍ତ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆଜି ସୁଦ୍ଧା ବିଶ୍ୱରେ ୨୧୦ ଦେଶ, ୨ଜାହାଜ କରୋନା କବଳିତ। ବୁଧବାର ସମଗ୍ର ବିଶ୍ୱରେ ୨୫ ଲକ୍ଷ ୭୨ହଜାର ୬୦୩ଜଣ ବ୍ୟକ୍ତି ସଂକ୍ରମିତ ଥିବା ବେଳେ ଗୁରୁବାର ଏହା ୨୬ ଲକ୍ଷ ୪୮ହଜାର ୩୬୦ରେ ପହଞ୍ଚିଛି। ସେହିଭଳି ୧ ଲକ୍ଷ…
କରୋନାକୁ ନେଇ ଛାତ୍ରୀଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ବାହାରକୁ ଖେଳିବାକୁ ଯାଅ ନାହିଁ, ପରିବାରଲୋକଙ୍କୁ କଟକଣା ମାନିବାକୁ କୁହ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଓଡ଼ିଶାରେ ୬୮ହଜାର ୭୧୭ଟି ସ୍କୁଲ ରହିଛି। ସେଥିରେ ୩୬ ଲକ୍ଷ ୫ ହଜାର ୫୩୯ଜଣ ଛାତ୍ରୀଛାତ୍ର ପ୍ରାଥମିକ ବିଦ୍ୟାଳୟ ଏବଂ ୨୧ଲକ୍ଷ ୨୭ହଜାର ୪୩ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠ ପଢ଼ୁଛନ୍ତି। ବିଶେଷକରି ୯ମ ଏବଂ ଦଶମରେ ୧ଲକ୍ଷ ୨୯…
୨୪ ଘଣ୍ଟାରେ ୧,୪୦୯ ନୂଆ ସଂକ୍ରମିତ: ୭୮ ଜିଲା କରୋନା ମୁକ୍ତ
ନୂଆଦିଲ୍ଲୀ,୨୩।୪: ଦେଶରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧,୪୦୯ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୨୧,୩୯୩। ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ଓ…
୨୦ ହଜାର ଯୋଡା ଜୋତା ଦାନ କରିବେ ପ୍ରିୟଙ୍କା !
ମୁମ୍ବାଇ: ଦେଶ କରୋନା ଭାଇରସ ସହ ଲଢୁଥିବା ବେଳେ ଏବେ ସମସ୍ତେ ଏହାଠାରୁ ବିଜୟୀ ହେବାକୁ ଲାଗି ପଡିଛନ୍ତି। ବଲିଉଡ୍ର ଅନେକ ସେଲିବ୍ରିଟି ଏ ଦିଗରେ ସହଯୋଗର ହାତ ବି ବଢାଇଛନ୍ତି। ନିକଟରେ ମିଳିଥିବା ଖବର ଅନୁଯାୟୀ, ବଲିଉଡ୍ ଦେଶୀ ଗର୍ଲ…
ଖୁସି ଖବର: କରୋନା ଯୁଦ୍ଧରେ ବିଜୟୀ ହେଲେ ୯ ମାସର ଶିଶୁ
ଡେରାଡୁନ,୨୩।୪: ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ୯ ମାସର କରୋନା ସଂକ୍ରମିତ ଶିଶୁ ମାତ୍ର ୬ ଦିନରେ ସୁସ୍ଥ ହେବା ଘଟଣା ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଉତ୍ତରାଖଣ୍ଡର ଏହି ଶିଶୁଟି କମ୍ ବୟସର ପ୍ରଥମ ସଂକ୍ରମିତ…
Archives


