ଆଶ୍ୱସ୍ତ ହେଲେ ଇମ୍ରାନ
ଇସ୍ଲାମାବାଦ,୨୩।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିବା ପରେ ସେ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। ପାକିସ୍ତାନର ସ୍ବାସ୍ଥ୍ୟମନ୍ତ୍ରୀ ଜଫର ମିର୍ଜା ଟୁଇଟ କରି ଏହି ସୂଚନା ଦେଇଛନ୍ତି। କିଛିଦିନ ପୂର୍ବେ ଇମ୍ରାନ ଜଣେ କରୋନା ପଜିଟିଭଙ୍କ…
ଯାଜପୁର ୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୩ ମହିଳା: ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା ପୂର୍ବ ପଜିଟିଭ୍ଙ୍କ ପରିବାର ସଦସ୍ୟ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଯାଜପୁରରେ ଚିହ୍ନଟ ହୋଇଥିବା ୪ ନୂଆ କରୋନା ପଜିଟିଭ୍ଙ୍କ ମଧ୍ୟରେ ୩ଜଣ ମହିଳା ଏବଂ ଜଣେ ଯୁବକ ରହିଛନ୍ତି। ରାଜ୍ୟ ସୂଚନା ଏବଂ ପ୍ରସାରଣ ବିଭାଗର ଟୁଇଟ୍ ଅନୁଯାୟୀ, ଆକ୍ରାନ୍ତମାନଙ୍କ ବୟସ ଯଥାକ୍ରମେ ୪୮,୭୦,୮୦ ଏବଂ ୨୧ ବର୍ଷ। ସମସ୍ତ…
ବିନା ସୁରକ୍ଷାରେ କାମ କରୁଛନ୍ତି କରୋନା ଯୋଦ୍ଧା
ଭୋପାଳ,୨୩।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏପରିସ୍ଥଳେ କରୋନା ଯୋଦ୍ଧା ପାଲଟି ଥିବା ସଫେଇ କର୍ମଚାରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପ୍ରତି ଦୃଷ୍ଟି ଦିଆଯାଉ ନ ଥିବା ଅଭିଯୋଗ ହୋଇଛି। ମଧ୍ୟପ୍ରଦେଶରେ ବହୁ ସଫେଇ…
ଦେଶବାସୀଙ୍କ ହୃଦୟ ଜିତିଲେ ରାଷ୍ଟ୍ରପତିଙ୍କ ଧର୍ମପତ୍ନୀ
ନୂଆଦିଲ୍ଲୀ,୨୩।୪: ଦେଶର ‘ଫାଷ୍ଟ ଲେଡି’ ସବିତା କୋବିନ୍ଦ ଏବେ ଦେଶବାସୀଙ୍କ ହୃଦୟ ଜିତି ନେଇଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ ମୁହଁରେ ମାସ୍କ ବାନ୍ଧି ସିଲେଇ ମେଶିନରେ ସିଲେଇ କରୁଥିବା ଦେଖାଯାଇଛି।…
ବାଲେଶ୍ୱର, ଭଦ୍ରକକୁ ଟପିଲା ଯାଜପୁର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨କୁ ବୃଦ୍ଧି
ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ପଜିଟିଭ୍ ଯାଜପୁର ଜିଲାର। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଓ୍ବେବ୍ସାଇଟ୍ରେ ସୂଚନା ଦିଆଯାଇଛି। ତେବେ ଚିହ୍ନଟ ରୋଗୀଙ୍କ ବିଷୟରେ ସବିଶେଷ ତଥ୍ୟ ଜଣାପଡ଼ିନାହିଁ। ପୂର୍ବରୁ ଯାଜପୁର ଜିଲାରେ…
ଅଶୋଧିତ ତେଲ ଦାମ ଟଏଲେଟ୍ ପେପରଠାରୁ ବି କମ !
ଓ୍ବାଶିଂଟନ,୨୩।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଦେଖାଦେଇଛି। ବହୁ ଦେଶରେ ଲକ୍ ଡାଉନ୍ ଯୋଗୁ ଧୀରେଧୀରେ ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିିଛି। ଏପରିସ୍ଥଳେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦାମ କମିବାରେ ଲାଗିଛି। ଆମେରିକାରେ ବ୍ୟାରେଲ ପିଛା ଅଶୋଧିତ…
କରୋନା ପରେ ଆମାଜନ-ଆପଲ୍-ଫେସ୍ବୁକ୍-ଗୁଗଲର ବ୍ୟବସାୟ ସୁଦୃଢ଼ ହେବାର ଆଶା
ଓ୍ବାଶିଂଟନ,୨୩।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ କେତେକ ଦେଶରେ ଲକ୍ ଡାଉନ୍ ଯୋଗୁ ଆର୍ଥିକ ସ୍ଥିତି ଉତ୍କଟ ହେବାରେ ଲାଗିଛି। କରୋନା ପରେ ବହୁ ବ୍ୟବସାୟିକ ସଂସ୍ଥାର କାରବାରରେ ସୁଧାର ଆସିବା ନେଇ…
କରୋନା ସଙ୍କଟ: କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଜୁଲାଇ ୨୦୨୧ ପର୍ଯ୍ୟନ୍ତ ରୋକ ଲଗାଇଲେ ସରକାର
ନୂଆଦିଲ୍ଲୀ,୨୩।୪: ଦେଶରେ ଜାରି ରହିଥିବା କରୋନା ସଙ୍କଟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ପକ୍ଷରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨୦୨୧ ପର୍ଯ୍ୟନ୍ତ ରୋକ ଲଗାଯାଇଛି। ଏନେଇ ଅର୍ଥମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ୨୦୨୦ ଜାନୁୟାରୀ ପହିଲାଠାରୁ ୧ଠାରୁ…
କରୋନା କାରଣରୁ ବାତିଲ ହେଲା କୈଳାସ ମାନସରୋବର ଯାତ୍ରା
ଗ୍ୟାଙ୍ଗଟକ୍,୨୩।୪: କରୋନା ଭାଇରସ୍ ମହାମାରୀ ଯୋଗୁ ସିକ୍କିମ ସରକାର ଚଳିତ ବର୍ଷ କୈଳାସ ମାନସରୋବର ଯାତ୍ରାକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ସିକ୍କିମ ପର୍ଯ୍ୟଟନ ମନ୍ତ୍ରୀ ବିଏସ୍ ପନ୍ଥ ଗୁରୁବାର ସୂଚନା ଦେଇଛନ୍ତି। ଏଥିସହ ନାଥୁଲା ପାସ୍ ଜରିଆରେ ଭାରତ…
କୋଟାରୁ ଆସିଥିବା ପିଲାଙ୍କୁ ଯାଞ୍ଚ ପରେ ପଠାଗଲା କ୍ୱାରାଣ୍ଟାଇନ୍ରେ
ଶାହଜହାଁପୁର,୨୩।୪: ଉତ୍ତରପ୍ରଦେଶରେ ରାଜସ୍ଥାନ କୋଟାରୁ ଫେରିଥିବା ସମସ୍ତ ପିଲାଙ୍କ ରାପିଡ୍ ଟେଷ୍ଟ କରାଯାଇ ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍ରେ ପଠାଯାଇଛି। କୋଟାରୁ ଉତ୍ତରପ୍ରଦେଶର ସହାରାନପୁରକୁ ଆସିଥିବା ୯୩ ପିଲାଙ୍କ ସମେତ ୧୨୦ ଜଣଙ୍କୁ ଘରେ ପୃଥକ ରଖାଯିବା ସହ ପ୍ରଶାସନ ପକ୍ଷରୁ…
ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ୮ ଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ଯାଇପାରୁ ନାହାଁନ୍ତି ଶୌଚାଳୟ: ପିନ୍ଧୁଛନ୍ତି ଆଡଲ୍ଟ ଡାଏପର
ନୂଆଦିଲ୍ଲୀ,୨୩।୪: କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ନିୟୋଜିତ ହୋଇଥିବା ଡାକ୍ତର ନିଜ ଜୀବନକୁ ତୁଛ ମଣି କାର୍ଯ୍ୟ କରୁଛନ୍ତି। ଏପରିସ୍ଥଳେ କେତେକ ସ୍ଥାନରେ ସେମାନଙ୍କୁ ସାଧାରଣ ଲୋକେ ମାଡ଼ ମାରୁଥିତ୍ବା, ଟେକାପଥର ଫିଙ୍ଗୁଥିବା ଭଳି ଘଟଣାମାନ ଘଟୁଛି। ତେବେ ଏହି କରୋନା…
କରୋନା ପରୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ପୁଡୁଚେରୀ,୨୩।୪: ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି ନାରାୟଣ ସ୍ବାମୀ ଗୁରୁବାର କରୋନା ଟେଷ୍ଟ କରିଛନ୍ତି। ତାଙ୍କ ସହ ବିଧାନସଭା ବାଚସ୍ପତି ଭିପି ଶିବକୋଲୁଣ୍ଡୁ, ବିଧାନସଭାର ସମସ୍ତ ମନ୍ତ୍ରୀ,ବିଧାୟକ ଓ ସାଂସଦ ମାନେ ମଧ୍ୟ ଗୁରୁବାର କରୋନା ପରୀକ୍ଷା କରିଥିବା ଦେଖାଯାଇଛି। ଦେଶରେ କେରାନା…
Archives


