ବାରିପଦା, ବଲାଙ୍ଗୀରରେ କୋଭିଡ୍-୧୯ ପରୀକ୍ଷା କେନ୍ଦ୍ର ପ୍ରତିଷ୍ଠା ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ
ଝାରସୁଗୁଡ଼ା ଅଫିସ,୨୩ା୪: ସମଗ୍ର ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଏହାର ପ୍ରଭାବରେ ସାରା ବିଶ୍ବରେ ଆତଙ୍କ ଖେଳିଯାଇଛି। ତେବେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ମଧ୍ୟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି।…
CORONAVIRUS UPDATE: ଭୁବନେଶ୍ୱରର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ, ଆରୋଗ୍ୟ ସଂଖ୍ୟା ୩୩ରେ ପହଞ୍ଚିଲା
ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ଏବଂ ତାଙ୍କୁ ଡିସ୍ଚାର୍ଜ କରାଯିବ। ଏହାକୁ ମିଶାଇ ୩୩ଜଣ ସଂକ୍ରମିତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୁରୁବାର ଟୁଇଟ୍ କରି ସୂଚନା ଦିଆଯାଇଛି।
କରୋନା ଭାଇରସ: ଯେ କୌଣସି ଅଙ୍ଗକୁ କରିପାରେ ଆକ୍ରାନ୍ତ, ହୃଦରୋଗୀଙ୍କ ପାଇଁ ଅଧିକ ବିପଦ
ଜୁରିଚ୍,୨୩।୪: କରୋନା ଭାଇରସ କେବଳ ଫୁସ୍ପୁସ୍କୁ ନୁହେଁ ରକ୍ତ ମାଧ୍ୟମରେ ଖୁବ୍ଶୀଘ୍ର ଅନ୍ୟ ଅଙ୍ଗକୁ ମଧ୍ୟ ସଂକ୍ରମଣ କରିପାରେ ବୋଲି ବିଶେଷଜ୍ଞମାନେ କହୁଛନ୍ତି। ସ୍ବିଜରଲାଣ୍ଡର ଜୁରିଚ୍ ବିଶ୍ୱବିଦ୍ୟାଳୟର ଗବେଷକମାନେ ଏହି ମତ ଦେଇଛନ୍ତି। କରୋନା ଭାଇରସ ଶରୀରର ଯେ କୌଣସି ଅଙ୍ଗରେ…
ଗରିବ-ଦିନମଜୁରିଆ-ଚାଷୀମୁଲିଆଙ୍କୁ ମିଳୁ ୭୫୦୦ଟଙ୍କା କରୋନା ସହାୟତା: ସୋନିଆ
ନୂଆଦିଲ୍ଲୀ,୨୩।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଲକ୍ ଡାଉନ୍ ଘୋଷଣା କରାଯାଇଛି। ଏହାର ପ୍ରଭାବ ଗରିବ, ଦିନ ମଜୁରିଆ ଏବଂ ଚାଷୀ ମୁଲିଆଙ୍କ ଉପରେ ଅଧିକ ପଡ଼ିଛି। କାମଧନ୍ଧା ବନ୍ଦ ହେବାରୁ ସେମାନଙ୍କ ସ୍ଥିତି ଶୋଚନୀୟ ହୋଇପଡ଼ିଛି। ଏପରିସ୍ଥଳେ…
ବିୟରର ନାମ ‘କରୋନା’
ସମଗ୍ର ବିଶ୍ୱରେ କରୋନା ଭାଇରସ୍ ଆତଙ୍କ ଖେଳାଇ ଚାଲିଛି। ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା ଏହି ଭାଇରସ୍ ଏବେ ବିଶ୍ୱର ସମସ୍ତ ଦେଶକୁ ଗ୍ରାସ କରିସାରିଲାଣି। ଏକ ରିପୋର୍ଟ ଅନୁଯାୟୀ, ସାରା ବିଶ୍ୱରେ ମହାମାରୀ କରୋନା ଭୂତାଣୁରେ ୧୦ ଲକ୍ଷରୁ…
ଏକଜୁଟ ହୋଇ କରୋନା ବିରୋଧରେ ଲଢ଼ିବା ପରିବର୍ତ୍ତେ ଲୋକଙ୍କ ମଧ୍ୟରେ ଘୃଣାଭାବ ସୃଷ୍ଟି କରୁଛି ଭାଜପା: ସୋନିଆ
ନୂଆଦିଲ୍ଲୀ,୨୩।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଅଚଳାବସ୍ଥା ଦେଖାଦେଇଛି। ଏପରିସ୍ଥଳେ ଦେଶବାସୀ ଏକଜୁଟ ହୋଇ ଲଢ଼ିବାର ଆବଶ୍ୟକତା ରହିଛି। ତେବେ ଏପରିସ୍ଥଳେ ବି ଭାଜପା ଲୋକଙ୍କ ମଧ୍ୟରେ ଘୃଣାଭାବ ସୃଷ୍ଟି କରିବା ପାଇଁ ଉଦ୍ୟମ ଜାରି ରଖିଛି ବୋଲି କଂଗ୍ରେସ…
ଉତ୍ତରପ୍ରଦେଶରେ ତିଆରି ହେଲା ୩୪ଟି ଅସ୍ଥାୟୀ ଜେଲ
ଲକ୍ଷ୍ନୌ,୨୩।୪: ଉତ୍ତରପ୍ରଦେଶ ସରକାର ରାଜ୍ୟରେ ୩୪ଟି ଅସ୍ଥାୟୀ ଜେଲ ସ୍ଥାପନା କରିଛନ୍ତି। ଲକ୍ଷ୍ନୌର କଶ୍ମୀରି ମୋହଲ୍ଲା ମ୍ୟୁନସିପାଲ ବାଳିକା ଇଣ୍ଟର କଲେଜ ଓ ସହରର ବିଭିନ୍ନ ସ୍କୁଲରେ ଏହି ଅସ୍ଥାୟୀ ଜେଲ ତିଆରି କରାଯାଇଥିବା ସୂଚନା ମିଳିଛି। ଏଠାରେ ୧୫୬ଜଣ ବିଦେଶୀ…
ଭାରତକୁ ମିଳିବ କରୋନା ଭ୍ୟାକସିନ୍!
ନୂଆଦିଲ୍ଲୀ,୨୩।୪: କରୋନା ଭାଇରସ ଏବେ ବିଶ୍ୱର ପ୍ରାୟ ୨୧୦ ଦେଶକୁ ବ୍ୟାପିଥିବା ବେଳେ ଏବେ ଏହା ଆମେରିକାରେ ସର୍ବାଧିକ ଲୋକଙ୍କ ଜୀବନ ନେଲାଣି। ଏହି ଭାଇରସର ଭ୍ୟାକସିନ୍ ଖୋଜିବା କାମରେ ଏବେ ପ୍ରାୟ ସମସ୍ତ ବିକାଶଶୀଳ ଦେଶ ବ୍ୟସ୍ତ ଥିବା ବେଳେ…
ଭଦ୍ରକରୁ ଆସିଲେ ଅଧିକାରୀ, ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟକୁ ଯିବା ଲାଗି ଡରୁଛନ୍ତି ଶିକ୍ଷକ
ଗୁଡଭେଲା,୨୩ା୪(ଡି.ଏନ୍.ଏ.) : କରୋନା ମୁକାବିଲା ପାଇଁ ମାର୍ଚ୍ଚ ୨୫ରୁ ପ୍ରାୟ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଥିବାରୁ ଅଧିକାଂଶ ଅଧିକାରୀ ଛୁଟି ଭାବି ନିଜ ନିଜ ଗାଁକୁ ଚାଲିଯାଇଥିବା ବେଳେ ଏପ୍ରିଲ ୨୦ରୁ କିଛି କାର୍ଯ୍ୟାଳୟ ଖୋଳିଥିଲା। ଏପରିକି ଆସନ୍ତା ୨୫…
ଚିନ୍ତା ବଢ଼ାଇଲାଣି କରୋନା: ୩ ବରିଷ୍ଠ ସଚିବଙ୍କୁ ୩ ଜିଲାର ଦାୟିତ୍ୱ; କୋଭିଡ ମୁକାବିଲାର ତଦାରଖ କରିବେ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟର ଭଦ୍ରକ, ବାଲେଶ୍ୱର, ଯାଜପୁର ଜିଲାରେ ହଠାତ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏହିସବୁ ଜିଲାରୁ ଅଧିକ କରୋନା ପଜିଟିଭ୍ ମାମଲା ଆସିବା ପରେ ରାଜ୍ୟ ସରକାର ପଦକ୍ଷେପ ନିଆଯାଇଛି। ରାଜ୍ୟର ୩ ଜଣ ବରିଷ୍ଠ ସଚିବଙ୍କୁ ଏହି…
କରୋନା ଯୋଦ୍ଧା ଦିନକୁ ୧୮୬ ଟଙ୍କା ପାରିଶ୍ରମିକରେ ଲଗାଉଛନ୍ତି ଜୀବନକୁ ବାଜି
ଭୋପାଳ,୨୩।୪: କରୋନା ଭାଇରସ ସାରା ଦେଶର ଚିନ୍ତାକୁ ବଢାଇ ଚାଲିଥିବା ବେଳେ ଏବେ ଏହାସହ ସିଧାସଳଖ ଲଢୁଥିବା ଲୋକଙ୍କୁ ଆମେ କରୋନା ଯୋଦ୍ଧା ବୋଲି କହୁଛୁ। ହେଲେ ଏହି କରୋନା ଯୋଦ୍ଧା କେତେ ସୁରକ୍ଷିତ ତାହା ବେଳେ ବେଳେ ପ୍ରଶ୍ନବାଚୀ ସୃଷ୍ଟି…
ପୁଅ ପାଇଁ ହୋମ୍ କ୍ୱାରାଣ୍ଟାଇନ୍ରେ ରହିଲେ ଗୋଟିଏ ପରିବାରର ୫ ସଦସ୍ୟ
ବିଜେପୁର,୨୩ା୪(ଡି.ଏନ୍.ଏ.) : କୋଭିଡ-୧୯ମୁକାବିଲା ପାଇଁ ସାରା ଦେଶରେ ଲକ୍ଡାଉନ୍ ଅବ୍ୟାହତ ରହିଛି। ଏଭଳି ସମୟରେ ପୁଅ ପାଇଁ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଖରମୁଣ୍ଡା ଗ୍ରାମରେ ମା’ଙ୍କ ସମେତ ୫ଜଣ ସଦସ୍ୟ ହୋମ୍ କ୍ବାରାଣ୍ଟାଇନରେ ରହିବାକୁ ପଡ଼ିବା ଅଞ୍ଚଳରେ ଚର୍ଚ୍ଚାର…
Archives


