କରୋନା ଭାଇରସ୍‌

ଦେଶରେ ବଢୁଛି କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୬୦୫୦ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୭।୪: ଦେଶରେ ଲଗାତାର ଭାବେ ବଢି ଚାଲିଛି କରୋନା ସଂକ୍ରମଣ। ଶୁକ୍ରବାର ଆସିଥିବା ସଂଖ୍ୟା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୬୦୫୦ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ବିଗତ ଦିନରେ ମିଳିଥିବା ସଂଖ୍ୟା ତୁଳନାରେ ଏହା ପ୍ରାୟ ୧୩...

ବର୍ଦ୍ଧିତ କରୋନା ମାମଲାକୁ ନେଇ ଆଲର୍ଟରେ କେନ୍ଦ୍ର ସରକାର: ଶୁକ୍ରବାର ସମସ୍ତ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ମନସୁଖ ମାଣ୍ଡଭିଆ

ନୂଆଦିଲ୍ଲୀ,୬।୪: ଦେଶର ଅନେକ ରାଜ୍ୟରେ କୋଭିଡ-୧୯ର ବର୍ଦ୍ଧିତ ମାମଲାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ମଧ୍ୟ ଆଲର୍ଟ ମୋଡରେ ଆସିଯାଇଛନ୍ତି। କୋଭିଡ-୧୯ର ସ୍ଥିତିର ଆକଳନ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିଆ ଶୁକ୍ରବାର ସମସ୍ତ ରାଜ୍ୟ ତଥା...

କରୋନା ଭାଇରସ ସଂକ୍ରମଣକୁ ନେଇ ମୋଦି ସରକାର ନେଇ ପାରନ୍ତି ବଡ ନିଷ୍ପତ୍ତି

ନୂଆଦିଲ୍ଲୀ,୬।୪: ଦେଶରେ ବେଳକୁ ବେଳ ବଢି ଚାଲିଥିବା କରୋନା ସଂକ୍ରମଣ ଏବେ କେନ୍ଦ୍ର ସରକାରଙ୍କୁ ଚିନ୍ତାରେ ପକାଇ ଦେଇଛି। ଏହି କାରଣରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବିୟ କରୋନାର ଗମ୍ଭିରତାକୁ ଦେଖି ସବୁ ରାଜ୍ୟର ବୈଠକ ଡକାଇଛନ୍ତି। ଶୁକ୍ରବାର ହେବାକୁ...

କରୋନା ହାର୍ଟ ଆଟାକ ମଧ୍ୟରେ ଅଛି କି ସମ୍ପର୍କ: ୨-୩ ମାସରେ ଆସିବ ରିପୋର୍ଟ କହିଲେ ସ୍ବାସ୍ଥ୍ୟମନ୍ତ୍ରୀ …

ନୂଆଦିଲ୍ଲୀ,୪।୪ : କୋଭିଡ ଏବଂ ହୃଦଘାତ ମଧ୍ୟରେ କୌଣସି ସମ୍ପର୍କ ଅଛି କି? କରୋନା ଅବଧି ପରେ, ଏହି ପ୍ରଶ୍ନ ଅନେକ ଲୋକଙ୍କ ମନରେ ଅଛି। ଏହି ପ୍ରଶ୍ନର ଉତ୍ତର ଦେଶର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ନ୍ୟୁଜ ଏଜେନ୍ସି ସହ...

ହରିୟାଣାରେ ଜାରି ହେଲା କୋଭିଡ ଗାଇଡ୍‌ଲାଇନ୍‌

ହରିୟାଣା,୩।୪: ଦେଶରେ ପୁଣି ଥରେ କରୋନା ଭାଇରସ୍‌ ସଂକ୍ରମଣ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ହରିୟାଣାରେ ବର୍ଦ୍ଧିତ କରୋନା ମାମଲା ସରକାରଙ୍କ ଚିନ୍ତା ବଢ଼ାଇଛି। ଏହାକୁ ନେଇ ହରିୟାଣା ଗୃହମନ୍ତ୍ରୀ ଅନିଲ ବିଜ୍‌ ସୋମବାର ଏକ ବଡ଼ ଘୋଷଣା...

ବ୍ରିଟେନରେ ୫୦ ଲକ୍ଷ ଲୋକଙ୍କୁ ଦିଆଯିବ ବୁଷ୍ଟର ଡୋଜ: ଦେଶରେ ୮ ହଜାର କରୋନା ଆକ୍ରାନ୍ତ. ସୋମବାରଠାରୁ ଟିକାକରଣ…

ଲଣ୍ଡନ,୧।୪ : ଇଂଲଣ୍ଡର ସ୍ବାସ୍ଥ୍ୟ ବିଭାଗ ଶନିବାର କହିଛି ଯେ ଚଳିତ ବସନ୍ତ ଋତୁରେ ଦେଶରେ ୫୦ ଲକ୍ଷ ଲୋକଙ୍କୁ ବୁଷ୍ଟର ଡୋଜଚ ଦିଆଯିବ। ୭୫ ବର୍ଷରୁ ଅଧିକ ବୟସ୍କ, ଦୁର୍ବଳ ଏବଂ କମ ରୋଗ ପ୍ରତିରୋଧକ ଶକ୍ତି ଥିବା...

ସଙ୍କଟ ଘନେଇଲା: ଦୈନିକ ସଂକ୍ରମଣ ୨ ହଜାର ଟପିଲା, ସକ୍ରିୟ ମାମଲା ୧୧ ହଜାରରୁ ଅଧିକ…

ନୂଆଦିଲ୍ଲୀ, ୨୯।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେି ଦୈନିକ କରୋନା ସଂକ୍ରମଣ ମାମଲା ସାମାନ୍ୟ କମିଛି। ସେହିପରି...

ପୁଣି ଚିନ୍ତା ବଢ଼ାଇଲା କରୋନା: ମୁମ୍ବାଇ ହସ୍ପିଟାଲରେ ଖୋଲିଲା କୋଭିଡ୍‌ ଓ୍ବାର୍ଡ

ମୁମ୍ବାଇ, ୨୭ା୩: ମହାରାଷ୍ଟ୍ରରେ କୋଭିଡ୍‌ ସଂକ୍ରମଣ ବଢ଼ୁଥିବାରୁ ମୁମ୍ବାଇର କେତେକ ଘରୋଇ ହସ୍ପିଟାଲରେ ସ୍ବତନ୍ତ୍ର କୋଭିଡ୍‌ ଓ୍ବାର୍ଡ ଖୋଲିଛି। କେତେକ ହସ୍ପିଟାଲରେ ମାସ୍କ ବ୍ୟବହାର ଏବଂ କୋଭିଡ୍‌ ପରୀକ୍ଷା ବଢ଼ାଇ ଦିଆଯାଇଛି। ଗତ ଶନିବାର ମହାରାଷ୍ଟ୍ରରେ ୪୩୭ ସଂକ୍ରମିତ ଚିହ୍ନଟ...

୨ ହଜାର ମୁହାଁ ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ୧,୮୮୭ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ, ୨୬।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା...

କରୋନା ନେଇ କେନ୍ଦ୍ରର ଆଡଭାଇଜରୀ: ଏପ୍ରିଲ୍‌ ୧୦-୧୧ରେ ମକ ଡ୍ରିଲ୍‌ …

ନୂଆଦିଲ୍ଲୀ,୨୫।୩ : ଦେଶରେ କରୋନାଭାଇରସ ଏବଂ ଫ୍ଲୁ ସଂକ୍ରମଣ  ବୃଦ୍ଧି ମଧ୍ୟରେ କେନ୍ଦ୍ର ଦ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏକ ଆଡଭାଇଜରୀ ଜାରି କରିଉନ୍ତି। ଏଥିରେ କରୋନା ପାଇଁ ସ୍ଥିର ହୋଇଥିବା ସୁରକ୍ଷା ପ୍ରୋଟୋକଲକୁ ଅନୁସରଣ କରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।...

କରୋନା ସମୟରେ ଦେଶରେ ଗରିବ ବୃଦ୍ଧି ଦାବି ମିଛ, ନୀତି ଆୟୋଗର ପୂର୍ବତନ ଉପାଧ୍ୟକ୍ଷ ରଖିଲେ ତଥ୍ୟ

ନୂଆଦିଲ୍ଲୀ,୨୧ ।୩: କାଲିଫର୍ନିଆ ବିଶ୍ୱବିଦ୍ୟାଳୟରେ ପ୍ରଫେସର ତଥା ନୀତି ଆୟୋଗର ପୂର୍ବତନ ଉପାଧ୍ୟକ୍ଷ ଅରବିନ୍ଦ ପନଗରିଆ କହିଛନ୍ତି କୋଭିଡ-୧୯ ମହାମାରୀ ସମୟରେ ଦେଶରେ ଗରିବ ଓ ଅସମାନତା ବୃଦ୍ଧି ଦାବି କରାଯାଇଥିବା ବେଳେ ଏହା ସମ୍ପୂର୍ଣ୍ଣ ଭୁଲ ବୋଲି ସେ...

ଚିନ୍ତା ବଢ଼ାଇଲା କରୋନା: ମଧ୍ୟପ୍ରଦେଶର ୫ଟି ଜିଲାରେ ପଜିଟିଭ୍‌ ଚିହ୍ନଟ

ଭୋପାଳ,୨୦।୩: କିଛି ମାସର ବ୍ୟବଧାନ ପରେ ପୁଣି ଥରେ କରୋନା ନିଜର କାୟା ମେଲାଇଲାଣି। ଦେଶର କେତେକ ରାଜ୍ୟରେ କରୋନା ପୁଣି ଚିନ୍ତା ବଢ଼ାଇଛି। ଇତିମଧ୍ୟରେ ମଧ୍ୟପ୍ରଦେଶର ୫ଟି ଜିଲାରେ କରୋନା କାୟା ବିସ୍ତାର କରିଛି। ଫଳରେ ଲଗାତର ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri