କରୋନା ଭାଇରସ୍‌

କରୋନା ସ୍ଥିତି ନେଇ ପୁଣି ଘନେଇଲା ସଙ୍କଟ, ସାପ୍ତାହିକ ବୃଦ୍ଧି ହାର ୩୫ ପ୍ରତିଶତ…

ନୂଆଦିଲ୍ଲୀ, ୧୮।୪ : କ୍ରମାଗତ ୧୧ ସପ୍ତାହ ହ୍ରାସ ପରେ, ଭାରତରେ ପୁଣିଥରେ ଚଳିତ ସପ୍ତାହରେ କରୋନା ସଂକ୍ରମଣ ମାମଲାରେ ବୃଦ୍ଧି ଘଟିଛି। ଦିଲ୍ଲୀ, ହରିୟାଣା, ଉତ୍ତରପ୍ରଦେଶ ଏବଂ ଏହାର ଆଖପାଖ ରାଜ୍ୟରେ ଗତ ସାତ ଦିନ ମଧ୍ୟରେ ସଂକ୍ରମଣରେ ୩୫…

ଭାରତରେ କୋଭିଡ୍‌ ମୃତ୍ୟୁ ୪୦ ଲକ୍ଷ

ନୂଆଦିଲ୍ଲୀ,୧୮।୪ : ବିଶ୍ୱବ୍ୟାପୀ କୋଭିଡ୍‌ ମହାମାରୀଜନିତ ମୃତ୍ୟୁସଂଖ୍ୟାକୁ ସାର୍ବଜନିନ କରିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଉଦ୍ୟମ କରୁଥିବାବେଳେ ଏହାକୁ ଭାରତ ଅଟକାଇଥିବା ଖବର ପ୍ରକାଶ ପାଇଛି। ନ୍ୟୁୟର୍କ ଟାଇମ୍ସରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଡବ୍ଲ୍ୟୁଏଚ୍‌ଓର କୋଭିଡ୍‌ ମୃତ୍ୟୁ ଆକଳନ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୬୫୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ, ୧୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧ ହଜାର ୧୫୦ରେ ପହଞ୍ଚିଛି। ସେହିପରି ଗତ ୨୪…

କରୋନା ମୃତ୍ୟୁ ସଂଖ୍ୟାକୁ ନେଇ ଅନୁମାନ ଲଗାଉଥିବା ଡବ୍ଲୁଏଚଓର କାର୍ଯ୍ୟପ୍ରଣାଳୀ ପ୍ରତି ପ୍ରଶ୍ନ ଉଠାଇଲା ଭାରତ

ନୂଆଦିଲ୍ଲୀ,୧୭ ।୪: ଦେଶରେ କୋଭିଡ-୧୯ ମୃତ୍ୟୁ ଆକଳନକୁ ନେଇ ଅନୁମାନ ଲଗାଉଥିବା ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁ,ଚଓ)ର କାର୍ଯ୍ୟପ୍ରଣାଳୀ ଉପରେ ଭାରତ ପ୍ରଶ୍ନ ଉଠାଇଛି । ଶନିବାର ଭାରତ କହିଛି ଏଭଳି ଗାଣିତିକ ମଡେଲର ବ୍ୟବହାର ଏତେବଡ ଭୌଗୋଳିକ ଆକାର ଓ ଜନସଂଖ୍ୟା…

କୋଭିଶିଲ୍ଡ ଟିକା ନେଇ ଯୁବତୀଙ୍କ ମୃତ୍ୟୁ, କେନ୍ଦ୍ର ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌, ୧୬।୪ : କୋଭିଶିଲ୍ଡ ଟିକା ନେବା ପରେ ଜଣେ ୧୯ ବର୍ଷ ବୟସ୍କା ଯୁବତୀଙ୍କ ମୃତ୍ୟୁ ଘଟିବା ମାମଲାରେ କେରଳ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ପିଜି ପାଠ ପଢୁଥିବା ଯୁବତୀଙ୍କ ମାତାପିତା ପ୍ରଶାସନଠାରୁ ଏକ କୋଟି ଟଙ୍କାର…

ଆଜି ରାଜ୍ୟରୁ ଆଉ ୧୯ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୬୪୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଦୈନିକ ସଂକ୍ରମଣ ହଜାରେ ତଳେ, ମୃତ୍ୟୁ ସଂଖ୍ୟା ୪…

ନୂଆଦିଲ୍ଲୀ, ୧୬।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ହଜାରେ ତଳେ ରହିଛି। ଏହା ୯୭୫ ରେ…

ଦିଲ୍ଲୀରେ ପୁଣି ଡରାଇଲାଣି କରୋନା: ନୋଏଡାରେ ୧୪ଶିଶୁଙ୍କ ସମେତ ୭୦ପଜିଟିଭ୍‌

ନୂଆଦିଲ୍ଲୀ,୧୬।୪: ରାଜଧାନୀ ଦିଲ୍ଲୀ ଓ ଏନ୍‌ସିଆରରେ ପୁଣି ଥରେ କରୋନା ସଂକ୍ରମଣ ମୁଣ୍ଡ ଟେକିଲାଣି। ଦିଲ୍ଲୀ ନିକଟରେ ଥିବା ଗାଜିଆବାଦ ଓ ନୋଏଡାର ଅନେକ ସ୍କୁଲରେ କରୋନା ପଜିଟିଭ୍‌ ମାମଲା ସାମ୍ନାକୁ ଆସିଛି। ଏହାପରେ ସୁରକ୍ଷା ଦୃଷ୍ଟିରୁ ଉକ୍ତ ସ୍କୁଲଗୁଡ଼ିକରେ ଅନ୍‌ଲାଇନ…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୪ ଜଣ ଲୋକାଲ କେସ ରହିଛନ୍ତି । ସେହିପରି ଆକ୍ରାନ୍ତଙ୍କ ମଧ୍ୟରେ ୧୮…

ବଢ଼ୁଛି କୋଭିଡ୍‌ ସଂକ୍ରମଣ

ନୂଆଦିଲ୍ଲୀ,୧୬।୪(ପି.ଟି.): ଭାରତର କେତେକ ସହରରେ କୋଭିଡ୍‌ ସଂକ୍ରମଣ ପୁଣିଥରେ ବଢ଼ିବା ଆରମ୍ଭ କରିଛି। ୯୪୯ ନୂଆ ମାମଲା ସହ ଦେଶରେ ସକ୍ରିୟ ମାମଲା ସଂଖ୍ୟା ୧୧,୧୯୧କୁ ବୃଦ୍ଧି ପାଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟରୁ ଜଣାପଡ଼ିଛି। ଦିଲ୍ଲୀରେ ଦୈନିକ ସଂକ୍ରମଣ ଓ ପଜିଟିଭିଟି…

ଲକଡାଉନ ନିୟମ ଭାଙ୍ଗି ହଜାର ହଜାର ଗିରଫ, ଗୋଟିଏ ଦିନରେ ୨୩ହଜାର ନୂଆ ସଂକ୍ରମିତ, ମୃତ୍ୟୁ ସଂଖ୍ୟା ଅସ୍ପଷ୍ଟ

ବେଜିଂ,୧୬ ।୪: ଚାଇନାରେ ଏବେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଅନ୍ୟପଟେ ଜିରୋ କୋଭିଡ ନୀତିକୁ ନେଇ ଲୋକେ ବ୍ୟସ୍ତ ବିବ୍ରତ ହୋଇ ପଡିଲେଣି । ସୋସିଆଲ ମିଡିଆରେ ଅନେକ ଲୋକ ଏମିତି ବଞ୍ଚିବା ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?