କରୋନା ଭାଇରସ୍‌

ଔଷଧ କିଣିଥିବା ଲୋକଙ୍କ ତଥ୍ୟ ଦେବେ ଦୋକାନୀ ଗଞ୍ଜାମ ଜିଲାପାଳଙ୍କ ନୂଆ ନିର୍ଦ୍ଦେଶନାମା

ଛତ୍ରପୁର,୨୩ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପୁଣି ଏକ ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏଣିକି ଜିଲାର ସମସ୍ତ ଘରୋଇ ଔଷଧ ଦୋକାନୀ ସେମାନଙ୍କ ଦୋକାନରୁ ଔଷଧ କିଣିଥିବା ଲୋକଙ୍କ...

ଉଦ୍‌ଘାଟିତ ହେଲା ଝାରସୁଗୁଡ଼ା କୋଭିଡ୍‌ ହସ୍ପିିଟାଲ

ଝାରସୁଗୁଡ଼ା ଅଫିସ,୨୩ା୪-ଝାରସୁଗୁଡା ସହର ମଙ୍ଗଳବଜାରସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟଠାରେ ବୁଧବାର କୋଭିଡ୍‌ ହସ୍ପିଟାଲ ଉଦ୍‌ଘାଟିତ ହୋଇଯାଇଛି। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏହି ହସ୍ପିଟାଲକୁ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବରଗଡ ଏମ୍‌ପି ସୁରେଶ ପୁଜାରୀ, ବ୍ରଜରାଜନଗର ବିଧାୟକ...

ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟରେ କରୋନା ପଜିଟିଭ

ନୂଆଦିଲ୍ଲୀ,୨୩।୪:ବେସାମରିକ ବିମାଳ ଚଳାଚଳ ମନ୍ତ୍ରଣାଳୟରେ କରୋନା ପଜିଟିଭ ମାମଲା ସାମ୍ନାକୁ ଆସିଛି। ଏଥିଲାଗି ରାଜୀବ ଗାନ୍ଧୀ ଭବନ ସ୍ଥିତ ମୁଖ୍ୟାଳୟକୁ ୩ ଦିନ ଲାଗି ସିଲ୍‌ କରି ଦିଆଯାଇଛି। ଏଠାରେ କାମ କରୁଥିବା ପଜିଟିଭ୍‌ କର୍ମଚାରୀଜଣଙ୍କ ୧୫ ଏପ୍ରିଲ ଯାଏ...

ଭିଡିଓ କନଫେରେନ୍ସିଂରେ ସରପଞ୍ଚଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ବନ୍ତ, ୨୨।୪(ଡି.ଏନ୍‌.ଏ.): ରାଜ୍ୟରେ କରୋନା ମୁକାବିଲା ପାଇଁ ଗତ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା ଅର୍ପଣ କରିଛନ୍ତି। ନିଜ ନିଜ ପଞ୍ଚାୟତରେ କରୋନା ମୁକାବିଲା କିପରି କରାଯାଇପାରିବ ସେନେଇ ସମସ୍ତ ସରପଞ୍ଚଙ୍କୁ...

୩୩୧ ରିପୋର୍ଟକୁ ଅପେକ୍ଷା

ବାରିପଦା ଅଫିସ, ୨୨ା୪: ଓଡ଼ିଶାରେ ଚିହ୍ନଟ ହୋଇଥିବା ଅଧିକାଂଶ କରୋନା ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ୍‌ ଥିବା ଜଣାପଡ଼ିବା ପରେ ମୟୂରଭଞ୍ଜ ଜିଲାର ବିଭିନ୍ନ ପ୍ରବେଶ ପଥକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ବାଲେଶ୍ୱରରୁ ପଜିଟିଭି ବାହାରିବା ପରେ ପଡ଼ୋଶୀ ଜିଲା...

ସାନିଟାଇଜ୍‌ ହେଲା ଡାକ୍ତରଖାନା

ବାହାନଗା, ୨୨ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକର ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ କିଛି ଅଞ୍ଚଳକୁ ଅଗ୍ନିଶମ ବିଭାଗ ଦ୍ୱାରା ସାନିଟାଇଜ୍‌ କରାଯାଇଛି। ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତ୍ୟେକ ଦିନ ଶହ ଶହ ରୋଗୀ ଚାଲିଆସୁଥିବାରୁ ଏହାକୁ ଆଖିଆଗରେ ରଖି ପ୍ରଶାସନ...

ଭୁବନେଶ୍ୱରରୁ ହଟିଲା ଆବଦ୍ଧାଞ୍ଚଳ କଟକଣା

ଭୁବନେଶ୍ୱର, ୨୨ା୪(ବ୍ୟୁରୋ):  ଭୁବନେଶ୍ବରର ସମସ୍ତ କଣ୍ଟେନମେଣ୍ଟ ଜୋନ୍‌ ତଥା ଆବଦ୍ଧାଞ୍ଚଳ ବମିଖାଲ, ସତ୍ୟନଗର ଓ ସୂର୍ଯ୍ୟନଗରୁ ଆବଦ୍ଧାଞ୍ଚଳ କଟକଣା ହଟାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ଜାରି କରାଯାଇଥିବା ବିଜ୍ଞପ୍ତି ସଂଖ୍ୟା ୧୩୯୩୮ରେ ଏହା ସ୍ପଷ୍ଟ କରାଯାଇଛି। ଆଗାମୀ...

ଅସହାୟଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା,୨୨।୪(ସ୍ବ.ପ୍ର): କରୋନା ମହାମାରୀ ଯୋଗୁଁ ସାରାଦେଶରେ ତାଲାବନ୍ଦ ଜାରିରହିଛି। ଏଥିପାଇଁ ଅନେକ ଗରୀବ ଲୋକ ପ୍ରଭାବିତ ହୋଇଛନ୍ତି। ଯାହାଫଳରେ ସେମାନଙ୍କ ଚଳିବା କଷ୍ଟକର ହୋଇପଡିଛି। ଏପରି ଘଡିସନ୍ଧି ମୁହୁର୍ତ୍ତରେ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅରବେଡା ଗ୍ରାମର ଗରୁଡଧ୍ୱଜ ବେଣୁପାଣି...

ଫସଲ କ୍ଷତି ଅନୁଧ୍ୟାନ ବେଳେ ସାମାଜିକ ଦୂରତ୍ୱକୁ ବେଖାତିର

ବରଗଡ଼ ଅଫିସ୍‌,୨୨।୪: ମହାମାରୀ କରୋନା (କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତ୍ୱକୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି । ଯେଉଁଠି ସାମାଜିକ ଦୂରତ୍ୱକୁ ବେଖାତିର କରାଯାଉଛି, ସେଠାରେ କାର୍ଯ୍ୟାନୁଷ୍ଠାନ ମଧ୍ୟ ହେଉଛି। ମାତ୍ର ବୁଧବାର ବରଗଡ଼ରେ ସ୍ଥାନୀୟ...

ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ବ୍ଲକ ସରପଞ୍ଚ ସଂଘର ସହାୟତା

ବେଲପଡା, ୨୨ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ବେଲପଡା ବ୍ଲକ ସରପଞ୍ଚ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୪୮ହଜାର ଟଙ୍କା ପ୍ରଦାନ କରାଯାଇଛି। ବୁଧବାର ବିଡିଓ ଭିକ୍ଟର ସୋରେଙ୍ଗଙ୍କୁ ବ୍ଲକ ସରପଞ୍ଚ ସଂଘ ସଭାପତି ମହାଦେବ ମହେର, ସମ୍ପାାଦକ ଅରୁଣ ପାଣିଗ୍ରାହୀଙ୍କ...

କରୋନା ଯୋଦ୍ଧାଙ୍କୁ ଧନ୍ୟବାଦ ପତ୍ର ପ୍ରଦାନ

ଖପ୍ରାଖୋଲ, ୨୨ା୪(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ଯୋଦ୍ଧା ଭାବରେ ପ୍ରଥମ ଧାଡିରେ ରହି ଯେଉଁମାନେ ନିଜ ଜୀବନକୁ ବାଜି ଲଗାଇ ପରିବାରକୁ ଭୁଲି କାମ କରୁଛନ୍ତି ସେମାନେ ପ୍ରଶଂସନୀୟ। ଏହି ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ଭାଜପା ମଣ୍ଡଳ ତରଫରୁ...

ଖପ୍ରାଖୋଲରେ ବୁଲିଲା ଭ୍ରାମ୍ୟମାଣ ପରିବା ଗାଡି

ଖପ୍ରାଖୋଲ, ୨୨ା୪(ଡି.ଏନ.ଏ): ଲକ୍‌ ଡାଉନ ସମୟରେ ଲୋକେ ପଦାକୁ ବାହାରୁ ନ ଥିବାବେଳେ ଉତ୍ପାଦିତ ପନିପରିବା ଠିକରେ ବିକ୍ରି ହୋଇ ପାରୁ ନାହିଁ। ଲୋକଙ୍କୁ ପରିବା ଯୋଗାଇବା ପାଇଁ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ପରିସରରେ ମାଁ ବୃନ୍ଦାବତୀଉତ୍ପାଦନକାରୀ ଦଳ ବିକଳ୍ପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri