ଅସହାୟଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ
ଭବାନୀପାଟଣା,୨୨।୪(ସ୍ବ.ପ୍ର): କରୋନା ମହାମାରୀ ଯୋଗୁଁ ସାରାଦେଶରେ ତାଲାବନ୍ଦ ଜାରିରହିଛି। ଏଥିପାଇଁ ଅନେକ ଗରୀବ ଲୋକ ପ୍ରଭାବିତ ହୋଇଛନ୍ତି। ଯାହାଫଳରେ ସେମାନଙ୍କ ଚଳିବା କଷ୍ଟକର ହୋଇପଡିଛି। ଏପରି ଘଡିସନ୍ଧି ମୁହୁର୍ତ୍ତରେ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅରବେଡା ଗ୍ରାମର ଗରୁଡଧ୍ୱଜ ବେଣୁପାଣି ଓ…
ଫସଲ କ୍ଷତି ଅନୁଧ୍ୟାନ ବେଳେ ସାମାଜିକ ଦୂରତ୍ୱକୁ ବେଖାତିର
ବରଗଡ଼ ଅଫିସ୍,୨୨।୪: ମହାମାରୀ କରୋନା (କୋଭିଡ୍-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତ୍ୱକୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି । ଯେଉଁଠି ସାମାଜିକ ଦୂରତ୍ୱକୁ ବେଖାତିର କରାଯାଉଛି, ସେଠାରେ କାର୍ଯ୍ୟାନୁଷ୍ଠାନ ମଧ୍ୟ ହେଉଛି। ମାତ୍ର ବୁଧବାର ବରଗଡ଼ରେ ସ୍ଥାନୀୟ ଜନ…
ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ବ୍ଲକ ସରପଞ୍ଚ ସଂଘର ସହାୟତା
ବେଲପଡା, ୨୨ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ବେଲପଡା ବ୍ଲକ ସରପଞ୍ଚ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୪୮ହଜାର ଟଙ୍କା ପ୍ରଦାନ କରାଯାଇଛି। ବୁଧବାର ବିଡିଓ ଭିକ୍ଟର ସୋରେଙ୍ଗଙ୍କୁ ବ୍ଲକ ସରପଞ୍ଚ ସଂଘ ସଭାପତି ମହାଦେବ ମହେର, ସମ୍ପାାଦକ ଅରୁଣ ପାଣିଗ୍ରାହୀଙ୍କ ନେତୃତ୍ୱରେ…
କରୋନା ଯୋଦ୍ଧାଙ୍କୁ ଧନ୍ୟବାଦ ପତ୍ର ପ୍ରଦାନ
ଖପ୍ରାଖୋଲ, ୨୨ା୪(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ଯୋଦ୍ଧା ଭାବରେ ପ୍ରଥମ ଧାଡିରେ ରହି ଯେଉଁମାନେ ନିଜ ଜୀବନକୁ ବାଜି ଲଗାଇ ପରିବାରକୁ ଭୁଲି କାମ କରୁଛନ୍ତି ସେମାନେ ପ୍ରଶଂସନୀୟ। ଏହି ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ଭାଜପା ମଣ୍ଡଳ ତରଫରୁ କରୋନା…
ଖପ୍ରାଖୋଲରେ ବୁଲିଲା ଭ୍ରାମ୍ୟମାଣ ପରିବା ଗାଡି
ଖପ୍ରାଖୋଲ, ୨୨ା୪(ଡି.ଏନ.ଏ): ଲକ୍ ଡାଉନ ସମୟରେ ଲୋକେ ପଦାକୁ ବାହାରୁ ନ ଥିବାବେଳେ ଉତ୍ପାଦିତ ପନିପରିବା ଠିକରେ ବିକ୍ରି ହୋଇ ପାରୁ ନାହିଁ। ଲୋକଙ୍କୁ ପରିବା ଯୋଗାଇବା ପାଇଁ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ପରିସରରେ ମାଁ ବୃନ୍ଦାବତୀଉତ୍ପାଦନକାରୀ ଦଳ ବିକଳ୍ପ ଅନୁଷ୍ଠାନ,…
୩୬ ନଂ. ଓ୍ବାର୍ଡରେ ୨୨ୟୁନିଟ୍ ରକ୍ତ ସଂଗ୍ରହ
କଟକ ଅଫିସ,୨୨।୪: କଟକ-ଚୌଦ୍ୱାର ନିର୍ବାଚନ ମଣ୍ଡଳୀର ୱାର୍ଡ଼ ନଂ. ୩୬ରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ୨୨ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି। ବିଧାୟକ ସୌଭିକ୍ ବିଶ୍ୱାଳ, ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ, ପୂର୍ବତନ ଡେପୁଟି ମେୟର୍…
ଜନ ପ୍ରତିନିଧି, ସରକାରୀ ଅଧିକାରୀ ପ୍ରସ୍ତୁତ ରହିବାକୁ ଆହ୍ବାନ
ଯାଜପୁର ଅଫିସ,୨୨ା୪: ଯେନତେନ ପ୍ରକାରେ ବାହାର ରାଜ୍ୟରୁ ବିଶେଷ କରି କୋଲକତାରୁ ଆସିଥିବା ବ୍ୟକ୍ତିମାନେ ପଞ୍ଜୀକୃତ ହୋଇ ନାହାନ୍ତି। ସେମାନେ ଦୟାକରି ତୁରନ୍ତ ପଞ୍ଜୀକରଣ କରାଇ ସରକାରୀ କ୍ବାରାଣ୍ଟାଇନରେ ରହିବାକୁ ଜିଲାପାଳ ରଞ୍ଜନ କୁମାର ଦାସ ଅନୁରୋଧ କରିଛନ୍ତି। କରୋନା ପାଇଁ…
ବିଷ ପିଇ ଜୀବନ ହାରିଲେ ଦିନ ମଜୁରିଆ
ଖଣ୍ଡପଡ଼ା,୨୨ା୪(ସ୍ବ.ପ୍ର.): କାମଧନ୍ଦା କରି ପରିବାର ପ୍ରତିପୋଷଣ କରୁଥିବା ଖଣ୍ଡପଡା ଅଞ୍ଚଳର ଜଣେ ଦିନମଜୁରିଆ ମଙ୍ଗଳବାର ବିଷ ପିଇ ଜୀବନ ହାରିଛନ୍ତି। ସେ ହେଲେ ଖଣ୍ଡପଡା ବ୍ଲକ ବେଣାଗଡିଆ ପଞ୍ଚାୟତ ପଥରଦ୍ୱାର ଗ୍ରାମର ନରସିଂହ ଦଳେଇ (୪୫)। ଲକ୍ଡାଉନ ବ୍ୟବସ୍ଥା ଯୋଗୁ ନରସିଂହ…
ପୋଖରୀ ଖୋଳା ବନ୍ଦ କଲା ପ୍ରଶାସନ
ଓଡ଼ଗାଁ,୨୨ା୪(ସ୍ବ.ପ୍ର.): ଲକ୍ଡାଉନ ସମୟରେ ଓଡ଼ଗାଁ ବ୍ଲକ କୋରପିଠା ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ପୋଖରୀ ଖୋଳା କାରନାମା ପଦାରେ ପଡିଛି। ଲୋକେ ଏ ନେଇ ଗଣମାଧ୍ୟମ ପ୍ରତିନିଧିଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ପ୍ରଶାସନ ଏହାକୁ ବନ୍ଦ କରାଇଛି। ସୂଚନା ଅନୁସାରେ ରାଜ୍ୟ ସରକାର…
ଭଦ୍ରକ କରୋନା ସଂକ୍ରମିତଙ୍କ ସମ୍ପର୍କୀୟ ଜିନ୍ଦଲ କାରଖାନାର ଶ୍ରମିକ: ୫ ଜଣଙ୍କୁ ସଙ୍ଗରୋଧରେ ରଖିଛି କମ୍ପାନୀ
ଯାଜପୁର ଅଫିସ,୨୨ା୪: କଳିଙ୍ଗନଗର ଜିନ୍ଦଲ ଷ୍ଟେନଲେସ ଲିମିଟେଡ କାରଖାନାରେ ଜଣେ କାର୍ଯ୍ୟରତ ଶ୍ରମିକ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ନିକଟ ସମ୍ପର୍କୀୟ ବୋଲି ଜଣାପଡିଛି। ଏହା ଜଣାପଡିବା ପରେ ଜିଲା ପ୍ରଶାସନ ସହାୟତାରେ କମ୍ପାନୀ କର୍ତ୍ତୃପକ୍ଷ…
୧୩ ଆକ୍ରାନ୍ତଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ
ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜ୍ୟରେ କରୋନା ଭାଇରସ୍ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବୁଧବାର ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ପହଞ୍ଚିଛି। ଇତିମଧ୍ୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବୁଧବାର ୧୩ କରୋନା ସଂକ୍ରମିତଙ୍କ ଟ୍ରାଭେଲ ହିଷ୍ଟ୍ରିର ତଥ୍ୟ ପ୍ରଦାନ…
ସେଲ୍ଫ ଆଇସୋଲେଶନ୍ରେ ଇମ୍ରାନ
ଇସ୍ଲାମାବାଦ୍,୨୨।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କରୋନା ଭାଇରସ୍ ଯାଞ୍ଚ କରାଇବା ପରେ ସେଲ୍ଫ ଆଇସୋଲେଶନ୍ରେ ଯାଇଥିବା ଜଣାପଡ଼ିଛି। କିଛି ଦିନ ତଳେ ସେ ଜଣେ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ ପରେ ଉକ୍ତ ବ୍ୟକ୍ତିଙ୍କ ରିପୋର୍ଟ କରୋନା ପଜିଟିଭ୍ ଆସିଥିଲା। ଏହାପରେ…
Archives


