କୋଭିଡ୍-୧୯: ବିଶ୍ୱକପ୍ ବ୍ୟାଟ୍ ନିଲାମ କରିବେ ଶକିବ
ଢାକା,୨୨।୪(ପି.ଟି.): କୋଭିଡ୍-୧୯ ମହାମାରୀ ମୁକାବିଲା ପାଇଁ ବାଂଲାଦେଶ ତାରକା ଅଲରାଉଣ୍ଡର ଶକିବ୍ ଅଲ ହାସନ ଆଗକୁ ବାହାରିଛନ୍ତି। ଅର୍ଥ ସଂଗ୍ରହ ପାଇଁ ସେ ୨୦୧୯ ବିଶ୍ୱକପ୍ରେ ବ୍ୟବହାର ବ୍ୟାଟ୍ ନିଲାମ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଲାମରୁ ସଂଗ୍ରହ କରାଯାଇଥିବା ପାଣ୍ଠି…
ଅଲିମ୍ପିକ୍ ଷ୍ଟାଫ୍ ମେମ୍ବର କରୋନା ଭାଇରସ ପଜିଟିଭ
ଟୋକିଓ,୨୨।୪ (ଏପି): ଟୋକିଓ ଅଲିମ୍ପିକ୍ସ ଆୟୋଜକ କମିଟିର ଜଣେ ଷ୍ଟାଫ୍ ସଦସ୍ୟ କରୋନା ଭାଇରସ ପଜିଟିଭ ବୋଲି ଜଣାପଡିଛି। ଏ ସଂକ୍ରାନ୍ତରେ ଟୋକିଓ ଆୟୋଜକଙ୍କ ତରଫରୁ ବୁଧବାର ଏକ ବିବୃତିରେ କୁହାଯାଇଛି। ପାଖାପାଖି ୩୦ ବର୍ଷ ବୟସ୍କ ଜଣେ ପୁରୁଷ ସଦସ୍ୟ…
ଲକ୍ଡାଉନ୍ ପରେ ବିନା ରେଜିଷ୍ଟ୍ରେଶନରେ ଓଡ଼ିଶା ମନା: ଫେରିବା ପାଇଁ ୨୪ରୁ କରିପାରିବେ ରେଜିଷ୍ଟ୍ରେଶନ
ଭୁବନେଶ୍ୱର, ୨୨।୪(ବ୍ୟୁରୋ): ଲକ୍ଡାଉନ୍ ଖୋଲିବା ପରେ ବାହାର ରାଜ୍ୟରେ ଫସି ରହିଥିବା ଓଡ଼ିଆ ରାଜ୍ୟକୁ ଫେରିବେ। ଆକଳନ ଅନୁଯାୟୀ ଓଡ଼ିଶାକୁ ବାହାରୁ ପ୍ରାୟ ୫ଲକ୍ଷ ଓଡ଼ିଆ ଆସିବାର ସମ୍ଭାବନା ରହିଛି। ତେବେ ସେମାନେ କିଭଳି ଆସିପାରିବେ ସେନେଇ ପଞ୍ଚାୟତିରାଜ ସଚିବ ବିସ୍ତୁତ…
ଆଗକୁ ଆସୁଥିବା ଚତୁର୍ଥ ପର୍ଯ୍ୟାୟ ସରକାରଙ୍କ ପାଇଁ ଆହ୍ବାନ;ବାହାରେ ଫସିଥିବା ୫ ଲକ୍ଷ ଓଡ଼ିଆ ରାଜ୍ୟକୁ ଫେରିବେ, ଚିହ୍ନଟ କରି କ୍ୱାରାଣ୍ଟାଇନ୍ରେ ରଖିବାକୁ ହେବ: ବାଗ୍ଚୀ
ଭୁବନେଶ୍ୱର, ୨୨।୪(ବ୍ୟୁରୋ): ଇତିମଧ୍ୟରେ ରାଜ୍ୟ ସରକାର ୩ଟି ପର୍ଯ୍ୟାୟକୁ ସଫଳତାର ସହ ସାମ୍ନା କରିପାରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ବାହାରୁ ଆସୁଥିବା ଲୋକଙ୍କ ପଞ୍ଜୀକରଣ କରାଯାଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ନିଜାମୁଦ୍ଦିନ ଲିଙ୍କ ଏବଂ ତତ୍ଜନିତ ସଂକ୍ରମଣ ରହିଥିଲା। ସେହିଭଳି ତୃତୀୟ ପର୍ଯ୍ୟାୟରେ ପଶ୍ଚିମବଙ୍ଗ…
ସ୍ବାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ କଲେ ହେବ ୭ବର୍ଷ ଜେଲ୍ ଦଣ୍ଡ: ମୋଦି ସରକାର ଆଣିଲେ ଅଧ୍ୟାଦେଶ
ନୂଆଦିଲ୍ଲୀ,୨୨।୪: କରୋନା ଭାଇରସ୍ ମହାସଙ୍କଟ ମଧ୍ୟରେ ଦେଶର ଡାକ୍ତର ଓ ନର୍ସଙ୍କ ଉପରେ କିଛି ଦିନରୁ ଆକ୍ରମଣ ହେଉଥିବା ଘଟଣା ସାମ୍ନାକୁ ଆସୁଛି। ଏହାକୁ ଦୃଷ୍ଟିରେ ରଖି କରୋନା ଯୋଦ୍ଧାଙ୍କ ସୁରକ୍ଷା ଲାଗି ମୋଦି ସରକାର ଏକ ଅଧ୍ୟାଦେଶ ଆଣିଛନ୍ତି। ବୁଧବାର…
ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି: ଯାଜପୁରରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ପଶ୍ଚିମବଙ୍ଗରୁ ଫେରିଥିଲେ
ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ବ୍ୟକ୍ତିଜଣଙ୍କ ଯାଜପୁରର ୩୮ବର୍ଷୀୟ ଯୁବକ। ସେ ନିକଟରେ ପଶ୍ଚିମବଙ୍ଗରୁ ଫେରିଛନ୍ତି। ତେବେ ଏହାକୁ ମିଶାଇ ବୁଧବାର ୪ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ସେହିଭଳି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ…
ସରପଞ୍ଚଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ: ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆଙ୍କ ଉପରେ ପଞ୍ଚାୟତସ୍ତରରେ ରଖିବେ ନଜର; କରାଇବେ ରେଜିଷ୍ଟ୍ରେଶନ, କ୍ୱାରାଣ୍ଟାଇନ୍ ବ୍ୟବସ୍ଥା
ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୬,୭୮୯ ପଞ୍ଚାୟତର ସରପଞ୍ଚମାନଙ୍କୁ ଦାୟିତ୍ୱର ଶପଥପାଠ କରାଇଛନ୍ତି। ଅନ୍ୟ ରାଜ୍ୟରୁ ଗ୍ରାମକୁ ଆସୁଥିବା ଲୋକଙ୍କୁ କ୍ୱାରାଣ୍ଟାଇନରେ ରଖିବା ଏବଂ ସେମାନଙ୍କର ରହିବା, ଖାଇବା, ଚିକିତ୍ସାର ଉଚିତ ବ୍ୟବସ୍ଥା…
ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସୂଚନା: ପୁଣି ସୁସ୍ଥ ହେଲେ ୨ କରୋନା ଆକ୍ରାନ୍ତ, ସମସ୍ତେ ଭୁବନେଶ୍ୱରର
ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ତେବେ ସୁସ୍ଥ ହୋଇଥିବା ବ୍ୟକ୍ତିମାନେ ଭୁବନେଶ୍ୱର ବୋଲି କୁହାଯାଇଛି। Happy to share that…
୮ ଦିନରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଛୁଇଁଲା: ୩୦୧ ମୃତ
ନୂଆଦିଲ୍ଲୀ,୨୨।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଲକ୍ ଡାଉନ୍ ଜାରି ସତ୍ତ୍ୱେ ଏପ୍ରିଲ୍ ୧୪ରୁ ୨୨ ଗତ ୮ ଦିନ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୪.୭୫ ପ୍ରତିଶତରୁ ୧୭.୪୮ ପ୍ରତିଶତକୁ ବୃଦ୍ଧି ପାଇଛି।…
ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ କରୋନା ସଂକ୍ରମଣ ରୋକିବାକୁ ଶପଥ ନେଲେ ସରପଞ୍ଚ
ପାଟଣା,୨୨ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ୨୦ ଜଣ ସରପଞ୍ଚ ବୁଧବାର ବ୍ଲକ ଭିସି କକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସିଧାସଳଖ ଯୋଡ଼ି ହୋଇ ଗାଁରେ କରୋନା ପଶିବାକୁ ନ ଦେବା ପାଇଁ ଶପଥ ଗ୍ରହଣ କରିଛନ୍ତି। ଏଥିସହ…
କରୋନା ପରେ ପୁଣି ମାଡ଼ିଆସୁଛି ବଡ଼ ବିପଦ; ଭୋକରେ ୨୫ କୋଟି ଲୋକଙ୍କ ମୃତ୍ୟୁ ଘଟିବା ଆଶଙ୍କା: ଜାତିସଂଘ
ଜେନେଭା,୨୨।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଦେଖାଦେଇଛି। ବହୁ ଦେଶରେ ଲକ୍ ଡାଉନ୍ ଯୋଗୁ ଧୀରେଧୀରେ ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିିଛି। କରୋନା ପରେ ପୃଥିବୀ ଉପରେ ପୁଣି ବଡ଼ ବିପଦ ମାଡ଼ି ଆସିବ ବୋଲି ଜାତିସଂଘ ପକ୍ଷରୁ…
କରୋନା ସଂକ୍ରମଣ ପଛରେ ଚାଇନାର ହାତ: ପ୍ରମାଣ ମିଳିଲେ ପରିଣତି ହେବ ଭୟାବହ; ଚେତାବନୀ ଦେଲେ ଟ୍ରମ୍ପ୍
ଓ୍ବାଶିଂଟନ,୨୨।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍ ସ୍ଥିତ ଲ୍ୟାବ୍ରୁ କରୋନା ଭୂତାଣୁ ସଂକ୍ରମଣ ଆରମ୍ଭ ହୋଇଥିବା ନେଇ ତଦନ୍ତ ଜାରି ରହିଛି। ଏହି ମର୍ମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ୍…
Archives


