କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିଛନ୍ତି ଇମ୍ରାନ !
ଇସ୍ଲାମାବାଦ,୨୧।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ କରୋନା ସଂକ୍ରମଣ କରିପାରେ ବୋଲି ଆଶଙ୍କା କରାଯାଉଛି। ନିକଟରେ ଫୈଶଲ ଏଧି ନାମକ ଜଣେ ସମାଜିକ କର୍ମୀ ଇମ୍ରାନଙ୍କୁ ଭେଟି ତାଙ୍କ ଫାଉଣ୍ଡେଶନ ପକ୍ଷରୁ ଏକେ ଚେକ୍ ପ୍ରଦାନ କରିଥିଲେ। ଏବେ ଫୈଶଳ କରୋନା…
ଖୁସି ଖବର: ଗୋଟିଏ ଦିନରେ ସୁସ୍ଥ ହେଲେ ୭୦୫ କରୋନା ସଂକ୍ରମିତ
ନୂଆଦିଲ୍ଲୀ,୨୧।୪: ଦେଶରେ ଏବେ ଚିନ୍ତା ବଢାଇଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ମଙ୍ଗଳବାର ଅପରାହ୍ନ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮,୬୦୧ ହୋଇଥିବା ବେଳେ ସବୁଠାରୁ ଖୁସି କଥା ହେଉଛି ଗତ ୨୪ ଘଣ୍ଟା ମଧ୍ୟରେ ୭୦୫ ଜଣ ସଂକ୍ରମିତ ସୁସ୍ଥ…
କରୋନା ଚିକିତ୍ସା ପାଇଁ କର୍ନାଟକ କରିବ ପ୍ଲାଜମା ଥେରାପିର ବ୍ୟବହାର
ବେଙ୍ଗାଲୁରୁ,୨୧।୪: କରୋନା ସଂକ୍ରମଣ ରୋକିବାକୁ ସବୁ ଦିଗରେ ଚେଷ୍ଟା ଚାଲିଥିବା ବେଳେ ଏବେ ଭାରତରେ ପ୍ଲାଜମା ଥେରାପି ଆରମ୍ଭ ହୋଇଛି। କର୍ନାଟକରେ ଏବେ ପ୍ଲାଜମା ଥେରାପି ମାଧ୍ୟରେ ଚିକିତ୍ସା କରାଯିବ ବୋଲି ମଙ୍ଗଳବାର ସୂଚନା ଦେଇଛନ୍ତି କର୍ନାଟକର ସ୍ବାସ୍ଥ୍ୟ ଶିକ୍ଷାମନ୍ତ୍ରୀ ଡାକ୍ତର…
୪୪ ନମ୍ବର କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଓଡ଼ିଶାରେ ୪୪ ନମ୍ବର କରୋନା ଆକ୍ରାନ୍ତ ସୁସ୍ଥ ହେବାପରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। କିଛି ଦିନ ତଳେ ପଶ୍ଚିମବଙ୍ଗ ମେଦିନିପୁରରୁ ଚିକିତ୍ସା ଲାଗି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ଆସିଥିଲେ। ସେଠାରେ ଅନ୍ୟ ରୋଗର ଚିକିତ୍ସା ଚାଲିଥିବା…
ସିଙ୍ଗାପୁରରେ ଜୁନ୍ ୧ ପର୍ଯ୍ୟନ୍ତ ବଢିଲା ଲକ୍ଡାଉନ ଅବଧି
ସିଙ୍ଗାପୁର,୨୧।୪: କରୋନା ଭାଇରସର ସଂକ୍ରମଣଙ୍କୁ ଦେଖି ବିଭିନ୍ନ ଦେଶରେ କ୍ରମାଗତ ଭାବେ ଲକ୍ଡାଉନ ଅବଧି ବୃଦ୍ଧି ହେବାରେ ଲାଗିଛି। ମଙ୍ଗଳବାର ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ହେସେନ ଲୁଙ୍ଗ ସିଙ୍ଗାପୁରର କିଛି ଅଞ୍ଚଳରେ ଲକ୍ଡାଉନ ଅବଧିକୁ ଜୁନ୍ ୧ ପର୍ଯ୍ୟନ୍ତ ବୃଦ୍ଧି ପାଇଁ…
୪ ଜିଲା କରୋନା ମୁକ୍ତ
ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନେ ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲାର ଜଣେ ଲେଖାଏ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି। ତେବେ ଏହି ୫ କରୋନା ଆକ୍ରାନ୍ତ…
ବନ୍ଦ ହେଲା ଟେଲିଭିଜନ ଲାଇଭ୍ ଶୋ’: ୨୫ କର୍ମଚାରୀ ପଜିଟିଭ
ଚେନ୍ନାଇ,୨୧।୪: ସାରା ଦେଶରେ କରୋନା ପଜିଟିଭଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଥିବା ବେଳେ ଏବେ ଏହା ଚିନ୍ତାର କାରଣ ପାଲଟିଛି। ଗୋଟିଏ ଦିନ ପୂର୍ବରୁ ମୁମ୍ବାଇର ୫୩ ଗଣମାଧ୍ୟମ ପ୍ରତିନିଧି କରୋନାରେ ଆକ୍ରାନ୍ତ ଥିବା ଖବର ଆସିବା ପରେ ଏବେ…
ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ: ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହେଲେଣି ୨୯ ଆକ୍ରାନ୍ତ
ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଓଡ଼ିଶା ପାଇଁ ଖୁସି ଖବର। ମଙ୍ଗଳବାର ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୯ଜଣ ସୁସ୍ଥ ହୋଇଛନ୍ତି। ମଙ୍ଗଳବାର ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡି,…
୨ ଦିନରେ ୧୩ରୁ ଅଧିକ ବିଲେଇ ମୃତ: କରୋନା ସଂକ୍ରମଣ ନେଇ ଲୋକେ ଆତଙ୍କିତ
ଓ୍ବାୟାନାଡ଼,୨୧।୪: କେରଳରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ସ୍ଥାନୀୟ ମାନାନ୍ଥାବାଡ଼େ ଏବଂ ମେପାଡ୍ଡି ଅଞ୍ଚଳରେ ବିଲେଇ ମୃତ୍ୟୁକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଗତ ୨ ଦିନ ମଧ୍ୟରେ ଏଠାରେ ୧୩ରୁ ଅଧିକ…
ଗୋଆ କରୋନା ମୁକ୍ତ ରାଜ୍ୟ ଘୋଷଣାକୁ ନେଇ ଆରମ୍ଭ ହେଲା ରାଜନୀତି
ପଣଜୀ,୨୧।୪: ଗୋଟିଏ ଦିନ ପୂର୍ବରୁ ଗୋଆକୁ କରୋନା ମୁକ୍ତ ରାଜ୍ୟ ଘୋଷଣା କରାଯାଇଥିଲା। ଏବେ ଏହାକୁ ନେଇ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତଙ୍କୁ ଟାର୍ଗେଟ କରିଛି କଂଗ୍ରେସ। ମଙ୍ଗଳବାର ଗୋଆର କଂଗ୍ରେସ ଅଧ୍ୟକ୍ଷ ଗିରିଶ ଚୋଡନକର କହିଛନ୍ତି ଗୋଆରେ ସରକାର ଠିକ୍ ଭାବେ…
କରୋନା ସହାୟତା: ସ୍ବେଚ୍ଛାସେବୀ ସଂଗଠନ ‘ହିନ୍ଦ ସେବକ ସଂଘ’ ପକ୍ଷରୁ ଅସହାୟଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ
ଚୌଦ୍ୱାର,୨୨ା୪(ଡି.ଏନ୍.ଏ): ଲକ୍ଡାଉନ୍ ଯୋଗୁ ଗରିବା ତଥା ଖଟିଖିଆ ଲୋକମାନେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି। ସେମାନେ ଦୁଇ ଓଳି ଖାଇବା ପାଇଁ ପାଉ ନାହାନ୍ତି। ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ସ୍ବେଚ୍ଛାସେବୀ ସଂଗଠନ ହିନ୍ଦ ସେବକ ସଂଘର ଚୌଦ୍ୱାର କେନ୍ଦ୍ର ତରଫରୁ ଚୌଦ୍ୱାର…
ଲକ୍ଡାଉନ: ବାହାରକୁ ନ ଯାଇ ପାରି ବାଡିରେ ଖୋଳିଲେ ୨୫ ଫୁଟର କୂଅ
ମୁମ୍ବାଇ,୨୧।୪: କରୋନା ଭାଇରସ ପାଇଁ ଏବେ ସାରା ଦେଶରେ ଲକ୍ଡାଉନ ଘୋଷଣା କରାଯାଇଛି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବାରୁ ଏଠାରେ ଅନ୍ୟ ରାଜ୍ୟ ଅପେକ୍ଷା ଲକ୍ଡାଉନ କଟକଣା ସାମାନ୍ୟ ଅଧିକ ରହିଛି। ଏହି ସମୟରେ ଲୋକଙ୍କୁ ଘରୁ ବାହାରିବାକୁ…
Archives


