କରୋନା ଭାଇରସ୍‌

ଅନ୍ତରଙ୍ଗ ଯୁବ ସଂଘ ପକ୍ଷରୁ ମାସ୍କ ବଣ୍ଟନ

ଦାରିଙ୍ଗବାଡ଼ି,୨୧।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ଅନ୍ତରଙ୍ଗ ଯୁବ ସଂଘ ପକ୍ଷରୁ ବିଶୋଧିତ କରାଯିବା ସହ ମାସ୍କ ବଣ୍ଟନ କରାଯାଇଛି। ଏଥିସହ ବିଭିନ୍ନ ଅଞ୍ଚଳକୁ ସଂଘର ସଦସ୍ୟମାନେ ବୁଲି ବୁଲି ଶିଶୁମାନଙ୍କୁ ହାତ ଧୁଆ କୌଶଳ, ସାମାଜିକ ଦୁରତ୍ୱ…

ଲକ୍‌ ଡାଉନ୍‌: ୧୦୦ କିଲୋମିଟର ଚାଲିବା ପରେ ବି ଘରେ ପହଞ୍ଚି ପାରିଲେନି ବାଳିକା; ବାଟରେ ଘଟିଲା ମୃତ୍ୟୁ

ବିଜାପୁର,୨୧।୪: କରୋନା ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। କରୋନ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତରେ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ରାଜ୍ୟ ବାହାରକୁ କାମଧନ୍ଦା ଉଦ୍ଦେଶ୍ୟରେ ଯାଇଥିବା ବହୁ ଶ୍ରମିକ ଅଟକି ରହିଛନ୍ତି। ପରିବହନ…

ଆମେରିକାରେ ନୂଆ ପ୍ରବାସନ ନେଇ କଟକଣା: ଟୁଇଟ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୧।୪: ପୃଥିବୀ ସାରା କରୋନା ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନା ଯୋଗୁ ଆମେରିକାରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ନୂଆ ପ୍ରବାସନ କଟକଣା ଜାରି କରିବାକୁ ଯାଉଥିବା…

ଲକ୍‌ଡାଉନ ଯୋଗୁ ଚିନ୍ତାରେ ସଞ୍ଜୟ

ମୁମ୍ବାଇ: ସଞ୍ଜୟ ଦତ୍ତ ବର୍ତ୍ତମାନ ତାଙ୍କ ପତ୍ନୀ ମାନ୍ୟତା ଏବଂ ତାଙ୍କର ୨ ଶିଶୁ ଶାହାରାନ ଓ ଇକ୍ରାଙ୍କଠାରୁ ଦୂରରେ ଅଛନ୍ତି। ଭାରତରେ ଲକ୍‌ଡାଉନ୍‌ ହେବା ପୂର୍ବରୁ ସେମାନେ ଦୁବାଇ ଯାଇଥିଲେ। କିନ୍ତୁ ସେଠାରୁ ଆଉ ଫେରି ପାରି ନ ଥିଲେ।…

କୋହଲିଙ୍କ ଟ୍ରିମ୍‌ ଆଟ୍‌ ହୋମ୍‌

ନୂଆଦିଲ୍ଲୀ: ସୋସିଆଲ୍‌ ମିଡିଆରେ ଅନେକ ସମୟରେ ଭିନ୍ନ ଭିନ୍ନ ଚ୍ୟାଲେଞ୍ଜ ନେଇ ଆସନ୍ତି ସେଲିବ୍ରିଟି। ଆଉ ଲୋକେ ବି ଏହାକୁ ଖୁବ୍‌ ଆପଣେଇବାର ଦେଖିବାକୁ ମିଳିଥାଏ। ଏବେ ଏମିତି ଏକ ଚ୍ୟାଲେଞ୍ଜ ନେଇ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି ଭାରତୀୟ କ୍ରିକେଟ…

ପୋଲିସ୍‌ ପାଳୁଛି ‘ବାର୍ଥ ଡେ’

ଅମୃ଼ତସର: ଲକ୍‌ଡାଉନ୍‌ ସମୟରେ ପୋଲିସ୍‌ର କାମକୁ ବିଭିନ୍ନ ସ୍ଥାନରେ ପ୍ରଶଂସା ମିଳୁଛି। ଲୋକଙ୍କ ମନ ଜିଣି ସେମାନଙ୍କୁ ଲକ୍‌ଡାଉନ୍‌ ନିୟମ ମାନିବାକୁ ପୋଲିସ୍‌ ବିଭିନ୍ନ ପ୍ରକାର ଉଦ୍ୟମ କରୁଛି। ଠିକ୍‌ ଏମିତି ଏକ ଭିନ୍ନ ଉଦ୍ୟମ କରି ଏବେ ସମସ୍ତଙ୍କ ପ୍ରିୟ…

ରାଜ୍‌ଙ୍କ ସହ ଓ୍ବାର୍କଆଉଟ୍‌ କଲେ ଶିଳ୍ପା

ମୁମ୍ବାଇ: ଶିଳ୍ପା ସେଟ୍ଟୀ ନିଜ ଇନ୍‌ଷ୍ଟା ଆକାଉଣ୍ଟରେ ସୋମବାର ଏକ ମୋଟିଭେଶନାଲ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ସେ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ସହ ଓ୍ବାର୍କଆଉଟ୍‌ କରୁଛନ୍ତି। ତାଙ୍କ ପୁଅ ମଧ୍ୟ ଏହି ଭିଡିଓରେ ଉଭୟ ମା’- ବାପାଙ୍କ…

ବାଲେଶ୍ୱର, ଭଦ୍ରକ, ଯାଜପୁର ପାଇଁ ଷ୍ଟେଟ୍‌ ର଼୍ୟାପିଡ୍‌ ରେସପନ୍ସ ଟିମ୍‌ ଗଠିତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ବାଲେଶ୍ୱର, ଭଦ୍ରକ, ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨ ଦିନ ଭିତରେ ୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ୩ଟି ଷ୍ଟେଟ୍‌ ରାପିଡ୍‌ ରେସପନ୍ସ ଟିମ୍‌ ଗଠନ କରାଯାଇଛି। ଏହି…

ଭୋକରେ ଅସହାୟ ପ୍ରାଣୀ

ଲକ୍ଷ୍ନୌ: ସାରା ଦେଶରେ ଲକ୍‌ଡାଉନ ଜାରି ଥିବା ଯୋଗୁ ଲୋକେ ଘର ଭିତରେ ନିଜକୁ ବନ୍ଦ କରି ରଖିଛନ୍ତି। ଫଳରେ ବାହାରେ ବୁଲୁଥିବା ପ୍ରାଣୀ ଖାଦ୍ୟ ପାଇପାରୁ ନାହାନ୍ତି। ଏପରି ସ୍ଥିତିରେ ଉତ୍ତରପ୍ରଦେଶରେ ସୋମବାର ଏକ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି।…

ଆୟୁଷ୍ମାନ ଯୋଜନା ଲାଗୁ କରିବାକୁ ଅନୁରୋଧ

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସୋମବାର ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଦୃଷ୍ଟିଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ସାମ୍ପ୍ରତିକ ସ୍ଥିତିରେ କରୋନା ବ୍ୟତୀତ ଅନ୍ୟ କିଛି ଗୁରୁତର ରୋଗରେ ପୀଡ଼ିତଙ୍କୁ ଅଧିକାଂଶ ସରକାରୀ ଏବଂ ଘରୋଇ ଡାକ୍ତରଖାନା ଉପଯୁକ୍ତ…

କୋଭିଡ୍‌-୧୯ ମୁକାବିଲା: ଓଡ଼ିଶା ଆଗରେ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ନେଇ ଦୁଇପାଦ ଆଗକୁ ଯାଇଛନ୍ତିି। କୋଭିଡ୍‌-୧୯ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ରାଜ୍ୟରେ ଆଉ ୫ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର କୋଇଲା,…

ବାଲେଶ୍ୱରର ୫ କରୋନା ଆକ୍ରାନ୍ତଙ୍କ ତଥ୍ୟ ପ୍ରକାଶ: ପଜିଟିଭ୍‌ଙ୍କ ମଧ୍ୟରେ ଜଣେ ନାବାଳକ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୭୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ଥାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ ଜରିଆରେ ତଥ୍ୟ ପ୍ରକାଶ ପାଇଛି। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri