କରୋନା ଭାଇରସ୍‌

ଜୁନରେ ଆସିବ ଚର୍ତୃଥ ଲହର: ସତର୍କ କଲା ଆଇଆଇଟି କାନପୁର

ନୂଆଦିଲ୍ଲୀ,୧୫।୪: ଦେଶରେ ପୁଣି ଥରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଯାହାକୁ ନେଇ ଏବେ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ିଯାଇଛି। ଗତ ୨ବର୍ଷରୁ ଲଗାତର କୋଭିଡ-୧୯ର ନୂଆ ନୂଆ ଭାରିଆଣ୍ଟ ସାମ୍ନାକୁ ଆସୁଛି। ନିକଟରେ କରୋନାର ନୂଆ…

ଚାଇନାରେ ବେକାବୁ କରୋନା

ବେଜିଂ,୧୫।୪: କରୋନା ମହାମାରୀର ଏନ୍ତୁଡ଼ିଶାଳ କୁହାଯାଉଥିବା ଚାଇନାରେ ଏବେ କୋଭିଡ ପରିସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଚାଇନାର ଆର୍ଥିକ ରାଜ୍ୟ କୁହାଯାଉଥିବା ସାଂଘାଇରେ କରୋନା ବେକାବୁ ହେବାରେ ଲାଗିଛି। ଗୁରୁବାର ସାଂଘାଇରେ ୨୭ହଜାରରୁ ଊର୍ଦ୍ଧ୍ୱ ରେକର୍ଡ ସଂଖ୍ୟକ କରୋନା ମାମଲା ଚିହ୍ନଟ…

ଆଜି ରାଜ୍ୟରୁ ୧୭ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୦୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦ ଜଣ ଚିହ୍ନଟ ହୋଇଥିବା…

ଚାଇନାର ଚାଲାକି, ପାକିସ୍ତାନରେ ପ୍ରସ୍ତୁତ ହେଉଛି କରୋନାର ନୂଆ ଷ୍ଟ୍ରେନ୍‌!

ନୂଆଦିଲ୍ଲୀ/ଇସଲାମାବାଦ,୧୫ ।୪: କରୋନା ଭାଇରସର ଉତ୍ପତି ସ୍ଥଳ ଚାଇନା । ଏବେ ଏହି ସନ୍ଦେହ ଦୂର ହୋଇ ନ ଥିବା ବେଳେ ପୁଣି ଏକ ବିପଦ ମୁଣ୍ଡ ଟେକିଲାଣି । ଅଷ୍ଟ୍ରେଲିଆ ପୋର୍ଟାଲ ଦ କ୍ଲେସଂନରେ ଏନ୍ଥନି କ୍ଲେନଙ୍କ ଏକ ରିପୋର୍ଟ…

ରାଜଧାନୀରେ ବଢିଲାଣି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୫ ।୪: ରାଜଧାନୀ ଦିଲ୍ଲୀରେ ଗତ କିଛି ଦିନ ହେବ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଇଛି । ଗୁରୁବାର ଏଠାରେ ୩୦୦ରୁ ଅଧିକ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ମାର୍ଚ୍ଚ ୩ ପରେ ଏହା ସବୁଠାରୁ ଅଧିକ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୧୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୮,୬୦୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ଦୈନିକ ମୃତ୍ୟୁ ସଂଖ୍ୟା ୧…

ନୂଆଦିଲ୍ଲୀ, ୧୪।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ହଜାରେ ୭ ରେ ପହଞ୍ଚିଛି। ସେହିପରି ଗତ…

ସାଙ୍ଘାଇରେ ଲକ୍‌ଡାଉନ୍‌, ଦୂତାବାସ ସହିତ ଯୋଗାଯୋଗ କରିବାକୁ ଭାରତୀୟଙ୍କୁ ପରାମର୍ଶ…

ବେଜିଂ, ୧୩।୪ : ଚାଇନାରେ କରୋନା ମହାମାରୀ ସଂକ୍ରମଣ ପୁଣି ଅଣାୟତ୍ତ ହେବାରେ ଲାଗିଛି। ଏଠାରେ ନୂତନ ସଂକ୍ରମଣ ମାମଲା ପ୍ରତିଦିନ ରେକର୍ଡ ଭାଙ୍ଗୁଛି । ଚାଇନାର ଆର୍ଥିକ ରାଜଧାନୀ ସାଙ୍ଘାଇରେ ସବୁଠାରୁ ଖରାପ ପରିସ୍ଥିତି ସୃଷ୍ଟି ହୋଇଛି । ଏପ୍ରିଲ…

ଚତୁର୍ଥ ଲହର ଆଶଙ୍କା ଘନେଇଲା, ୨୯ ଜିଲାରେ ସ୍ଥିତି ବେକାବୁ…

ନୂଆଦିଲ୍ଲୀ, ୧୩।୪ : କରୋନା ମହାମାରୀର ଚତୁର୍ଥ ଲହର ନେଇ ପୁଣି ସଙ୍କଟ ଘନେଇବାରେ ଲାଗିଛି। ଚତୁର୍ଥ ଲହର ଯୋଗୁ ଦେଶର ୨୯ଟି ଜିଲାରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି।, ଦିଲ୍ଲୀ-ଗୁଜୁରାଟ ଏବଂ ହରିୟାଣାରେ ଆଦି ୩ ରାଜ୍ୟରେ ସଂକ୍ରମଣ…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୩।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ହଜାରେ ୮୮ ରେ ପହଞ୍ଚିଛି। ସେହିପରି ଗତ ୨୪…

ରାଜ୍ୟରେ ୧୪ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୪ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବୟସର ୩ ଜଣ ରହିଛନ୍ତି । ସେହିପରି ୮ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୬…

ଓମିକ୍ରନ୍‌ର ବିଏ.୪-ବିଏ.୫ ଭାରିଆଣ୍ଟ୍‌ ଚିହ୍ନଟ…

ଜୋହାନ୍ସବର୍ଗ, ୧୨।୪ : କରୋନା ମହାମାରୀ ଭୂତାଣୁ ଓମିକ୍ରନ୍‌ ଭାରିଆଣ୍ଟ୍‌ର ଦୁଇ ଉପବଂଶ ଭାରିଆଣ୍ଟ୍‌ ଚିହ୍ନଟ ହୋଇଛି। ଦକ୍ଷିଣ ଆଫ୍ରିକାର ବୈଜ୍ଞାନିକମାନେ ଏହି ଦୁଇ ଭାରିଆଣ୍ଟ୍‌କୁ ବିଏ.୪ ଏବଂ ବିଏ.୫ ଭାରିଆଣ୍ଟ୍‌ ଚିହ୍ନଟ କରିଛନ୍ତି। ସେଣ୍ଟର ଫର୍‌ ଏପିଡେମିକ୍‌ ରେସପନ୍ସ୍‌ ଆଣ୍ଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?