କରୋନା ଭାଇରସ୍‌

ସଙ୍କଟରେ ଚାନ୍ଦୁଆ ଶିଳ୍ପ

ପିପିଲି, ୨୧ା୪: କରୋନା ଯୋଗୁ ମଣିଷର ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିରୁ ବାଦ୍‌ ପଡ଼ିନାହିଁ ପିପିଲିର ପ୍ରସିଦ୍ଧ ଚାନ୍ଦୁଆ ଶିଳ୍ପ। ଫନୀ ବାତ୍ୟା ପରେ କଷ୍ଟେମଷ୍ଟେ ଅଣ୍ଟା ସଳଖି ଆସୁଥିବା ଚାନ୍ଦୁଆ କାରିଗରଙ୍କ ସମେତ ବ୍ୟବସାୟୀମାନେ ଏବେ କରୋନା ମାଡ଼ରେ…

ଚ୍ୟାଲେଞ୍ଜ ହୋଇପାରେ କୋଭିଡ୍‌ ପରବର୍ତ୍ତୀ କାର୍ଯ୍ୟସ୍ଥଳ

ନୂଆଦିଲ୍ଲୀ,୨୧ା୪: କୋଭିଡ୍‌-୧୯ ସଂକ୍ରମଣକୁ ପ୍ରତିହତ କରିବା ଲାଗି ସରକାର ଲକ୍‌ଡାଉନ ସମୟସୀମାକୁ ମେ’ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଫଳରେ ଅଧିକାଂଶ କର୍ମଚାରୀ ଘରେ ରହି ଅଫିସ କାର୍ଯ୍ୟ କରିବାକୁ ନିୟମିତ କାର୍ଯ୍ୟକ୍ରମ ଭାବେ ଧରିନେଇଛନ୍ତି। କରୋନା ସର୍ମ୍ପୂ୍‌ଣ୍ଣ ନିୟନ୍ତ୍ରଣକୁ ଆସିବା…

ଇନ୍ଦୋର ଉଦାହରଣ ଦେଇ ବୁଝାଇଲେ

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): କରୋନା ମୁକାବିଲା କ୍ଷେତ୍ରରେ ଓଡ଼ିଶାକୁ ପ୍ରଶଂସା କରିଛନ୍ତି କେନ୍ଦ୍ର ସରକାର। ସେହିଭଳି ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ବାହାବା ସାଉଣ୍ଟିଛନ୍ତି ରାଜ୍ୟ ସରକାର। ତେବେ ଏହି ପରିପ୍ରେକ୍ଷୀରେ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ…

ପ୍ୟାରିସ୍‌ ପାଣିରେ କରୋନା ପଜିଟିଭ

ପ୍ୟାରିସ୍‌,୨୧ା୪: କରୋନା ମହାମାରୀର ପ୍ରକୋପରେ ଘାଣ୍ଟି ହେଉଥିବା ଦେଶଗୁଡ଼ିକ ମଧ୍ୟରେ ଫ୍ରାନ୍ସର ସ୍ଥାନ ବିଶ୍ୱରେ ୪ର୍ଥ ଏବଂ ୟୁରୋପରେ ୩ୟ। ଏଠାରେ ଅଦ୍ୟାବଧି ଦେଢ଼ ଲକ୍ଷ ଲୋକ ସଂକ୍ରମିତ ହୋଇଥିବାବେଳେ ପ୍ରାୟ ୨୦ ହଜାର ଲୋକଙ୍କ ମୃତ୍ୟୁ ଘଟିଲାଣି। ଏଭଳି ସ୍ଥଳେ…

ଶ୍ରୀଲିଙ୍ଗରାଜଙ୍କ ଚନ୍ଦନଯାତ୍ରା ବନ୍ଦ

ପୁରୁଣା ଭୁବନେଶ୍ୱର, ୨୧ା୪(ଡି.ଏନ.ଏ.): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବତା ଶ୍ରୀଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣାରଥ ଯାତ୍ରା ପରେ ଏବେ ଚନ୍ଦନ ଯାତ୍ରା ମଧ୍ୟ ବନ୍ଦ ହେବ। ଆସନ୍ତା ୨୬ ତାରିଖଠାରୁ ଠାକୁରଙ୍କ ଚନ୍ଦନଯାତ୍ରା ଆରମ୍ଭ ହୋଇଥାନ୍ତା। କରୋନା…

ଚାଇନାକୁ ଜର୍ମାନୀର ୧୬୫ ବିଲିୟନ ଡଲାରର ବିଲ୍‌

ନୂଆଦିଲ୍ଲୀ,୨୧ା୪: କରୋନା ଭାଇରସ୍‌ ସଂକ୍ରମଣ ଦ୍ୱାରା ସାରା ବିଶ୍ୱରେ ବ୍ୟାପକ ଭାବେ ଧନଜୀବନ କ୍ଷତି ଘଟିବାରେ ଲାଗିଛି। ଚାଇନାର ଉହାନରୁ ପ୍ରଥମେ ଏହି ସଂକ୍ରମଣ ଦେଖାଦେଇଥିଲା ଏବଂ ତାହା ସାରା ବିଶ୍ୱକୁ ବ୍ୟାପିଛି। ଏଥିପାଇଁ ଚାଇନାକୁ ଦାୟୀ କରୁଛନ୍ତି ଆମେରିକା, ଫ୍ରାନ୍ସ,…

ବିନା ମାସ୍କରେ ଧରାପଡ଼ିଲେ ୨୬୯

ଭୁବନେଶ୍ୱର,୨୧ା୪ (ବ୍ୟୁରୋ): ସୋମବାରଠାରୁ କେନ୍ଦ୍ର ଓ ରାଜ୍ୟ ସରକାର କର୍ମଚାରୀଙ୍କ ପାଇଁ ଲକ୍‌ଡାଉନ୍‌ ନିୟମରେ କୋହଳ କରାଯାଇଛି। ସେମାନେ ଆଇକାର୍ଡ ଦେଖାଇ ଅଫିସ୍‌ ଯାଉଛନ୍ତି। ପୂର୍ବଦିନ ଭଳି ପୋଲିସ ଏତେଟା କଡ଼ାକଡ଼ି ଚେକିଂ କରିନଥିଲା। ଏହାର ସୁଯୋଗ ନେଇ କେତେକ ଅମାନିଆ…

ଓଡ଼ିଶାକୁ ଜାତୀୟ, ଅନ୍ତର୍ଜାତୀୟସ୍ତରରେ ପ୍ରଶଂସା

ଭୁବନେଶ୍ୱର,୨୧ା୪(ବ୍ୟୁରୋ): କରୋନା(କୋଭିଡ୍‌-୧୯)ସଂକ୍ରମଣ ମୁକାବିଲା ନେଇ ରାଜ୍ୟ ସରକାର ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ପ୍ରଶଂସା ସାଉଁଟିବାରେ ଲାଗିଛନ୍ତିି। ଏହି ମହାମାରୀକୁ ପ୍ରତିହତ କରିବା ନିମନ୍ତେ ଆଗୁଆ ପଦକ୍ଷେପ ଓ ପ୍ରସ୍ତୁତି, ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ, ସାମାଜିକ ଦୂରତ୍ୱ କଡାକଡି ଭାବେ…

ସ୍ବଳ୍ପ ମୂଲ୍ୟର ଭେଣ୍ଟିଲେଟର ତିଆରି କଲା ସିଟିଟିସି

ଭୁବନେଶ୍ୱର(ବ୍ୟୁରୋ), ୨୧ା୪: କୋଭିଡ୍‌-୧୯ର ମୁକାବିଲା ଲାଗି ସହଯୋଗର ହାତ ବଢ଼ାଇଛି ଭୁବନେଶ୍ୱରସ୍ଥିତ ସେଣ୍ଟ୍ରାଲ ଟୁଲ୍‌ ରୁମ୍‌ ଆଣ୍ଡ୍‌ ଟ୍ରେନିଂ ସେଣ୍ଟର (ସିଟିଟିସି)। କରୋନା ସଂକ୍ରମିତଙ୍କ ଚିକିତ୍ସାରେ ଭେଣ୍ଟିଲେଟରର ଆବଶ୍ୟକତା ସର୍ବାଧିକ ରହିଥିବାବେଳେ ଦେଶ ଓ ରାଜ୍ୟରେ ଏହାର ଅଭାବ ଦେଖାଦେଇଛି। ଏହି…

ସକାଳୁଆ ଅଫିସ ନେଇ ସବୁ ଜିଲାପାଳଙ୍କୁ ଚିଠ

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): ପ୍ରତିବର୍ଷ ଭଳି ଖରା ଯୋଗୁ ସବୁ ଜିଲାର ସରକାରୀ ଅଫିସ ଏବଂ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ୍‌ କୋର୍ଟଗୁଡିକ ପ୍ରତିଦିନ ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଚାଲିବ। ବିନା ମଧ୍ୟାହ୍ନଭୋଜନ ବିରତିରେ ଏହି କାର୍ଯ୍ୟାଳୟ ଏବଂ କୋର୍ଟଗୁଡିକ ଚାଲିବ। ୧୦ଏପ୍ରିଲରୁ…

ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି

ବାଲେଶ୍ୱର ଅଫିସ୍‌:୨୧।୪: ବାଲେଶର ସହରରେ କୋଭିଡ-୧୯ ଆକ୍ରାନ୍ତ ଚିହ୍ନଟ ହେବାପରେ ଏକ ପ୍ରକାର ଆତଙ୍କ ଦେଖାଦେଇଛି। ଗତ ଶନିବାର ବାଲେଶ୍ୱରର ନେଳିବାବାଗ ଅଞ୍ଚଳର ଜଣେ ୫୮ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସୋମବାର ନୀଳଗିରି ବ୍ଲକର ୨…

ରାଷ୍ଟ୍ରୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ମାଣବସା ଗୁରୁବାର

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): ବିଶ୍ୱ ଐତିହ୍ୟ ଦିବସ ଅବସରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଇନଟାଞ୍ଜିବଲ୍‌ କଲଚରାଲ୍‌ ହେରିଟେଜ ତାଲିକା ବା ରାଷ୍ଟ୍ରୀୟ ସାଂସ୍କୃତିକ ଐତିହ୍ୟ ତାଲିକା ଘୋଷଣା କରାଯାଇଛି। ଏହି ତାଲିକାରେ ଓଡ଼ିଶାର ୩ଟି ଲୋକପ୍ରିୟ ପର୍ବ ଓ ଲୋକନୃତ୍ୟ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?