କରୋନା ଭାଇରସ୍‌

ରାଷ୍ଟ୍ରପତି ଭବନର ଜଣେ କର୍ମଚାରୀଙ୍କ ସମ୍ପର୍କୀୟ କରୋନା ପଜିଟିଭ୍‌: କ୍ୱାରାଣ୍ଟାଇନ୍‌ରେ ୧୨୫ ପରିବାର

ନୂଆଦିଲ୍ଲୀ,୨୧।୪: ଦେଶର ସବୁଠାରୁ ସୁରକ୍ଷିତ ସ୍ଥାନ ମଧ୍ୟରୁ ଗୋଟିଏ ରାଷ୍ଟ୍ରପତି ଭବନ। ସାରା ଦେଶରେ ଆତଙ୍କ ଖେଳାଇଥିବା କରୋନା ଭାଇରସ୍‌ରୁ ରାଷ୍ଟ୍ରପତି ଭବନ ମଧ୍ୟ ବର୍ତ୍ତିପାରିନାହିଁ। ରାଷ୍ଟ୍ରପତି ଭବନରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ସଂକ୍ରମିତ ବ୍ୟକ୍ତି…

୧୬ ପରିବାରଙ୍କୁ ଘରଭଡ଼ା ଛାଡ଼ କଲେ ରଘୁନାଥ

କଟକ ଅଫିସ,୨୦ା୪: ସହରରେ ଅଧାରୁ ଅଧିକ ଭଡ଼ାଟିଆ ବାସିନ୍ଦା। ଭଡ଼ା ରହୁଥିବା ଲୋକେ ବି ଅଧିକାଂଶରେ ବ୍ୟବସାୟ, ଛୋଟ ଦୋକାନ କିମ୍ବା କୌଣସି ଘରୋଇ କମ୍ପାନୀରେ ଚାକିରି କରି ପରିବାର ପ୍ରତିପୋଷଣ କରନ୍ତି। କରୋନା ପ୍ରଭାବରୁ ହୋଇଥିବା ଲକଡାଉନ ଏବେ ବଳବତ୍ତର…

ପରିବା ଚାଷୀଙ୍କ କରୋନା ପାଣ୍ଠିକୁ ସହାୟତା

ନୂଆପଡା ଅଫିସ,୨୦ା୪: କରୋନା ମୁକାବିଲା ଲାଗି ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଅଣ୍ଟା ଭିଡିଛନ୍ତି। ଏଥିପାଇଁ ବିଭିନ୍ନ ସଂଗଠନ, ବ୍ୟକ୍ତିବିଶେଷ ସହାୟତାର ହାତ ବଢାଉଛନ୍ତି। ଏହିକ୍ରମରେ ନୂଆପଡା ସଦର ବ୍ଲକ ଭେରା ଗଁାର ୨୭ଜଣ ପରିବା ଚାଷୀ ସଂଗ୍ରହ କରିଥିବା…

ମୁଖ୍ୟମନ୍ତ୍ରୀ କରୋନା ସହାୟତା ପାଣ୍ଠିକୁ ୧ଲକ୍ଷ ଟଙ୍କାର ସହାୟତା

ନୂଆପଡା ଅଫିସ,୨୦ା୪: ନୂଆପଡା ମହାମାୟା ସାଇନ୍ସ ଆଣ୍ଡ ଟେକନିକାଲ ସାଇନ୍ସ ସଂଗଠନ ତରଫରୁ ମୁଖ୍ୟମନ୍ତ୍ରୀଙ୍କ କରୋନା ସହାୟତା ପାଣ୍ଠିକୁ ୧ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ସୋମବାର ଜିଲାପାଳ ମଧୁସ୍ମିତା ସାହୁଙ୍କୁ ସଂଗଠନ ତରଫରୁ ସମ୍ପାଦକ ଟଙ୍କଧର ସାହୁ ସହାୟତା ଚେକ ପ୍ରଦାନ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୧ସରପଞ୍ଚ ଦେଲେ ୩ ମାସର ଭତ୍ତା

ତରଭା,୨୦।୪(ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୁବର୍ଣ୍ଣପୁର ଜିଲା ତରଭା ବ୍ଳକର ସମସ୍ତ ସରପଞ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ଲକ୍ଷ ୨ହଜାର ଟଙ୍କା ପ୍ରଦାନ କରିଛନ୍ତି। ବ୍ଲକର ମୋଟ ୨୧ ଜଣ ସରପଞ୍ଚ ସେମାନଙ୍କ ୩ ମାସର ଭତ୍ତା/ଦରମା ବାବଦ…

୨୬ ଶ୍ରମିକଙ୍କୁ ସଂଗରୋଧ ଗୃହକୁ ପଠାଇଲା ପୋଲିସ

ଭବାନୀପାଟଣା/କୋକସରା,୨୦।୪(ସ୍ବ.ପ୍ର/ଡି.ଏନ.ଏ.): ଫୁଲବାଣୀରୁ ୨୬ଜଣ ଶ୍ରମିକ ନରଙ୍ଗପୁରକୁ ଚାଲିଚାଲି ଆସୁଥିବା ସମୟରେ ସୋମବାର ଆମପାଣି ପୋଲିସ ହାତରେ ଧରା ପଡିଥିଲେ। ପରେ ଉକ୍ତ ଶ୍ରମିକମାନଙ୍କୁ ସ୍ଥାନୀୟ ସଂଗରୋଧ ଗୃହରେ ଥଇଥାନ କରାଯାଇଛି। ମିଳିଥିବା ସୁଚନା ଅନୁସାରେ, ଫୁଲବାଣୀ ଜିଲା ଖଜୁରୀପଡାଠାରେ ନବରଙ୍ଗପୁର ଜିଲାର…

ଲକ୍‌ଡାଉନ ପ୍ରଭାବ: ଅମଳ ଆଖୁ ବିକିପାରୁନି ଚାଷୀ

ଖପ୍ରାଖୋଲ, ୨୦ା୪(ଡି.ଏନ.ଏ.): କରୋନା ସଂକ୍ରମଣ ରୋକିବାକୁ ସାରାଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବ ଲୋକଙ୍କ ଜୀବନଜୀବିକା ଉପରେ ପଡିଛି। ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳର ଆଖୁଚାଷୀ ଲକ୍‌ଡାଉନ ଯୋଗୁ ସଙ୍କଟରେ ପଡି ଯାଇଛନ୍ତି। ଯେଉଁମାନେ କ୍ଷେତରୁ କାଟି ଆଣିଥିଲେ…

କରୋନା ଭୟରେ ଛୁଇଁଲେନି ମୃତଦେହ

ଚମ୍ପୁଆ, ୨୦ା୪(ଡି.ଏନ.ଏ.): କରୋନା ଭୟରେ ବାଙ୍ଗାଲୋର ଫେରନ୍ତା ଜଣେ ଯୁବକଙ୍କ ମୃତଦେହକୁ ଗ୍ରାମବାସୀ ନ ଛୁଇଁବା ଘଟଣା କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଖବରପାଇ ପୋଲିସ ଓ ପ୍ରଶାସନିକ ଅଧିକାରୀମାନେ ପହଞ୍ଚି ତାଙ୍କ ପରିବାର ଲୋକଙ୍କ…

କୋହଳ ହେଲା କିଛି କଟକଣା

ମାଲକାନଗିରି,୨୦ା୪(ଡି.ଏନ୍‌.ଏ.): କୋରେନା ଭୂତାଣୁର ମୁକାବିଲା ପାଇଁ କେନ୍ଦ୍ର ସରକାର ଲକ୍‌ଡାଉନ ଘୋଷଣା କରିଥିବା ବେଳେ ମାଲକାନଗିରି ଜିଲାରେ ସୋମବାରଠାରୁ କିଛି ମାତ୍ରାରେ କଟକଣା କୋହଳ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୩୪୮ ଜଣଙ୍କ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିରୁ…

୨ଶହ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ ଉଦ୍‌ଘାଟିତ

ନବରଙ୍ଗପୁର,୨୦ା୪(ବି.ପ୍ର.): ନବରଙ୍ଗପୁର ବିଏଡ୍‌ କଲେଜଠାରେ ୨ଶହ ଶଯ୍ୟା ବିଶିଷ୍ଟ କୋଭିଡ୍‌-୧୯ ସ୍ବାସ୍ଥ୍ୟକେନ୍ଦ୍ରକୁ ସୋମବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଂସଦୀୟ ବ୍ୟାପାର ମନ୍ତ୍ରୀ…

ରିଲିଫ ଫଣ୍ଡକୁ ଦାନ କଲା ମହିଳା ମଞ୍ଚ

କେନ୍ଦୁଝର, ୧୯ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ମୈଦାନକେଲ ପଞ୍ଚାୟତ ସମିତି ମହାସଂଘ ପକ୍ଷରୁ ୧୩ ହଜାର ଟଙ୍କା ପ୍ରଧାନମନ୍ତ୍ରୀଙ୍କ ରିଲିଫ ଫଣ୍ଡ ଓ ୩ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ସହାୟତା ଦିଆଯାଇଛି। ଜିଲାପାଳଙ୍କ ଜରିଆରେ ଏହି ସହାୟତା…

ଉଦାସ ଆଶ୍ରମ ପକ୍ଷରୁ ରନ୍ଧା ଖାଦ୍ୟ ପ୍ରଦାନ

ବାଲେଶ୍ୱର ଅଫିସ, ୨୦।୪: ଲକ୍‌ଡାଉନ ସମୟରେ ବାଲେଶ୍ୱରସ୍ଥିତ ହଳଦୀପଦା ଏବଂ ରୂପସାର ବିଭିନ୍ନ ସ୍ଥାନରେ ଯାଜପୁର ଜିଲା ସୋଲର ଛତିଆସ୍ଥିତ ଉଦାମ ଆଶ୍ରମ ପକ୍ଷରୁ ରବିବାର ରନ୍ଧା ଖାଦ୍ୟ ପ୍ରଦାନ କରାଯାଇଛି। ଉଦାସ ଆଶ୍ରମ ଅଧ୍ୟକ୍ଷ ବ୍ରହ୍ମଚାରୀ ରବୀନ୍ଦ୍ର ନାଥ ଦାସଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri