ଭଦ୍ରକ ଜିଲାର କରୋନା ଆକ୍ରାନ୍ତଙ୍କ ସହ ଯାଜପୁର ଲିଙ୍କ୍: ସ୍ପଷ୍ଟ କଲେ ଯାଜପୁର ଜିଲାପାଳ
ଯାଜପୁର ଅଫିସ,୨୦।୪: ଭଦ୍ରକ ଜିଲାର ଜଣେ କରୋନା ଆକ୍ରାନ୍ତଙ୍କ ସହ ଯାଜପୁର ଜିଲାର ୬ ଜଣଙ୍କ ଲିଙ୍କ୍ ରହିଥିବା ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ରବିବାର ଚିହ୍ନଟ ହୋଇଥିବା ଭଦ୍ରକ ଜିଲାର ଆକ୍ରାନ୍ତ…
ବଢିଲା ଲକ୍ଡାଉନ ଅବଧି
ହାଇଦ୍ରାବାଦ,୨୦।୪: ପ୍ରଥମ ରାଜ୍ୟ ଭାବେ ଲକ୍ଡାଉନ ଅବଧିକୁ ମେ’୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୮ ଥିବା ବେଳେ ୨୧ ଜଣଙ୍କ ମୃତ୍ୟୁ ହୋଇଛି। ତେଲେଙ୍ଗାନାର ୪ଟି…
ବିଜେପୁର ଏନ୍ଏସି ପକ୍ଷରୁ ଚଢ଼ାଉ: ମାସ୍କ ନ ପିନ୍ଧିବାରୁ ୨୮୦୦ ଜରିମାନା ଆଦାୟ
ବିଜେପୁର, ୨୦।୪(ଡି.ଏନ୍.ଏ.): କରୋନା (କୋଭିଡ-୧୯)ରୁ ରକ୍ଷା ପାଇଁ ମାସ୍କ ପିନ୍ଧି ଘରୁ ବାହାରକୁ ବାହାରିବାକୁ ସରକାରଙ୍କ ପକ୍ଷରୁ ପକ୍ଷରୁ ବାରମ୍ବାର ଅନୁରୋଧ କରାଯାଉଛି। ଏହା ସତ୍ତ୍ବେ କିଛି ଅମାନିଆ ଏହାକୁ ମାନୁ ନାହାଁନ୍ତି। ଏ ନେଇ ବରଗଡ଼ ଜିଲା ବିଜେପୁର ଏନ୍ଏସି…
ବାଲେଶ୍ୱରର ୨ ବର୍ଷର ଶିଶୁକନ୍ୟା, ୩୨ ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୦ା୪(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୭ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ଫଳରେ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧ରୁ ବୃଦ୍ଧି ପାଇ ୬୮ରେ ପହଞ୍ଚିଛି। ତେବେ ବାଲେଶ୍ୱର ଜିଲାରେ ଚିହ୍ନଟ ହୋଇଥିବା ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ…
ବିତ୍ତଶାଳୀ ଆମେରିକାରେ କରୋନା ତାଣ୍ଡବ: ଅନ୍ତିମ ସଂସ୍କାର ନ କରି ମୃତଦେହକୁ ରାସ୍ତାକଡ଼ରେ ଛାଡିଯାଉଛନ୍ତି ଲୋକେ; ଚିକିତ୍ସା ପାଇଁ ପାଖରେ ନାହିଁ ଅର୍ଥ
ଓ୍ବାଶିଂଟନ,୨୦।୪: କରୋନା ସଂକ୍ରମଣର ତାଣ୍ଡବ ଯୋଗୁ ବିତ୍ତଶାଳୀ ଆମେରିକାର ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଲକ୍ ଡାଉନ୍ ଯୋଗୁ ଲୋକଙ୍କ ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ଖାଦ୍ୟ ସଂଗ୍ରହ ଲାଗି ଲୋକେ ଘଣ୍ଟା ଘଣ୍ଟା ଧାଡ଼ିବାନ୍ଧି ଫୁଡ୍ ବ୍ୟାଙ୍କ ସମ୍ମୁଖରେ…
ଆଉଜଣେ ଫୁଡ ଡେଲିଭରି ବୟ କରୋନା ପଜିଟିଭ
ହାଇଦ୍ରାବାଦ,୨୦।୪: ଦିଲ୍ଲୀ ପରେ ଏବେ ଚିନ୍ତାରେ ପଡିଯାଇଛନ୍ତି ହାଇଦ୍ରାବାଦ ବାସିନ୍ଦା। ରବିବାର ଏଠାରେ ଜଣେ ଫୁଡ୍ ଡେଲିଭରି ବୟ କରୋନା ପଜିଟିଭ ଚିହ୍ନଟ ହେବା ପରେ ଅନ୍ଲାଇନ୍ ଖାଦ୍ୟ ମଗାଉଥିବା ଲୋକଙ୍କ ମଧ୍ୟରେ ଛନକା ପଶିଯାଇଛି। କମ୍ପାନୀ ପକ୍ଷାରୁ କୁହାଯାଇଛି କି…
ସହାୟତା ପାଇଁ ଜିଲାପାଳଙ୍କୁ ନିବେଦନ କଲେ ହାଲୁକା ଯାନ କର୍ମଚାରୀ
ରାୟଗଡ଼ା ଅଫିସ,୨୦ା୪: ରାୟଗଡ଼ା ହାଲୁକା ଯାନ କର୍ମଚାରୀମାନେ ଆର୍ଥତ୍କ ସହାୟତା ପାଇଁ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲାପାଳଙ୍କୁ ନିବେଦନ କରିଛନ୍ତି। ବିଶ୍ୱ ମହାମାରୀ କରୋନା ଯୋଗୁ ରାୟଗଡ଼ା ମୋଟର୍ସ ୱାର୍କର୍ସ ୟୁନିୟନ ଅଧୀନରେ ୨୦୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଛୋଟବଡ଼ ଗାଡ଼ି…
ଆମେରିକାରେ ହୃଦୟ ବିଦାରକ ଦୃଶ୍ୟ: କାର୍-ଆମ୍ବୁଲାନ୍ସ-ଘର-ରାସ୍ତାକଡ଼ରେ ପଡ଼ି ରହିଛି ମୃତଦେହ
ଓ୍ବାଶିଂଟନ,୨୦।୪: କରୋନା ସଂକ୍ରମଣ ନେଇ ଆମେରିକା ଏବେ ହଟ୍ସ୍ପଟ୍ ପାଲଟିଛି। ଏଠାରେ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସରକାରୀ ରିପୋର୍ଟ ପାଇଁ ମୃତକଙ୍କ ସଂଖ୍ୟା ଗଣିବା ଲାଗି ଯାଉଥିବା ଲୋକେ ବାସ୍ତବିକତା ଅନୁଭବ କରିପାରୁଛନ୍ତି। ଦକ୍ଷିଣ ଆମେରିକାର…
କରୋନା ଆକ୍ରାନ୍ତ ଚିହ୍ନଟ ଅଞ୍ଚଳରେ ପହଞ୍ଚିଲେ ଉପଜିଲାପାଳ
ବାଲେଶ୍ୱର ଅଫିସ,୨୦ା୪ : ବାଲେଶ୍ୱର ଜିଲାରେ ସୋମବାର ଆଉ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଜଣେ ଶିଶୁକନ୍ୟା ଏବଂ ଜଣେ ଯୁବକ ଥିବା ଜିଲା ପ୍ରଶାସନ ସୂତ୍ରରୁ ପ୍ରକାଶ। ନୀଳଗିରି ବ୍ଲକ ଧରମପୁର ପଞ୍ଚାୟତ ରିଗିଡ଼ି ଗ୍ରାମର…
୨୪ ଘଣ୍ଟାରେ ଦେଶରେ ୧,୫୫୩ ନୂଆ କରୋନା ସଂକ୍ରମିତ ଚିହ୍ନଟ: ମୃତକଙ୍କ ସଂଖ୍ୟା ୫ଶହ ଟପିଲା
ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣକୁ ନେଇ ଗୋଟିଏ ପଟେ ଦେଶର ଲକ୍ଡାଉନ ଯୋଗୁ ଲୋକେ ଅସ୍ତବ୍ୟସ୍ତ ହୋଇଯାଇଥିବା ବେଳେ ଅନ୍ୟପଟେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ହଠାତ୍ ବୃଦ୍ଧି ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୫୫୩ ନୂଆ…
କରୋନା ସଂକ୍ରମଣ: କେଉଁ ଖାଦ୍ୟ ଖାଇଲେ ବଢ଼ିବ ରୋଗପ୍ରତିରୋଧକ ଶକ୍ତି
ଓ୍ବାଶିଂଟନ,୨୦।୪: କରୋନା ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। କରୋନ ସଂକ୍ରମଣରୁ ଦୂରେଇ ରହିବା ନେଇ ଭିନ୍ନ ଭିନ୍ନ ଗୁଜବ ମଧ୍ୟ ଉଠୁଛି। କେହି କେହି ଭିଟାମିନ୍-ସି, ଭିଟାମିନ୍-ଇ ଖାଇବା ଉପରେ ଗୁରୁତ୍ୱାରୋପ କରୁଛନ୍ତି। ଶରୀରରେ କୌଣସି ଭିଟାମିନ୍ର ଅଭାବ ଦେଖାଦେଲେ…
୨ହଜାର ଅତିକ୍ରମ କଲା ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା: ହେବ ର଼୍ୟାପିଡ ଟେଷ୍ଟ
ନୂଆଦିଲ୍ଲୀ,୨୦।୪: ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ଚିହ୍ନଟ ହେଲେ ୧୧୦ କରୋନା ସଂକ୍ରମିତ। ଏହାକୁ ନେଇ ଏବେ ରାଜଧାନୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୨,୦୦୩ରେ। ଯାହା ଦିଲ୍ଲୀ ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଏଠାରେ କରୋନା ସଂକ୍ରମିତଙ୍କ…
Archives


