କରୋନା ଭାଇରସ୍‌

ପୃଥିବୀରେ କରୋନା ସଂକ୍ରମଣ କରି ଏବେ ଔଷଧ ପ୍ରସ୍ତୁତି କଞ୍ଚାମାଲକୁ ୫ ଗୁଣା ଅଧିକ ଦାମରେ ବିକୁଛି ଚାଇନା

ନୂଆଦିଲ୍ଲୀ/ବେଜିଂ,୧୯।୪: ସାରା ପୃଥିବୀରେ କରୋନା ସଂକ୍ରମଣ କରିବା ପରେ ଏବେ ଚାଇନା ନିଜର ଅର୍ଥନୀତିକୁ ସଜାଡ଼ିବା ଲାଗି ନୂଆ ଉପାୟ ଆପଣେଇବାରେ ଲାଗିଛି। କରୋନା ମୁକାବିଲା ପାଇଁ ଆବଶ୍ୟକ ଔଷଧ ଏବଂ ସାନିଟାଇଜର ପ୍ରସ୍ତୁତିରେ ଦରକାର ହେଉଥିବା କଞ୍ଚାମାଲକୁ ଚାଇନା ଏବେ…

କରୋନା ଡର ନାହିଁ: ତୁର୍କମେନିସ୍ତାନରେ ଆରମ୍ଭ ହେବ ଫୁଟବଲ ସେସନ

ଅଶଗାବାଟ୍‌, ୧୯।୪ (ଏଏଫ୍‌ପି): ସାରା ବିଶ୍ୱରେ କରୋନା ଭାଇରସର ଆତଙ୍କ ଜାରି ରହିଛି। ଅଲିମ୍ପିକ୍‌ ଓ ୟୁରୋକପ୍‌ ଫୁଟବଲ୍‌ ସମେତ ବହୁ ବଡ଼ ତଥା ଛୋଟ ଇଭେଣ୍ଟ ଏହି କାରଣରୁ ବାତିଲ ହୋଇଛି କିମ୍ବା ସ୍ଥଗିତ ରହିଛି। କିନ୍ତୁ ତ୍‌ୁର୍କମେନିସ୍ତାନରେ କଥା…

କୋଭିଡ୍‌-୧୯: ଆଫ୍ରିକାନ୍‌ କ୍ଲବ ଫାଇନାଲ୍ସ ସ୍ଥଗିତ

କାଏରୋ,୧୯।୪(ଏଏଫ୍‌ପି): ଆଫ୍ରିକାନ୍‌ ଚାମ୍ପିୟନ୍ସ ଲିଗ୍‌ ଓ ଆଫ୍ରିକାନ କନ୍‌ଫେଡେରେଶନ କପ୍‌ ଫାଇନାଲ୍ସକୁ ସ୍ଥଗିତ ରଖାଯାଇଛି। କୋଭିଡ୍‌-୧୯ ମହାମାରୀ ରୂପ ନେଇଥିବା ବେଳେ ଏହି ଦୁଇଟି ଟୁର୍ନାମେଣ୍ଟକୁ ନିର୍ଦ୍ଧାରିତ ସମୟରେ ଆୟୋଜନ ହୋଇପାରିବ ନାହିଁ ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ମେ’ରେ ଏହି…

କରୋନା ଯୋଗୁ ଆମେରିକାରେ ଅଚଳାବସ୍ଥା: ଖାଦ୍ୟ ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଛନ୍ତି ଲୋକେ

ଓ୍ବାଶିଂଟନ,୧୯।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। କରୋନା ଯୋଗୁ ବିକଶିତ ଦେଶ ଆମେରିକାରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏଠାରେ ଲଖ୍‌ ଡାଉନ୍‌ ଯୋଗୁ ୨…

ଏମ୍‌କେସିଜିରେ ୩ କରୋନା ସନ୍ଦିଗ୍ଧ, ସ୍ବାବ୍‌ ରିପୋର୍ଟ ମିଳିବାରେ ବିଳମ୍ବ

ବ୍ରହ୍ମପୁର ଅଫିସ,୧୯ା୪: ମେଡିକାଲର ସଂଘରୋଧ କକ୍ଷରେ ୩ ଜଣ କରୋନା ସନ୍ଦିଗ୍ଧ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି । ପ୍ରାୟ ୪ ଦିନ ହେଲା ଏହାର ରିପୋର୍ଟ ମିଳିପାରିନାହିଁ । ରିପୋର୍ଟ ମିଳିବାରେ…

ଓଡ଼ଗାଁ ଏନ୍‌ଏସି, ପୋଲିସର ମିଳିତ ଚଢ଼ାଉ: ମାସ୍କ ନ ପିନ୍ଧି ଗଣିଲେ ଜରିମାନା

ଓଡ଼ଗାଁ,୧୯ା୪(ସ୍ବ.ପ୍ର.): ସମଗ୍ର ରାଜ୍ୟରେ କରୋନା ପାଇଁ କଟକଣା ଲାଗି ରହିଥିବା ବେଳେ ପ୍ରତିକାର ନିମନ୍ତେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇଛି। ଏପରିସ୍ଥଳେ ନୟାଗଡ଼ ଜିଲା ଓଡ଼ଗାଁ ଏନ୍‌ଏସି ଅଞ୍ଚଳରେ ଲୋକେ ଏହାକୁ ଫୁ କରି ଅନାୟସରେ ବୁଲିବାକୁ ପସନ୍ଦ କରୁଥିଲେ। ଏନେଇ…

ସୋମବାରଠାରୁ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ କୋହଳ, ବଳବତ୍ତର ରହିବ ଅନ୍ୟାନ୍ୟ କଟକଣା: ଜିଲାପାଳ

ଛତ୍ରପୁର, ୧୯।୪(ଡି.ଏନ୍‌.ଏ.)- ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସୋମବାରଠାରୁ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ କୋହଳ କରାଯାଇଛି। ଫଳରେ ପୂର୍ବରୁ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦିଆଯାଇଥିବା ନିର୍ଦ୍ଧାରିତ ସମୟସୀମା ଉପରେ ଥିବା କଟକଣା ଉଠାଇ ନିଆଯାଇଛି। ହେଲେ ସାମାଜିକ ଦୂରତା ବଜାୟ…

କରୋନା ଯୋଦ୍ଧାଙ୍କ ମୃତ୍ୟୁରେ ୫୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କଲେ ସରକାର

ଭୋପାଳ,୧୯।୪: କରୋନା ଯୁଦ୍ଧରେ ହାରିଗଲେ ଇନ୍ଦୋରର ପୋଲିସ ଇନ୍ସପେକ୍ଟର ଦେବେନ୍ଦ୍ର କୁମାର। ତାଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ ପାଇଁ ଘୋଷଣା…

କରୋନା ସହ ଲଢିବାକୁ ୪୧ ଆଫ୍ରିକୀୟ ଦେଶରେ ରହିଛି ୨ ହଜାରରୁ କମ୍‌ ଭେଣ୍ଟିଲେଟର!

ଓ୍ବାକାଣ୍ଡା,୧୯।୪: କରୋନା ଭାଇରସ ଏବେ ଆଫ୍ରିକା ମହାଦେଶରେ ପ୍ରବେଶ କରିବା ଆରମ୍ଭ କରିଛି। ହେଲେ ସବୁଠାରୁ ଚିନ୍ତାର ବିଷୟ ଏହାର ଅନେକ ଦେଶରେ କରୋନା ସହ ଲଢିବାକୁ ଚିକିତ୍ସା ସୁବିଧା ନାହିଁ। ଏମିତିକି ପାଖାପାଖି ୪୧ ଆଫ୍ରିକୀୟ ଦେଶରେ ୨ ହଜାରରୁ…

ଲକ୍‌ଡାଉନରେ କୌଣସି କୋହଳ କରାଯିବନି: କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୪: ରାଜଧାନୀ ଦିଲ୍ଲୀରେ କରୋନା ଭାଇରସର ସ୍ଥିତି ବର୍ତ୍ତମାନ ଯାହା ରହିଛି ତାକୁ ନଜରରେ ରଖି ଆସନ୍ତା ସପ୍ତାହ ମଧ୍ୟରେ ଲକ୍‌ଡାଉନରେ କୌଣସି କୋହଳ କରାଯିବ ନାହିଁ ବୋଲି ରବିବାର କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଏକ ଖବରଦାତା ସମ୍ମିଳନୀରେ…

କରୋନା ସଚେତନତା ପାଇଁ ପ୍ରତିମୂର୍ତ୍ତି ଲଗାଇଲା ପୋଲିସ

ନାଗପୁର,୧୯।୪: ମହାରାଷ୍ଟ୍ରରେ କରୋନା ସ୍ଥିତି ଅଣାୟତ ହୋଇଥିବା ବେଳେ ପୋଲିସ ଲୋକଙ୍କ ମଧ୍ୟରେ ଅଧିକ ସଚେତନତା ସୃଷ୍ଟି କରିବାକୁ ପ୍ରୟାସ ଜାରି ରଖିଛି। ଏବେ ନାଗପୁରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨ ହୋଇଥିବା ବେଳେ ସେଠାକାର ଲୋକଙ୍କୁ ସତର୍କ କରାଇବାକୁ ଶାନ୍ତି…

କରୋନା ସଂକ୍ରମଣ ହେବା ପରେ ସମ୍ପୂର୍ଣ୍ଣ ଠିକ୍‌ ହେବାକୁ କେତେ ସମୟ ଲାଗିଥାଏ

ଓ୍ବାଶିଂଟନ,୧୯।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ ବ୍ୟାପି ସାରିଛି। ହେଲେ ଏହାର ସଠିକ୍‌ ଚିକିତ୍ସା ପଦ୍ଧତି ଏପର୍ଯ୍ୟନ୍ତ ମିଳି ନ ଥିବାରୁ ଏଥିରେ ପୀଡିତ ଥିବା ଅନେକ ଲୋକଙ୍କ ମୃତ୍ୟୁ ହେଉଥିବା ବେଳେ କେତେକ ସୁସ୍ଥ ମଧ୍ୟ ହେଉଛନ୍ତି। ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri