କରୋନା ଭାଇରସ୍‌

ବର୍ଦ୍ଧିତ କରୋନା ମାମଲାକୁ ନେଇ ପ୍ରତିକ୍ରିୟା ରଖିଲେ କେଜ୍ରିଓ୍ବାଲ

ନୂଆଦିଲ୍ଲୀ,୧୨।୪: ଦେଶରେ ପୁଣି ଥରେ ଅନେକ ରାଜ୍ୟରେ କରୋନା ମାମଲା ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି। ଯେଉଁଥିରେ ରାଜଧାନୀ ଦିଲ୍ଲୀ ମଧ୍ୟ ସାମିଲ ରହିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଦିଲ୍ଲୀ-ମହାରାଷ୍ଟ୍ର ସମେତ ମୋଟ ୫ଟି ରାଜ୍ୟକୁ ଚିଠି…

କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ କୋଟି ଛୁଇଁଲା…

ଓ୍ବାଶିଂଟନ, ୧୨।୪ : କରୋନା ମହାମାରୀକୁ ନେଇ ପୁଣି ପାଇଁ ଚିନ୍ତା ଜନକ ଖବର ଆସିଛି। ସୋମବାର ସମଗ୍ର ବିଶ୍ୱରେ କରୋନା ରୋଗୀଙ୍କ ସଂଖ୍ୟା ୫୦ କୋଟି ଅତିକ୍ରମ କରିଛି। ପ୍ରଥମ ମାମଲାରୁ ୫୦ କୋଟି ଆକ୍ରାନ୍ତରେ ପହଞ୍ଚିବାକୁ ମୋଟ ୮୭୭…

ଖୁବ୍‌ଶୀଘ୍ର ସରକାରୀ ହସ୍ପିଟାଲରେ ମାଗଣାରେ ଉପଲବ୍ଧ ହେବ ବୁଷ୍ଟର ଡୋଜ

ନୂଆଦିଲ୍ଲୀ,୧୨।୪: କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ କୋଭିଡ ଭ୍ୟାକ୍ସିନର ବୁଷ୍ଟର ଡୋଜକୁ ନେଇ ରାଜଧାନୀ ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ଖୁବ୍‌ଶୀଘ୍ର ଦିଲ୍ଲୀ ସରକାରଙ୍କ ସରକାରୀ ଡାକ୍ତରଖାନାଗୁଡ଼ିକରେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ପାଇପାରିବେ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ…

ସ୍କୁଲ ଖୋଲୁ ଖୋଲୁ ଭୟ: ଗାଜିଆବାଦ ପରେ ଏବେ ନୋଏଡାର ଏକ ସ୍କୁଲରେ ୧୩ ବିଦ୍ୟାର୍ଥୀ, ୩ ଶିକ୍ଷକ କରୋନା ସଂକ୍ରମିତ

ନୋଏଡା,୧୨ ।୪: କରୋନା ମହାମାରୀ ଯୋଗୁ ଦୀର୍ଘ ପ୍ରାୟ ୨ ବର୍ଷ ପରେ ସ୍କୁଲ ଖୋଲିଛି । ପିଲାମାନେ ବି ସ୍କୁଲ ଯିବାକୁ ଆଗ୍ରହ ପ୍ରକାଶ କରୁଥିବା ଦେଖାଯାଇଛି । ହେଲେ ଏହାରି ଭିତରେ ପୁଣିଥରେ ଡରାଇଲାଣି କରୋନା ମହାମାରୀ ।…

ଲକ୍‌ଡାଉନ୍‌ରେ ଘରେ କଏଦ୍‌ ଥିବା ଲୋକଙ୍କ ଶୁଭୁଛି ଚିତ୍କାର

ବେଜିଂ,୧୧।୪: ଚାଇନା ବର୍ତ୍ତମାନ ଜିରୋ କୋଭିଡ ପଲିସି ଅନୁସରଣ କରୁଛି। ଚାଇନାର ସବୁଠୁ ବଡ଼ ସହର ସଂଘାଇରେ କୋଭିଡ ସଂକ୍ରମଣ ମାମଲାକୁ ଦୃଷ୍ଟିରେ ରଖି ଚାଇନାର କମ୍ୟୁନିଷ୍ଟ ପାର୍ଟି ସରକାର ସମଗ୍ର ସହରରେ କଡ଼ା ଲକ୍‌ଡାଉନ ଲାଗୁ କରିଛନ୍ତି। ଇତିମଧ୍ୟରେ କଡ଼ା…

୨ ଘରୋଇ ସ୍କୁଲରେ ୫ ଛାତ୍ରୀଛାତ୍ର କରୋନା ପଜିଟିଭ୍‌…

ଗାଜିଆବାଦ, ୧୧।୪ : ଉତ୍ତରପ୍ରଦେଶର ଗାଜିଆବାଦ ସ୍ଥିତ ହିଣ୍ଡନ ଅଞ୍ଚଳରେ ୨ ଘରୋଇ ସ୍କୁଲରେ ୫ ଜଣ ଛାତ୍ରୀଛାତ୍ରଙ୍କନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ୨ ସ୍କୁଲକୁ ବନ୍ଦ କରାଯାଇଥିବାବେଳେ ଏପ୍ରିଲ୍‌…

୮୦ ତଳେ ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ୧୦ ତଳେ…

ନୂଆଦିଲ୍ଲୀ, ୧୧।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିଛି। ଦୈନିକ ସଂକ୍ରମଣ ୮୦ ତଳେ ଥିବାବେଳେ ଗତ ୨୪ ଘଣ୍ଟାରେ ଏହା ୭୪ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ…

ଶାଙ୍ଘାଇରେ ସ୍ଥିତି ଅଣାୟତ୍ତ…

ବେଜିଂ, ୧୧।୪ : ଚାଇନାର ଶାଂଘାଇ ଏବଂ ଅନ୍ୟାନ୍ୟ ସହରରେ କରୋନା ସଂକ୍ରମଣରେ ରେକର୍ଡ ବୃଦ୍ଧି ଘଟିଛି। ଏଥି ସହିତ, ରବିବାର ଶାଙ୍ଘାଇର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୧୧,୦୦୦ରୁ ଅଧିକ କରୋନା ଆକ୍ରାନ୍ତଙ୍କୁ ଡାକ୍ତରଖାନାରୁ ଘରକୁ ପଠାଯାଇଛି। ଦେଶରେ କଡାକଡି କରୋନା…

ଆରମ୍ଭ ହେଲା କରୋନାର ଚତୁର୍ଥ ଲହର!

ନୂଆଦିଲ୍ଲୀ,୧୦ ।୪: କରୋନା ସଂକ୍ରମଣ ପୁଣିଥରେ ଦେଶରେ ମୁଣ୍ଡ ଟେକିଲାଣି । ଦେଶର କିଛି ରାଜ୍ୟରେ ସଂକ୍ରମିତଙ୍କ ସଖ୍ୟା ବଢୁଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଲର୍ଟ ଜାରି କରାଯାଇଛି । ମିଡିଆ ରିପୋର୍ଟ ଅନୁଯାୟୀ, ଦିଲ୍ଲୀ, ହରିୟାଣା ଓ ଗୁଜରାଟରେ ଗତ…

ବୁଷ୍ଟର ଡୋଜ୍‌ ଆରମ୍ଭ…

ନୂଆଦିଲ୍ଲୀ, ୧୦।୪ : ଦେଶରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ କରୋନା ଟିକାର ତୃତୀୟ ଡୋଜ ଭାବେ ବୁଷ୍ଟର ଡୋଜ୍‌ ପ୍ରଦାନ ରବିବାରଠାରୁ ଆରମ୍ଭ ହୋଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହାକୁ…

ଜିରୋ କୋଭିଡ୍‌ ନୀତିର ପ୍ରଭାବ, ମୃତ୍ୟୁ ସଂଖ୍ୟା ବେକାବୁ…

ବେଜିଂ, ୧୦।୪ : ଚାଇନାର ଶୂନ-କୋଭିଡ (ଜିରୋ କୋଭିଡ୍‌) ନୀତିର ପ୍ରଭାବରେ ସାଂଘାଇରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ନୀତିକୁ କଡ଼ାକଡ଼ି ଭାବେ ପାଳନ କରାଯାଉଥିବାରୁ ହସ୍ପିଟାଲରେ ବରିଷ୍ଠ ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ବେକାବୁ ହେବାରେ ଲାଗିଛି। ୨୫ ନିୟୁତ…

୩୦ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୦।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁୁଛି। ଦୈନିକ ସଂକ୍ରମଣ ଗତ ୨୪ ଘଣ୍ଟାରେ ୧ ହଜାର ୫୪ ରେ ପହଞ୍ଚିଛି। ସେହିପରି ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?