କରୋନା ଭାଇରସ୍‌

ଦିବ୍ୟାଙ୍ଗ ଲକ୍ଷ୍ମୀଧର ବାଣ୍ଟୁଛନ୍ତି ଖାଦ୍ୟ

ନରାଜ,୧୯।୪ (ଡି.ଏନ.ଏ.): କରୋନା ମୁକାବିଲାରେ ସାମିଲ ହୋଇଛନ୍ତି କଟକ ଜିଲା ବାରଙ୍ଗ ବ୍ଲକ ଅଧୀନ ଦାଢ଼ାପାଟଣା ଗ୍ରାମର ଦିବ୍ୟାଙ୍ଗ ଲକ୍ଷ୍ମୀଧର ସାହୁ। ସେ ଉକ୍ତ ଅଞ୍ଚଳରେ ବୁଲି ଲୋକଙ୍କୁ କରୋନାର ଭୟାବହତା ସମ୍ପର୍କରେ ସେଚତନ କରାଉଛନ୍ତି। ଏଥିସହିତ ଦାଢାପାଟଣା ସାମଲ ସାହି…

ଭ୍ରାମ୍ୟମାଣ କରୋନା ନମୁନା ସଂଗ୍ରହ ମେଶିିନ ତିଆରି କଲେ ୪ ଅଧ୍ୟାପକ

କଟକ ଅଫିସ, ୧୯।୪: ମହାମାରୀ କରୋନା ଭୂତାଣୁ ପାଇଁ ସମସ୍ତେ ଚିନ୍ତିତ। ଦିନକୁ ଦିନ ଏହି ଭୂତାଣୁର ସଂକ୍ରମଣ ମଧ୍ୟ ବଢିବାରେ ଲାଗିଛି। ଏବେ ଲକଡାଉନ ସମୟରେ ଏକ ଅଭିନବ ପ୍ରୟାସ କରିଛନ୍ତି ଖପୁରିଆ ଆଇଟିଆଇର ୪ ଅଧ୍ୟାପକ। ରାଜ୍ୟର ପ୍ରତି…

କୋଭିଡ୍‌ ହସ୍ପିଟାଲ ପାଇଁ ଆସିଲା ୩ ଭେଣ୍ଟିଲେଟର, ୪ ମେଡିକାଲ ଆମ୍ବୁଲାନ୍ସ

ଭୁବନେଶ୍ୱର,୧୯।୪(ବ୍ୟୁରୋ): କରୋନା ସଂକ୍ରମଣଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର କୋଭିଡ୍‌-୧୯ ହସ୍ପିଟାଲ ନିର୍ମାଣ କରିଛନ୍ତି। ଏହି ହସ୍ପିଟାଲଗୁଡିକରେ ଶୁକ୍ରବାର ମଧ୍ୟରାତ୍ର ସୁଦ୍ଧା ୧୪୪ଟି ଭେଣ୍ଟିଲେଟର ଏବଂ ୩୭ ମେଡିକାଲ ଆମ୍ବୁଲାନ୍ସର ବ୍ୟବସ୍ଥା କରିଛନ୍ତି। ଦିନକ ମଧ୍ୟରେ ୩…

ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କ କୋଭିଡ୍‌ ହସ୍ପିଟାଲ ପରିଦର୍ଶନ

ଫୁଲବାଣୀ ଅଫିସ, ୧୮ା୪- ରାଜ୍ୟର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶନିବାର ଫୁଲବାଣୀ ଗସ୍ତରେ ଆସି କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କରିଛନ୍ତି। ଉଭୟେ ମଧ୍ୟାହ୍ନ ପ୍ରାୟ ୧୨ଟାରେ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ…

ରିଲିଫ ପାଣ୍ଠିକୁ ୧ ଲକ୍ଷ ଦେଲା ଭିଏସ୍‌ ବିଦ୍ୟାଳୟ

ସୁନାବେଡ଼ା/ସେମିଳିଗୁଡ଼ା,୧୮ା୪(ସ୍ବ.ପ୍ର.): କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅନେକ ଲୋକ ସହାୟତାର ହାତ ବଢ଼ାଉଛନ୍ତି। କୋରାପୁଟ ଜିଲା ସୁନାବେଡ଼ା ମିଗନଗରୀସ୍ଥିତ ଭିଏସ୍‌ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ତଥା ଶିକ୍ଷା କର୍ମଚାରୀ କରୋନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏକ…

ଜିଲାକୁ ଫେରିଥିଲେ ୩୭, ଶେଷ ହେଲା ୩୬ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ୍‌ ଅବଧି

କେନ୍ଦୁଝର,୧୮ା୪(ସ୍ବ.ପ୍ର.): କେନ୍ଦୁଝର ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଛନ୍ତିି। ସେମାନଙ୍କ ମଧ୍ୟରୁ ଶନିବାର ସୁଦ୍ଧା ୩୬ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ ଅବଧି ଶେଷ ହୋଇଛି। ଜିଲାରେ ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହିଁ। ସଂକ୍ରମଣ ନ ବ୍ୟାପିବା ପାଇଁ ପ୍ରଶାସନ…

ଓଡ଼ିଶାର ଆଉ ଏକ ଜିଲାକୁ ଡେଇଁଲା କରୋନା: ୬୧ ନଂ ଆକ୍ରାନ୍ତ ବାଲେଶ୍ୱରର

ଭୁବନେଶ୍ୱର,୧୮ା୪(ବ୍ୟୁରୋ) : ଶନିବାର ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ବାଲେଶ୍ୱର ଜିଲାର। ତାଙ୍କର ବୟସ ୫୮ ବର୍ଷ ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରକାଶଯୋଗ୍ୟ, ଶନିବାର ରାଜ୍ୟରେ ୩ କରୋନା ଆକ୍ରାନ୍ତ…

ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ସୁସ୍ଥ ହେଲେ ଭୁବନେଶ୍ୱରର ୩ ଆକ୍ରାନ୍ତ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ପୁଣି ୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତ ଆକ୍ରାନ୍ତ ରାଜଧାନୀର। ସେହିଭଳି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ପଜିଟିଭ୍‌ ସଂଖ୍ୟା ୬୧କୁ ବୃଦ୍ଧି ପାଇଥିବା ଶନିବାର ରାଜ୍ୟ ସ୍ବାସ୍ଥ୍ୟ…

ଚାଷକାର୍ଯ୍ୟରୁ କଟକଣା ଉଠିବା ପରେ ଚାଷୀଙ୍କ ମଧ୍ୟରେ ଉତ୍ସାହ: ଦାରିଙ୍ଗବାଡ଼ିରେ ଚାଲିଛି ହଳଦୀ ଚାଷ

ଦାରିଙ୍ଗବାଡ଼ି,୧୮ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଲକ୍‌ଡାଉନ୍‌ ଘୋଷଣା ଅବଧି ବୃଦ୍ଧି ପାଇଛି ା ଆସନ୍ତା ମେ’୩ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ବଳବତ୍ତର ରହିଥିବା ବେଳେ ସରକାର ଚାଷକାର୍ଯ୍ୟ ପାଇଁ ଏହି ନିୟମକୁ କୋହଳ କରିଛନ୍ତି। ଫଳରେ ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ…

୨ ମାସ ମଧ୍ୟରେ ପ୍ରଥମଥର ଦକ୍ଷିଣ କୋରିଆରେ ୨୦ ତଳକୁ ଖସିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ସିଓଲ,୧୮।୪: ଗତ ୨ ମାସ ମଧ୍ୟରେ ଦକ୍ଷିଣ କୋରିଆରେ କାୟା ବିସ୍ତାର କରି ଚାଲିଛି କରୋନା ଭାଇରସ। ଏଠାରେ ପ୍ରତିଦିନ ୩୦ରୁ ଅଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଥିବା ବେଳେ ଶନିବାର ପ୍ରଥମ କରି ଏଠାରେ କରୋନା ପଜିଟିଭ ସଂଖ୍ୟା ରହିଥିଲା…

ବୃଦ୍ଧି ହେବ କରୋନା ଭାଇରସ ଯୋଗୁ ଭାରତରେ ଫସିଥିବା ବିଦେଶୀଙ୍କ ଭିଜା ଅବଧି

ନୂଆଦିଲ୍ଲୀ,୧୮।୪: କରୋନା ଭାଇରସକୁ ନେଇ ଦେଶରେ ହଠାତ୍‌ ଲକ୍‌ ଡାଉନ ଘୋଷଣା କରାଯିବା ପରେ କେତେଜଣ ବିଦେଶୀ ନାଗରିକ ଭାରତରେ ଫସି ରହିଛନ୍ତି। ଏହି ସମୟ ମଧ୍ୟରେ ଯେଉଁମାନଙ୍କର ଭିଜା ଅବଧି ଶେଷ ହୋଇ ଯାଉଥିବ ସେମାନଙ୍କ ପାଇଁ ବିନା ମୂଲ୍ୟରେ…

ଶ୍ରୀମନ୍ଦିର ସେବାୟତଙ୍କ କରୋନା ଟେଷ୍ଟ ପ୍ରସ୍ତାବ

ପୁରୀ ଅଫିସ,୧୮।୪: ଆସନ୍ତା ଜୁନ୍‌ ୨୩ରେ ରଥଯାତ୍ରା। ତେବେ କରୋନା ପାଇଁ ରଥଯାତ୍ରା ଆୟୋଜନକୁ ନେଇ କୌଣସି ଚିତ୍ର ସ୍ପଷ୍ଟ ନ ଥିବା ବେଳେ କରୋନା ଟେଷ୍ଟ ପ୍ରସ୍ତାବ ଦେଇଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସ ମହାପାତ୍ର। ରଥଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?