କରୋନା ଭାଇରସ୍‌

୯୨ଗାଡିରୁ ୧.୨ ଲକ୍ଷ ଟଙ୍କା ଜରିମାନା ଆଦାୟ

ଭଦ୍ରକ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିସହ ଘରୁ ବାହାରିଲେ ମାସ୍କ ବ୍ୟବହାର କରିବା ପାଇଁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ହେଲେ କିଛି ଅମାନିଆ ଲୋକ ଏହି ସବୁ ନିୟମକୁ ଉଲ୍ଳଂଘନ କରୁଥିବା ଦେଖିବାକୁ…

ଲକ୍‌ଡାଉନ୍‌ ସମୟରେ ଦୁଇ ନିଆରା ସେବାକାରୀ

ଭଦ୍ରକ ଅଫିସ,୧୮।୪: ଲକ୍‌ଡାଉନ୍‌ ସମୟରେ ଦୁଇ ନିଆରା ସେବାକାରୀଙ୍କୁ ନେଇ ଏବେ ଭଦ୍ରକରେ ଚର୍ଚ୍ଚା ଜୋର ଧରିଛି। ଲକ୍‌ଡାଉନ୍‌ରେ ଘରେ ସମସ୍ତେ ବନ୍ଦୀ ହୋଇ ଥିବାବେଳେ ଏହି ଦୁଇ ଜଣ ବ୍ୟକ୍ତି କିନ୍ତୁ ଲୋକଙ୍କୁ ବିଭିନ୍ନ ସେବା ଯୋଗାଇବାରେ ବ୍ୟସ୍ତ ରହୁଛନ୍ତି।…

କରୋନାକୁ ରୋକିବାରେ ସମ୍ପୂର୍ଣ୍ଣ ସମର୍ଥ ନୁହେଁ ବିସିଜି ପ୍ରତିଷେଧକ ଟୀକା: ପ୍ରଭାବ ରୁହେ ମାତ୍ର ୧୫ ବର୍ଷ !

ନୂଆଦିଲ୍ଲୀ,୧୮।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ତେବେ କରୋନା ସଂକ୍ରମଣକୁ ରୋକିବା ନେଇ ନାନା ଉଦ୍ୟମ ଅବ୍ୟାହତ ରହିଛି। କିଛିଦିନ ତଳେ ରିପୋର୍ଟ ମିଳିଥିଲା ଯେ, ଜନ୍ମ ସମୟରେ ବିସିଜି ପ୍ରତିଷେଧକ ଟୀକା…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨.୫୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ

ଭଦ୍ରକ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ଭଦ୍ରକର ପି.ଏନ୍‌. ଏଜେନ୍ସିି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨.୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ପି.ଏନ୍‌. ଏଜେନ୍ସିି ପକ୍ଷରୁ ସମାଜସେବୀ ସୀତାଂଶୁ ମହାପାତ୍ର ଜିଲାପାଳ ଡ଼ ଜ୍ଞାନ ରଞ୍ଜନ ଦାସଙ୍କୁ ଏକ ଚେକ୍‌…

ରବିବାର ଖୋଲିବ ବହିଦୋକାନ: ରୋଗୀ ଯାତାୟତ ପାଇଁ ପ୍ରଶାସନ ଧାର୍ଯ୍ୟ କଲା ଅଟୋ ଭଡ଼ା

ଭଦ୍ରକ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଭଦ୍ରକରେ ଆଶିଂକ ଭାବେ ଏହାକୁ କୋହଳ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ରୋଗୀ ନେବା ଆଣିବା ପାଇଁ ଅଟୋ ଚଳାଚଳ କରିବା ଲାଗି ଭଦ୍ରକ ପ୍ରଶାସନ ପକ୍ଷରୁ ଅନୁମତି…

କରୋନା ଲଢ଼େଇ: ରାଜସ୍ଥାନ-କେରଳ ସୃଷ୍ଟି କଲେ ନୂଆ ଉଦାହରଣ

ନୂଆଦିଲ୍ଲୀ,୧୮।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଭାରତର ରାଜସ୍ଥାନର ଭୀଲଓ୍ବାଡା ଏବଂ କେରଳରେ ହୋଇଥିବା କରୋନା ମୁକାବିଲା ଲଢ଼େଇ ପୃଥିବୀ ପାଇଁ ଏକ…

ପଶୁପକ୍ଷୀଙ୍କୁ ବଣ୍ଟାହେଲା ଜବତ ଜଳଖିଆ, ମିଠା

ଯାଜପୁର ଅଫିସ,୧୮ା୪: ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ଦର୍ପଣୀଗଡ଼ ବଜାରରେ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଚଢାଉ କରି ୩ଟି ଦୋକାନକୁ ସିଲ କରାଯାଇଛି। ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ ଓ ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ ବଜାରରେ ସାମାଜିକ…

ବାହାରେ ଛେପ ପକାଇଲେ ଜରିମାନା

ଭୁବନେଶ୍ୱର,୧୮ା୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଦିନକୁ ଦିନ କଠୋର ଆଭିମୁଖ୍ୟ ଆପଣାଉଛନ୍ତି ରାଜ୍ୟ ସରକାର। ଏଣିକି ବାହାରେ ଛେପ ପକାଇଲେ ଜରିମାନା ଗଣିବାକୁ ପଡ଼ିବ। ନିକଟରେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯିବା ସହ ଉଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ କରାଯାଉଛି। ଏବେ ସର୍ବସାଧାରଣ…

ସରକାରଙ୍କଠାରୁ ସହଯୋଗ ଲୋଡ଼ିଲା ସିଆଇଆଇ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ହ୍ରାସ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଅର୍ଥନେତିକ ଗତିବିଧି ବହୁଳ ଭାବେ ପ୍ରଭାବିତ ହୋଇଛି। ତେଣୁ ଏହି କ୍ଷତିପୂରଣ ବାବଦକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଆର୍ଥିକ ସହାୟତା ମିଳିବା ଦରକାର ବୋଲି…

ସୁସମ୍ପର୍କ ବଢ଼ାଇବ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌

ନୂଆଦିଲ୍ଲୀ,୧୮ା୪: କରୋନା ଭୂତାଣୁ ସଂକ୍ରମଣ ମୁକାବିଲା କ୍ଷେତ୍ରରେ ମ୍ୟାଲେରିଆ ନିରୋଧୀ ଔଷଧ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଉପାଦେୟ ହେଉଥିବା ଆମେରିକା ସମେତ ଅନେକ ଦେଶ ବିବେଚନା କରୁଛନ୍ତି। ତେଣୁ ସେମାନେ ଏବେ ସର୍ବାଧିକ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଯୋଗାଣ କରୁଥିବା ଦେଶ ଭାରତ ଉପରେ ନିର୍ଭରଶୀଳ। କିନ୍ତୁ…

ଶ୍ରମିକଙ୍କ ସମସ୍ୟା ବୁଝିବାକୁ ନୋଡାଲ ଅଫିସର ନିଯୁକ୍ତି କର

ଭୁବନେଶ୍ୱର,୧୮ା୪(ବ୍ୟୁରୋ): କୋଭିଡ-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନକୁ ମେ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି। ଏଥିଯୋଗୁ ବିଭିନ୍ନ ରାଜ୍ୟର ରିଲିଫ କ୍ୟାମ୍ପରେ ଫସି ରହିଥିବା ଶ୍ରମିକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କୁ ଉପଯୁକ୍ତ…

ଜୀବନର ମୂଲ୍ୟ ୩୦ ଟଙ୍କା

ନୂଆଦିଲ୍ଲୀ,୧୮ା୪: ଭାରତରେ ପ୍ରାୟ ୯୦,୦୦୦ ମହିଳା ଗୋଷ୍ଠୀ ସ୍ବାସ୍ଥ୍ୟକର୍ମୀ କରୋନା ବିରୋଧୀ ଲଢ଼େଇରେ ଅଗ୍ରଣୀ ଭୂମିକା ନେଉଛନ୍ତି। କିନ୍ତୁ ସେମାନଙ୍କୁ ଖୁବ୍‌ କମ୍‌ ପାରିଶ୍ରମିକ ମିଳୁଛି। ଘାତକ ମହାମାରୀ ବିରୋଧରେ ଏହି ଯୁଦ୍ଧ ଲଢ଼ିବା ପାଇଁ ସେମାନଙ୍କ ମନୋବଳ ଥିଲେ ହେଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri