କରୋନା ଭାଇରସ୍‌

ଗ୍ରାମାଞ୍ଚଳରେ ନିର୍ମାଣ କାର୍ଯ୍ୟକୁ ଅନୁମତି

ନୂଆଦିଲ୍ଲୀ,୧୮ା୪(ପି.ଟି.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ପ୍ରଧାନମନ୍ତ୍ରୀ ଦ୍ୱିତୀୟ ପର୍ଯ୍ୟାୟରେ ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ ବଢ଼ାଇଥିବାବେଳେ ୨୦ ତାରିଖରୁ ଗ୍ରାମାଞ୍ଚଳରେ ବିଭିନ୍ନ ଅର୍ଥନୈତିକ କାର୍ଯ୍ୟ କରିବା ପାଇଁ ଅନୁମତି ଦିଆଯିବ ବୋଲି କହିଥିଲେ। ତଦନୁଯାୟୀ ୨୦ ପରେ ଲକ୍‌ଡାଉନରୁ…

ମାନ୍ଦାବସ୍ଥାକୁ ଆର୍‌ବିଆଇ ବୁଷ୍ଟର

ମୁମ୍ବାଇ,୧୮।୪: କୋଭିଡ୍‌-୧୯ ଯୋଗୁ ବଜାରରେ ଉପୁଜିଥିବା ମାନ୍ଦାବସ୍ଥା ଲଢ଼େଇ ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆଗେଇ ଆସିଛି। ଏଥିଲାଗି କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଅତିରିକ୍ତ ପଦକ୍ଷେପ ଗ୍ରହଣ କରାଯାଇଛି। ବର୍ତ୍ତମାନ ଲକ୍‌ଡାଉନ ଅବଧିକୁ ମେ ୩ ଯାଏ ବଢ଼ାଯାଇଛି। ଦେଶ ମଧ୍ୟରେ…

ଉହାନରେ କରୋନା ମୃତ୍ୟୁସଂଖ୍ୟା ୫୦% ବଢ଼ିଲା

ବେଜିଂ/ଉହାନ,୧୮ା୪(ପି.ଟି.): ଚାଇନା ସରକାର ପୂର୍ବରୁ ପ୍ରକାଶିତ କରୋନାଜନିତ ମୃତ୍ୟୁସଂଖ୍ୟାରେ ଶୁକ୍ରବାର ସଂଶୋଧନ କରିଛନ୍ତି। ଦେଶରେ କରୋନା ସଂକ୍ରମଣରେ ୪,୬୩୨ ଜଣଙ୍କ ମୃତ୍ୟୁ ଘଟିଥିବା ଏହି ରିପୋର୍ଟରେ କୁହାଯାଇଛି। ଭୂତାଣୁ ଉତ୍ପତ୍ତିର କେନ୍ଦ୍ରସ୍ଥଳ ଉହାନ ସହରରେ ମୃତ୍ୟୁସଂଖ୍ୟା ୫୦ ପ୍ରତିଶତ ବୃଦ୍ଧି ପାଇଛି।…

ଉପବାସରେ କୁଟୀରଶିଳ୍ପ କାରିଗର

କୃଷ୍ଣପ୍ରସାଦ,୧୮ା୪(ଡି.ଏନ.ଏ.): କୁଟୀରଶିଳ୍ପ ପାଇଁ ଓଡ଼ିଶା ସାରା ବିଶ୍ୱରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ଲକ୍‌ଡାଉନ ଯୋଗୁ ଶିଳ୍ପୀ ପରିବାର ଆଜି ଭୋକ ଉପବାସରେ ଦିନ କାଟୁଛନ୍ତି। ଏଭଳି ଦେଖିବାକୁ ମିଳିଛି ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ବଡଅଁଳ ପଞ୍ଚାୟତ ହରିଜନସାହିରେ।…

୧୦୦ କି.ମି. ଚାଲିଲେ ୫ ଯୁବକ

ପିପିଲି,୧୮ା୪(ଡି.ଏନ.ଏ): ଚାଲିବାକୁ ବଳ ପାଉନାହିଁ। ତଥାପି କଷ୍ଟେମଷ୍ଟେ ପାଦ ପକାଇବାକୁ ପଡ଼ୁଛି। ଭୋକ ବାଟ କଢାଇ ନେଉଛି। ଢେଙ୍କାନାଳରୁ ପିପିଲି ପାଖାପାଖି ୧୦୦ କିମି ଚାଲି ଚାଲି ଘରକୁ ଫେରିଛନ୍ତି କେତେଜଣ ଦିନମଜୁରିଆ। ଶୁକ୍ରବାର ପିପିଲି ବଜାରରେ ଏମାନେ ପହଞ୍ଚିଛନ୍ତି। ଢେଙ୍କାନାଳ…

ମଟନ ପାଇଁ ଆସି ଔଷଧ ନେବା ଆଳ

ଖୋର୍ଦ୍ଧା ଅଫିସ,୧୮ା୪: ଲକଡାଉନ ବେଳେ ମାସ୍କ ନ ପିନ୍ଧିଲେ ଓ ବିନା କାରଣରେ ବାଇକରେ ବୁଲିଲେ କଡ଼ା କାର୍ଯ୍ୟନୁଷ୍ଠାନ ହେବ ବୋଲି ସରକାରଙ୍କ ନିର୍ଦ୍ଦେଶ ରହିଛି। ତେବେ କେତେଜଣ ଅମାନିଆ ବିଭିନ୍ନ ଆଳ ଦେଖାଇ ବଜାରରେ ବୁଲୁଥିବା ନଜରକୁ ଆସିଛି। ଅନେକ…

ଲକ୍‌ଡାଉନ୍‌: ବଦଳୁଛି ଟ୍ରେଣ୍ଡ

ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ଘରେ ବସି ଟାଇମ୍‌ପାସ୍‌ କରିବା ଏବେ ସମସ୍ତଙ୍କ ଚିନ୍ତାର ବିଷୟ। ବିଶେଷକରି ୱାର୍କ ଫ୍ରମ୍‌ ହୋମ୍‌ କରୁ ନଥିବା ଲୋକଙ୍କ ପାଇଁ ଏହି ଲକ୍‌ଡାଉନ ଅଧିକ କଠିନ ହୋଇଯାଇଛି। ଏଭଳିସ୍ଥଳେ ଟାଇମ୍‌ପାସ୍‌ର ପ୍ରମୁଖ ମାଧ୍ୟମ ପାଲଟିଛି…

କରୋନା ମୁକାବିଲା ପାଇଁ ବରିଷ୍ଠ ନାଗରିକଙ୍କୁ ପୁସ୍ତକ ବାଣ୍ଟିଲା ପୋଲିସ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): କମିଶନରେଟ ପୋଲିସ ପକ୍ଷରୁ କରୋନା ମୁକାବିଲା ପାଇଁ ଟ୍ବିନସିଟିର ବିଭିନ୍ନ ଥାନା ଅଞ୍ଚଳରେ ପଞ୍ଜୀକୃତ ବରିଷ୍ଠ ନାଗରିକଙ୍କ ପାଇଁ ଏକ ଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। କରୋନା ସମ୍ପର୍କରେ ଅଧିକ ସଚେତନ ଓ ସହାୟତା କରିବା ପାଇଁ ଫାଇଟ୍‌ ଏଗନେଷ୍ଟ…

ଗରିବଙ୍କୁ ରାଶନ ଦେବାକୁ ବିଧାୟକଙ୍କ ଦାବି

କଟକ ଅଫିସ୍‌,୧୮ା୪: କଟକ ମହାନଗର ନିଗମ ଅଞ୍ଚଳରେ ଅନେକ ଗରିବ ଖଟିଖିଆ, ଦିନମଜୁରିଆ, ଶ୍ରମିକ ମୂଲିଆ ରହିଛନ୍ତି, ଯେଉଁମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରୁ ବଞ୍ଚିତ ହୋଇ ରାଶନ କାର୍ଡ ଖଣ୍ଡିଏ ପାଇ ନାହାନ୍ତି। ଯାହାଫଳରେ ସେମାନେ…

୭ ଦିନରେ ୫ ଜଣଙ୍କ ଘରୁ ଚୋରି

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଅବଧି ଏବେ ଚୋରଙ୍କୁ ସୁହାଉଛି। କରୋନା ଭୟରେ ରାଜଧାନୀ ଛାଡ଼ି ଗ୍ରାମକୁ ଯାଇଥିବା ଲୋକଙ୍କ ଘର ଏବେ ଅସୁରକ୍ଷିତ। ଚୋରମାନେ ଘର ତାଲା ଭାଙ୍ଗି ସର୍ବସ୍ବ ଲୁଟି ନେଉଛନ୍ତି। ଗତ ୭ ଦିନ ଭିତରେ ରାଜଧାନୀରେ ୫ ଜଣଙ୍କ…

କଏଦୀଙ୍କୁ କରୋନା ଭୟ: ମୁକୁଳିଲେ ୩୫ଶହ

କଟକ ଅଫିସ୍‌,୧୮ା୪: ରାଜ୍ୟରେ ଥିବା ଜେଲ୍‌ଗୁଡ଼ିକରେ ଅନ୍ତେବାସୀମାନେ କରୋନା ଭୂତାଣୁରେ ଆକ୍ରାନ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଥିଲା। ଏଣୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚସ୍ତରୀୟ କମିଟି ଜେଲ୍‌ଗୁଡ଼ିକର ସ୍ଥିତି ସମୀକ୍ଷାପରେ କଏଦୀଙ୍କୁ ମୁକୁଳାଇବା ପାଇଁ ନିଷ୍ପତ୍ତି ନେଇଥିଲା। ଏହି ନିଷ୍ପତ୍ତି ଅନୁଯାୟୀ…

ଅଧିକ ଲୋକ ଦେଖୁଛନ୍ତି ଶିଶୁଙ୍କ ଅଶ୍ଳୀଳ ଭିଡିଓ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଲକ୍‌ଡାଉନ୍‌ ପାଇଁ ଲୋକେ ଘରେ ରହିଛନ୍ତି। ଅଧିକାଂଶ ସମୟ ମୋବାଇଲ୍‌ ଫୋନ୍‌ ଓ ଇଣ୍ଟରନେଟ୍‌ ସହ ବିତୁଛି। ଅନ୍‌ଲାଇନ୍‌ରେ କରୋନା ଅପ୍‌ଡେଟ୍‌ ସହ ବିଭିନ୍ନ ଖବର ଜାଣୁୁଛନ୍ତି। ଏଥିସହ କିଏ ଅନ୍‌ଲାଇନ୍‌ ଶିକ୍ଷା ତ ଆଉ କିଏ ମନୋରଞ୍ଜନମୂଳକ ଭିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?