କରୋନା ଭାଇରସ୍‌

କୋଭିଡ-୧୯:ବର୍ଲିନ ଫର୍ମୁଲା ଇ ଗ୍ରାଁ ପ୍ରି ଘୁଞ୍ଚିଲା

ପ୍ୟାରିସ,୧୭।୪(ଏଏଫ୍‌ପି): କୋଭିଡ-୧୯ ମହମାରୀ କାରଣରୁ ବର୍ଲିନ ଫର୍ମୁଲା ଇ ଗ୍ରାଁ ପ୍ରିକୁ ସ୍ଥଗିତ ରଖାଯାଇଛି। ଏହା ଜୁନ୍‌ ୨୧ ତାରିଖରେ ଆରମ୍ଭ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ଏହାକୁ ଘୁଞ୍ଚାଇ ଦିଆଯାଇଛି ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି। ପଞ୍ଚମ ରେସ୍‌ ଭାବେ…

୨୪ ଘଣ୍ଟାରେ ବିଶ୍ୱରେ ପ୍ରାୟ ୨ ଲକ୍ଷ ବଢ଼ିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର,୧୭।୪(ବ୍ୟୁରୋ): ସମଗ୍ର ବିଶ୍ୱ ଏବେ କରୋନା ମହାମାରୀ କବଳରେ। ଶୁକ୍ରବାର ସୁଦ୍ଧା ୨୧୦ ଦେଶ ଏବଂ ୨ ଜାହାଜରେ ଏହା ପହଞ୍ଚିଛି। ଗୁରୁବାର କରାଯାଇଥିବା ଆକଳନ ଅନୁଯାୟୀ ଏଥିରେ ୨୦ ଲକ୍ଷ ୮୯ ହଜାର ୨୩୭ଜଣ ଆକ୍ରାନ୍ତ ହୋଇଥିବା ବେଳେ ଶୁକ୍ରବାର…

ସାକ୍ଷୀଗୋପାଳ ବ୍ୟାଙ୍କ, ବଜାର ବୁଲି ଲକ୍‌ଡାଉନ ସ୍ଥିତି ପରଖିଲେ ସ୍ବତନ୍ତ୍ର ଅଧିକାରୀ

ସାକ୍ଷୀଗୋପାଳ, ୧୭।୪(ଡି.ଏନ୍‌.ଏ): କରୋନା ସଂକ୍ରମଣ ରୋକିବାକୁ ସାରା ରାଜ୍ୟରେ ଲକ୍‌ଡାଉନ ଜାରିରହିଛି। ଏହି ଅବସରରେ କରୋନା ଅଧିକାରୀ ସୂର୍ଯ୍ୟବଂଶୀ ମୟୂର ପୁରୀ ଜିଲା ସାକ୍ଷୀଗୋପାଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ବିଶେଷକରି ବ୍ୟାଙ୍କ ଓ ବଜାରରେ ଲୋକମାନେ ସାମାଜିକ ଦୂରତା ରକ୍ଷା…

ଲକ୍‌ଡାଉନ୍‌ରେ ଫି’କୁ ନେଇ ଘରୋଇ ସ୍କୁଲ ଉପରେ ସରକାରଙ୍କ ଛାଟ

ନୂଆଦିଲ୍ଲୀ,୧୭।୪: ଦିଲ୍ଲୀରେ ଲକ୍‌ଡାଉନ୍‌ ସମୟରେ ଅଭିଭାବକଙ୍କଠାରୁ ମିଳୁଥିବା ଅଭିଯୋଗକୁ ଧ୍ୟାନରେ ରଖି ଉପମୂଖ୍ୟମନ୍ତ୍ରୀ ତଥା ଶିକ୍ଷାମନ୍ତ୍ରୀ ମନୀଷ ସିସୋଡିଆ ସ୍କୁଲମାନଙ୍କ ପାଇଁ ଏକ କଡ଼ା ନିୟମ ତିଆରି କରିଛନ୍ତି। ଶୁକ୍ରବାର ଏନେଇ ସିସୋଡିଆ ଟୁଇଟ କରିଛନ୍ତି। ରାଜ୍ୟର ସମସ୍ତ ଘରୋଇ ସ୍କୁଲଗୁଡ଼ିକ…

ଗଞ୍ଜାମ ଜିଲାପାଳଙ୍କ ଆଉ ଏକ ପଦକ୍ଷେପ: ନିଜେ ରକ୍ତ ଦେବାପରେ ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଗାଡ଼ିର କଲେ ଶୁଭାରମ୍ଭ

ଶେରଗଡ,୧୭।୪(ଡି.ଏନ୍‌.ଏ.): ବିଭିନ୍ନ ଯୋଜନାର ସଫଳ ରୁପାୟନ ଠାରୁ ଆରମ୍ଭ କରି କରୋନା ମୁକାବିଲା ପର୍ଯ୍ୟନ୍ତ ସବୁଥିରେ ଆଗରେ ରହିଛି ଗଞ୍ଜାମ ଜିଲା। ଏ ନେଇ ଦୁଇ ଦିନ ତଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧୁବାଦ…

୧୬୭ ବର୍ଷରେ ପ୍ରଥମ ଥର ଭାଙ୍ଗିଲା ପରମ୍ପରା: ପ୍ରତିଷ୍ଠା ଦିବସରେ ଗଡିଲାନି ଯାତ୍ରୀବାହୀ ଟ୍ରେନ୍‌

ନୂଆଦିଲ୍ଲୀ,୧୭।୪: କରୋନା ଭାଇରସ ଏବେ‘ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି। ଏହି ମହାମାରୀର ମୁକାବିଲା ପାଇଁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିଯୋଗୁ ଗାଡିମୋଟର ଚଳାଚଳ, ଟ୍ରେନ୍‌ ଓ ବିମାନ ସେବା ବାଧାପ୍ରାପ୍ତ ହୋଇଛି। ଫଳରେ ଲୋକଙ୍କ ଯାତାୟାତ ବନ୍ଦ…

ଢେଙ୍କାନାଳ ଜିଲା କୋଭିଡ ହେଲ୍‌ଥ୍‌ ସେଣ୍ଟର ପରିଦର୍ଶନ କଲେ ୫ଟି ସଚିବ

ଢୋଙ୍କାନାଳ ଅଫିସ, ୧୭।୪: କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ ନିର୍ମାଣ କରାଯାଉଛି। ଏହି କ୍ରମରେ ଢେଙ୍କାନାଳ ଜିଲାରେ ମଧ୍ୟ ଏକ ହସ୍ପିଟାଲା କାର୍ଯ୍ୟକ୍ଷମ ହୋଇଛି। ଶୁକ୍ରବାର ବରିଷ୍ଠ ପ୍ରଶାସନିକ ଅଧିକାରୀ ସୁରେଶ…

୮୫୦ କି.ମି. ସାଇକେଲ ଚଳାଇ ବିବାହ ପାଇଁ ପହଞ୍ଚିଲେ ଯୁବକ

ଲକ୍ଷ୍ନୌ,୧୭।୪: ମହାମାରୀ କରୋନା ଭାଇରସ୍‌ ସହ ସାରା ବିଶ୍ୱ ଲଢ଼େଇ କରୁଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ଭାରତରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏଥିଯୋଗୁ ଜନଜୀବନ ଓ କାମକାର୍ଯ୍ୟ ସବୁ ଠପ୍‌ ହୋଇଯାଇଛି। ଏଥିସହ ଲୋକମାନେ ଘରେ ବନ୍ଦୀ ହୋଇ…

ଗଞ୍ଜାମର ୫୪୮୧ ହୋମ୍‌ କ୍ୱାରାଣ୍ଟାଇନ୍‌ରେ, ୭.୮୧ ଲକ୍ଷ ଘରେ ସ୍ବାସ୍ଥ୍ୟ ସମ୍ପର୍କିତ ଯାଞ୍ଚ

ଛତ୍ରପୁର,୧୭ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ପ୍ରତିହତ ଲାଗି ଗଞ୍ଜାମ ଜିଲାକୁ ବିଦେଶ ଓ ଅନ୍ୟ ରାଜ୍ୟ ଫେରନ୍ତାଙ୍କୁ ହୋମ୍‌ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ଅପରପକ୍ଷରେ ଗଞ୍ଜାମ ଜିଲାକୁ ଫେରିଥିବା ସମସ୍ତ ବିଦେଶ ଫେରନ୍ତାଙ୍କ ହୋମ୍‌ କ୍ୱାରାଣ୍ଟାଇନ ଅବଧି ସରିଛି। ତେବେ ଅବଧି ସରିଲା…

କୋଟାରେ ଫସିଥିବା ଛାତ୍ରଙ୍କୁ ଆଣିବା ପାଇଁ ୩୦୦ ବସ୍‌ ପଠାଇଲେ ଯୋଗୀ ସରକାର

ଲକ୍ଷ୍ନୌ,୧୭।୪: କରୋନା ସହ ମୁକାବିଲା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ ରାଜ୍ୟର ଲୋକ ଓ ଛାତ୍ରୀଛାତ୍ର ବିଭିନ୍ନ ସ୍ଥାନରେ ଫସିରହିଛନ୍ତି। ଇତିମଧ୍ୟରେ ରାଜସ୍ଥାନର କୋଟାରେ ଫସି ରହିଥିବା ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରିବା…

ସାରା ରାଜ୍ୟରେ ଲାଗୁ ହେଲା କଟକଣା: ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୨୦୦ ଜରିମାନା

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ କଟକଣା ଲଗାଯାଉଛି। ଏହି କ୍ରମରେ ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଜରିମାନା କରାଯିବ। ପ୍ରଥମ ୩ ଥର ଭୁଲ୍‌ ପାଇଁ ୨୦୦ ଟଙ୍କା ଲେଖାଏ ଜରିମାନା ଆଦାୟ କରାଯିବ।…

ରାଜଧାନୀରେ ୪ଟି ବର୍ଗରେ ହେବ ନମୁନା ପରୀକ୍ଷଣ, ସହଯୋଗ ନ କଲେ ହସ୍ତକ୍ଷେପ କରିବ ପୋଲିସ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ୬୦ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ରାଜଧାନୀରୁ ୪୬ଜଣ ରହିଛନ୍ତି। ଏହାକୁ ନେଇ ଭୁବନେଶ୍ୱରକୁ ହଟ୍‌ସ୍ପଟ୍‌ କୁହାଯାଉଛି। ଆଗାମୀ ଦିନରେ କରୋନାର ଚିତ୍ର ସ୍ପଷ୍ଟ କରିବା ଲାଗି ନମୂନା ପରୀକ୍ଷଣକୁ ଅଧିକ କରାଯିବ। ୭ଦିନ ମଧ୍ୟରେ ୫,୦୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?