କରୋନା ମୁକାବିଲା: ସାଇକେଲରେ ସଚେତନତା ବାର୍ତ୍ତା ବାଣ୍ଟିଲା ଓଲଟପୁର ପୋଲିସ
କଣ୍ଟାପଡ଼ା, ୧୭।୪(ଡି.ଏନ୍.ଏ.): ମହାମାରୀ କରୋନାରୁ ରକ୍ଷା ପାଇଁ ସାମାଜିକ ଦୂରତ୍ୱ ଏକମାତ୍ର ବିକଳ୍ପ। ଏ ନେଇ କେନ୍ଦ୍ର ତଥା ରାଜ୍ୟ ସରକାର ମେ’ ୩ ତାରିଖ ପର୍ଯ୍ୟନ୍ତ ଦେଶସାରା ଲକ୍ଡାଉନ ଲାଗୁ କରିଛନ୍ତି। ଏହି ସମୟରେ ଜରୁରୀ କାମ ନ ଥିଲେ…
ଲକ୍ଡାଉନ ବେଳେ ଅନାହାର ସହ ସଂଗ୍ରାମ
ନୂଆଦିଲ୍ଲୀ,୧୭।୪: ଗତ ମାର୍ଚ୍ଚରୁ ଏପ୍ରିଲ ମଧ୍ୟରେ ସାରା ବିଶ୍ୱରେ ଜୀବନ ବଦଳିଯାଇଛି ବୋଲି କହିବା ବାହୁଲ୍ୟ ହେବ ନାହିଁ। କରୋନା ମହାମାରୀ ସାରା ଦୁନିଆକୁ ଘୋଟିଛି। ଏହାର ସଂକ୍ରମତାଜନିତ ପରିଣାମ ଭୋଗିବାରୁ ପ୍ରାୟତଃ କୌଣସି ଦେଶ ଛାଡ଼ ପାଇନାହିଁ। ତେଣୁ ସଙ୍ଗରୋଧ…
୨୯୮ ନିୟୁତ ଟନ୍ ଖାଦ୍ୟଶସ୍ୟ ଉତ୍ପାଦନ ଲକ୍ଷ୍ୟଧାର୍ଯ୍ୟ
ନୂଆଦିଲ୍ଲୀ, ୧୭।୪:୨୦୨୦-୨୧ ବର୍ଷରେ ୨୯୮ ନିୟୁତ ଟନ୍ ଖାଦ୍ୟଶସ୍ୟ ଉତ୍ପାଦନ ପାଇଁ କେନ୍ଦ୍ର ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ୨୦୧୯-୨୦ ବର୍ଷରେ ୨୯୧.୧୦ ନିୟୁତ ଟନ୍ ଖାଦ୍ୟଶସ୍ୟ ଉତ୍ପାଦନ ହୋଇଥିଲା। ଖରିଫ୍ ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବା ସହ ମିଶନ୍ ମୋଡ୍ରେ…
ସତର୍କ କରିବାରେ ବିଫଳ ହୋଇଥିଲା ଚାଇନା
ବେଜିଂ,୧୭।୪: କରୋନା ଭୂତାଣୁ ବିଶ୍ୱରେ ମହାମାରୀର ରୂପ ନେଇଛି। ୨୧୦ ଦେଶ ଏବେ ଏହା କବଳରେ ପଡ଼ି ଛଟପଟ ହେଉଛନ୍ତି। ଚାଇନାରୁ ଆସିଥିବା ଏହି ଭୂତାଣୁ ଏବେ ସମସ୍ତଙ୍କ ମେରୁଦଣ୍ଡ ଭାଙ୍ଗିପକାଇଛି। ପ୍ରାରମ୍ଭରୁ ଏନେଇ ଲୋକଙ୍କୁ ସତର୍କ କରାଯାଇଥିଲେ ସୁଫଳ ମିଳିବାର…
‘ହାଇଡ୍ରୋକ୍ସିକ୍ଲୋରୋକୁଇନ୍ ଫଳପ୍ରଦ ହୋଇ ନ ପାରେ’
ବେଜିଂ, ୧୭।୪: କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ହାଇଡ୍ରୋକ୍ସିକ୍ଲୋରୋକୁଇନ୍ ଏକ ଉପାଦେୟ ଔଷଧ ବୋଲି ଭାରତ ସମେତ ଅନେକ ରାଷ୍ଟ୍ର ଏହାର ବ୍ୟବହାର ଉପରେ ଜୋର ଦେଉଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଓ ବ୍ରାଜିଲ ପ୍ରତିପକ୍ଷ ଜୈର…
ୟୁପିରେ କରୋନା ଯୋଦ୍ଧାଙ୍କୁ ଆକ୍ରମଣ କଲେ ଏନ୍ଏସ୍ଏ
ଲକ୍ଷ୍ନୌ,୧୬ା୪: ଉତ୍ତରପ୍ରଦେଶରେ ପୋଲିସ, ସ୍ବାସ୍ଥ୍ୟ ବିଭାଗ ଓ ପରିମଳ ବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରୁଥିବା ଲୋକଙ୍କ ବିରୋଧରେ ଏନ୍ଏସ୍ଏ(ଜାତୀୟ ସୁରକ୍ଷା ଆଇନ) ଏବଂ ବିପର୍ଯ୍ୟୟ ପରିଚାଳନା ଆଇନରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ…
‘ସାମାଜିକ ଦୂରତ୍ୱ କଡ଼ାକଡ଼ି ପାଳନ କର’
ନୂଆଦିଲ୍ଲୀ,୧୭।୪(ପି.ଟି.): ଲକ୍ଡାଉନ ବେଳେ ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ବଜାୟ ରଖିବା ଆଦି ନିୟମକୁ କଡ଼ାକଡ଼ି ପାଳନ କରିବା ଲାଗି ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛି। କୌଣସି ସ୍ଥାନରେ ୫ କିମ୍ବା ତାହାଠାରୁ ଅଧିକ…
ଜମାତ ନେତାଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା
ନୂଆଦିଲ୍ଲୀ,୧୭।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଗୁରୁବାର ତବ୍ଲିଘି ଜମାତ ନେତା ମୌଲାନା ସାଦ୍ କାନ୍ଦାଲ୍ଭି, ଟ୍ରଷ୍ଟ ସଦସ୍ୟଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ରୁଜୁ କରାଯାଇଛି। ଦିଲ୍ଲୀ ପୋଲିସର ଏଫ୍ଆଇଆର୍କୁ ଆଧାର କରି ଏଭଳି କରାଯାଇଥିବା ଅଧିକାରୀମାନେ ପ୍ରକାଶ କରିଛନ୍ତି। ଏହି ଘଟଣାକୁ…
ସୀମିତ ଖଣ୍ଡପୀଠରେ କାର୍ଯ୍ୟକରିବ ହାଇକୋର୍ଟ
କଟକ ଅଫିସ୍,୧୭ା୪: କେନ୍ଦ୍ର ସରକାରଙ୍କ ତରଫରୁ ଲକ୍ଡାଉନ୍ ଅବଧି ମେ’ ୩କୁ ବୃଦ୍ଧି ପାଇଛି। ତେଣୁ ଏହି ସମୟରେ ସୀମିତ ଖଣ୍ଡପୀଠରେ କେବଳ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରାଯିବ ବୋଲି ହାଇକୋର୍ଟଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ମେ’ ୧ ତାରିଖ…
ବାହାରେ ଫସିଥିବା ଶ୍ରମିକଙ୍କ ପରିବାରକୁ ସହାୟତା ଦିଆଯାଉ: ଶ୍ରୀକାନ୍ତ ଜେନା
ଭୁବନେଶ୍ୱର,୧୭ା୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍ଡାଉନ ଜାରି ରହିଛି। ଏହାଦ୍ୱାରା ଦେଶର ବିଭିନ୍ନ ସ୍ଥାନରେ ଓଡ଼ିଆ ଶ୍ରମିକ ଫସି ରହିଛନ୍ତି। ରେଳ ଚଳାଚଳ ଏବଂ ବେସରକାରୀ ପରିବହନ ବନ୍ଦ ରହିଥିବାରୁ ସେମାନେ ବର୍ତ୍ତମାନ ରାଜ୍ୟକୁ ଫେରିବା ସମ୍ଭବ ନୁହେଁ।…
୫୩ ଦେଶରେ ୩୩୩୬ ଭାରତୀୟଙ୍କୁ କରୋନା
ନୂଆଦିଲ୍ଲୀ,୧୭।୪: ୫୩ ଦେଶରେ ମୋଟ ୩୩୩୬ ଜଣ ଭାରତୀୟ କରୋନାରେ ସଂକ୍ରମିତ ହୋଇଥିବାବେଳେ ୨୫ ଜଣଙ୍କ ମୃତ୍ୟୁ ହେଲାଣି। ବିଦେଶରେ ଅଟକିଥିବା ଭାରତୀୟଙ୍କୁ ଧୈର୍ଯ୍ୟ ରଖିବା ଲାଗି ସରକାର ପରାମର୍ଶ ଦେଇଛନ୍ତି। ଦେଶରେ କରୋନା ସଂକ୍ରମଣ ରୋକିବା ଲାଗି ବୃହତ୍ତର ନୀତିଗତ…
ଆମେରିକାରେ ୩୩ ହଜାର ମୃତ
ଓ୍ବାଶିଂଟନ,୧୭।୪: ଆମେରିକା ଏବେ ଉଦ୍ବେଗଜନକ ସ୍ଥିତିରେ ପହଞ୍ଚିଛି। କରୋନା ସଂକ୍ରମିତଙ୍କ ସଂଖ୍ୟା ଗୁରୁବାର ଏଠାରେ ବଢ଼ି ୬ ଲକ୍ଷ ୫୨ ହଜାରରେ ପହଞ୍ଚି ଥିବାବେଳେ ୩୩ ହଜାର ଲୋକ ପ୍ରାଣ ହରାଇଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟାରେ ୩,୨୦୦ ନୂଆରୋଗୀ ଚିହ୍ନଟ…
Archives


