କରୋନା ଭାଇରସ୍‌

ରବିବାରଠାରୁ କରୋନା ଟିକାର ତୃତୀୟ ଡୋଜ୍‌…

ନୂଆଦିଲ୍ଲୀ, ୯।୪ : ଦେଶରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ କରୋନା ଟିକାର ତୃତୀୟ ଡୋଜ୍‌ ପ୍ରଦାନ ଆରମ୍ଭ ହେବ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହାକୁ ପ୍ରତିଷେଧକ ଡୋଜ୍‌( ପ୍ରିକ୍ୱେଶନ ଡୋଜ୍‌)…

ପୁଣି ବଢ଼ିଲା କରୋନା ସଂକ୍ରମଣ, ୫ ରାଜ୍ୟକୁ କେନ୍ଦ୍ର ସରକାରଙ୍କ ଆଲର୍ଟ ଜାରି…

ନୂଆଦିଲ୍ଲୀ, ୯।୪ : ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ୫ ରାଜ୍ୟକୁ ଆଲର୍ଟ ଜାରି କରାଯାଇଛି। କେରଳ, ମହାରାଷ୍ଟ୍ର, ହରିୟାଣା, ଦିଲ୍ଲୀ ଏବଂ ମିଜୋରାମରେ ଦୈନିକ ସଂକ୍ରମଣ ବଢ଼ିବାରେ ଲାଗିଛି।…

ପ୍ରତି ୧୬ ଜଣରେ ଜଣେ କରୋନା ପଜିଟିଭ୍‌…

ଲଣ୍ଡନ, ୯।୪ : ବ୍ରିଟେନ୍‌ରେ କରୋନା ସଂକ୍ରମଣ ରେକର୍ଡସ୍ତରରେ ପହଞ୍ଚିଛି। ଏଠାରେ ପ୍ରତି ୧୬ ଜଣରେ ଜଣେ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଦେଶରେ କରୋନା ସଂକ୍ରମଣ ହାର ୬.୩୭ ପ୍ରତିଶତ ରହିଛି। ସଂକ୍ରମଣ ହାର ଫେବୃୟାରୀ ମାସ ତୁଳନାରେ ୨ ଗୁଣାରେ…

କମିନି କରୋନା, ରୁହ ସତର୍କ, ଜାତିସଂଘ ମହାସଚିବଙ୍କ ଚେତାବନୀ…

ଜେନେଭା, ୯।୪ : କରୋନା ଭାଇରସ ଅନେକ ଦେଶରେ ଏବେ ବି ବିପଦ ସୃଷ୍ଟି କରୁଛି। ହାରାହାରି, ପ୍ରତି ଚାରି ମାସରେ ନୂଆ ଭାରିଆଣ୍ଟ୍‌ ସୃଷ୍ଟି ହେଉଛି। ତେଣୁ କରୋନା ମହାମାରୀ ଶେଷ ହୋଇଛି ବୋଲି ଭାବିବା ଭୁଲ୍‌। ତେଣୁ ସତର୍କ…

କରୋନା ଟିକା ଦାମ୍‌ କମିଲା…

ନୂଆଦିଲ୍ଲୀ, ୯।୪ : ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ଏବଂ ଭାରତ ବାୟୋଟେକ ପକ୍ଷରୁ କରୋନା ଟିକାର ବୁଷ୍ଟର ଡୋଜର ଦାମ୍‌ ହ୍ରାସ କରିବାକୁ ଘୋଷଣା କରାଯାଇଛି। ସେରମ୍‌ ଇନଷ୍ଟିଚ୍ୟୁଟ୍‌ର ସିଇଓ ଆଦର ପୁନାୱାଲା କହିଛନ୍ତି ଯେ ଘରୋଇ ଡାକ୍ତରଖାନା ପାଇଁ…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୯।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁୁଛି। ଦୈନିକ ସଂକ୍ରମଣ ଗତ ୨୪ ଘଣ୍ଟାରେ ୧୧ ହଜାର ୫୦ରେ ପହଞ୍ଚିଛି। ସେହିପରି ଗତ ୨୪…

କମୁଛି ସଂକ୍ରମଣ, ୧୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୪(ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ଲୋକାଲ କେସ୍‌ ରହିଛି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ…

ନେଗେଟିଭ ଥିବା ଲୋକଙ୍କ ମଳରେ ମିଳୁଛି କରୋନା ଭାଇରସ!

ନୂଆଦିଲ୍ଲୀ,୯ ।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଧିରେ ଧିରେ କମି ଆସୁଥିବା ବେଳେ ଏବେ ଏମିତି ଏକ ଅଧ୍ୟୟନ କରାଯାଇଛି ଯାହା ସମସ୍ତଙ୍କ ମନରେ ଛନକା ସୃଷ୍ଟି କରିଛି । ଅଧ୍ୟୟନ ଅନୁଯାୟୀ, କରୋନା ନେଗେଟିଭ ଥିବା ଲୋକଙ୍କ ମଳରେ…

ଆଜି ରାଜ୍ୟରୁ ୨୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୨ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୮୨୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ…

କରୋନାର ଦ୍ୱିତୀୟ ଲହରଠାରୁ ଅଧିକ ବେଗରେ ବ୍ୟାପିବ ନୂଆ ଭାରିଏଣ୍ଟ ‘ଏକ୍ସଇ’

ନୂଆଦିଲ୍ଲୀ,୮ ।୪: ସାରା ବିଶ୍ୱରୁ କରୋନା ମହାମାରୀ ଶେଷ ହୋଇ ଆସୁଥିବା ବେଳେ ଆମ ଦେଶରେ ମଧ୍ୟ ଏହାର ପ୍ରକୋପ କମି କମି ଆସିଛି । ହେଲେ ଏହାରି ଭିତରେ ପୁଣିଥରେ ଭୟ ସୃଷ୍ଟି କଲାଣି କରୋନା ଭାଇରସ ଓମିକ୍ରନର ସବ…

ସକ୍ରିୟ ମାମଲା ୧୨ ହଜାର ତଳେ …

ନୂଆଦିଲ୍ଲୀ, ୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ଦୈନିକ ସଂକ୍ରମଣ ହଜାରେ ୩୩ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୩ ରହିଛି। ଅପରପକ୍ଷରେ…

ମୁମ୍ବାଇରେ ମିଳିଥିବା କରୋନାର ନୂଆ ଭାରିଏଣ୍ଟ ‘ଏକ୍ସଇ’ର ରିପୋର୍ଟକୁ ଖଣ୍ଡନ କଲା କେନ୍ଦ୍ର

ନୂଆଦିଲ୍ଲୀ,୭ ।୪: ପୁଣି ଡରାଇଲାଣି କରୋନା ମହମାରୀ । ମୁମ୍ବାଇରେ କରୋନାର ନୂଆ ଭାରିଏଣ୍ଟ ‘ଏକ୍ସଇ’ ଚିହ୍ନଟ ହେବା ନେଇ ଜଣାପଡିବା ପର ଲୋକଙ୍କ ମଧ୍ୟରେ ଭୟ ଖେଳିଯାଇଛି । ଓମିକ୍ରନର ଏହା ସବ ଭାରିଏଣ୍ଟ ହୋଇଥିବା ବେଳେ ଏହା ଓମିକ୍ରନ୍…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri