ହଜାରେ ବର୍ଷରେ ଥରେ ବାଦୁଡିଠାରୁ ମଣିଷକୁ ବ୍ୟାପୁଛି କରୋନା !
ନୂଆଦିଲ୍ଲୀ,୧୬।୪: ଇଣ୍ଡିଆନ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ(ଆଇସିଏମ୍ଆର୍)ର ଏକ ସୂଚନା ଅନୁଯାୟୀ, ଚାଇନାରେ କରାଯାଇଥିବା ଗବେଷଣାରୁ ଜଣାପଡିଛି କି କୋଭିଡ-୧୯ ମହାମାରୀର ମୂଳ କୁହାଯାଉଥିବା କରୋନା ଭାଇରସ ବାଦୁଡିଙ୍କଠାରେ ଦେଖାଯାଉଥିବା ଏକ ପ୍ରକାର ଭୂତାଣୁର ପରିବର୍ତ୍ତିତ ରୂପ। ଆଇସିଏମ୍ଆର୍ କହିଛି ଏହା…
ଦିଲ୍ଲୀରେ ଏସ୍ଆଇ ପରିବାର କରୋନା ସଂକ୍ରମିତ: ପୋଲିସ କଲୋନୀର ୩ ବ୍ଲକ ସିଲ୍
ନୂଆଦିଲ୍ଲୀ,୧୬।୪: ମହାମାରୀ କରୋନା ଭାଇରସ୍ ସାରା ଦେଶରେ କାୟା ବିସ୍ତାର କରି ଚାଲିଛି। କରୋନା ବିରୋଧରେ ଲଢ଼େଇରେ ଜାରି ରଖିଥିବା ଯୋଦ୍ଧା ଏଥିରୁ ବର୍ତ୍ତି ପାରୁ ନ ଥିବା ବେଳେ ସେମାନଙ୍କ ପରିବାର ମଧ୍ୟ କରୋନାରେ ସଂକ୍ରମିତ ହେଉଛନ୍ତି। ଏହି କ୍ରମରେ…
ଲକ୍ଡାଉନ୍ ସମୟରେ ଘରେ ମଦ ପହଞ୍ଚାଉଛି କୁକୁର, ଭିଡିଓ ଭାଇରାଲ
ଓ୍ବାଶିଂଟନ୍: କରୋନା ଭାଇରସ୍ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଏହାକୁ ରୋକିବା ପାଇଁ ଅଧିକାଂଶ ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏଥିରୁ ମଧ୍ୟ ବାଦ୍ ପଡ଼ିନି ଆମେରିକା। ଏଠାରେ ମଧ୍ୟ ଲକ୍ଡାଉନ୍ ଜାରି ହୋଇଛି। ଏଭଳି ପରିସ୍ଥିତିରେ ଲୋକମାନେ କରୋନା…
ଭୁବନେଶ୍ୱର ଯାଇଥିବା ଅଧିକାରୀଙ୍କୁ ଖୋଜୁଛି ଗଞ୍ଜାମ ଜିଲା ପ୍ରଶାସନ: ଚିହ୍ନଟ ପରେ କ୍ୱାରାଣ୍ଟାଇନ୍ରେ ରହିବେ,ଜଣଙ୍କୁ ଜିଲାପାଳଙ୍କ କାରଣ ଦର୍ଶାଅ ନୋଟିସ
ଛତ୍ରପୁର,୧୬।୪(ଡି.ଏନ୍.ଏ.)- ରାଜ୍ୟରେ ରାଜଧାନୀ ଭୁବନେଶ୍ୱର କରୋନା ହଟ୍ସ୍ପଟ୍ ସହର ପାଲଟିଛି। ଇତି ମଧ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ମାତ୍ରାଧିକ ଏଠାରୁ ହୋଇଥିବାରୁ ଏବେ ଭୁବନେଶ୍ୱରରୁ ବିଭିନ୍ନ ଅଞ୍ଚଳକୁ ଫେରୁଥିବା ବ୍ୟକ୍ତିମାନଙ୍କ ଉପରେ ଅନ୍ୟ ଜିଲା ପ୍ରଶାସନ ନଜର ରଖୁଛି। ଏହି…
ସାବଧାନ ! କରୋନା ସଂକ୍ରମଣ ପୂର୍ବରୁ ପାଦରେ ଦେଖାଦିଏ ଏଭଳି ଦାଗ
ମାଦ୍ରିଦ୍,୧୬।୪: କରୋନା ସଂକ୍ରମଣ ପୂର୍ବରୁ ଶରୀରରେ କେତେକ ଲକ୍ଷଣ ପାଇଥାଏ। ସେସବୁ ମଧ୍ୟରେ ଥଣ୍ଡା, କାଶ, ସର୍ଦ୍ଦି, ଜ୍ୱର, ଗଳା ଦରଜ ଆଦି ରହିଛି। ଏହାସହିତ କେତେକଙ୍କ ଘ୍ରାଣ ଶକ୍ତି କମି ଯାଉଥିବା କୁହାଯାଉଛି। ସେହିପରି କିଛି ଲୋକଙ୍କଠାରେ ଆଖି ପୋଡ଼ିବା…
ପ୍ରକୃତିର ଶୋଷଣ ନୂଆ ରୋଗର ପ୍ରକୋପ ବଢ଼ାଇବ
ଓ୍ବାଶିଂଟନ,୧୬ା୪: ମହାମାରୀ କରୋନା ଯୋଗୁ ବିଶ୍ୱ ଏବେ ଥରହର। କେହି କେହି ଏହା ମାନବୀୟ ଅବହେଳାର ପରିଣାମ ବୋଲି କହୁଥିବା ବେଳେ ପ୍ରକୃତିର ଶୋଷଣ ଏଭଳି ରୋଗକୁ ଆମନ୍ତ୍ରଣ କରିଛି ବୋଲି ମଧ୍ୟ କେତେକ ତଥ୍ୟରୁ ଜଣାପଡ଼ିଛି। କରୋନା ମହାମାରୀ ଓ…
କରୋନା ଭୂତାଣୁ ଚଟାଣରେ ବହୁ ଦିନ ରୁହେ ସକ୍ରିୟ: ଡିସ୍ଇନଫେକଟାଣ୍ଟ୍ ସ୍ପ୍ରେ କରିବାର ୧୦ ମିନିଟ୍ ପରେ ସଫା କରିବା ଆବଶ୍ୟକ !
ନୂଆଦିଲ୍ଲୀ/ନ୍ୟୁୟର୍କ,୧୬।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ସାନିଟାଇଜ୍ କରିବା ଉପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ତେବେ ଘର ଚଟାଣରେ କରୋନା ଭୂତାଣୁ ବହୁ ଦିନ ପର୍ଯ୍ୟନ୍ତ ସକ୍ରିୟ ରହିପାରେ ବୋଲି ଗବେଷକ କହିଛନ୍ତି। ସେଥିଲାଗି ଉପଯୁକ୍ତ ଡିସ୍ଇନଫେକଟାଣ୍ଟ୍…
ପ୍ରାଣୀ ପାଲଟିବେ ପ୍ରାଣୀଙ୍କ ଖାଦ୍ୟ
ବର୍ଲିନ୍,୧୬ା୪: କରୋନା ଭାଇରସ୍ ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟିରୁ ୯୦ରୁ ଅଧିକ ଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଏପରିସ୍ଥଳେ ପରିବହନ ବ୍ୟବସ୍ଥା ବ୍ୟାହତ ହେବାରୁ ମଣିଷଠାରୁ ଆରମ୍ଭ କରି ପ୍ରାଣୀଜଗତ ପର୍ଯ୍ୟନ୍ତ ସଭିଙ୍କ ପାଇଁ ଖାଦ୍ୟର…
ରଥଖଳାରେ ପହଞ୍ଚିଲା ୪୦ ଫୁଟିଆ କାଠ
ପୁରୀ ଅଫିସ,୧୬ା୪: କରୋନା ପାଇଁ ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଆୟୋଜନକୁ ନେଇ ନାନା ପ୍ରକାର ଚର୍ଚ୍ଚା ଚାଲିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଜାରିରହିଛି। ଜୁନ୍ ୨୩ରେ ରଥଯାତ୍ରା। ଏଥିପାଇଁ ଆସନ୍ତା ୨୬ ତାରିଖ ଅକ୍ଷୟତୃତୀୟାରୁ ରଥ ନିର୍ମାଣ କାମ…
କରୋନାକୁ ଡର ନାହିଁ: ପ୍ଲେଗ ସମୟରେ ଡାକ୍ତର ନ ଥିଲେ ଏବେ ଡାକ୍ତର ଅଛନ୍ତି
ଲକ୍ଷ୍ନୌ,୧୬।୪: କରୋନା ସଂକ୍ରମଣକୁ ନେଇ ସାରା ବିଶ୍ୱ ଭୟଭୀତ ହୋଇଯାଇଥିବା ବେଳେ ଏବେ ଜଣେ ୧୨୦ ବର୍ଷର ବୃଦ୍ଧା ସମସ୍ତଙ୍କୁ ସାହାସ ଯୋଗାଇଛନ୍ତି। ଉତ୍ତରପ୍ରଦେଶ ବାନ୍ଦାର ଉତ୍ତରରେ ରହୁଥିବା ୧୨୦ ବର୍ଷ ବୟସ୍କା ବୃଦ୍ଧା ଜନିଆ ଦେବୀ କହିଛନ୍ତି ଦେଶରେ ଯେତେବେଳେ…
ଲକ୍ଡାଉନ୍ ପାଇଁ ବଢ଼ିଛି ସେକ୍ସ ଟଏ ବିକ୍ରି
ନୂଆଦିଲ୍ଲୀ: ଲକ୍ଡାଉନ୍ ସମୟରେ ଏବେ ପ୍ରାୟ ସବୁ ବ୍ୟବସାୟ ଠପ୍ ହୋଇଯାଇଥିବା ବେଳେ ହଠାତ୍ ସେକ୍ସ ଟଏ ବିକ୍ରି ଅତ୍ୟଧିକ ବୃଦ୍ଧି ପାଇଥିବା ଜଣାପଡ଼ିଛି। ବୋଧହୁଏ ଏହା ଏକମାତ୍ର ଅନ୍ଲାଇନ୍ ବ୍ୟବସାୟ ଆଶାତୀତ ପରିମାଣରେ ବିକ୍ରି ହୋଇପାରିଛି। ପ୍ରାୟ ସବୁ ଦେଶରେ…
ଘରେ ରହି ଖୁସି ମନାଉଛନ୍ତି ଶିଳ୍ପା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ବୁଧବାର ନିଜ ସୋସିଆଲ ମିଡିଆ ଆକାଉଣ୍ଟ୍ରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ସେ ନିଜର ୨ମାସର ଝିଅ ସାମିଶାଙ୍କୁ ଧରି ଖେଳୁଛନ୍ତି। ଏହା ସହିତ ସେ ନିଜ ଫ୍ୟାନ ମାନଙ୍କୁ କହିଛନ୍ତି ଯେ,…
Archives


