କରୋନା ଭାଇରସ୍‌

ଲକ୍ଷଣ ପ୍ରକାଶ ପାଇବାର ୩ ଦିନ ପୂର୍ବରୁ କରୋନା ସଂକ୍ରମିତ ସାଜିଥାନ୍ତି ସୁପର ସ୍ପ୍ରେଡର !

ହଂକଂ,୧୬।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ହଂକଂ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରୁ ଜଣାପଡ଼ିଛି ଯେ, କରୋନା ସଂକ୍ରମିତଙ୍କଠାରେ ଲକ୍ଷଣ ପ୍ରକାଶ…

କୋଭିଡ଼-୧୯ ବିରୋଧରେ ବେଦାନ୍ତର ତୃଣମୂଳ ସ୍ତରରେ ପ୍ରୟାସ

ଝାରସୁଗୁଡା ଅଫିସ,୧୬।୪: ଝାରସୁଗୁଡ଼ାସ୍ଥିତ ବେଦାନ୍ତ କମ୍ପାନୀର ପାରିପାର୍ଶ୍ୱିକ ଗ୍ରାମାଞ୍ଚଳରେ କୋଭିଡ଼-୧୯ ବିରୋଧରେ ଚାଲିଥିବା ଯୁଦ୍ଧରେ ଅଗ୍ନିଶମ ବିଭାଗ ଦ୍ୱାରା ଏହାକୁ ଆହୁରି ସୁଦୃଢ଼ କରାଯାଇଛି। କମ୍ପାନୀର ସିଏସ୍‌ଆର ଓ ଜିଲା ପ୍ରଶାସନ ତତ୍ତ୍ୱାବଧାନରେ ଅଗ୍ନିଶମ ବିଭାଗ ଝାରସୁଗୁଡାର ୨୨ଟି ପ୍ରମୁଖ ସ୍ଥାନକୁ…

ଜରୁରୀ ରୋଗୀ ସେବା ପାଇଁ ୧୦ଅଟୋକୁ ଅନୁମତି

ଦାରିଙ୍ଗବାଡ଼ି,୧୬।୪(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ଏବେ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏଥିପାଇଁ ଜରୁରୀକାଳିନ ସେବା ମିଳିବା ମଧ୍ୟ କଷ୍ଟକର ହୋଇପଡ଼ିଛି। ତେବେ ଲୋକଙ୍କ ସୁବିଧା ପାଇଁ ଦାରିଙ୍ଗବାଡ଼ି ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ…

ନେପାଳ ସୀମାରେ ସଂକ୍ରମଣ ବଢ଼ାଇପାରେ ପାକ୍‌

ନୂଆଦିଲ୍ଲୀ, ୧୬।୪: ଭାରତ-ନେପାଳରେ ସୀମାରେ କରୋନା ଭୂତାଣୁ ସଂକ୍ରମଣ ବଢ଼ାଇବା ଲାଗି ପାକିସ୍ତାନ ଷଡ଼ଯନ୍ତ୍ର କରିପାରେ ବୋଲି ଭାଜପା ଏମ୍‌ପି ବିଜୟ ଦୁବେ ଆଶଙ୍କା ବ୍ୟକ୍ତ କରିଛନ୍ତି। ଏହି କୁଷିନଗର ଏମ୍‌ପିଙ୍କ କହିବା ଅନୁଯାୟୀ, ନେପାଳ ସୀମା ତାଙ୍କ ଜିଲାକୁ ଲାଗି…

ଗରିବ ଦେଶରୁ ବନ୍ଦ ରହିବ ଋଣ ଆଦାୟ: ଜି-୨୦ ବୈଠକରେ ନିଷ୍ପତ୍ତି

ଜୋହାନ୍ସବର୍ଗ,୧୬ା୪: କରୋନା ଯୋଗୁ ସାରା ବିଶ୍ୱ ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବାବେଳେ ଗରିବ ଦେଶଗୁଡ଼ିକ ନେଇଥିବା ଋଣ ପରିଶୋଧ ପାଇଁ ଅଧିକ ସମୟ ଦେବାକୁ ଜି-୨୦ ରାଷ୍ଟ୍ରଗୋଷ୍ଠୀର ଅର୍ଥମନ୍ତ୍ରୀମାନଙ୍କ ସମ୍ମିଳନୀରେ ନିଷ୍ପତ୍ତି ନିଆଯାଇଛି। ଅର୍ଥମନ୍ତ୍ରୀମାନଙ୍କ ଭିଡିଓ କନ୍‌ଫରେନ୍ସ ପରେ ଋଣ ଆଦାୟ…

ଚାଇନାରେ ଆଫ୍ରିକୀୟଙ୍କୁ ଦୁର୍ବ୍ୟବହାର

ବେଜିଂ,୧୬।୪: କରୋନା ଭାଇରସ୍‌ ଆତଙ୍କ ମଧ୍ୟରେ ଚାଇନାରେ ଆଫ୍ରିକୀୟଙ୍କୁ ନିର୍ଯାତନା ଦିଆଯିବା ଘଟଣାରୁ କୂଟନୈତିକ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଦକ୍ଷିଣ ଚାଇନାର ଗୁଆଙ୍ଗଝୋଉରେ ଥିବା ଆଫ୍ରିକୀୟ ପ୍ରବାସୀ ଓ ଛାତ୍ରୀଛାତ୍ରଙ୍କୁ ଜୋର୍‌ଜବରଦସ୍ତ କରୋନା ଭାଇରସ୍‌ ପରୀକ୍ଷା କରାଯିବା ସହ ୧୪ ଦିନ…

ରାଜ୍ୟ ଓକିଲ ସଂଘ ନିର୍ବାଚନ ସ୍ଥଗିତ

କଟକ ଅଫିସ୍‌,୧୬ା୪: ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ଅନୁବନ୍ଧିତ ସମସ୍ତ ଓକିଲ ସଂଘର ନିର୍ବାଚନ ଏପ୍ରିଲ୍‌ ୨୫ରେ ହେବାର ଥିଲା। ହେଲେ କରୋନା ଭୂତାଣୁ ଯୋଗୁ ଦେଖାଦେଇଥିବା ପରିସ୍ଥିତି ପାଇଁ ଏହାକୁ ପୁଣିଥରେ ସ୍ଥଗିତ ରଖାଯାଇଛି। ବୁଧବାର ପରିଷଦ ପକ୍ଷରୁ ଏନେଇ…

ଡବ୍ଲ୍ୟୁଏଚ୍‌ଓକୁ ସହାୟତା ବନ୍ଦ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୬ା୪(ପି.ଟି.): କୋଭିଡ୍‌ ଭୂତାଣୁ ସାରା ବିଶ୍ୱକୁ ବ୍ୟାପିଥିବାବେଳେ ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)କୁ ଦାୟୀ କରିଛି ଆମେରିକା। ଚାଇନାରେ ଏହି ଭୂତାଣୁ ସଂକ୍ରମଣ ସମ୍ପର୍କରେ ଜାଣି ମଧ୍ୟ ଡବ୍ଲ୍ୟୁଏଚ୍‌ଓ ଏହାକୁ ଲୋକଲୋଚନକୁ ଆଣିବାରେ ବିଳମ୍ବ କରିଥିଲା। ଏହି ସଂସ୍ଥାର ଗୁରୁତର…

ବିଶ୍ୱକୁ ବାଟ ବତାଇଛନ୍ତି ଏମାନେ

ଆଇସଲାଣ୍ଡରୁ ତାଇଓ୍ବାନ ଓ ଜର୍ମାନୀରୁ ନ୍ୟୁଜିଲାଣ୍ଡ ପର୍ଯ୍ୟନ୍ତ ମହିଳାମାନେ ବିଶ୍ୱକୁ ମହାମାରୀ କରୋନାରୁ ମୁକ୍ତିର ବାଟ ବତାଉଛନ୍ତି। ଫିନ୍‌ଲାଣ୍ଡ, ଆଇସ୍‌ଲାଣ୍ଡ ଓ ଡେନ୍‌ମାର୍କ ସବୁଠି ଏହି ଘାତକ ଭୂତାଣୁ ଗୋଟିଏ ବିଷୟ ସାମ୍ନାକୁ ଆଣିଛି ଯେ ମହିଳାମାନେ ହିଁ ସେମାନଙ୍କ ପରାକାଷ୍ଠା…

ବଢ଼ିଲା ଯାନବାହନ ବୈଧତା ଅବଧି

କଟକ ଅଫିସ୍‌,୧୬ା୪: ଲକ୍‌ଡାଉନ୍‌ ସମୟ ବଢ଼ିବା ଯୋଗୁ ଯାନବାହନଗୁଡ଼ିକର ବିଭିନ୍ନ ପ୍ରକାର ବୈଧତା ଅବଧି ମଧ୍ୟ ବଢ଼ିଛି। ବୁଧବାର ଏନେଇ ରାଜ୍ୟ ପରିବହନ କମିଶନର ତଥା ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ଅଧ୍ୟକ୍ଷଙ୍କ ତରଫରୁ ସୂଚନା ଦିଆଯାଇଛି। ଲକ୍‌ଡାଉନ୍‌ ଯୋଗୁ ପ୍ରଦୂଷଣ ଯାଞ୍ଚ…

୨୦ ପରେ କ’ଣ କରିବାକୁ ମିଳିବ ଅନୁମତି

ନୂଆଦିଲ୍ଲୀ,୧୬ା୪: ଲକ୍‌ଡାଉନ ସତ୍ତ୍ୱେ ନିର୍ଦ୍ଦିଷ୍ଟ ଅଞ୍ଚଳରେ କୃଷକ ଓ ଦିନ ମଜୁରିଆମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏପ୍ରିଲ ୨୦ ପରେ କେଉଁସବୁ କାର୍ଯ୍ୟ କରିବାକୁ ଅନୁମତି ମିଳିବ ଓ କ’ଣ କରିବାକୁ ବାରଣ କରାଯାଇଛି, ତା’ର ଏକ ତାଲିକା କେନ୍ଦ୍ର ସରକାର…

ଆସାମକୁ ୫୦ହଜାର ପିପିଇ କିଟ୍‌ ପଠାଇଲା ଚାଇନା

ଗୁଆହାଟୀ,୧୬।୪(ପି.ଟି.): କରୋନା ଭାଇରସ୍‌ର ଉତ୍ପତ୍ତିସ୍ଥଳ ଚାଇନାରୁ ଆସାମକୁ ଆସିଛି ୫୦ହଜାର ବ୍ୟକ୍ତିଗତ ସୁରକ୍ଷା ଉପକରଣ(ପିପିଇ) କିଟ୍‌। କୋଭିଡ-୧୯ ବିରୋଧରେ ଲଢ଼େଇ ଜାରି ରଖିଥିବା ଆଗଧାଡ଼ିର ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ଉତ୍ତରପୂର୍ବାଞ୍ଚଳର ଏହି ରାଜ୍ୟ ପ୍ରଥମ ଥର ପାଇଁ ପିପିଇ କିଟ୍‌ ଆମଦାନୀ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?