ଆର୍ଥିକ ସହୟତା ଦାବି କଲା ଡ୍ରାଇଭର ସଂଘ
ଲୋଇସିଂହା,୧୫।୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଶାଖା ଡ୍ରାଇଭର ସଂଘ କର୍ମକର୍ତ୍ତାମାନେ ବୁଧବାର ସଭାପତି କାନ୍ତ ମହାକୁର, ସମ୍ପାଦକ କୈଳାସ ସାହୁଙ୍କ ନେତୃତ୍ୱରେ ଲୋଇସିଂହା ତହସିଲଦାର ଓ ବିଡିଓଙ୍କୁ ଭେଟି ସେମାନଙ୍କ ସମସ୍ୟା ବିଷୟରେ ଜଣାଇଥିଲେ। ଲକଡାଉନ ଯୋଗୁ ସେମାନଙ୍କ ପେସା ବନ୍ଦ…
ଲକ୍ଡାଉନ ଉଲଂଘନ, ୫୧ ଗାଡି ଜବତ
ବୌଦ୍ଧ, ୧୫ା୪(ସ୍ବ.ପ୍ର): ଲକଡାଉନ ନିୟମ ଅମାନିଆ ବାଇକ ଚାଳକଙ୍କୁ ସାବାଡ କରିବାକୁ ବୌଦ୍ଧ ପୋଲିସ ପକ୍ଷରୁ ଉଦ୍ୟମ ହୋଇଛି। ବୁଧବାର ପୋଲିସ ପକ୍ଷରୁ ବିଭିନ୍ନ ଛକରେ ଗାଡିମୋଟର ଯାଞ୍ଚ କରାଯିବା ସହିତ ୫୧ ଗୋଟି ବାଇକ୍ ଜବତ କରାଯାଇଛି। ଜବତ ଗାଡିଗୁଡିକୁ…
ରକ୍ତଭଣ୍ଡାରରେ ରକ୍ତ ଅଭାବ: ସ୍ବେଚ୍ଛାସେବୀ କଲେ ରକ୍ତଦାନ
ଲୋଇସିଂହା,୧୫।୪(ଡି.ଏନ.ଏ.): ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଓ ଲୋଇସିଂହା ବିଜୁ ଯୁବ ବାହିନୀର ମିଳିତ ଆନୁକୂଲ୍ୟରେ ବଲାଙ୍ଗୀର ଜିଲା ଲୋଇସିଂହାଠାରେ ସମାଜିକ ଦୂରତା ରକ୍ଷା କରି ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ବୁଧବାର ଅନୁଷ୍ଠିତ ହୋଇଯାଇଛି। ଢୋଲମହୁଲଠାରେ ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନରେ…
ରିଜର୍ଭ ପୋଲିସ ପକ୍ଷରୁ ରନ୍ଧାଖାଦ୍ୟ ବଣ୍ଟନ
ବଲାଙ୍ଗୀର ଅଫିସ, ୧୫ା୪: ବଲାଙ୍ଗୀର ରିଜର୍ଭ ପୋଲିସ କନ୍ଷ୍ଟେବଲମାନେ କରୋନା ଲକ୍ଡାଉନ୍ ସମୟରେ ଗରିବ ଲୋକଙ୍କୁ ସହାୟତା ଯୋଗାଇବାକୁ ଆଗେଇ ଆସିଛନ୍ତି ା ରିଜର୍ଭ ପୋଲିସ କର୍ମଚାରୀମାନେ ବ୍ୟକ୍ତିଗତ ଅର୍ଥ ସଂଗ୍ରହ କରି ସମାଜର ନିହାତି ଗରିବ ଲୋକଙ୍କୁ ରନ୍ଧା ଖାଦ୍ୟ…
ହାତ ବାନ୍ଧି ବସିଛନ୍ତି ଘରୋଇ ଗାଡି ଚାଳକ
ଖପ୍ରାଖୋଲ, ୧୫ା୪(ଡି.ଏନ.ଏ.): ଲକ୍ଡାଉନ ବେଳେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଘରୋଇ ଗାଡି ଚାଳକମାନେ ହାତ ବାନ୍ଧି ବସଛନ୍ତି। ଏଥିଯୋଗୁ ସେମାନଙ୍କ ପରିବାର ହାହୁତାଶ ମଧ୍ୟରେ ଜୀବନ ବିତାଉଛନ୍ତି। ସମାଜର ବିଭିନ୍ନ ଦୁର୍ବଳ ବର୍ଗକୁ ସରକାର ସହାୟତା ଦେବା ପାଇଁ ଘୋଷଣା…
ବିଦେଶୀ କନ୍ୟା ଓ ଦେଶୀ ବର ପାଇଁ ରାତିରେ ଖୋଲିଲା କୋର୍ଟ
ରୋହତକ,୧୫ା୪: ଦେଶରେ ଲକ୍ଡାଉନ୍ ଯୋଗୁ ଯେପରି ସବୁ କିଛି ଥମିଯାଇଛି। ଏଥିରୁ ବିବାହ ମଧ୍ୟ ବାଦ୍ ପଡ଼ିନାହିଁ। ପୂର୍ବରୁ ଠିକ୍ ହୋଇ ସାରିଥିବା ବିବାହ ତାରିଖକୁ ଲକ୍ଡାଉନ୍ ଯୋଗୁ ପ୍ରାୟ ସବୁ ଲୋକ ଆଗକୁ ଘୁଞ୍ଚାଇ ଦେଉଥିବା ବେଳେ ଆଉ କେତେକ…
କରୋନା ଯାଞ୍ଚ ପାଇଁ ଯାଇଥିବା ଡାକ୍ତର, ପୋଲିସ ଉପରେ ପଥରମାଡ଼
ମୁରାଦାବାଦ,୧୫ା୪: ଉତ୍ତରପ୍ରଦେଶର ମୁରାଦାବାଦ ଜିଲାରେ ଡାକ୍ତରୀ ଦଳର ଏକ୍ ଟିମ୍କୁ ଆକ୍ରମଣ ହୋଇଥିବା ଖବର ସାମ୍ନାକୁ ଆସିଛି। ବୁଧବାର ମୁରାଦାବାଦର ନାଗଫଣୀ ଥାନା ଅନ୍ତର୍ଗତ ହାଜି ନେକ ମସ୍ଜିଦ୍ ନିକଟସ୍ଥ ଅଞ୍ଚଳକୁ କରୋନା ଯାଞ୍ଚ ପାଇଁ ଯାଇଥିବା ଏକ ଡାକ୍ତରୀ ଦଳ…
ଭାରତରେ ୧୧ହଜାରରୁ ଊର୍ଦ୍ଧ୍ୱ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧୫।୪: ଦେଶରେ ଲକ୍ଡାଉନ୍ର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ଦିନରେ କରୋନା ଭାଇରସ୍ ସଂକ୍ରମିତଙ୍କ ସଂଖ୍ୟା ୧୧ହଜାରରୁ ଉର୍ଦ୍ଧ୍ୱ ଟପିଛି। ଭାରତରେ ଏପର୍ଯ୍ୟନ୍ତ କରୋନାରେ ସଂକ୍ରମିତ ହୋଇ ୩୭୭ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩୦୦ରୁ ଊର୍ଦ୍ଧ୍ୱ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ଲକ୍ଷ୍ନୌରେ କରୋନା ଜନିତ ପ୍ରଥମ ମୃତ୍ୟୁ
ଲକ୍ଷ୍ନୌ,୧୫।୪: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ କରୋନା ଜନିତ ପ୍ରଥମ ମୃତ୍ୟୁ ଘଟିଛି। ନଜିରାବାଦରେ ରହୁଥିବା ୬୪ ବର୍ଷୀୟ ବୃଦ୍ଧଙ୍କ ବୁଧବାର ଦ୍ୱିପ୍ରହରରେ କରୋନା ଭାଇରସ୍ରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ବୃଦ୍ଧ ଜଣଙ୍କ ପୂର୍ବରୁ ଅନେକ ରୋଗରେ ପୀଡ଼ିତ ଥିବା ବେଳେ ସ୍ବାସ୍ଥାବସ୍ଥା…
କରୋନାକୁ ନେଇ ଲୋକଙ୍କ ମନରେ ଭ୍ରାନ୍ତ ଧାରଣା: ବାଗ୍ଚୀ ଦେଲେ ୧୨ଟି ତଥ୍ୟ, ଧ୍ୟାନ ନ ଦେବାକୁ ପରାମର୍ଶ
ଭୁବନେଶ୍ୱର, ୧୫।୪(ବ୍ୟୁରୋ): କରୋନାକୁ ନେଇ ଲୋକମାନଙ୍କ ମନରେ ଅନେକ ଭ୍ରାନ୍ତ ଧାରଣା ରହିଛି। ବିଶେଷକରି ୧୨ଟି କୋଭିଡ ସମ୍ପନ୍ଧୀୟ ଭ୍ରାନ୍ତ ଧାରଣା ରହିଥିବା ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ କରୋନା ମୁକାବିଲା କମିଟି ମୁଖ୍ୟ ମୁଖପାତ୍ର ସୁବ୍ରତୋ…
କୋଭିଡ୍- ୧୯ ସବୁ ବିଶ୍ୱକପ୍ଠାରୁ ବଡ଼: ଶାସ୍ତ୍ରୀ
ନୂଆଦିଲ୍ଲୀ,୧୫।୪(ପି.ଟି.): ଭାରତୀୟ କ୍ରିକେଟ କୋଚ୍ ରବି ଶାସ୍ତ୍ରୀ କୋଭିଡ୍-୧୯ ବିରୋଧରେ ଚାଲିଥିବା ଲଢେଇକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି। ଦେଶରେ ଚାଲିଥିବା ଏହି ଲଢେଇ ସବୁ ବିଶ୍ୱକପ୍ଠାରୁ ବଡ଼ ବୋଲି ଶାସ୍ତ୍ରୀ ତାଙ୍କ ଟୁଇଟର ଆକାଉଣ୍ଟରେ ଭିଡିଓ ପୋଷ୍ଟ କରି ଜଣାଇଛନ୍ତି।…
କୋଭିଡ୍-୧୯ ସତ୍ତ୍ୱେ ଏସିଆନ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ ହେବ
କୁଆଲାଲମ୍ପୁର,୧୫।୪ (ଏଏଫ୍ପି): କୋଭିଡ୍-୧୯ ସଂକ୍ରମଣ ସତ୍ତ୍ୱେ ଏସିଆରେ ସବୁ ଆଗଧାଡିର ଫୁଟବଲ ଟୁର୍ନାମେଣ୍ଟଗୁଡିକ ଆୟୋଜନ ଚାଲୁ ରହିବ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଆବଶ୍ୟକ ପଡିଲେ ଟୁର୍ନାମେଣ୍ଟର ମ୍ୟାଚ୍ଗୁଡିକ ରୁଦ୍ଧଦ୍ୱାରରେ ଆୟୋଜନ ହେବାରେ କୌଣସି ଅସୁବିଧା ନାହିଁ ବୋଲି…
Archives


