କରୋନା ଭାଇରସ୍‌

ବିଜେପୁରରେ ୨୬୮ଜଣ କ୍ବାରାଣ୍ଟାଇନରେ: ୧୨ ସାମ୍ପୁଲ ନେଗେଟିଭ

ବିଜେପୁର, ୧୫।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ନେଇ ଲୋକଙ୍କ ମନରେ ଭୟ ଯେତିକି ସଚେତନତା ମଧ୍ୟ ସେତିକି। ଅଳ୍ପ କିଛି ଅମାନିଆଙ୍କୁ ଛାଡିନେଲେ ସମସ୍ତେ ପ୍ରଶାସନକୁ ସହଯୋଗ କରୁଥିବା ପରିଲକ୍ଷିତ ହେଉଛି। ବାହାରୁ ଆସିଥିବା ଲୋକ ନିଜ ଘରେ ଏକାକୀ ଜୀବନ ଅତିବାହିତ…

ସାମାଜିକ ଦୂରତ୍ୱକୁ ଫୁ : ବ୍ୟାଙ୍କ ସମ୍ମୁଖରେ ଅସମ୍ଭାଳ ଭିଡ଼

ବିଜେପୁର, ୧୫।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତ୍ୱକୁ ସରକାର ବେଶ୍‌ ପ୍ରଧାନ୍ୟ ଦେଉଛନ୍ତି। ଲୋକଙ୍କୁ ବିଭିନ୍ନ ମାଧ୍ୟମରେ ସଚେତନ କରୁଛନ୍ତି। ମାତ୍ର ଲୋକଙ୍କ ମାନସିକତାରେ ପରିବର୍ତ୍ତନ ହେଉ ନ ଥିବାରୁ ବିଭିନ୍ନ ସ୍ଥାନରେ ଗହଳି ପରିଲକ୍ଷିତ ହେଉଛି। ବରଗଡ଼…

ଯାଜପୁରରେ କେବଳ ରବିବାର ଖୋଲା ରହିବ ପାଠ୍ୟ ପୁସ୍ତକ, ଗ୍ୟାରେଜ, ବିଦ୍ୟୁତ୍‌ ଉପକରଣ ଦୋକାନ

ଯାଜପୁର ଅଫିସ,୧୫।୪: ଯାଜପୁର ଜିଲାର ପାଠ୍ୟ ପୁସ୍ତକ ଦୋକାନ, ଗ୍ୟାରେଜ, ବିଦ୍ୟୁତ୍‌ ଉପକରଣ ଆଦି ଦୋକାନ ଦୈନିକ ପରିବର୍ତ୍ତେ କେବଳ ରବିବାର ଦିନ ଖୋଲା ରହିବ। ସକାଳ ୬ ଟାରୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଏହା ଖୋଲା ରହିବ ବୋଲି ଜିଲାପାଲ…

ଅସହାୟ ଲୋକଙ୍କୁ ଶୁଖିଲା ଖାଦ୍ୟ, ମାସ୍କ ବଣ୍ଟନ

ବନ୍ତ,୧୫ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ପ୍ରତିହତ ଲାଗି ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଫଳରେ ଅସହାୟ ଲୋକମାନେ ଖାଇବା ପାଇଁ ବହୁତ ହଇରାଣ ହରକତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଘରପଦା, ଦୋଳପଦୀ…

ସାବଧାନ କରୋନା ସୁପର ସ୍ପ୍ରେଡର ହୋଇପାରନ୍ତି ଷ୍ଟେରୋଏଡ୍‌ ନେଇଥିବା ବ୍ୟକ୍ତି !

ନୂଆଦିଲ୍ଲୀ,୧୫।୪: କରୋନା ସଂକ୍ରମଣ ନେଇ ବେଳେବେଳେ କୌଣସି ଲକ୍ଷଣ ପ୍ରକାଶ ପାଇ ନ ଥାଏ। ସମ୍ପୃକ୍ତ ବ୍ୟକ୍ତିଙ୍କ ନମୁନା ପରୀକ୍ଷା ନେଗେଟିଭ୍‌ ଆସିଥାଏ। ମାତ୍ର ତାଙ୍କ ଶରୀରରେ କରୋନା ଭୂତାଣୁ ରହିଥାଏ। ସେ ଅଜାଣତରେ ସୁପର ସ୍ପ୍ରେଡର ପାଲଟି ଯାଇଥାନ୍ତି। ଷ୍ଟେରୋଏଡ୍‌…

ରକ୍ତଭଣ୍ଡାରରେ ରକ୍ତର ଅଭାବ: ଭରଣା ଉଦ୍ଦେଶ୍ୟରେ ରକ୍ତଦାନ କାର୍ଯ୍ୟକ୍ରମ

ରକ୍ତଭଣ୍ଡାରରେ ରକ୍ତର ଅଭାବ: ଭରଣା ଉଦ୍ଦେଶ୍ୟରେ ରକ୍ତଦାନ କାର୍ଯ୍ୟକ୍ରମ ପାଟଣା,୧୫ା୪(ସ୍ବ.ପ୍ର.): କରୋନା ସଂକ୍ରମଣ ପାଇଁ ଏବେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ କେନ୍ଦୁଝର ଜିଲା ରକ୍ତଭଣ୍ଡାରରେ ଏବେ ରକ୍ତର ଘୋର ଅଭାବ ପରିଲକ୍ଷିତ ହୋଇଛି। ଏହାକୁ ଭରଣା କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

କରୋନା ସହାୟତା: ଡାବୁଗାଁ ଆଞ୍ଚଳିକ ବ୍ୟବସାୟୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୩୧ ହଜାର ପ୍ରଦାନ

ଡାବୁଗାଁ, ୧୫।୪ (ଡି.ଏନ୍‌.ଏ.): କରୋନା ଭୂତାଣୁ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବିଭିନ୍ନ ମହଲରୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ଏହି କ୍ରମରେ ବୁଧବାର ନବରଙ୍ଗପୁର ଜିଲା ଡାବୁଗାଁ ଆଞ୍ଚଳିକ ବ୍ୟବସାୟୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା…

କରୋନା ସାଜିଛି କଣ୍ଟା: ଧୁରଦାରେ ଅଟକି ରହିଛନ୍ତି ବାହାର ରାଜ୍ୟ ଶ୍ରମିକ

ରାଇସୁଆଁ,୧୫ା୪(ଡି.ଏନ୍‌.ଏ.) : ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧିପାଉଛି। ଏହାକୁ ନେଇ ବହୁ ଦେଶରେ ଲକ୍‌ଡାଉନ୍‌ ଭଳି ନିୟମ ଲାଗୁ ହୋଇଥିବା ବେଳେ ଆମ ଦେଶରେ ମଧ୍ୟ କରୋନା ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ୍‌ ନିୟମ ଜାରି କରାଯାଇଛି।…

ଦେଶର ୪ ରାଜ୍ୟର ବାଦୁଡ଼ିଙ୍କଠାରେ କରୋନା ଭୂତାଣୁ !

ନୂଆଦିଲ୍ଲୀ,୧୫।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଦେଶର ୫ଟି ରାଜ୍ୟରେ ବାଦୁଡ଼ିଙ୍କଠାରେ କରୋନା ଭୂତାଣୁ ଥିବା ଭାରତୀୟ ଗବେଷକ ସୂଚନା ଦେଇଛନ୍ତି। ଦେଶରେ ଥିବା ଦୁଇ ପ୍ରଜାତିର ବାଦୁଡ଼ି ମଧ୍ୟରୁ ୫୮୬ ବାଦୁଡ଼ିଙ୍କର ନମୁନା ସଂଗ୍ରହ…

ସାମାଜିକ ଦୂରତ୍ୱ ରକ୍ଷା କରୁନାହାନ୍ତି ଲୋକେ: ବ୍ୟାଙ୍କ ସମ୍ମୁଖରେ ଭିଡ଼

ବରଗଡ଼ ଅଫିସ,୧୫ା୪: ମହାମାରୀ କରୋନା ଭୂତାଣୁ ପ୍ରତିହତ ପାଇଁ ସରକାର ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ଲକ୍‌ଡାଉନ୍‌ କଟକଣା ଲାଗୁ କରାଯାଇଛି। ମାତ୍ର ବାରମ୍ବାର ସଚେତନ କରିବା ସତ୍ତ୍ବେ ଲୋକେ ସେଥିପ୍ରତି ସଚେତନ ନ ଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ…

ଟଙ୍କା ଉଠାଇବା ପୂର୍ବରୁ ହାତକୁ ସାନଟାଇଜ କର: ବ୍ୟାଙ୍କ କର୍ତ୍ତୃପକ୍ଷ

ଶେରଗଡ଼, ୧୫।୪(ଡି.ଏନ୍‌.ଏ.): କରୋନା ଚିନ୍ତା ସମସ୍ତଙ୍କୁ ଘାରିଛି। ସରକାର ଦିନକୁ ଦିନ ନିୟମ କଡ଼ାକଡ଼ି କରୁଛନ୍ତି। ଏ ଦିଗରେ ବ୍ୟାଙ୍କ କର୍ତ୍ତୃପକ୍ଷ ମଧ୍ୟ ନିୟମ କଡ଼ାକଡ଼ି କରିଛନ୍ତି। ଟଙ୍କା ଉଠାଇବା ପାଇଁ ବ୍ୟାଙ୍କରେ ଗ୍ରାହକଙ୍କ ଲମ୍ବା ଲାଇନ ଲାଗୁଛି। ତେବେ ହାତକୁ…

ସରକାରୀ କଟକଣାର ଖୋଲା ଉଲ୍ଲଂଘନ: ବଜାରରେ ଅସମ୍ଭବ ଭିଡ଼

ସୁନ୍ଦରଗଡ଼/ସବ୍‌ଡେଗା,୧୫ା୪(ଡି.ଏନ୍‌.ଏ.) : କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ ଥିବା ସରକାରୀ କଟକଣାର କଡ଼ାକଡ଼ି ଭାବେ ପାଳନ ପାଇଁ ନିର୍ଦ୍ଦେଶ ରହିଛି। ହେଲେ ସୁନ୍ଦରଗଡ଼ ଜିଲା ସବ୍‌ଡେଗା ବଜାରରେ ଏଥିରେ ବ୍ୟତିକ୍ରମ ନେଇ ସାଧାରଣରେ ଉଦ୍‌ବେଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?