କରୋନା ଭାଇରସ୍‌

ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୫୦୦ ଟଙ୍କା ଜରିମାନା

ଛତ୍ରପୁର, ୧୫।୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଉକ୍ତ ବ୍ୟକ୍ତିଙ୍କ ଠାରୁ ୫୦୦ ଟଙ୍କା ଜରିମାନା ଆଦାୟ କରାଯିବ। ଏ ସମ୍ପର୍କରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶନାମା ଜାରି କରିଛନ୍ତି। କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହତ…

ଭୂତାଣୁ ସଂକ୍ରମଣ ପରେ ଶରୀରର ରୋଗ ପ୍ରତିରୋଧକ ଶକ୍ତି ହୁଏ ବୃଦ୍ଧି: କରୋନା କ୍ଷେତ୍ରରେ ବି ଏହା ସମ୍ଭବ !

ଓ୍ବାଶିଂଟନ,୧୫।୪: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ମାନବ ସମାଜରୁ ଏହି ମହାମାରୀକୁ ଦୂରେଇବା ପାଇଁ ନାନା ପ୍ରକାର ଗବେଷଣା ଜାରି ରହିଛି। ଏହି ମର୍ମରେ ହୋଇଥିବା ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି ଯେ, ସାଧାରଣତଃ ଭୂତାଣୁ ସଂକ୍ରମଣ ପରେ…

୩ ପଞ୍ଚାୟତକୁ ସାନିଟାଇଜ୍‌ କଲା ଆଇଆର୍‌ଇ

ଛତ୍ରପୁର,୧୫ା୪(ଡି.ଏନ୍‌.ଏ.): ଭାରତୀୟ ବିରଳ ମୃତ୍ତିକା (ଆଇଆର୍‌ଇ) ପ୍ଲାଣ୍ଟ ପକ୍ଷରୁ ନିକଟବର୍ତ୍ତୀ କଣମଣା, ଆର୍ଜିପଲ୍ଲୀ ଓ କାଳୀପାଲି ପଞ୍ଚାୟତକୁ ସାନିଟାଇଜ୍‌ କରାଯାଇଛି। ପ୍ଲାଣ୍ଟର ସିଜିଏମ ଏ. ଜେ. ଜନର୍ଥନନ୍‌ଙ୍କ ନିର୍ଦ୍ଦେଶକ୍ରମେ ଆଇଆର୍‌ଇର ଫାୟାର ବ୍ରିଗେଡ୍‌ ଟିମ୍‌ ଉକ୍ତ ୩ ପଞ୍ଚାୟତକୁ ସାନିଟାଇଜ୍‌ କରିଥିଲେ।…

ଆମେରିକାରୁ ଆସିଲା ଖୁସି ଖବର: କରୋନା ସଂକ୍ରମଣରେ ଫୁସ୍‌ଫୁସ୍‌କୁ ସୁରକ୍ଷିତ ରଖିବ ‘ଇଆଇଡିଡି-୨୮୦୧’ ଟ୍ୟାବଲେଟ୍‌ !

ନ୍ୟୁୟର୍କ,୧୫।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ପୃଥିବୀର ବିଭିନ୍ନ ଦେଶରେ ବୈଜ୍ଞାନିକମାନେ ଔଷଧ ପ୍ରସ୍ତୁତିରେ ଲାଗି ରହିଛନ୍ତି। ଦିନରାତି ଏନେଇ ଉଦ୍ୟମ ଅବ୍ୟାହତ ରହିଛି। ତେବେ ଆମେରିକାରୁ ଖୁସି ଖବର ମିଳିଛି। ଆମେରିକା ନ୍ୟୁୟର୍କରେ ବୈଜ୍ଞାନିକମାନେ ‘ଇଆଇଡିଡି-୨୮୦୧’ ଟ୍ୟାବଲେଟ୍‌ ପ୍ରସ୍ତୁତ କରିଛନ୍ତି।…

କରୋନା ମୁକାବିଲା: କଟକରୁ ୬୭୯ଟି ଗାଡ଼ି ଜବତ, ୯ ମାମଲା ରୁଜୁ

କଟକ ଅଫିସ,୧୫।୪: କରୋନା(କୋଭିଡ-୧୯) ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ନେଇ କେନ୍ଦ୍ରଠାରୁ ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି କ୍ରମରେ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ କଟକଣା ଲାଗୁ କରାଯାଇଥିବା ବେଳେ ଅଧିକାଂଶ…

କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ଭୁବନେଶ୍ୱରକୁ ୩ଟି ଜୋନ୍‌ରେ ଭାଗକରି ୬ ବରିଷ୍ଠ ଆଇଏଏସ୍‌ଙ୍କୁ ଦିଆଗଲା ଦାୟିତ୍ୱ

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ସେଥିରୁ କେବଳ ଭୁବନେଶ୍ୱରରେ ୪୬ଜଣ ଅଛନ୍ତି। ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଅପେକ୍ଷା ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସରକାର ଏକ ନୂଆ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱର ମହାନଗର ନିଗମକୁ ୩ଟି…

ବାରମ୍ବାର ମୁହଁରେ ହାତ ମାରିବା ଅଭ୍ୟାସ: ରହିଛି କରୋନା ସଂକ୍ରମଣ ଆଶଙ୍କା; ଲକ୍ଷେ ୨୫ ହଜାର ଜୀବନ ଯିବାପରେ ବି ଲୋକେ ନୁହଁନ୍ତି ସତର୍କ !

ନୂଆଦିଲ୍ଲୀ/ନ୍ୟୁୟର୍କ,୧୫।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ଉଦ୍ୟମ ଜାରି ରହିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ବାରମ୍ବାର ମୁହଁରେ ହାତ ନ ମାରିବାକୁ ଲୋକଙ୍କୁ…

ମାସ୍କ୍‌ ପିନ୍ଧିବା ଜରୁରୀ, ବାହାରେ ଛେପ ପକାଇଲେ ଜରିମାନା ସହ ଜେଲଦଣ୍ଡ: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୫।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଏହା ସହିତ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ଲଢ଼େଇ ଲାଗି ମାର୍ଗ ଦର୍ଶିକା ମଧ୍ୟ ପ୍ରକାଶ ପାଇଛି। ଘରୁ ବାହାରକୁ ବାହାରିଲେ ମାସ୍କ୍‌ ପିନ୍ଧିବା ଜରୁରୀ…

ଚିଲିକାରେ ସୃଷ୍ଟି ହୋଇପାରେ ୩ୟ ମୁହାଣ

କୃଷ୍ଣପ୍ରସାଦ, ୧୫ା୪ (ଡି.ଏନ.ଏ.): ମହାମାରୀ କରୋନା ଭୟ ଲାଗି ରହିଥିବାବେଳେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାଜହଂସଠାରେ ବଙ୍ଗୋପସାଗର କୂଳ ଲଘିଂବାରେ ଲାଗିଛି। ସମୁଦ୍ର ଓ ଚିଲିକା ମଝିରେ ବାଡ ଭଳି ଥିବା ୭ଶହ ମିଟର ବାଲିବନ୍ଧ ଜୁଆର ମାଡରେ ଖାଇ…

ପୁରୀ: କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର

ପୁରୀ ଅଫିସ,୧୫ା୪: କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ମଙ୍ଗଳବାରଠାରୁ ପୁରୀରେ ୧୦୦ଶଯ୍ୟା ବିଶିଷ୍ଟ କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି। ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟରେ ୬୦ ଶଯ୍ୟା ଓ ସଂକ୍ରାମକ ରୋଗ ଚିକିତ୍ସାଳୟ (ଆଇଡିଏଚ୍‌)ରେ ୪୦ ଶଯ୍ୟା ପ୍ରସ୍ତୁତ କରାଯାଇଛି । ଜିଲାପାଳ…

୧୧ କୋଟି ୭୦ ଲକ୍ଷ ଶିଶୁଙ୍କୁ ମିଳିମିଳା ହେବା ଆଶଙ୍କା: ଜାତିସଂଘ

ଜେନେଭା,୧୫।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଜାତିସଂଘ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ ଦିଆଯାଇଛି। ଜାତିସଂଘ ପକ୍ଷରୁ ସୂଚନା ଦିଆଯାଇଛି ଯେ, ପୃଥିବୀର…

ସ୍ବର୍ଗଦ୍ୱାର ବିଶୋଧନ ପ୍ରତି ନଜର ନାହିଁ

ପୁରୀ ଅଫିସ,୧୫ା୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାମାଜିକ ଦୂରତା ଓ ବିଶୋଧିକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ପୁରୀ ଜିଲାର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ର, ମନ୍ଦିର, ରାସ୍ତା ଏବଂ ଅନ୍ୟାନ୍ୟ ଅଞ୍ଚଳକୁ ବିଶୋଧନ କରାଯାଉଛି। କିନ୍ତୁ ଏପର୍ଯ୍ୟନ୍ତ ସବୁଠୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?