ଏସ୍ସିବିରେ ଖୋଲିବ କରୋନା ସୂଚନା, ତାଲିମ କେନ୍ଦ୍ର
କଟକ ଅଫିସ୍,୧୫ା୪: କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ସ୍ବତନ୍ତ୍ର ଭାବେ କରୋନା ସମ୍ପର୍କରେ ତାଲିମ୍ ଏବଂ ସୂଚନା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି । ଏହାର ରାଜ୍ୟରେ ପ୍ର୍ରଥମ ବୋଲି କୁହାଯାଉଛି। ମଇକ୍ରୋବାୟୋଲୋଜି ବିଭାଗ…
କଣ୍ଟେନ୍ମେଣ୍ଟ ଜୋନ୍ରେ ଖଟି ଠାବ କରିବ ଡ୍ରୋନ୍
ଭୁବନେଶ୍ୱର,୧୫ା୪ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ସେଥିରୁ ରାଜଧାନୀରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ। ଏହାକୁ ଦୃଷ୍ଟିରେ ରଖି ବିଏମ୍ସି ରାଜଧାନୀର ୩ଟି ଅଞ୍ଚଳ ଯଥା ସତ୍ୟନଗର,ବମିଖାଲ ଓ ସୂର୍ଯ୍ୟନଗରକୁ କଣ୍ଟେନ୍ମେଣ୍ଟ ଜୋନ୍ ଭାବେ ଘୋଷଣା କରିଛି। ଉକ୍ତ…
ଚିତ୍ର, ସ୍ଥାପତ୍ୟ କରୁଛି ସଚେତନ
ଭୁବନେଶ୍ୱର, ୧୫ା୪(ବ୍ୟୁରୋ): ଘରୁ ବାହାରକୁ ବାହାରିଲେ ବିପଦ। ‘ଘରେ ରୁହ… ସୁରକ୍ଷିତ ରୁହ’ର ବାର୍ତ୍ତା ଦେଇ ସଚେତନ କରୁଛି ଚିତ୍ର ଓ ସ୍ଥାପତ୍ୟ। ରାଜ୍ୟର ସର୍ବାଧିକ କରୋନା ଆକ୍ରାନ୍ତ ଭୁବନେଶ୍ୱରରୁ ଚିହ୍ନଟ ହୋଇଥିବାରୁ ସହରବାସୀଙ୍କୁ ଏନେଇ ସଚେତନ କରିବାକୁ ଏଭଳି ଅଭିନବ…
ସରକାରଙ୍କ ତଥ୍ୟ ଭେଳିକି, ଭୟରେ ଜନତା
ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ ପ୍ରତିଦିନ ସରକାରଙ୍କ ପକ୍ଷରୁ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଉଛି। ଏପରିକି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଏବଂ ଓ୍ବେବ୍ସାଇଟ ଯୋଗେ ମଧ୍ୟ…
ସ୍ବତନ୍ତ୍ର ପ୍ୟାକେଜ ଘୋଷଣାକୁ ଉଦ୍ୟୋଗ ସଂଘର ଦାବି
ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଲକ୍ଡାଉନ ଯୋଗୁ ରାଜ୍ୟରେ ଥିବା ୨ ଲକ୍ଷରୁ ଊର୍ଦ୍ଧ୍ୱ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ)ଗୁଡିକ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏସବୁ ଠିକ୍ ସ୍ଥିତିକୁ ଆସିବାକୁ ୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ଲାଗିବ। ଏଭଳି ଘଡିସନ୍ଧି ମୁହୂର୍ତ୍ତରେ…
ପର୍ଯ୍ୟଟନ, ହୋଟେଲ ଶିଳ୍ପକୁ ବଡ଼ ଝଟକା
ଭୁବନେଶ୍ୱର, ୧୫ା୪(ବ୍ୟୁରୋ): କରୋନା ଯୋଗୁ ବିପୁଳ କ୍ଷତି ସହିଥିବା ରାଜ୍ୟର ହୋଟେଲ ଏବଂ ଟ୍ରାଭେଲ ଟ୍ରେଡ୍ ଇଣ୍ଡଷ୍ଟ୍ରି ଆଗାମୀ ଦିନରେ ଆହୁରି କ୍ଷତିଗସ୍ତ ହେବା ଆଶଙ୍କା କରାଯାଉଛି। ଲକ୍ଡାଉନ୍ ଯୋଗୁ ହୋଟେଲ ଶିଳ୍ପକୁ ବଡ଼ ଝଟ୍କା ଲାଗିଛି। ସେହିପରି ଫନୀ ଯୋଗୁ…
୨୫ ହଜାର ପିପିଇ ଦାନ କଲେ ଶାହରୁଖ
ମୁମ୍ବାଇ,୧୫।୪: କରୋନା ମୁକାବିଲା ପାଇଁ ଅଭିନେତା ଶାହରୁଖ ଖାନ୍ ମହାରାଷ୍ଟ୍ର ମେଡିକାଲ କର୍ମଚାରୀଙ୍କ ଲାଗି ୨୫ ହଜାର ପିପିଇ (ପର୍ସନାଲ ପ୍ରୋଟେକ୍ସିଭ ଇକ୍ୱିପ୍ମେଣ୍ଟ) କିଟ୍ ଦାନ କରିଛନ୍ତି। ଏନେଇ ମହାରାଷ୍ଟ୍ରର ଜନସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ରାଜେଶ୍ ଟୋପେ ସୂଚନା…
ଘରୋଇ ହିଂସା ରୋକିବାକୁ ପଦକ୍ଷେପ
କଟକ ଅଫିସ୍,୧୫ା୪ କରୋନା ମୁକାବିଲା ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ସେ ଲକ୍ଡାଉନ୍ ସମୟରେ ବଢୁଥିବା ଘରୋଇ ହିଂସାକୁ ନେଇ ଚିନ୍ତା ପ୍ରକଟ କରିଥିଲେ । ଘରୋଇ ହିଂସା ରୋକିବା…
ସୁରଟରେ ଦାଦନଙ୍କ ବିକ୍ଷୋଭ
ସୁରଟ,୧୫ା୪: ଲକ୍ଡାଉନ ଯୋଗୁ ଘରକୁ ଫେରି ନ ପାରି ଦାଦନ ଶ୍ରମିକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ବିଭିନ୍ନ ରାଜ୍ୟରେ ସରକାର ଓ ସ୍ବେଚ୍ଛାସେବୀ ସଂଗଠନଗୁଡ଼ିକ ପକ୍ଷରୁ ଖାଦ୍ୟ ଓ ଆଶ୍ରୟ ଦିଆଯାଇଥିଲେ ହେଁ ସନ୍ତୁଷ୍ଟ ନୁହନ୍ତି ଦାଦନ।…
ଲାଭ ଦେବନି ଆର୍ବିଆଇ ଘୋଷଣା
ଭୁବନେଶ୍ୱର, ୧୫।୪(ବ୍ୟୁରୋ): କରୋନା ପ୍ରଭାବରେ ସାରା ଦେଶରେ ଲକ୍ଡାଉନ ଜାରି ରହିଛି। ଫଳରେ ଏବେ ସରକାରୀ, ବେସରକାରୀ କାର୍ଯ୍ୟାଳୟଠାରୁ ଆରମ୍ଭକରି ଛୋଟ, ବଡ଼ ଦୋକାନ ବଜାର ସବୁକିଛି ବନ୍ଦ କରିଦିଆଯାଇଛି। ଲକ୍ଡାଉନ ଘୋଷଣା ପରେ ସ୍ବଳ୍ପ ଆୟକାରୀ ଲୋକମାନେ ନିଜର ବ୍ୟାଙ୍କ…
କ୍ୱାରାଣ୍ଟାଇନ ସେଣ୍ଟରକୁ ନେଇ ସଂଘର୍ଷ
କୋଲକାତା,୧୫ା୪(ପି.ଟି.): କ୍ୱାରାଣ୍ଟାଇନ ସେଣ୍ଟର ସ୍ଥାପନକୁ ବିରୋଧ କରି ମଙ୍ଗଳବାର ପଶ୍ଚିମବଙ୍ଗ ଆସାନସୋଲ ସହରର ଚରୁଲିଆ ଅଞ୍ଚଳରେ ପୋଲିସ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଜଣେ ବରିଷ୍ଠ ଅଧିକାରୀଙ୍କ ସମେତ ୨୦ ପୋଲିସ କର୍ମଚାରୀ ଆହତ ହୋଇଥିବା ଜଣାପଡିଛି।…
ଖବରକାଗଜ ଶିଳ୍ପକୁ ବଞ୍ଚାଅ: କେନ୍ଦ୍ରକୁ ଅନୁରୋଧ କଲା ଆଇଏନ୍ଏସ୍
ନୂଆଦିଲ୍ଲୀ,୧୫ା୪: ଲକ୍ଡାଉନ୍ ହେତୁ ଦେଶରେ ଆର୍ଥିକ ସଙ୍କଟ ଘନେଇବାରେ ଲାଗିଛି। କରୋନା ମାଡ଼ରେ ଖବରକାଗଜ ଶିଳ୍ପ ବହୁଳ ପ୍ରଭାବିତ ହୋଇଛି। ଅଦୃଶ୍ୟ ଭାଇରସ୍ ଖବରକାଗଜକୁ ମିଳୁଥିବା ବିଜ୍ଞାପନ ରାଜସ୍ବକୁ ସମ୍ପୂର୍ଣ୍ଣ ରୂପେ ଖାଇଗଲାଣି। ଏଥିଲାଗି ଏହି ଶିଳ୍ପକୁ ଅଚଳାବସ୍ଥାରୁ ଉଦ୍ଧାର କରିବା…
Archives


