କରୋନା ଭାଇରସ୍‌

କୋଭିଡ୍‌ ନିୟମ ଉଲ୍ଲଂଘନ: ମାସ୍କ ନ ପିନ୍ଧିବାରୁ ୧୩ଜଣଙ୍କଠାରୁ ୨୬୦୦ ଫାଇନ ଆଦାୟ

ଜି. ଉଦୟଗିରି, ୧୪।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ପୋଲିସ ପକ୍ଷରୁ କୋଭିଡ୍‌ ନିୟମ ଉଲ୍ଲଂଘନକାରୀଙ୍କଠାରୁ ଫାଇନ୍‌ ଆଦାୟ କରାଯାଉଛି। ମଙ୍ଗଳବାର ୧୩ ଜଣ ବ୍ୟକ୍ତି ମାସ୍କ ନ ପିନ୍ଧି ବଜାରକୁ ଆସିଥିବା ବେଳେ ସେମାନଙ୍କଠାରୁ ସମୁଦାୟ ୨୬୦୦ ଟଙ୍କା ଫାଇନ ଆଦାୟ…

କରିମଙ୍କ ତୃତୀୟ ରିପୋର୍ଟ କରୋନା ପଜିଟିଭ୍‌: ଚିନ୍ତାରେ ପରିବାରଲୋକେ

ମୁମ୍ବାଇ,୧୪।୪: ସାରା ଦେଶରେ କରୋନା ଭାଇରସ୍‌ କାୟା ବିସ୍ତାର କରିଚାଲିଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସାରା ଦେଶରେ ମେ’ ୩ ଯାଏ ଲକ୍‌ଡାଉନ୍‌…

ବଦଳିଲା ମୋଦିଙ୍କ ସୋସିଆଲ ମିଡିଆ ପ୍ରୋଫାଇଲ ଫଟୋ

ନୂଆଦିଲ୍ଲୀ,୧୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟର ପ୍ରୋଫାଇଲ ଫଟୋକୁ ବଦଳାଇ ଦେଇଥିବା ଦେଖାଯାଇଛି। କରୋନା ସଂକ୍ରମଣ ଯୋଗୁ ଦେଶରେ ଚାଲିଥିବା ୨୧ ଦିନିଆ ଲକ୍‌ଡାଉନ ଅବଧିକୁ ମୋଦି ପୁଣିଥରେ ମେ’୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏଥିପାଇଁ…

ବିବାହର ୧୮ ଦିନ ପରେ ବି ବିଦା ହୋଇପାରୁନି ଝିଅ

ଅଲିଗଡ,୧୪।୪: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିଯୋଗୁ ଲୋକଙ୍କୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି। ଯିଏ ଯେଉଁଠାରେ ରହିଛନ୍ତି ସେଠାରେ ହିଁ ଫସି…

କରୋନା ମୁକାବିଲା: ଘରକୁ ଯାଇ ୩୨.୩୬ ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲାଣି ଗଞ୍ଜାମ ଜିଲା ପ୍ରଶାସନ

ଛତ୍ରପୁର, ୧୪।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଜିଲା ପ୍ରଶାସନ ପକ୍ଷରୁ ଗଠିତ ଟିମ୍‌ ବର୍ତ୍ତମାନ ସୁଦ୍ଧା ଜିଲାର ୭ ଲକ୍ଷ ୬୫ ହଜାର ୮୪୨ ଘରକୁ ଯାଇ…

କରୋନା ସହାୟତା: ମହାବୀର ରେସିଡେନ୍ସି ପରିବାର ପକ୍ଷରୁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ୍‌, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧୧ ହଜାର ଲେଖାଏ ପ୍ରଦାନ

କଣ୍ଟାବାଞ୍ଜି, ୧୪।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ଥିବା ଡୁମେରଚୁଆଁ ରୋଡସ୍ଥିତ ମହାବୀର ରେସିଡେନ୍ସି ପରିବାର ତରଫରୁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ୍‌କୁ ୧୧ ହଜାର ଏବଂ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧୧ ହଜାର ଟଙ୍କା ଲେଖାଏ ଚେକ୍‌ ପ୍ରଦାନ କରାଯାଇଛି। ସ୍ଥାନୀୟ…

ମୋଦିଙ୍କ ସାତମନ୍ତ୍ରର ସପ୍ତପଦୀ: ଉଷୁମ ପାଣି-ହର୍ବାଲ ଚା କାଢ଼ା ପିଇବାକୁ ଦେଲେ ପରାମର୍ଶ

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ସୃଷ୍ଟି ହୋଇଥିବା ପରିସ୍ଥିତିର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହି ଅବସରରେ ସେ ସପ୍ତପଦୀ ସମ୍ପର୍କରେ ସୂଚନା ଦେବା ସହିତ କରୋନା ସହିତ ସଫଳ…

ଲକ୍‌ଡାଉନ: ମେ’ ୩ ପଛରେ କ’ଣ ରହିଛି ଗଣିତ

ନୂଆଦିଲ୍ଲୀ,୧୪।୪: ସାରା ବିଶ୍ୱର ମୁଣ୍ଡ ବିଗାଡିଛି କରୋନା ଭାଇରସ। ସାରା ବିଶ୍ୱରେ ଦିନକୁ ଏହା ହଜାର ହଜାର ସଂଖ୍ୟାରେ ମୁଣ୍ଡ ନେଉଥିବା ବେଳେ ହଜାର ହଜାର ସଂକ୍ରମିତଙ୍କୁ ମଧ୍ୟ ଚିହ୍ନଟ କରାଯାଉଛି। ଭାରତରେ ମଧ୍ୟ ଦିନକୁ ଦିନ କରୋନା ସଂକ୍ରମିତ ଓ…

ଲକ୍‌ଡାଉନ୍‌କୁ ଭୟ ନାହିଁ, ଦେଶରେ ମହଜୁଦ୍‌ ରହିଛି ଖାଦ୍ୟ-ଔଷଧ-ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ: ଅମିତ ଶାହା

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲକ୍‌ଡାଉନ୍‌ ସମୟସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ତେବେ ଏନେଇ…

ଏପ୍ରିଲ ୨୦ ପରେ କୋହଳ ହୋଇପାରେ ଲକ୍‌ଡାଉନ ନିୟମ

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ଲକ୍‌ଡାଉନ ଅବଧି ବୃଦ୍ଧି କରିଛନ୍ତି। ପୂର୍ବରୁ ପାଳନ କରାଯାଇଥିବା ୨୧ ଦିନିଆ ଲକ୍‌ଡାଉନର ସମୟ ମଙ୍ଗଳବାର ଶେଷ ହୋଇଥିବା ବେଳେ ମୋଦି ଏହାକୁ ପୁଣିଥରେ ମେ’୩କୁ ବୃଦ୍ଧି କରିଛନ୍ତି। ଲକ୍‌ଡାଉନ୍‌…

ଲକ୍‌ଡାଉନ୍‌ ସମୟ ସୀମା ବୃଦ୍ଧିକୁ ସମର୍ଥନ କଲା କଂଗ୍ରେସ: କରୋନା ଲଢ଼େଇର ରୋଡ୍‌ମ୍ୟାପ୍‌ ସମ୍ପର୍କରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଅଚଳାବସ୍ଥା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଏଭଳି ନିଷ୍ପତ୍ତିକୁ କଂଗ୍ରେସ ପକ୍ଷରୁ ସମର୍ଥନ କରାଯାଇଛି। ଏହା…

ମେ’ ୩ ପର୍ଯ୍ୟନ୍ତ ଗଡିବନି ଯାତ୍ରୀବାହୀ ଟ୍ରେନ୍‌

ନୂଆଦିଲ୍ଲୀ,୧୪।୪: କରୋନା ଭାଇରସର ସଂକ୍ରମଣକୁ ନେଇ ଦେଶରେ ଚାଲିଥିବା ୨୧ ଦିନିଆ ଲକ୍‌ଡାଉନ ଅବଧି ମଙ୍ଗଳବାର ଶେଷ ହୋଇଛି। ହେଲେ ଏପର୍ଯ୍ୟନ୍ତ ଦେଶରେ କରୋନା ସଂକ୍ରମଣ କମ୍‌ ହୋଇ ନ ଥିବାରୁ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସକାଳ ୧୦ଟାରେ ଦେଶବାସୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?