କରୋନା ଭାଇରସ୍‌

କରୋନା ଲଢ଼େଇରେ ଡ୍ରୋନ୍‌, ରୋବୋ

ନୂଆଦିଲ୍ଲୀ,୧୪ା୪(ପି.ଟି.): କରୋନା ବିରୋଧୀ ଲଢ଼େଇରେ ଶସ୍ତା ପୋର୍ଟେବଲ୍‌ ଭେଣ୍ଟିଲେଟରଠାରୁ ଆରମ୍ଭ କରି ଡ୍ରୋନ୍‌, ରୋବୋ ଏବଂ ସ୍ବତନ୍ତ୍ର ଷ୍ଟେଥୋସ୍କୋପ୍‌ ବ୍ୟବହାର କରାଯାଉଛି। ସାନିଟାଇଜେଶନରେ ଡ୍ରୋନ୍‌କୁ ବ୍ୟବହାର କରାଯାଇଥିବାବେଳେ ଖାଦ୍ୟ ଓ ଔଷଧ ଯୋଗାଣରେ ରୋବୋ ଏବଂ ଦୂରତା ରକ୍ଷା କରି ରୋଗୀଙ୍କୁ…

ଗୋଟିଏ ଦିନରେ ୧, ୪୧.୦୦୦ଜରିମାନା ଆଦାୟ

ଭଦ୍ରକ ଅଫିସ,୧୪।୪: ଜିଲାରେ ଲକ୍‌ଡାଉନ୍‌ ଚାଲିଥିବା ବେଳେ ଆଇନ ଉଲ୍ଲଂଘନକାରୀଙ୍କ ଉପରେ ପୋଲିସ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ସୋମବାର ସକାଳୁ ସନ୍ଧ୍ୟା ଭିତରେ ଜିଲାର ବିଭିନ୍ନ ଥାନା ପୋଲିସ ସମୁଦାୟ ୧,୪୧.୦୦୦ଟଙ୍କା ଜରିମାନା ଆଦାୟ କରିଛି। ମୋଟ ୧୨୦ଟି…

ବିଦେଶରେ ଫସିଛନ୍ତି ୪୦ ହଜାର ଭାରତୀୟ

ଓ୍ବାଶିଂଟନ,୧୪ ।୪: ମହାମାରୀ କରୋନା ବିଶ୍ୱବ୍ୟାପୀ ଅଚଳାବସ୍ଥା ସୃଷ୍ଟି କରିଛି। ଏହି ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବିଶ୍ୱର ବିଭିନ୍ନ ଭାଗରେ ଲକ୍‌ଡାଉନ୍‌ ଜାରି ହୋଇଥିବାରୁ ପ୍ରାୟ ୪୦ ହଜାର ପ୍ରବାସୀ ଭାରତୀୟ ଫସିରହିଛନ୍ତି। ସେମାନେ ନିଜ କର୍ମକ୍ଷେତ୍ରରୁ ଘରକୁ ଫେରିପାରି…

ମେ ୩ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌: ମୋଦି କଲେ ଘୋଷଣା

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ତେଣୁ ସୁରକ୍ଷା ଦୃଷ୍ଟିରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

କରୋନାର ସୁପର ସ୍ପ୍ରେଡର ଆମେରିକା ଔଷଧ କମ୍ପାନୀ

ବୋଷ୍ଟନ,୧୪ା୪: ଆମେରିକାର ପ୍ରମୁଖ ଔଷଧ କମ୍ପାନୀ ‘ବାୟୋଜେନ୍‌’କୁ କରୋନା ଭୂତାଣୁର ସୁପର ସ୍ପ୍ରେଡର (ସର୍ବାଧିକ ସଂକ୍ରମଣ କରାଇଥିବା ସଂସ୍ଥା) ବୋଲି କୁହାଯାଉଛି। ମାର୍ଚ୍ଚ ପ୍ରଥମ ସୋମବାର ପର୍ଯ୍ୟନ୍ତ ଏହି କମ୍ପାନୀରେ ସବୁକିଛି ଠିକ୍‌ଠାକ୍‌ ଥିବା କୁହାଯାଉଥିଲା। ଦୀର୍ଘବର୍ଷ ପରେ କମ୍ପାନୀର ନୂଆ…

ଲକ୍‌ଡାଉନ୍‌ରେ ଦୋକାନ, ଗାଁଠାରୁ ଜରିମାନା ଆଦାୟ

ପଦ୍ମପୁର, ୧୪।୪(ଡି.ଏନ.ଏ.): ଦେଶରେ କରୋନା ମହାମାରୀ ପାଇଁ ଓ ଲକ୍‌ଡାଉନ୍‌ ଜାରି ରହିଛି। ଏଭଳି ସ୍ଥିତିରେ କିଛି ଅସାଧୁ ବ୍ୟବସାୟୀ ଗ୍ରାହକଙ୍କଠାରୁ ଅଧିକ ଦାମ୍‌ରେ ଜିନିଷ ବିକ୍ରି କରୁଥିବାର ଦେଖିବାକୁ ମିଳିଛି। ବାସୁଦେବପୁର ବଜାରରେ ଡାଲି ଓ ତେଲକୁ ନିର୍ଦ୍ଧାରିତ ଦାମ୍‌ଠାରୁ…

ଦେଶରେ କରୋନା ନେଲାଣି ୩୫୮ ମୁଣ୍ଡ

ନୂଆଦିଲ୍ଲୀ,୧୪।୪: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ଭୂତାଣୁ ଗୋଟିକ ପରେ ଗୋଟିଏ ମୁଣ୍ଡ ନେଇ ଲାଗିଛି। ସୋମବାର ଦେଶରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୧୦,୪୫୩ରେ ପହଞ୍ଚିଥିବାବେଳେ ୩୫୮ଜଣଙ୍କ ମୃତ୍ୟୁ ଘଟିଲାଣି। ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ତାଲିକାରେ…

କେବଳ ଗରିବଙ୍କୁ ମିଳିବ ମାଗଣା କୋଭିଡ୍‌ ପରୀକ୍ଷା ସୁବିଧା

ନୂଆଦିଲ୍ଲୀ,୧୪ା୪: କୋଭିଡ୍‌-୧୯ ପରୀକ୍ଷା ଦେୟ ଦେବାକୁ ଯେଉଁମାନେ ଅକ୍ଷମ କେବଳ ସେମାନଙ୍କୁ ଘରୋଇ ଲାବରେଟୋରିଗୁଡ଼ିକ ମାଗଣା ପରୀକ୍ଷା ସୁବିଧା ଯୋଗାଇଦେବାକୁ ସୁପ୍ରିମକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଘରୋଇ ସଂସ୍ଥାରେ କୋଭିଡ୍‌-୧୯ ପରୀକ୍ଷା ପାଇଁ ୪୫୦୦ ଟଙ୍କା ଦେୟ ଦେବାକୁ ପଡୁଛି। ସମସ୍ତଙ୍କୁ…

ସାଇବର ଅପରାଧୀଙ୍କ ଅସ୍ତ୍ର ହୋଇପାରେ ‘ଜୁମ୍‌’ ଆପ୍‌

ନୂଆଦିଲ୍ଲୀ, ୧୪ା୪: କରୋନା ଭାଇରସ୍‌ ଯୋଗୁ ଏବେ ବିଶ୍ୱର ପ୍ରାୟ ସବୁଠି ଲକ୍‌ଡାଉନ ସ୍ଥିତି। ବହୁ କମ୍ପାନୀ ଓ ଘରୋଇ ସଂସ୍ଥା ନିଜର କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ କହିଛନ୍ତି। ଲକ୍‌ଡାଉନ ଯୋଗୁ ଘରୁ ବାହାରି ହେଉ ନ ଥିବାରୁ…

ଗରିବ ଓ ଅସହାୟଙ୍କୁ ଚାଉଳ, ଡାଲି ବାଣ୍ଟିଲେ ବିଧାୟକ

ଭଦ୍ରକ ଅଫିସ,୧୪।୪: କରୋନା ମହାମାରୀ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ରାଜ୍ୟରେ ଏପ୍ରିଲ ୩୦ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିଯୋଗୁଁ ରାଜ୍ୟରେ ଅନେକ ପରିବାର ମୁଠେ ଖାଇବା ପାଇଁ ସଂଗ୍ରାମ କରୁଛନ୍ତି। ଅନ୍ୟପଟେ ରାଜ୍ୟବାସୀ ଯେପରି…

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତାର ହାତ ବଢ଼ାଇଲା ସରପଞ୍ଚ ସଂଘ

ଗୁଡଭେଲା,୧୪।୪(ଡି.ଏନ୍‌.ଏ): ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶ ଲକ୍‌ଡାଉନ୍‌ ଜାରି ରହିଛି। କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଭିନ୍ନ ସଂଗଠନ ଓ ବ୍ୟକ୍ତି ବିଶେଷ ପକ୍ଷରୁ ସହାୟତାର ହାତ ବଢ଼ୁଛି। ଇତିମଧ୍ୟରେ ବଲାଙ୍ଗୀର ଜିଲା…

ରାଜ୍ୟରେ ୫ମାସ ପାଇଁ ଔଷଧ, ଚିକିତ୍ସା ଉପକରଣ ଉପଲବ୍ଧ

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ସମସ୍ତ ପଦକ୍ଷେପ ନେଇଛନ୍ତି। ୯ ମାସ ପାଇଁ ଆବଶ୍ୟକ ଔଷଧ ଓ ଚିକିତ୍ସା ଉପକରଣ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ୫ମାସ ପାଇଁ ଯଥେଷ୍ଟ ପରିମାଣର ଆବଶ୍ୟକ ଔଷଧ ସାମଗ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?