କରୋନା ଭାଇରସ୍‌

ଦୈନିକ ସଂକ୍ରମଣ ତଳମୁହାଁ…

ନୂଆଦିଲ୍ଲୀ, ୩।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୯୬ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୯୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୮୧ ରେ ପହଞ୍ଚିଛି।…

ଚାଇନାରେ କରୋନା ଅଣାୟତ୍ତ, ମାତାପିତାଙ୍କଠାରୁ ପିଲାଙ୍କୁ ଅଲଗା କରୁଛନ୍ତି ସରକାର…

ବେଜିଂ, ୨।୪ : ଚାଇନାକୁ ପୁଣି ୨ ବର୍ଷ ପରେ କରୋନା ଫେରିଛି। ସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ସଂକ୍ରମଣ ବଢୁଥିବାରୁ ସରକାର ଦେଶର ବହୁ ସହରରେ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ପ୍ରଥମ ଥର ପାଇଁ ଚାଇନାର…

ପୁଣି ବଢ଼ିଲା ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୨।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୨୬୦ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ିଛି। ଏହା ୯୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୮୩…

ଓମିକ୍ରନ ସହ ଲଢ଼େଇରେ ବୁଷ୍ଟର ଡୋଜ୍‌ ଜରୁରୀ

ନୂଆଦିଲ୍ଲୀ,୨।୪: କରୋନା ଭାଇରସ୍‌ର ଓମିକ୍ରନ ଭାରିଆଣ୍ଟ ମାମଲାରେ କୋଭିଶିଲ୍ଡ, କୋଭାକ୍ସିନ ଏବଂ ଉଭୟର ମିଶ୍ରଣର ଟିକା ନେଇଥିବା ଲୋକମାନଙ୍କ ମଧ୍ୟରେ ଆଣ୍ଟିବଡି ସ୍ତର ୬ ମାସ ପରେ ହ୍ରାସ ହେବାକୁ ଲାଗୁଛି। ଏନେଇ ପୁଣେ ସ୍ଥିତ ନ୍ୟାସନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଭାଇରୋଲୋଜି(ଏନ୍‌ଆଇଭି)…

ପୁଣି ଚିନ୍ତା ବଢ଼ାଇବ ନୂଆ ଭାରିଆଣ୍ଟ: ଓମିକ୍ରନଠାରୁ ୧୦ଗୁଣା ଅଧିକ ସଂକ୍ରମଣ

ଜେନେଭା,୨।୪: କରୋନା ଭାଇରସ୍‌ର ଏକ ନୂଆ ଭାରିଆଣ୍ଟ ପୁଣି ଥରେ ଚିନ୍ତା ବଢ଼ାଇବାକୁ ଯାଉଛି। କରୋନାର ନୂଆ ମ୍ୟୁଟାଣ୍ଟ ଭାରିଆଣ୍ଟ ଏକ୍ସଇ ଓମିକ୍ରନର ସବ୍‌ଭାରିଆଣ୍ଟ ବିଏ-୨ ଅପେକ୍ଷା ପ୍ରାୟ ୧୦ଗୁଣ ଅଧିକ ସଂକ୍ରାମକ ହୋଇପାରେ। ଶନିବାର ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ଏନେଇ ଚିନ୍ତା…

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୪(ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣ ପିଲା ଅଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୨୪ ଜଣ ଚିହ୍ନଟ ହୋଇଥିବା ବେଳେ ୧୬ ଜଣ ଲୋକାଲ୍‌ କେସ୍‌…

ଜନତାଙ୍କୁ ମାସ୍କ ପିନ୍ଧିବାକୁ ଅପିଲ କଲା ଡିଡିଏମଏ, ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଲାଗିବନି ଜରିମାନା

ନୂଆଦିଲ୍ଲୀ,୨ ।୪: ଏବେ ରାଜଧାନୀ ଦିଲ୍ଲୀରେ ମାସ୍କ ନ ପିନ୍ଧିଲେ ଆଉ ଜରିମାନା ଦେବାକୁ ପଡିବ ନାହିଁ । କରୋନା ସଂକ୍ରମଣ କମ୍ ହେବା ଓ ଟିକାକରଣ ଲକ୍ଷ୍ୟର ନିକଟତର ହୋଇଥିବାରୁ ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(ଡିଡିଏମଏ) ଏହି ନିଷ୍ପତ୍ତି ନେଇଛି…

ଆଜି ରାଜ୍ୟରୁ ୨୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୬୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩ ଜଣ ଚିହ୍ନଟ ହୋଇଥିବା…

ଲକ୍‌ଡାଉନ ଯୋଗୁ ଅଫିସ୍‌ରେ କର୍ମଚାରୀଙ୍କ ବିତୁଛି ରାତି

ବେଜିଂ,୩୧।୩: ଚାଇନାରେ କରୋନା ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଛି। ହଜାର ହଜାର ସଂଖ୍ୟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ କରୋନାଜନିତ ଶତାଧିକଙ୍କ ମୃତ୍ୟୁ ହୋଇଛି। ଇତିମଧ୍ୟରେ ଚାଇନାରେ ଥିବା ବ୍ୟାଙ୍କ ଓ ନିବେଶ ସଂସ୍ଥାଗୁଡ଼ିକ ସେମାନଙ୍କ କର୍ମଚାରୀଙ୍କୁ ଅଫିସ୍‌…

ଏଣିକି ମାସ୍କ ନ ପିନ୍ଧିଲେ ଦେବାକୁ ପଡ଼ିବନି ଜରିମାନା

ନୂଆଦିଲ୍ଲୀ,୩୧।୩: ଦେଶରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ଦିଲ୍ଲୀରେ ମଧ୍ୟ କରୋନା ମାମଲା ପୂର୍ବାପେକ୍ଷା କମ୍‌ ରହିଛି। ଫଳରେ ରାଜ୍ୟସରକାର କରୋନା କଟକଣାକୁ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ଦିଲ୍ଲୀରେ ଆୟୋଜିତ ହୋଇଥିବା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଡିଡିଏମ୍‌ଏ)ର ବୈଠକରେ…

ହଟିଲା କରୋନା କଟକଣା: ଟ୍ରେନ୍‌ରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନୁହେଁ

ମୁମ୍ବାଇ,୩୧।୩: ଦେଶରେ କରୋନା ମାମଲା ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ କରୋନା କଟକଣାକୁ ହଟାଇଦିଆଯାଇଛି। ଇତିମଧ୍ୟରେ ଗୁରୁବାର ମହାରାଷ୍ଟ୍ର ସରକାର କରୋନାକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଲାଗୁ ହୋଇଥିବା ସମସ୍ତ କରୋନା…

ଆଜି ରାଜ୍ୟରୁ ସୁସ୍ଥ ହେଲେ ୪୦ କାରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୪୦ କାରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨ ଲକ୍ଷ ୭୮ ହଜାର ୧୨୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?