କରୋନା ପାଇଁ କମିଲା ବିଏମ୍ସିର ରାଜସ୍ବ
ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ରାଜସ୍ବ ଆଦାୟ ଲକ୍ଷ୍ୟ ଅପେକ୍ଷାକୃତ ହ୍ରାସ ପାଇଛି। ବିଏମ୍ସି ୨୦୧୯-୨୦ ଆର୍ଥିକ ବର୍ଷ ଶେଷ ସୁଦ୍ଧା ୧୫୦ କୋଟିର ରାଜସ୍ବ ଲକ୍ଷ୍ୟ ରଖିଥିଲା। ହେଲେ ରାଜସ୍ବ ୧୦୦ କୋଟି…
ସୁନ୍ଦରପଦା, ଯଦୁପୁରରୁ ହଟିଲା ଆବଦ୍ଧାଞ୍ଚଳ କଟକଣା
ଭୁବନେଶ୍ୱର, ୧୩ା୪(ବ୍ୟୁରୋ): ଭୁବନେଶ୍ୱରର ଦୁଇଟି ଅଞ୍ଚଳ ସୁନ୍ଦପରଦା ଓ ଯଦୁପୁର-ବେଗୁନିଆରୁ କଣ୍ଟେନ୍ମେଣ୍ଟ ଅଞ୍ଚଳ ବା ଆବଦ୍ଧାଞ୍ଚଳ କଟକଣା ହଟଛି। ସମ୍ପୃକ୍ତ ଅଞ୍ଚଳରେ ନିୟୋଜିତ ଡାକ୍ତରୀ ଟିମ୍ଙ୍କ ସର୍ଭେ ଏବଂ ପରୀକ୍ଷା ରିପୋର୍ଟ ଆସିବା ପରେ ଆବଦ୍ଧାଞ୍ଚଳ ନିୟମ ହଟାଯାଇଥିବା ଭୁବନେଶ୍ବର ମହାନଗର…
୨୪ ଘଣ୍ଟାରେ ୭୯୬ ନୂଆ କରୋନା ରୋଗୀ, ୩୫ ମୃତ
ନୂଆଦିଲ୍ଲୀ,୧୩।୪: ଭାରତରେ କରୋନା ଭାଇରସ୍ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ କରୋନା ଭାଇରସ୍ର ୭୯୬ ନୂଆ ମାମଲା ସାମ୍ନାକୁ ଆସିଥିବା ବେଳେ ୩୫ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ୧୪୧ ଜଣ ସୁସ୍ଥ ହୋଇଥିବା ନେଇ…
ଜାଡେଜା ଶ୍ରେଷ୍ଠ ଭାରତୀୟ ଫିଲ୍ଡର: ହଗ୍
ସିଡ୍ନୀ,୧୩।୪: କରୋନା ଭାଇରସର ଆତଙ୍କ ଚାଲୁ ରହିଥିବା ବେଳେ ସାରା ବିଶ୍ୱ ଏବେ ସ୍ଥିର ହୋଇଯାଇଛି। ତେବେ ଅଷ୍ଟ୍ରେଲିଆ ଚାଇନାମ୍ୟାନ ବୋଲର ବ୍ରାଡ ହଗ୍ ସୋସିଆଲ ମିଡିଆରେ ବେଶ୍ ସକ୍ରିୟ ରହୁଛନ୍ତି। କୋଭିଡ୍-୧୯ କାରଣରୁ ବିଶ୍ୱରେ ପ୍ରାୟ ସବୁ କ୍ରୀଡ଼ା ଇଭେଣ୍ଟ…
ଦିନମଜୁରିଆଙ୍କୁ ଖାଦ୍ୟ ଯୋଗାଇଲେ ଫୁଟବଲର ଶୁଭାଶିଷ
କୋଲକାତା,୧୩।୪ (ପି.ଟି.): ଭାରତୀୟ ଫୁଟବଲର ତଥା ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍) ଦଳ ମୁମ୍ବାଇ ସିଟି ଲେଫ୍ଟ ବ୍ୟାକ୍ ଶୁଭାଶିଷ ବୋଷ କୋଭିଡ୍-୧୯ ମହାମାରୀ ମୁକାବିଲାରେ ସାମିଲ ହୋଇଛନ୍ତି। ଦକ୍ଷିଣ ୨୪ ପ୍ରଗଣାସ୍ଥିତ ତାଙ୍କ ଘରୋଇ ସହର ସୁଭାଷଗ୍ରାମ୍ରେ ସେ ଗୃହହୀନ…
ଜଣେ ବ୍ୟକ୍ତିଙ୍କ ପାଇଁ ୧୪ଟି ଗାଁ କ୍ୱାରାଣ୍ଟାଇନ୍ରେ
ବନ୍ଦାଓଁ,୧୩।୪: ଉତ୍ତରପ୍ରଦେଶ ବନ୍ଦାଉଁ ଜିଲାରେ ଜଣେ ବ୍ୟକ୍ତିଙ୍କ ପାଇଁ ୧୪ଟି ଗାଁ ଏବେ କ୍ୱାରାଣ୍ଟାଇନ୍ରେ। ଏଥିସହ ଉକ୍ତ ଗାଁର ସୀମାକୁ ମଧ୍ୟ ସିଲ୍ କରାଦିଆଯାଇଥିବା ଜଣାପଡ଼ିଛି। ସୋମବାର ଏନେଇ ଜିଲା ମାଜିଷ୍ଟ୍ରେଟ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, କରୋନାରେ ସଂକ୍ରମିତ ହୋଇଥିବା ବ୍ୟକ୍ତି…
ଚାଇନାରୁ ଆସିବ କୋଭିଡ-୧୯ କିଟ୍
ନୂଆଦିଲ୍ଲୀ,୧୩।୪: କରୋନା ଭାଇରସ ପ୍ରଥମେ ଚାଇନାରେ ଆରମ୍ଭ ହୋଇଥିବା ବେଳେ ଏବେ ଏହା ସାରା ବିଶ୍ୱରେ କାୟା ବିସ୍ତାର କରି ସାରିଲାଣି। ଏହାକୁ ନେଇ ଭାରତ ଚିନ୍ତାରେ ଥିବା ବେଳେ ଏଠାରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି।…
ତାମିଲନାଡୁରେ ବୃଦ୍ଧି ହେଲା ଲକ୍ଡାଉନ ଅବଧି
ଚେନ୍ନାଇ,୧୩।୪: କରୋନା ସଂକ୍ରମଣ ଏବେବି ବିଭିନ୍ନ ରାଜ୍ୟରେ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଥମେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ଲକ୍ଡାଉନ ଅବଧିକୁ ୩୦ ଏପ୍ରିଲ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ। ଏହାପରେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମଧ୍ୟ…
ଲକ୍ଡାଉନ୍ରେ ଲେଖକ ହେଲେ ମାରିଜନେ
ନୂଆଦିଲ୍ଲୀ,୧୩।୪ (ପି.ଟି.): କୋଭିଡ୍-୧୯ ପାଇଁ ସାରା ଦେଶ ତଥା ବିଶ୍ୱରେ ଲକ୍ଡାଉନ ଜାରି ହୋଇଛି। ଏହି ସମୟରେ ଭାରତୀୟ ମହିଳା ହକି ଦଳର କୋଚ ଜୋଏର୍ଡ ମାରିଜନେ ନିଜ ପରିବାରଠାରୁ ହଜାର ହଜାର କିଲୋମିଟର ଦୂରରେ ରହି ବେଙ୍ଗାଲୁରୁସ୍ଥିତ ସାଇ ସେଣ୍ଟର…
କରୋନା ଭାଇରସ ଲଢ଼େଇ: ନିଜ ହସ୍ପିଟାଲ ଦାନ କଲେ ଡ୍ରୋଗ୍ବା
ଆବିଡଜାନ,୧୩।୪(ଏଏଫ୍ପି): କରୋନା ଭାଇରସ ମହାମାରୀ ବିରୋଧରେ ଚାଲିଥିବା ଲଢେଇରେ ଯୋଗଦେଇଛନ୍ତି ଆଇଭରୀ କଷ୍ଟ ଫୁଟବଲର ତଥା ପୂର୍ବତନ ଚେଲସି ଫରଓ୍ବାର୍ଡ ଡିଡିଏର ଡ୍ରୋଗବା। ସେ ଏଥିପାଇଁ ନିଜ ଦେଶ ଆଇଭରୀ କଷ୍ଟରେ ଥିବା ହସ୍ପିଟାଲକୁ ଦାନ କରିଛନ୍ତି। ଆଇଭରୀ କଷ୍ଟ ପାଇଁ…
ଭାରତ ଆୟୋଜନ କରିବ ଏସିଆନ ବକ୍ସିଂ ଚାମ୍ପିୟନଶିପ୍
ନୂଆଦିଲ୍ଲୀ,୧୩।୪ (ପି.ଟି.): ଚଳିତବର୍ଷ ନଭେମ୍ବର- ଡିସେମ୍ବରରେ ଭାରତ ଉଭୟ ପୁରୁଷ ଓ ମହିଳା ଏସିଆନ ବକ୍ସିଂ ଚାମ୍ପିୟନଶିପ୍ ଆୟୋଜନ କରିବ। ବକ୍ସିଂ ଜାତୀୟ ଫେଡେରେଶନ ସୋମବାର ଏ ନେଇ ସୂଚନା ଦେଇଛି। ସେତେବେଳକୁ କୋଭିଡ୍-୧୯ ସଂକ୍ରମଣ ନିୟନ୍ତ୍ରଣକୁ ଆସିଯାଇଥିବ ବୋଲି ଫେଡେରେଶନ…
କରୋନା ସହ ଲଢିବାକୁ ବାର୍ତ୍ତା ଦେଉଛି ଶିଶୁ
କୋଲକାତା,୧୩।୪: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଡରାଇ ଦେଇଛି। ଆମେରିକା ଭଳି ବିକାଶଶୀଳ ଦେଶ ଏବେ କରୋନା କବଳରେ ପଡି ଛଟପଟ ହେଉଥିବା ବେଳେ ଇଟାଲୀ ମଧ୍ୟ କରୋନା ଆଗରେ ନିଜର ଅସହାୟତା ଦେଖାଇଛି। ହେଲେ ଏମିତି କିଛି ଫଟୋ…
Archives


