କରୋନା ଭାଇରସ୍‌

କରୋନା ସଂକ୍ରମଣ: ସହାୟତାର ହାତ ବଢ଼ାଇଲା ଗୁପ୍ତଚର ସଂସ୍ଥା

ତେଲଅଭିଭ୍‌,୧୩।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇସ୍ରାଏଲ୍‌ରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଠାରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ରାଜନେତା ପର୍ଯ୍ୟନ୍ତ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି। ତେବେ ଏଭଳି ପ୍ରତିକୂଳ…

ତେନ୍ତୁଳିଖୁଣ୍ଟି ପଞ୍ଚାୟତ ଦୋକାନୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ସହାୟତା

ଗୁଡଭେଲା, ୧୩।୪(ଡି.ଏନ୍‌.ଏ.): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଲକ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ପଞ୍ଚାୟତ ଡାହିମାଳ ଛକର ଦୋକାନୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ସୋମବାର ୫ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ତୁଷୁରା ତହସିଲଦାର…

କରୋନା ଆର୍ଥିକ ମାନ୍ଦାବସ୍ଥାରେ ବି ବାଜି ଲଗାଇ ଲାଭ: ୨୭୦ ଲକ୍ଷ ଡଲାର ନିବେଶ କରି ୨୬୦ କୋଟି ଡଲାର ପାଇଲେ ବିଲ୍‌ ଅକ୍‌ମ୍ୟାନ୍‌

ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆର୍ଥିକ ମାନ୍ଦାବସ୍ଥା ଦେଖାଦେଇଛି। ତେବେ ଜଣେ ବ୍ୟକ୍ତି ୨୭୦ ଲକ୍ଷ ଡଲାର ନିବେଶ କରି ୨୬୦ କୋଟି ଡଲାର ପାଇଛନ୍ତି। ଏହା ବିଶ୍ୱାସ ନ ହେଲେ ବି ସତ। ଏପରି ଅଭିଜ୍ଞତା ହାସଲ…

ଦିଲ୍ଲୀ ମାକ୍ସ ହସ୍ପିଟାଲର ୧୫୦କର୍ମଚାରୀ ସେଲ୍ଫ କ୍ୱାରାଣ୍ଟାଇନ୍‌

ନୂଆଦିଲ୍ଲୀ, ୧୩।୪: ଦିଲ୍ଲୀର ସାକେତ ସ୍ଥିତ ମାକ୍ସ ହସ୍ପିଟାଲରେ ୧୫୦ କର୍ମଚାରୀଙ୍କୁ ସେଲ୍ଫ କ୍ୱାରାଣ୍ଟାଇନ୍‌ରେ ପଠାଇ ଦିଆଯାଇଛି। ଏମାନେ ସମସ୍ତେ ୨ଜଣ କରୋନା ପଜିଟିଭ୍‌ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ହସ୍ପିଟାଲର କର୍ମଚାରୀଙ୍କ ମଧ୍ୟରେ ଡାକ୍ତର, ନର୍ସ ଓ ଓ୍ବାର୍ଡ ବୟ…

କଟକଣା ନ ମାନି ଆଖଣ୍ଡଳମଣିଙ୍କ ପୀଠକୁ ଆସିଥିଲେ ଭକ୍ତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲା ପୋଲିସ

ଆରଡ଼ି,୧୩ା୪(ଡି.ଏନ୍‌.ଏ.): ଲକ୍‌ଡାଉନ ଯୋଗୁ ଭଦ୍ରକ ଜିଲା ଆରଡ଼ିସ୍ଥିତ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ୨୦ ଦିନ ହେଲା ବନ୍ଦ ରହିଛି। ଫଳରେ ଭକ୍ତମାନେ ଦର୍ଶନ ପାଇ ପାରୁନାହାନ୍ତି। ସୋମବାର ସକାଳେ ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ସ୍ଥାନୀୟ ଅଞ୍ଚଳର ବହୁ ଭକ୍ତ ପୀଠକୁ ଆସିଥିଲେ।…

ଲକ୍‌ଡାଉନ୍‌ ନିୟମରେ ସାମାନ୍ୟ ପରିବର୍ତ୍ତନ: କୃଷିକାର୍ଯ୍ୟ ପାଇଁ କୋହଳ, ଭୁବନେଶ୍ୱର ପାଇଁ ପରବର୍ତ୍ତି ସମୟରେ ଆସିବ ସ୍ବତନ୍ତ୍ର ନିୟମ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଆସନ୍ତା ୧୫ରୁ ଏପ୍ରିଲ ୩୦ ତାରିଖ ଯାଏ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିବ। ଏହି ସମୟରେ ପୂର୍ବ ଭଳି ଯାନବାହାନ, ଦୋକାନବଜାର ଓ ଅନ୍ୟାନ୍ୟ ପ୍ରତିଷ୍ଠାନ ଉପରେ କଟକଣା ବଳବତ୍ତର ରହିବ। ତେବେ ଏହି ସମୟରେ ଚାଷ…

କରୋନା ହଟ୍‌ସ୍ପଟ୍‌ ଚାନ୍ଦିନୀ ମହଲକୁ ଘୋଷଣା କରାଗଲା କଣ୍ଟେନମେଣ୍ଟ ଜୋନ୍‌

ନୂଆଦିଲ୍ଲୀ,୧୩।୪: ଦିଲ୍ଲୀରେ କରୋନା ଭାଇରସର୍‌ ହଟ୍‌ସ୍ପଟ୍‌ କୁହାଯାଉଥିବା ଚାନ୍ଦିନୀ ମହଲ ଅଞ୍ଚଳରେ ରବିବାର ଆଉ ୨ଜଣଙ୍କର ମୃତ୍ୟୁ ଘଟିଛି। ଏହି ଖବର ସାମ୍ନାକୁ ଆସିବା ପରେ ସ୍ଥାନୀୟ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏହାକୁ ମିଶାଇ ଚାନ୍ଦିନୀ ମହଲ ଅଞ୍ଚଳରେ ଏପର୍ଯ୍ୟନ୍ତ ମୃତ୍ୟୁ…

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ୩୦ ବାଇକ୍‌ ଜବତ କଲା ପୋଲିସ

ଗୁଡଭେଲା,୧୩ା୪(ଡିଏନଏ): ସରକାରଙ୍କ କଡ଼ା ନିର୍ଦ୍ଦେଶାବଳୀ, ସ୍ଥାନୀୟ ପ୍ରଶାସନ ଓ ପୋଲିସ ବିଭାଗର କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ କେତେକ ବ୍ୟକ୍ତି ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରୁଛନ୍ତି। ଏଭଳି ବ୍ୟକ୍ତିବିଶେଷଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରି ସେମାନଙ୍କ ବାଇକ୍‌ ଜବତ କରିଛି। ସକାଳ ୭ଟାରୁ…

କରୋନା ଭୂତାଣୁ ଉପରେ ପରୀକ୍ଷା ହେଉଥିବା ଲ୍ୟାବ୍‌କୁ ମିଳୁଥିଲା ଆମେରିକା ଅନୁଦାନ: ଏଠାରୁ ବ୍ୟାପିଥିଲା ସଂକ୍ରମଣ !

ବେଜିଂ,୧୩।୪: ଚାଇନାର ଉହାନ ସହର ଥିବା ଇନଷ୍ଟିଚ୍ୟୁଟ୍‌ ଅଫ୍‌ ବାୟୋଲୋଜିର ଏକ ଲ୍ୟାବ୍‌ରେ କରୋନା ସଂକ୍ରମଣ ଉପରେ ପରୀକ୍ଷା ନିରୀକ୍ଷା ଜାରି ରହିଥିଲା। ଏଠାରୁ ସଂକ୍ରମଣ ୩୦ କିଲୋମିଟର ଦୂରରେ ଥିବା ମାଂସ ବଜାରରେ ହୋଇଥିଲା। ପରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ…

ନାଗାଲାଣ୍ଡରେ ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ

କୋହିମା,୧୩।୪: ଦେଶର ଉତ୍ତର ପୂର୍ବ ରାଜ୍ୟ ନାଗାଲାଣ୍ଡରେ ପ୍ରଥମ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ଜଣାପଡିଛି। ତେବେ ରାଜ୍ୟରେ ଏହା ପ୍ରଥମ ଘଟଣା ବୋଲି ସୋମବାର ଅଧିକାରୀମାନେ ସୂଚନା ଦେଇଛନ୍ତି। ଜଣେ ବ୍ୟକ୍ତିଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇବାରୁ ତାଙ୍କୁ ଆସାମ…

୬ ମାସର ଶିଶୁ କରୋନା ପଜିଟିଭ୍‌

ଲଣ୍ଡନ,୧୩।୪: ପୂର୍ବରୁ ହୃଦ୍‌ରୋଗ ସମ୍ବନ୍ଧୀୟ ସମସ୍ୟା ଭୋଗୁଥିବା ୬ମାସର ଶିଶୁ ଏବେ କରୋନାରେ ସଂକ୍ରମିତ। କରୋନାରେ ସଂକ୍ରମିତ ହେବା ପରେ ଉକ୍ତ ଶିଶୁଟିକୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଛି। ସୂଚନାଯୋଗ୍ୟ, ବ୍ରିଟେନର ଗ୍ରେଟ ମଞ୍ଚେଷ୍ଟରରେ ରହୁଥିବା ଜଣେ ୬ମାସର ଶିଶୁ…

ବିମାନ ଦୁର୍ଘଟଣାରେ ୨ ପାକ୍‌ ସେନା ପାଇଲଟ ନିହତ

ରାଓ୍ବଲପିଣ୍ଡି,୧୩।୪: ପାକିସ୍ତାନ ସେନାର ମୁସକ ପ୍ରଶିକ୍ଷଣ ବିମାନ ସୋମବାର ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୨ ସେନା ପାଇଲଟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣା ଗୁଜରାଟ ନିକଟରେ ହୋଇଥିବା ପାକିସ୍ତାନ ସେନାର ମିଡିଆ ଓ୍ବିଙ୍ଗ ଇଣ୍ଟର ସର୍ଭିସେସ୍‌ ପବ୍ଲିକ ରିଲେସନ୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri