କରୋନା ଭାଇରସ୍‌

ରାଜନଗରରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ-୧୯ ସେଣ୍ଟର ନିର୍ମିତ

ରାଜନଗର,୧୩।୪(ଡି.ଏନ୍‌.ଏ.): ମହାମାରୀ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। କରୋନା ସଂକ୍ରମଣରେ କେହି ଆକ୍ରାନ୍ତ ହେଲେ ସେମାନଙ୍କୁ କୋଭିଡ-୧୯ ଆଇସୋଲେଶନ ସେଣ୍ଟରରେ ରଖାଯାଉଛି। ଏ ନେଇ…

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ, ମୋଟ୍‌ ୧୩ ସୁସ୍ଥ

ଭୁବନେଶ୍ୱର,୧୩ା୪(ବ୍ୟୁରୋ) : ରାଜ୍ୟବାସୀଙ୍କ ପାଇଁ ଏକ ପୁଣି ଏକ ଖୁସି ଖବର ଆସିଛି। କଳାହାଣ୍ଡିରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ଏବେ ସୁସ୍ଥ ହୋଇଛନ୍ତି। ଏନେଇ ରବିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଜରିଆରେ ପ୍ରକାଶ…

ଭେଣ୍ଟିଲେଟରରେ ଅଧିକ କରୋନା ସଂକ୍ରମିତଙ୍କ ଘଟୁଛି ମୃତ୍ୟୁ !

ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଗୁରୁତର କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ଭେଣ୍ଟିଲେଟରର ସହାୟତା ନିଆଯାଉଛି। ତେବେ ଏକ ରିପୋର୍ଟରୁ ଜଣାପଡ଼ିଛି ଯେ, ଅନ୍ୟ ରୋଗ ତୁଳନାରେ କରୋନା ସଂକ୍ରମିତଙ୍କର ଅଧିକ ସଂଖ୍ୟାରେ ଭେଣ୍ଟିଲେଟରରେ ମୃତ୍ୟୁ…

କରୋନା ସହାୟତା: ଜକର ପଞ୍ଚାୟତର ୩୭ ଏସ୍‌ଏଚ୍‌ଜି ଗ୍ରୁପ୍‌ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦେଲେ ୪୦ହଜାର

ପୋଲସରା, ୧୩।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ବ୍ଲକ ଜକର ପଞ୍ଚାୟତର ୩୭ଟି ଏସଏଚ୍‌ଜି ଗ୍ରୁପ୍‌ ମିଶି ସୋମବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୪୦ହଜାର ଟଙ୍କା ପ୍ରଦାନ କରିଛନ୍ତି। ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ବିଡିଓ ଶମ୍ଭୁନାଥ ନନ୍ଦି ଓ ଅନ୍ୟାନ୍ୟ ସରକାରୀ…

କଣ୍ଟେନ୍‌ମେଣ୍ଟ ଜୋନ୍‌ରୁ ହଟିଲା ପଟାପୋଲ

କଟକ ଅଫିସ୍‌,୧୩ା୪: କଟକ ସହରର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଗତ ୪ ତାରିଖରେ ପଟାପୋଲ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଥିଲା। ସଂକ୍ରମଣ ରୋକିବା ପାଇଁ ଏହି ପଦକ୍ଷେପ ନିଆଯାଇଥିଲା। ତେବେ ପ୍ରଥମ ଆକ୍ରାନ୍ତ ସୁସ୍ଥ…

କରୋନା ସହ ଲଢିବାକୁ ଗରିବଙ୍କୁ ବଣ୍ଟାଗଲା ‘ମୋଦି ଗାମୁଛା’

ବରାଣସୀ,୧୩।୪: କରୋନା ଯୁଦ୍ଧରେ ଜିତିବାକୁ ହେଲେ ମାସ୍କ, ସାନିଟାଇଜର ଆଦି ବ୍ୟବହାର କରିବା ଜରୁରୀ ବୋଲି କୁହାଯାଇଛି। ଏମିତିକି କେତେ ଗୁଡିଏ ରାଜ୍ୟରେ ମାସ୍କ ନ ପିନ୍ଧିଲେ ଜରିମାନାର ବ୍ୟବସ୍ଥା ମଧ୍ୟ କରାଯାଇଛି। ହେଲେ ସମସ୍ତେ ମାସ୍କ କିଣି ନ ପାରିଲେ…

ଗଞ୍ଜାମ ଜିଲାର ୭.୨ ଲକ୍ଷ ଘରେ ସର୍ଭେ : ଫ୍ଲୁ ଥିବା ବ୍ୟକ୍ତିଙ୍କର ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ସ୍କ୍ରିନିଂ

ଛତ୍ରପୁର, ୧୩।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଗତ ତିନି ଦିନ ହେଲା ଗଞ୍ଜାମ ଜିଲାର ୭ ଲକ୍ଷ ୨ ହଜାର ୭୪୮ ଘରକୁ ଅଙ୍ଗନବାଡି, ଆଶା କର୍ମୀ ଓ ଶିକ୍ଷକକମାନେ ଯାଇ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ସର୍ଭେ କରିଛନ୍ତି।…

ମତ୍ସ୍ୟଜୀବୀଙ୍କୁ ମାଛ ବିକ୍ରି ଚିନ୍ତା

ପୁରୀ ଅଫିସ,୧୩ା୪: ପୁରୀ ଜିଲାର ପେଣ୍ଠକଟା, କୋଣାର୍କ, ଅସ୍ତରଙ୍ଗ, ବ୍ରହ୍ମଗିରି, କୃଷ୍ଣପ୍ରସାଦ, କାକଟପୁର ଅଞ୍ଚଳରେ ହଜାର ହଜାର ମତ୍ସ୍ୟଜୀବୀ ବାସ କରୁଛନ୍ତି। କରୋନା ପାଇଁ ବେଉସା ବନ୍ଦ ହୋଇଯିବାରୁ ମତ୍ସ୍ୟଜୀବୀ ପରିବାର ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ଏବେ ସରକାର ମାଛଚାଷ, ଧରିବା…

କାର୍ଯ୍ୟରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ, ବରିଷ୍ଠ ଅଧିକାରୀ

ନୂଆଦିଲ୍ଲୀ,୧୩।୪: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ଦେଶରେ ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ସବୁ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ବନ୍ଦ ହେବା ସହ କେବଳ ଜରୁରୀ ଆବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିଥିଲା। ନିକଟରେ କିନ୍ତୁ…

ମହାବିଷୁବ ସଂକ୍ରାନ୍ତି: ଭକ୍ତଙ୍କୁ ମନ୍ଦିର ମନା, ୬ ଟିମ୍‌ ରଖିଛି କଡ଼ା ନଜର

ଦାରିଙ୍ଗବାଡ଼ି,୧୩ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇର୍ଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବା ପାଇଁ ସ୍ଥାନୀୟ ପୋଲିସ ପ୍ରଶାସନ ଏବଂ ତହସିଲଦାର, ବିଡିଓଙ୍କ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୋମବାର…

ସାନିଟାଇଜ ହେଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ରାଇସୁଆଁ,୧୩।୪(ଡି.ଏନ୍‌.ଏ.): କରୋନା (କୋଭିଡ-୧୯) ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବାକୁ ବିଧିବଦ୍ଧ ଭାବେ ସଚେତନ କରାଯାଉଛି । ଏହି ପରିପ୍ରେକ୍ଷୀରେ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ଼ ପଦ୍ମପୁର ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ର ପରିସରକୁ ସୋମବାର ଏମ୍‌ଏସ୍‌ପି କାରଖାନା ପକ୍ଷରୁ…

କରୋନା ଭୂତାଣୁ ସଂକ୍ରମଣ ବି କରୁଛି ଲାଭାନ୍ବିତ: ପୃଥିବୀର ୩୦ଟି ଦେଶର ଶାସକଙ୍କ ପାଇଁ ଆଣିଦେଇଛି ନୂଆ ସୁଯୋଗ

ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ତେବେ କରୋନା ଭୂତାଣୁ ସଂକ୍ରମଣ ପୃଥିବୀର ୩୦ଟି ଦେଶର ଶାସକଙ୍କ ପାଇଁ ନୂଆ ସୁଯୋଗ ଆଣିଦେଇଛି। କ୍ଷମତାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri