କରୋନା ଭାଇରସ୍‌

ଯାଜପୁର: ବ୍ରହ୍ମବରଦାରୁ ଉଠିଲା ସଟ୍‌ଡାଉନ୍‌, ଲକ୍‌ଡାଉନ୍‌ ବଳବତ୍ତର; ଖୋଲିଲା କିଛି ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ

ରସୁଲପୁର,୧୩ା୪(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ଅଞ୍ଚଳରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ରହ୍ମବରଦା ଅଞ୍ଚଳର ୩କିମି ପରିଧି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବରେ ଘୋଷଣା କରାଯାଇଥିଲା। ଏଥିପାଇଁ ଏହି ଅଞ୍ଚଳକୁ ଲକ୍‌ଡାଉନରୁ…

କରୋନା ଗବେଷଣା ଲାଗି ଓଡ଼ିଶା କ୍ୟାଡର୍‌ ଆଇଏଏସ୍‌ ଅଧିକାରୀ ମନୋନୀତ

ନୂଆଦିଲ୍ଲୀ,୧୩ା୪(ସ୍ବ.ପ୍ର.): କୋଭିଡ୍‌-୧୯କୁ ନେଇ ବିଶ୍ୱସ୍ତରରେ ଗବେଷଣା ଆରମ୍ଭ ହୋଇଛି। ହାଭାର୍ଡ ବିଶ୍ୱବିଦ୍ୟାଳୟର ଟି.ଏ. ଚାନ୍‌ ସ୍କୁଲ ସର୍ବସାଧାରଣ ସ୍ବାସ୍ଥ୍ୟ ଅନ୍ତର୍ଗତ କରୋନା ମହାମାରୀ ଉପରେ ଗବେଷଣା ପାଇଁ ବିଶ୍ୱରୁ ଚୟନ କରିଥିବା କେତେଜଣ ଭେଷଜ ବିଜ୍ଞାନୀଙ୍କ ମଧ୍ୟରେ ଭାରତରୁ ସ୍ଥାନ ପାଇଛନ୍ତି…

ପ୍ରବାସୀ ସାଜିବେ ଭୂତାଣୁ ବାହକ

ଓ୍ବାଶିଂଟନ,୧୩ା୪: ଘରକୁ ଫେରିଆସୁଥିବା ପ୍ରବାସୀ ଶ୍ରମିକ ଓ କର୍ମଚାରୀମାନେ କରୋନା ଭାଇରସ୍‌ ବାହକ ହୋଇପାରନ୍ତି। କରୋନା ମହାମାରୀ ଦ୍ୱାରା ପ୍ରଭାବିତ ହୋଇ ନ ଥିବା ନିଜ ଗ୍ରାମ ଓ ଅନ୍ୟ ସ୍ଥାନରେ ସେମାନେ ବାଣ୍ଟିପାରନ୍ତି ଘାତକ ଭୂତାଣୁ। ବିଶ୍ୱବ୍ୟା ପକ୍ଷରୁ ରବିବାର…

ଦିନକରେ ୯୦୯ ପଜିଟିଭ

ନୂଆଦିଲ୍ଲୀ,୧୩।୪: ପରିସ୍ଥିତି ବିଗିଡ଼ିବାରେ ଲାଗିଛି। କରୋନା ଭୂତାଣୁ ମହାମାରୀର ରୂପ ନେଇ ଭାରତକୁ ଗ୍ରାସ କରିବାରେ ଲାଗିଛି। ରବିବାର ୯୦୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଦେଶରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୯,୧୬୬ରେ ପହଞ୍ଚିଛି। ମୋଟ ୩୨୫ ଜୀବନ…

ଧରାବିରେ ୪୩ ସଂକ୍ରମିତ, ୪ ମୃତ

ନୂଆଦିଲ୍ଲୀ,୧୩ା୪: ଏସିଆ ମହାଦେଶର ସର୍ବବୃହତ୍‌ ବସ୍ତି ଭାବେ ପରିଚିତ ମୁମ୍ବାଇର ଧରାବିରେ ୧୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ରବିବାର ସୁଦ୍ଧା ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୪୩ରେ ପହଞ୍ଚତ୍ଛି। ୧୨ ଦିନ ପୂର୍ବରୁ ଏଠାରେ ପ୍ରଥମ କରୋନା ରୋଗୀ…

ପାଶ୍ୱାନଙ୍କ ବାରିକ ସାଜିଲେ ପୁଅ ଚିରାଗ

ନୂଆଦିଲ୍ଲୀ,୧୩ା୪: ଲକ୍‌ଡାଉନ୍‌ ବେଳେ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ଚୁଟି ଓ ଦାଢ଼ି କାଟୁଛନ୍ତି ପୁଅ ଚିରାଗ ପାଶ୍ୱାନ। ଲୋକ ଜନଶକ୍ତି ପାର୍ଟି ଅଧ୍ୟକ୍ଷ ଚିରାଗ ରବିବାର ଏନେଇ ଟୁଇଟର୍‌ରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ଏକ ଇଲେକ୍ଟ୍ରିକ୍‌ ଟ୍ରିମର୍‌ରେ…

ଖୋର୍ଦ୍ଧା: ୩୬ ମନ୍ଦିରରେ ୧୪୪ ଧାରା, ଜରିପୁଟ ସଙ୍କଟମୋଚନ ମନ୍ଦିରରେ ୧୦ଦିନ କଟକଣା

ଖୋର୍ଦ୍ଧା ଅଫିସ,୧୩ା୪: ଖୋର୍ଦ୍ଧା ଜିଲାର ୩୬ଟି ମନ୍ଦିର ଓ ଶୈବପୀଠରେ ୧୪୪ ଧାରା ଜାରି କରାଯାଇଛି। ସୋମବାର ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଥିବାରୁ ସମ୍ପୃକ୍ତ ପୀଠସ୍ଥଳିଗୁଡ଼ିକରେ ଭକ୍ତଙ୍କ ସମାଗମ ଆଶଙ୍କାରେ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। କରୋନା…

ଅଟକାଇବାରୁ ପୋଲିସଙ୍କ ହାତ କାଟିଦେଲେ

ଚଣ୍ଡିଗଡ଼,୧୩ା୪(ପି.ଟି.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ସାଧାରଣ ଯାତାୟାତ ଉପରେ କଟକଣା ଜାରି ହୋଇଛି। ଜରୁରୀ କାର୍ଯ୍ୟ ଥିଲେ ଅନୁମତି ପତ୍ର କିମ୍ବା ପାସ୍‌ ଦେଖାଇ ଛଡ଼ାଯାଉଛି। ଏଭଳି ସ୍ଥିତିରେ…

୯ ଜିଲାକୁ ବ୍ୟାପିଛି କରୋନା

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟରେ ଏବେ ୯ ଜିଲାକୁ କରୋନା ଭୂତାଣୁ ‘କୋଭିଡ୍‌-୧୯’ ଡେଇଁଲାଣି। ରବିବାର ସନ୍ଧ୍ୟାସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖା ୫୪ଜଣ ରହିଥିବାବେଳେ ଏମାନଙ୍କ ଘର ଖୋର୍ଦ୍ଧା, ପୁରୀ, କଟକ, ଯାଜପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି, ଭଦ୍ରକ, ଢେଙ୍କାନାଳ ଓ ସୁନ୍ଦରଗଡ଼ରେ। ତେବେ ର୍ଖୋଦ୍ଧା…

ଚାଷୀଙ୍କ ସମସ୍ୟା ଦୂର କରିବ ନୂଆ ମାର୍ଗଦର୍ଶିକା

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଦେଶବ୍ୟାପୀ ଲକ୍‌ଡାଉନ ବିଭିନ୍ନ ବର୍ଗର ଲୋକଙ୍କୁ ଦୁର୍ଦ୍ଦଶା ମଧ୍ୟକୁ ଠେଲିଦେଇଛି। ଚାଷୀମାନେ ତାଙ୍କ କଷ୍ଟ ଉତ୍ପାଦିତ ପନିପରିବା ଲୋକଙ୍କ ନିକଟରେ ପହଞ୍ଚାଉଥିଲେ ମଧ୍ୟ ଉଚିତ୍‌ ମୂଲ୍ୟ ପାଇପାରୁ ନାହାନ୍ତି। ଏହାର ସମାଧାନ ପାଇଁ କେନ୍ଦ୍ର ସରକାରଙ୍କ ଗାଇଡ୍‌ଲାଇନ ଅନୁଯାୟୀ ରାଜ୍ୟ…

ଗିଲ୍‌ଗିଟ୍‌-ବଲ୍ଟିସ୍ତାନ-ପିଓକେରେ ବଢୁଛି କରୋନା ସଂକ୍ରମଣ: ପାକିସ୍ତାନ ସରକାରଙ୍କ ନାହିଁ ନିଘା

ଇସଲାମାବାଦ,୧୨।୪: କରୋନା ସଂକ୍ରମଣ ଯୋଗୁ ପାକିସ୍ତାନରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶର ଗିଲ୍‌ଗିଟ୍‌, ବଲ୍ଟିସ୍ତାନ ଏବଂ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ସଂକ୍ରମିତଙ୍କ ସଂଖ୍ୟାରେ ଅଧିକ ବୃଦ୍ଧି ଘଟୁଛି। ସରକାର ଏସମ୍ପର୍କରେ ଜାଣିଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରୁ…

କରୋନାକୁ ହରାଇ ଘରକୁ ଫେରିଲେ ବୋରିସ୍‌ ଜନସନ୍‌: କିଛି ଦିନ ବିଶ୍ରାମ ପରେ କାର୍ଯ୍ୟରେ ଦେବେ ଯୋଗ

ଲଣ୍ଡନ,୧୨।୪: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ କରୋନାକୁ ପରାଜିତ କରି ସୁସ୍ଥ ହୋଇ ରବିବାର ଘରକୁ ଫେରିଛନ୍ତି। କିଛି ଦିନ ବିଶ୍ରାମ ପରେ ସେ କାର୍ଯ୍ୟରେ ଯୋଗଦେବେ ବୋଲି କୁହାଯାଉଛି। ୫୫ ବର୍ଷ ବୟସ୍କ ବୋରିସ୍‌ଙ୍କ ଠାରେ କରୋନା ସଂକ୍ରମଣ ଚିହ୍ନଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?