କରୋନା ଭାଇରସ୍‌

ମହାରାଷ୍ଟ୍ରରେ ହଟିଲା କରୋନା ମହାମାରୀର ସମସ୍ତ କଟକଣା

ମୁମ୍ବାଇ,୩୧ ।୩: ଦେଶରେ ବେଳକୁ ବେଳ କରୋନା ସଂକ୍ରମଣ କମି କମି ଆସୁଥିବାରୁ କିଛି ରାଜ୍ୟରେ କରୋନା କଟକଣାରେ କୋହଳ କରାଯାଇଥିବା ବେଳେ ଏବେ ମହାରାଷ୍ଟ୍ରରେ ସମସ୍ତ କରୋନା କଟକଣା ହଟାଇ ଦେବାକୁ ନିଷ୍ପତ୍ତି ନିଆଯାଇଛି । ଗୁରୁବାର ଉଦ୍ଧବ ଠାକରେ…

ଚାଇନାର ୩୧ ରାଜ୍ୟରେ କରୋନା ସଂକ୍ରମଣ, ୫ ସହରରେ ଲକ୍‌ଡାଉନ୍‌…

ବେଜିଂ, ୩୧।୩ : ପୁଣି ୨ ବର୍ଷ ପରେ ଚାଇନାକୁ କରୋନା ଫେରିଛି। ପ୍ରଥମ ଥର ପାଇଁ ଚାଇନାର ସମସ୍ତ ୩୧ ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। କୋରୋନାକୁ ନିୟନ୍ତ୍ରଣ କରିବା ପାଇଁ ଚାଇନାରେ ଲାଗୁ କରାଯାଇଥିବା ଶୂନ କୋଭିଡ…

ଡବ୍ଲ୍ୟୁଏଚ୍‌ଓର ଚେତାବନୀ, ଟଳିନି କରୋନା ବିପଦ…

ଜେନେଭା, ୩୧।୩ : କରୋନା ମହାମାରୀ ନେଇ ବିଶ୍ୱ ସ୍ବାସ୍ଥ୍ୟ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଚେତାବନୀ ଜାରି କରାଯାଇଛି। ସଂଗଠନ ପକ୍ଷରୁ ପ୍ରକାଶିତ କରୋନା ସମ୍ବନ୍ଧୀୟ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ ଗତ ସପ୍ତାହରେ କରୋନା ମୃତ୍ୟୁ ଘଟଣାରେ ୪୦ପ୍ରତିଶତରୁ ଅଧିକ ବୃଦ୍ଧି ଘଟିଛି।…

୩୦ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୩୧।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୨୨୫ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୨୮ରେ ପହଞ୍ଚିଛି। ଅପରପକ୍ଷରେ…

କରୋନାର ଦ୍ୱିତୀୟ ଲହର ପରେ ଅଧିକାଂଶ ରାଜ୍ୟ ନିଜେ ଉତ୍ପାଦନ କରୁଛନ୍ତି ଅକ୍ସିଜେନ

ନୂଆଦିଲ୍ଲୀ,୩୧ ।୩: କରୋନା ମହାମାରୀର ଦ୍ୱିତୀୟ ଲହରରେ ଦେଶରେ ଦେଖାଦେଇଥିବା ଅକ୍ସିଜେନ ସଙ୍କଟ ଆଗକୁ ଆଉ ଦେଖାଯାଇ ନ ପାରେ । କାରଣ ଏବେ ଅଧିକାଂଶ ରାଜ୍ୟରେ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥା କରାଗଲାଣି । ଏହାଦ୍ୱାରା ଅଧିକାଂଶ ରାଜ୍ୟ ଆତ୍ମନିର୍ଭରଶୀଳ ବି…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୦୮୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଚତୁର୍ଥ ଲହର ନେଇ ବଢ଼ିଲା ବିପଦ…

ନୂଆଦିଲ୍ଲୀ, ୩୦।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଲୋକମାନେ କରୋନା ଠାରୁ କିଛି ମାତ୍ରାରେ ଆରାମ ଅନୁଭବ କରୁଥିବାବେଳେ ପୁଣି ମହାମାରୀ ସଂକ୍ରମଣ ନେଇ ବିପଦ ସୃଷ୍ଟି ହୋଇଛି। କରୋନା ଧୀରେ ଧୀରେ ପାଦ ବିସ୍ତାର କରିବା…

ଚାଇନାରେ ଲକ୍‌ଡାଉନ୍‌, ଅଫିସ୍‌ରେ ରହୁଛନ୍ତି ୨୦ ହଜାର କର୍ମଚାରୀ…

ବେଜିଂ, ୩୦।୩ : ସମଗ୍ର ୟୁରୋପ ସମେତ ଚାଇନାକୁ କରୋନା ମହାମାରୀ ପୁଣି ଫେରିଛି। ନୂଆ ଭାରିଆଣ୍ଟ ଚାଇନାରେ ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି । ଦ୍ରୁତ ଗତିରେ ବଢୁଥିବା ମାମଲାକୁ ଦୃଷ୍ଟିରେ ରଖି ଚାଇନାର ବହୁ ସହରରେ ଲକଡାଉନ…

ଆଜି ୫୯ କରୋନା ପଜିଟିଭ୍‌ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ରାଜ୍ୟରେ ବୁଧବାର ୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

୧୫ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୩୦।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୨୩୩ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୩୧ରେ ପହଞ୍ଚିଛି।…

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ରୋକ ଲାଗିଛି। ରାଜ୍ୟରେ ରବିବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୧୨୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ…

୫୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରୁ ସୋମବାର ୪୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୫୧୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୫ ଜଣ ଚିହ୍ନଟ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri