କରୋନା ଭାଇରସ୍‌

ଗାଜିଆବାଦରେ ସରକାରୀ ଡାକ୍ତର କରୋନାରେ ସଂକ୍ରମିତ

ଗାଜିଆବାଦ,୧୧।୪:ଦେଶରେ ମହାମାରୀ କରୋନା ଭାଇରସ୍‌ ବେଲଗାମ୍‌ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଏବେ ଏହା କବଳରୁ ଡାକ୍ତର ମଧ୍ୟ ବର୍ତ୍ତି ପାରୁନାହାନ୍ତି। କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ ଯୋଦ୍ଧା କୁହାଯାଉଥିବା…

ଆବେଗ ଉପରେ କରୋନା ଲଗାମ୍‌: ଡ୍ୟୁଟିରୁ ଫେରି ଥିବା ଝିଅଙ୍କୁ ଚାଦରରେ ଗୁଡ଼ାଇ ଆଲିଙ୍ଗନ କଲେ ମା’

ଓ୍ବାଶିଂଟନ,୧୧।୪: ସାରା ପୃଥିବୀରେ କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀକୁ ନେଇ ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି ପାଇଛି। ମନର ଆବେଗ ଉପରେ କରୋନା ଏବେ ଲଗାମ ଲଗାଇଛି। ଏହାର ସଦ୍ୟତମ ଉଦାହରଣ ଆମେରିକାର…

ବିଶୋଧୀକରଣ ହେଲା ଶ୍ରୀମନ୍ଦିର ଚତୁଃପାର୍ଶ୍ୱ

ପୁରୀ ଅଫିସ,୧୧।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିିଭନ୍ନ ପ୍ରକାର ପଦକ୍ଷେପ ନିଆଯାଉଛି। କିପରି ଏହି ମାରାତ୍ମକ ଭୂତାଣୁ ନ ବ୍ୟାପିବ ସେଥିଲାଗି ବିଶୋଧୀକରଣ ଉପରେ ଗୁରୁତ୍ୱ ଦେଉଛି ପ୍ରଶାସନ। ଶନିବାର ଶ୍ରୀମନ୍ଦିର ଚତୁଃପାର୍ଶ୍ୱ, ସିଂହଦ୍ୱାର…

କରୋନା ଭାଇରସ: ପ୍ରଥମ ଦେଶ ଭାବେ ଆମେରିକାରେ ଗୋଟିଏ ଦିନରେ ଗଲା ୨ ହଜାରରୁ ଊର୍ଦ୍ଧ୍ୱ ମୁଣ୍ଡ

ଓ୍ବାଶିଂଟନ,୧୧।୪: ସାରା ବିଶ୍ୱରେ ଏବେ କାୟା ବିସ୍ତାର କରିଛି କରୋନା ଭାଇରସ। ଆମେରିକାରେ ଏହା ଥମିବାର ନାଁ ନେଉ ନ ଥିବା ବେଳେ ଏବେ ସେଠାରେ କରୋନାକୁ ନେଇ ହୋଇ ଚାଲିଛି ଗୋଟିଏ ପରେ ଗୋଟିଏ ରେକର୍ଡ। ଗତ ୨୪ ଘଣ୍ଟାରେ…

ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦେଲା ଭଦ୍ରକ ଜିଲା ପ୍ରଶାସନ, ନଚେତ ଗଣିବେ ଜରିମାନା

ଭଦ୍ରକ ଅଫିସ, ୧୧।୪ – ଭଦ୍ରକ ଜିଲାବାସୀ ଘରୁ ବାହାରିଲେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛି ଜିଲା ପ୍ରଶାସନ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ କରୋନାକୁ ମୁକାବିଲା କରିବା ପାଇଁ ଏହି ପଦକ୍ଷେପ ନିଆଯାଇଥିବା ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ସୂଚନା…

୯୨ ଦିନରେ କରୋନା ମୃତ୍ୟୁ ସଂଖ୍ୟା ଲକ୍ଷେ ଟପିଲା: ୨୨ ଦିନରେ ୯୦ ହଜାରରୁ ଅଧିକ ଲୋକଙ୍କ ଗଲାଣି ଜୀବନ !

ଓ୍ବାଶିଂଟନ/ରୋମ୍‌/ବେଜିଂ,୧୧।୪: କରୋନା ସଂକ୍ରମଣ ଯୋଗୁ ଗତ ୯୨ ଦିନରେ ସାରା ପୃଥିବୀରେ ଲକ୍ଷେରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଚାଇନାର ଉହାନ ସହରର ମାଂସ ବଜାରରୁ କରୋନା ସଂକ୍ରମିତ ହୋଇଥିବା ପ୍ରଥମ ଘଟଣା ୨୦୧୯ ନଭେମ୍ବର ୧୭ରେ ଚିହ୍ନଟ ହୋଇଥିଲା। ତେବେ…

ଭୁବନେଶ୍ୱରର ୫ଟି ସ୍କୁଲରେ ସ୍ବାବ୍‌ ନମୂନା ସଂଗ୍ରହ ଆରମ୍ଭ

ଭୁବନେଶ୍ୱର,୧୧।୪(ବ୍ୟୁରୋ): କରୋନା (କୋଭିଡ-୧୯) ଟେଷ୍ଟ ପାଇଁ ଶନିବାରଠାରୁ ଭୁବନେଶ୍ୱରର ବିଭିନ୍ନ ସ୍କୁଲରେ ଆରମ୍ଭ ହୋଇଛି ସ୍ବାବ୍‌ ନମୁନା ସଂଗ୍ରହ ପ୍ରକ୍ରିୟା। ରାଜଧାନୀର ୫ଟି ସ୍କୁଲରେ ମେଡିକାଲ ଟିମ୍‌ ସନ୍ଦିଗ୍ଧଙ୍କ ଠାରୁ ନମୁନା ସଂଗ୍ରହ କରୁଛନ୍ତି। ସକାଳ ୯ଟାରୁ ମଧ୍ୟାହ୍ନ ୧୨ ଓ…

ଭାସ୍କର୍ଯ୍ୟ ମାଧ୍ୟମରେ ସଚେତନତା ବାର୍ତ୍ତା

କଟକ ଅଫିସ,୧୧ା୪: କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ମୁଖ୍ୟ ଅସ୍ତ୍ର ହେଉଛି ସାମାଜିକ ଦୂରତ୍ୱ। ଲୋକେ ଅନେକ ସମୟରେ ସାମାଜିକ ଦୂରତ୍ୱକୁ ମାନୁନାହାନ୍ତି। ଫଳରେ କରୋନା ଭୂତାଣୁ ସଂକ୍ରମଣର ଆଶଙ୍କା ରହୁଛି। ଲୋକଙ୍କୁ ସଚେତନ କରିବା ପାଇଁ ଅଭିନବ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଦାନ

ଖୋର୍ଦ୍ଧା ଅଫିସ,୧୧ା୪: କରୋନା ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ମିନି ଟ୍ରକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ହଜାର ଟଙ୍କା ପ୍ରଦାନ କରାଯାଇଛି। ସଂଘର ଆଇନ ପରାମର୍ଶଦାତା ନରେନ୍ଦ୍ର ପୃଷ୍ଟି, କୋଷାଧ୍ୟକ୍ଷ ମାନସ ରଞ୍ଜନ ବୈରୀଗଞ୍ଜନ ପ୍ରମୁଖ ଏସ୍‌ପି ଅଜୟ…

ଖୁସି ଖବର: ମହାରାଷ୍ଟ୍ରର କିଛି ଜିଲା ହେଲା କରୋନା ମୁକ୍ତ

ମୁମ୍ବାଇ,୧୧।୪: ମହାରାଷ୍ଟ୍ର ଏବେ କରୋନା ସଂକ୍ରମଣରେ ସବୁଠାରୁ ଆଗରେ ଥିବା ବେଳେ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୧୫ଶହ ଅତିକ୍ରମ କରିସାରିଛି। ହେଲେ ଖୁସିର କଥା ହେଉଛି ଏଠାକାର ପ୍ରାୟ ୯ ଜିଲାରେ ଜଣେ ହେଲେ କରୋନା ସଂକ୍ରମିତ ନ ଥିବା କହିଛି…

କରୋନା ମୁକ୍ତ ହୋଇଥିବା ୯୧ ଜଣ ପୁଣି ପଜିଟିଭ୍‌

ସିଓଲ,୧୧।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ପରୀକ୍ଷା ନିରୀକ୍ଷା ଜାରି ରହିଛି। କରୋନା ଲକ୍ଷଣ ଦେଖାଦେଉଥିବା ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି…

ଲକ୍‌ଡାଉନରେ କୁଇଜ୍‌ ପ୍ରତିଯୋଗିତା

ପ୍ୟାରିସ୍‌: ସବୁ ଦେଶରେ ଏବେ କରୋନାକୁ ହରାଇବା ପାଇଁ ଏକମାତ୍ର ଉପାୟ ଭାବେ ପାଳନ କରାଯାଉଛି ଲକ୍‌ଡାଉନ୍‌। ସେଥିପାଇଁ ଲୋକେ ଏବେ ଘର ଭିତରେ ସବୁବେଳେ ରହୁଛନ୍ତି। ତେବେ ପୂରାଦିନ ଘରେ ବସି ବସି ଅନେକ ବୋର୍‌ ହୋଇ ଯାଉଛନ୍ତି। କିନ୍ତୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri