କରୋନା ଭାଇରସ୍‌

‘ମୁସ୍କୁରାଏଗା ଇଣ୍ଡିଆ’ ଗୀତକୁ ପ୍ରଶଂସା

ମୁମ୍ବାଇ: କରୋନା ଭାଇରସ୍‌ର ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ଭୂତାଣୁ ସହ ଲଢ଼େଇ କରିବା ଲାଗି ସରକାରଙ୍କ ସହ କାନ୍ଧରେ କାନ୍ଧ ମିଶାଇ ଛିଡ଼ା ହୋଇଛନ୍ତି ବଲିଉଡ୍‌ ତାରକାମାନେ। ସରକାରଙ୍କୁ ଆର୍ଥିକ ସହାୟତା ଦେବାସହ ଏମାନେ ଜନସାଧାରଣଙ୍କୁ ବିଭିନ୍ନ…

କ୍ୱାରାଣ୍ଟାଇନ୍‌ ହାଉସ୍‌ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ: କରୋନା ଭାଇରସ୍‌ରୁ ରକ୍ଷାପାଇବା ପାଇଁ ଏବେ ଅନେକେଙ୍କୁ କ୍ୱାରାଣ୍ଟାଇନ୍‌ରେ ରହିବାକୁ କୁହାଯାଉଛି। କିନ୍ତୁ କ୍ୱାରାଣ୍ଟାଇନ୍‌ ହାଉସ୍‌ ନାଁରେ ଏବେ ଏକ ଚ୍ୟାଲେଞ୍ଜ ସୋସିଆଲ୍‌ ମିଡିଆରେ ବେଶ୍‌ ଭାଇରାଲ୍‌ ହେବାରେ ଲାଗିଛି। ଏକଥା ଶୁଣି ଲୋକେ ଅବଶ୍ୟ ହଠାତ୍‌ ଆଶ୍ଚର୍ଯ୍ୟ ହୋଇ…

ଦିଲ୍ଲୀରୁ ମିଳିଲା ଖୁସି ଖବର: କରୋନା ମୁକ୍ତ ହେଲା ହଟସ୍ପଟ୍‌ ଦିଲ୍‌ଶାଦ୍‌ ଗାର୍ଡେନ

ନୂଆଦିଲ୍ଲୀ,୧୧।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଇତିମଧ୍ୟରେ ୭ ହଜାର ୬୦୮ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। ଦିଲ୍ଲୀର କରୋନା ହଟସ୍ପଟ୍‌ ପାଲଟି ଥିବା ଦିଲ୍‌ଶାଦ୍‌ ଗାର୍ଡେନ୍‌ର…

ଦେଶରେ ଗତ ୨୪ ଘଣ୍ଟାରେ ୧,୦୩୫ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୧।୪: ଦେଶରେ ଦ୍ରୁତ ଗତିରେ ବଢି ଚାଲିଛି କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୧,୦୩୫ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ନେଇ ଅନେକେ ଚିନ୍ତା ପ୍ରକଟ କରିଛନ୍ତି। କେବଳ ସେତିକି ନୁହେଁ ୨୪ ଘଣ୍ଟାରେ…

ପରିବା ବେପାରୀଙ୍କୁ କରୋନା ଭୟ

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): କଟକ ଓ ଭୁବନେଶ୍ୱରେ ପନିପରିବା ଦର ହୁ ହୁ ହୋଇ ବଢୁଛି। ୪୦ଟଙ୍କା ତଳକୁୁ କାୈଣସି ପନିପରିବା ମିଳୁ ନାହିଁ। ଆଳୁ ପିଆଜଠାରୁ ଆରମ୍ଭ କରି ଅଦା, ରସୁଣ, ପନିପରିବା ସବୁ କିଛି ମହଙ୍ଗା ହୋଇଛି। ଅଦା କିଲୋ…

ମାସ୍କ ନାହିଁ ତ ପେଟ୍ରୋଲ ନାହିଁ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର କଟକଣା ଲଗାଉଛନ୍ତି। ଏପରି କି ଅନ୍ୟ ରାଜ୍ୟ ପରି ଓଡ଼ିଶାରେ ମଧ୍ୟ ମାସ୍କ ପିନ୍ଧିବା ସରକାର ବାଧ୍ୟତାମୂଳକ କରିଛନ୍ତି। ଯେଉଁମାନେ ମାସ୍କ ନ ପିନ୍ଧି ଘରୁ ବାହାରକୁ…

ରାଜ୍ୟର ସ୍ଥିତି ସମ୍ପର୍କରେ ସୋନିଆଙ୍କ ସହ କଥାହେଲେ ନିରଞ୍ଜନ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଦେଶରେ ମହାମାରୀ କରୋନା ଭୂତାଣୁ(କୋଭିଡ-୧୯) ସଂକ୍ରମଣ ବଢ଼ିବାରେ ଲାଗିଛି। ଜନସାଧାରଣଙ୍କ ଜୀବନ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ ଅବଧିକୁ ଏପ୍ରିଲ ୩୦ଯାଏ ମଧ୍ୟ ବୃଦ୍ଧି କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଓ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ…

ଶତାଧିକ ନିରାଶ୍ରୟଙ୍କୁ ଜଳଖିଆ ଦେଲା ବିଏମ୍‌ସି

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): ବିଏମ୍‌ସି ପକ୍ଷରୁ ଶୁକ୍ରବାର ସକାଳେ ସହରରେ ଥିବା ନିରଶ୍ରୟଙ୍କୁ ଜଳଖିଆ ପ୍ରଦାନ କରାଯାଇଛି। ମାଷ୍ଟରକ୍ୟାଣ୍ଟିନ୍‌ ଓ ରାମ ମନ୍ଦିର ପାର୍ଶ୍ୱରେ ଥିବା ୫୦୦ ନିରାଶ୍ରୟଙ୍କୁ ଜଳଖିଆ ଦିଆଯାଇଛି। ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ସେଣ୍ଟର ଫର୍‌ ସୋସିଆଲ୍‌ ସର୍ଭିସ ଆଣ୍ଡ ଡେଭଲପ୍‌ମେଣ୍ଟ…

କରୋନାରେ ଅଧିକ ମରୁଛନ୍ତି ଅଣଶ୍ୱେତାଙ୍ଗ ଆମେରିକୀୟ

ଓ୍ବାଶିଂଟନ,୧୧ା୪: ମହାମାରୀ କରୋନା ସଂକ୍ରମଣରେ ଯୁକ୍ତରାଷ୍ଟ୍ର ଆମେରିକା ସର୍ବାଧିକ ପ୍ରଭାବିତ ହୋଇଛି। ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୪,୬୮,୮୯୫ରେ ପହଞ୍ଚତ୍ଥିବାବେଳେ ୧୬ ହଜାରରୁ ଅଧିକ ଲୋକଙ୍କ ଜୀବନ ଗଲାଣି। ସାଧାରଣତଃ ରୋଗ କେବେ ଜାତି,ଧର୍ମ, କଳା ଗୋରା ଭେଦଭାବ ଦେଖି ନ ଥାଏ।…

କରୋନା ମୁକାବିଲା ଲାଗି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): କରୋନା ମୁକାବିଲା କରିବା ଲାଗି କେନ୍ଦ୍ର ସରକାର ଓଡ଼ିଶାକୁ ୪୬.୩୫କୋଟି ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରିଛନ୍ତି। ହେଲେ ଏହା ଯଥେଷ୍ଟ ନୁହେଁ, ଅଧିକ ଅନୁଦାନ ଦେବା ଲାଗି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କ…

କଟକର ଏକମାତ୍ର କରୋନା ଆକ୍ରାନ୍ତ ଏବେ ସୁସ୍ଥ

କଟକ ଅଫିସ,୧୧।୪: କଟକର ଏକମାତ୍ର କରୋନା ଭୂତାଣୁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଶୁକ୍ରବାର ରାତିରେ ଏ ନେଇ ସୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତ ବ୍ୟକ୍ତି ଜଣକ ମାର୍ଚ୍ଚ ୩ ତାରିଖରେ ଦିଲୀ ଯାଇଥିଲେ। ସେଠାରେ ଏକ କାର୍ଯ୍ୟକ୍ରମରେ ଯୋଗ…

ବିସ୍ଫୋରକ ରୂପ ନେଲା କାଜୁ ଜଙ୍ଗଲ ବିବାଦ: ସଂଘବଦ୍ଧ ଆକ୍ରମଣରେ ୨ ଆଦିବାସୀ ନିହତ

ନୟାଗଡ ଅଫିସ/ରଣପୁର,୧୧ା୪(ସ୍ବ.ପ୍ର.): ନୟାଗଡ଼ ଜିଲା ଚାନ୍ଦପୁର ଥାନା ରାଇପଡାସ୍ଥିତ କାଜୁ ଜଙ୍ଗଲକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଶୁକ୍ରବାର ବିସ୍ପୋରକ ରୂପ ନେଇଛି। ରାଇପଡା ନୂଆସାହି ଲୋକଙ୍କ ସଂଘବଦ୍ଧ ଆକ୍ରମଣରେ ଆଦିବାସୀ ସାହିର ଦୁର୍ଗା ପ୍ରଧାନ (୫୦) ଓ ବିରଞ୍ଚତ୍ ପ୍ରଧାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri