କରୋନା ଭାଇରସ୍‌

ସୁସ୍ଥ ହେଲେ ପୁରୀର ଏକମାତ୍ର କରୋନା ଆକ୍ରାନ୍ତ

ପୁରୀ ଅଫିସ,୧୧।୪: କରୋନାକୁ ନେଇ ପୁରୀ ଜିଲାବାସୀଙ୍କ ମଧ୍ୟରେ ଯେଉଁ ଆଶଙ୍କା ରହିଥିଲା ସେଥିରେ କିଛି ମାତ୍ରାରେ ଆସ୍ବସ୍ଥ ହୋଇଛନ୍ତି ଜିଲାବାସୀ। ଜିଲାର ପ୍ରଥମ କରୋନା ଆକ୍ରାନ୍ତ ସୁସ୍ଥ ହେବା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶୁକ୍ରବାର ସ୍ପଷ୍ଟ କରାଯାଇଛି।…

କନ୍ଦାଉଛି କରୋନା

ନୂଆଦିଲ୍ଲୀ,୧୧ା୪: ଦିନକୁ ଦିନ ଭାରତରେ କରୋନା ଭୂତାଣୁ ଭୟଙ୍କର ରୂପ ଧାରଣ କରିବାରେ ଲାଗିଛି। ଶୁକ୍ରବାର ମୃତ୍ୟୁସଂଖ୍ୟା ୨୪୬କୁ ବୃଦ୍ଧି ପାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ୭,୩୪୭ରେ ପହଞ୍ଚିଛି। ଯଦିଓ ୬୯୭ ରୋଗୀ ସୁସ୍ଥହୋଇ ଘରକୁ ଫେରିଛନ୍ତି, ତଥାପି ଗୋଟିଏ…

ନ୍ୟୁୟର୍କରେ ସର୍ବାଧିକ ସଂକ୍ରମିତ

ନ୍ୟୁୟର୍କ,୧୧ା୪: କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟାରେ ବିଶ୍ୱର ସମସ୍ତ ଦେଶଠାରୁ ଆମେରିକାର ନ୍ୟୁୟର୍କ ପ୍ରଦେଶ ଟପିଯାଇଛି। କେବଳ ନ୍ୟୁୟର୍କରେ ଗୁରୁବାର ୧୦,୩୩୩ ଜଣ ସଂକ୍ରମିତ ହେବା ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୦ ହଜାର ଛୁଇଁଛି। ଏହି ସମୟରେ…

ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୫୦: ୧୨ ସୁସ୍ଥ, ୧ ମୃତ, ବିଭିନ୍ନ ହସ୍ପିଟାଲରେ ୩୭ ଚିକିତ୍ସାଧୀନ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଶୁକ୍ରବାର ୨ କରୋନା ପଜିଟିଭ ଚିହ୍ନଟ ହେବା ପରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦କୁ ବୃଦ୍ଧି ପାଇଛି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ମାଧ୍ୟମରେ ଦିଆଯାଇଥିବା ସୂଚନା ଅନୁସାରେ ଶୁକ୍ରବାର ମୋଟ ୨୯୮ ଜଣଙ୍କ ନମୂନା…

‘ଭାରତରେ ନାହିଁ ଗୋଷ୍ଠୀ ସଂକ୍ରମଣ’

ନୂଆଦିଲ୍ଲୀ,୧୧ା୪: ବିଭିନ୍ନ ଦେଶରେ କରୋନା ଭୂତାଣୁ ସଂକ୍ରମଣ ସମ୍ପର୍କିତ ‘ସ୍ଥିତି ରିପୋର୍ଟ’ରେ ତ୍ରୁଟି ଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ସ୍ବୀକାର କରିଛି। ପୂର୍ବରୁ ପ୍ରକାଶିତ ଏହି ରିପୋର୍ଟରେ ଭାରତରେ କରୋନା ଗୋଷ୍ଠୀ ସଂକ୍ରମଣର ରୂପ ନେଇଥିବା ପ୍ରକାଶ ପାଇଥିଲା। ଏହି…

ସର୍ଭିଲାନ୍ସ ଜରିଆରେ ପ୍ରିଭେସି ଉଲ୍ଲଂଘନ

ଅଦୃଶ୍ୟ ରାକ୍ଷସ କରୋନା ବିଶ୍ୱର ୨୦୯ ରାଷ୍ଟ୍ରକୁ କବଳିତ କରିଛି। ଏହି ଘାତକ ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବିଭିନ୍ନ ଦେଶ ଭିନ୍ନ ଭିନ୍ନ ପନ୍ଥା ଆପଣାଇବାରେ ଲାଗିଛନ୍ତି। ଏହି କ୍ରମରେ ୨୫ଟି ଦେଶର ସରକାର କରୋନା ମୁକାବିଲା ଲାଗି ଅସ୍ଥାୟୀ…

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବଢ଼ୁଛି ସହାୟତାର ହାତ

ଭଦ୍ରକ ଅଫିସ, ୧୧।୪: ଭଦ୍ରକ ଜିଲାର ବିଭିନ୍ନ ସଙ୍ଗଠନ ଓ ବ୍ୟକ୍ତି ବିଶେଷ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତାର ହାତ ବଢ଼ାଉଥିବା ଦେଖିବାକୁ ମିଳିଛି। ଓଡ଼ିଶା ରାଜସ୍ବ ସେବା ସଂଘ ଭଦ୍ରକ ଜିଲା ଶାଖା ପକ୍ଷରୁ କାର୍ଯ୍ୟରତ…

ମୃତ୍ୟୁସଂଖ୍ୟା ଲକ୍ଷେ ଟପିଲା

ଓ୍ବାଶିଂଟନ/ରୋମ୍‌/ ଲଣ୍ଡନ,୧୧ା୪: କରୋନା ଭୂତାଣୁ ଯୋଗୁ ବିଶ୍ୱବ୍ୟାପୀ ମୃତ୍ୟୁସଂଖ୍ୟା ଲକ୍ଷେ ଟପିଛି। ୧୬.୫୦ ଲକ୍ଷ ଲୋକ ଏହି ଭୂତାଣୁ କବଳରେ ଅଛନ୍ତି। ଶୁକ୍ରବାର ମୋଟ ୪,୫୭୦ ଲୋକଙ୍କ ଜୀବନ ଯାଇଥିବା ବେଳେ ୪୪ ହଜାର ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଆମେରିକାରେ…

କରୋନା ସଚେତନତା କାର୍ଯ୍ୟକ୍ରମ

ଭଦ୍ରକ ଅଫିସ, ୧୧।୪: ତିହିଡ଼ି ବ୍ଲକ ଅନ୍ତର୍ଗତ ତଳଗୋପବିନ୍ଧା ପଞ୍ଚାୟତରେ ଗୋପସେବା ସମାଜ ତରଫରୁ କରୋନା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଗୋପସେବା ସମାଜର ପ୍ରମୁଖ ଦେବେନ୍ଦ୍ର ପୁହାଣଙ୍କ ନେତୃତ୍ୱରେ ଘରକୁ ଘର ବୁଲି ମାସ୍କ, ସାବୁନ ବଣ୍ଟନ ସହିତ ଲୋକଙ୍କୁ…

ଗୁରୁତର ସଙ୍କଟରେ ଆମେରିକାର ଖବରକାଗଜ ଶିଳ୍ପ

ନ୍ୟୁୟର୍କ,୧୧ା୪: କରୋନା ଭାଇରସ୍‌ ସଂକ୍ରମଣ ଖବର ସାଉଁଟିବାକୁ ପ୍ରବଳ ଆଗ୍ରହ ଦେଖାଉଥିବା ଆମେରିକା ସାମ୍ବାଦିକଙ୍କ ପାଇଁ ଏବେ ବିପଦ ଘନେଇ ଆସିଛି। ଏହା ଖବରକାଗଜ ଶିଳ୍ପ ପ୍ରତି ଏକ ବଡ଼ ବିଡ଼ମ୍ବନା ବୋଲି କୁହାଗଲାଣି। ବର୍ତ୍ତମାନ ପରିପ୍ରେକ୍ଷୀରେ ପାଠିକାପାଠକଙ୍କ ନିକଟରେ ଖବରଦାତାଙ୍କ…

୬୮,୯୮୦ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ଦିଆଗଲା ପ୍ରୋତ୍ସାହନ ରାଶି

ଭଦ୍ରକ ଅଫିସ,୧୧।୪: ଜିଲା ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲାର ୬୮,୯୮୦ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ୧୫ଶହ ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରାଯାଇଛି। ଏହି ସହାୟତା ରାଶିକୁ ପ୍ରଶାସନ ପକ୍ଷରୁ ନିର୍ମାଣ ଶ୍ରମିକଙ୍କ ଘରେ ପହଞ୍ଚାଯାଉଛି। କରୋନା…

ସୁସ୍ଥ ହେଲେ ୨ କରୋନା ପଜିଟିଭ୍‌

ଭଦ୍ରକ ଅଫିସ,୧୧।୪: ଭଦ୍ରକ ଜିଲାବାସୀଙ୍କ ପାଇଁ ଖୁସି ଖବର। ୩ ପଜିଟିଭ୍‌ କରୋନା ରୋଗୀଙ୍କ ମଧ୍ୟରୁ ୨ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଏନେଇ ଶୁକ୍ରବାର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଖବର ଆସିବା ପରେ ଜିଲାବାସୀ ଆଶ୍ୱସ୍ତି ଲାଭ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?