ସରକାରୀ ତଥ୍ୟକୁ ଭରସା କର
କଟକ ଅଫିସ୍,୧୧ା୪: କରୋନା ଭୂତାଣୁ ସଂକ୍ରମଣକୁ ନେଇ ଏବେ ସାରା ବିଶ୍ୱରେ ଭୟ ଦେଖାଦେଇଛି। ଏହି ଭୟ ଦେଖାଇ ଅନ୍ଲାଇନ୍ରେ ଠକେଇ ମଧ୍ୟ ଚାଲିଛି । ବିଭିନ୍ନ ପ୍ରକାର ଲୋଭନୀୟ ଉପହାର ପ୍ରଲୋଭନ ଦେଖାଇ ଲୋକମାନଙ୍କ ତଥ୍ୟ ସଂଗ୍ରହ କରାଯାଉଛି। ସେ…
୨ଲକ୍ଷ ରାପିଡ୍ ଟେଷ୍ଟିଂ ପାଇଁ ଚାଲିଛି କିଟ୍ ସଂଗ୍ରହ
ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ୨ଟି ପ୍ରମୁଖ ଅସ୍ତ୍ର ରହିଛି। ଗୋଟିଏ ହେଉଛି ସତର୍କତା ଏବଂ ଅନ୍ୟଟି ହେଉଛି ନମୁନା ପରୀକ୍ଷା କରି ଆକ୍ରାନ୍ତଙ୍କୁ ଚିହ୍ନଟ କରିବା। ଏହି ୨ଟିକୁ ଯଦି ଆମେ ସତର୍କତାର ସହ ପାଳନ କରିବା ତେବେ…
ଜେଲରୁ ମୁକୁଳିଲେ ୨୯୬୩ କଏଦୀ
ଭୁବନେଶ୍ୱର,୧୧ା୪ (ବ୍ୟୁରୋ): ଜେଲ୍ ବିଭାଗକୁ ଘାରିଛି କରୋନା ଭୟ। ଏପଟେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସାମାଜିକ ଦୂରତ୍ୱ ରକ୍ଷା ଓ ସଂକ୍ରମଣ ଏଡ଼ାଇବା ପାଇଁ ରାଜ୍ୟର ବିଭିନ୍ନ ଜେଲରେ ବନ୍ଦୀ ଜୀବନ କାଟୁଥିବା ୨୯୬୩ ଜଣ କଏଦୀଙ୍କୁ ଛାଡ଼ି ଦିଆଯାଇଛି। ମାର୍ଚ୍ଚ ୨୦ରୁ…
କରୋନା ମୁକାବିଲା: ଆଜି ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବେ ନବୀନ
ଭୁବନେଶ୍ୱର,୧୧ା୪(ବ୍ୟୁରୋ): କରୋନା ମୁକାବିଲା ନେଇ ଆଗକୁ କିପରି ରଣନୀତି କରାଯିବ, ସେ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାବାର୍ତ୍ତା ହେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍ଓ)ରୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ଏହି ଆଲୋଚନା କରାଯିବ। ମୁଖ୍ୟମନ୍ତ୍ରୀ ନବୀନ…
ବାଇଗଣରେ ପୋକ ଥାଉ, ଭୂତାଣୁ ନ ଥାଉ: ବାଗ୍ଚୀ
ଭୁବନେଶ୍ୱର, ୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍ଚୀ ପ୍ରତିଦିନ ସୂଚନା ପ୍ରଦାନ କରୁଛନ୍ତି। ଶୁକ୍ରବାର ମଧ୍ୟ ଜନସାଧାରଣଙ୍କୁ ଦୁଇଟି ପରାମର୍ଶ ଦେଇଛନ୍ତି। ଗୋଟିଏ ଉଦାହରଣରେ ସେ ବାଇଗଣର କଥା…
ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୫୦ ଛୁଇଁଲା
ଭୁବନେଶ୍ୱର,୧୧।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୨କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଁଚିଛି।ଶୁକ୍ରବାର ଏ ସମ୍ପର୍କରେ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି।ତେବେ ଏହି ୨ ଆକ୍ରାନ୍ତଙ୍କ ବିଷୟରେ ସବିଶେଷ ସୂଚୀତ କରାଯାଇନାହିଁ। ଅପରପକ୍ଷରେ ଶୁକ୍ରବାର…
କରୋନା ଯୋଦ୍ଧାଙ୍କ ମୃତ୍ୟୁ ହେଲେ ମିଳିବ ୧କୋଟି ଟଙ୍କା ସହ ଜଣକୁ ଚାକିରି
ପୁଣେ,୧୦।୪: ପୁଣେ ମ୍ୟୁନିସିପାଲ କର୍ପୋରେଶନର କୌଣସି କର୍ମଚାରୀଙ୍କ କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁ ହେଲେ ସେମାନଙ୍କ ପରିବାର ସଦସ୍ୟଙ୍କୁ ୧ କୋଟି ଟଙ୍କାର ଆର୍ଥିକ ସହାୟତା ସହ ଜଣକୁ ଚାକିରି ମିଳିବ। ଶୁକ୍ରବାର ପୁଣେର ମେୟର ମୁରଲିଧର ମୋହର ଏହା ଘୋଷଣା…
ମୁମ୍ବାଇରେ ଗୋଟିଏ ଦିନରେ ୨୧୮ କରୋନା ପଜିଟିଭ ଚିହ୍ନଟ
ମୁମ୍ବାଇ,୧୦।୪: ମହାରାଷ୍ଟ୍ରରେ କରୋନା ଭାଇରସ ବେଳକୁ ବେଳ ତାଣ୍ଡବ ରଚି ଚାଲିଛି। ଗୋଟିଏ ଦିନରେ ଏଠାରେ ଶହ ଶହ ଲୋକ କରୋନାରେ ପୀଡ଼ିତ ହେବା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଶୁକ୍ରବାର ମିଳିଥିବା ସୂଚନା ଅନୁଯାୟୀ, କେବଳ ମୁମ୍ବାଇରେ ଗୋଟିଏ…
ନେପାଳ ସୀମାଦେଇ କରୋନା ସଂକ୍ରମଣ ପାଇଁ ଚାଲିଛି ଯୋଜନା !
ନୂଆଦିଲ୍ଲୀ,୧୦।୪: କରୋନା ଭାଇରସର ସଂକ୍ରମଣକୁ ରୋକିବାକୁ କେନ୍ଦ୍ର ତଥା ସମସ୍ତ ରାଜ୍ୟ ସରକାର ଚେଷ୍ଟା ଚଳାଇଛନ୍ତି। ହେଲେ ଏହି ସମୟରେ ଏମିତି ଏକ ଖବର ଆସିଛି ଯାହା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବିହାରର…
ଭଲ ଖବର: ସାଙ୍ଗଲି ଜିଲାରେ ୨୬ କରୋନା ସଂକ୍ରମିତଙ୍କ ମଧ୍ୟରୁ ସୁସ୍ଥ ହେଲେ ୨୪
ମୁମ୍ବାଇ,୧୦।୪: ମହାରାଷ୍ଟ୍ରରେ କରୋନା ଭାଇରସ କାୟା ବିସ୍ତାର କରିଥିବା ବେଳେ ଏବେ ସେଠାକାର ସାଙ୍ଗଲି ଜିଲାରୁ ଆସିଛି ଖୁସି ଖବର। ଉକ୍ତ ଜିଲାରେ ୨୬ କରୋନା ସଂକ୍ରମିତଙ୍କ ମଧ୍ୟରୁ ଏବେସୁଦ୍ଧା ୨୪ ଜଣ ସୁସ୍ଥ ହୋଇଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ ୨୨…
ଯୋଡ଼ାରେ କୋଭିଡ୍-୧୯ ହସ୍ପିଟାଲ ଲୋକାର୍ପିତ: ୫୦ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ଆଇସିୟୁ, ଭେଣ୍ଟିଲେଟର ବ୍ୟବସ୍ଥା ଉପଲବ୍ଧ
ଯୋଡ଼ା, ୧୦।୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ପୌରପାଳିକାର ସଭାଗୃହଠାରେ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦିନ ୧୨ଟା ବେଳେ ଅନୁଷ୍ଠିତ ଏହି ସମ୍ମିଳନୀରେ କେନ୍ଦୁଝର ଜିଲାପାଳ ଆଶିଷ ଠାକରେ, ଯୋଡ଼ା ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣୀ ପାଟ୍ଟଯୋଶୀ, ଟାଟାଷ୍ଟିଲ…
ଦୁଇ ଶିଶୁକନ୍ୟା କରୋନାରେ ଆକ୍ରାନ୍ତ: ୪୨ ନଂ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ
ଭୁବନେଶ୍ୱର, ୧୦ା୪(ବ୍ୟୁରୋ): ରାଜ୍ୟରେ ୨ ଶିଶୁକନ୍ୟା କରୋନା ଆକ୍ରାନ୍ତ ହୋଇଛନ୍ତି। ଗୁରୁବାର ୬ଟି ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲା। ସେଥିରେ ରାଜ୍ୟରେ ପ୍ରଥମ ଥର ପାଇଁ ଦୁଇ ଶିଶୁ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ରାଜ୍ୟର ୪୨ ନଂ କରୋନା ଆକ୍ରାନ୍ତଙ୍କ…
Archives


