କରୋନା ଭାଇରସ୍‌

କରୋନା ସଂକ୍ରମଣରେ ୨୭ ବର୍ଷ ଯୁବକଙ୍କ ମୃତ୍ୟୁ

ପୁଣେ,୧୦।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଶୁକ୍ରବାର ପୁଣେରେ କରୋନା ପଜିଟିଭ ଥିବା ଜଣେ ୨୭ ବର୍ଷ ବୟସର ଯୁବକଙ୍କ ମୃତ୍ୟୁ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଯୁବକଙ୍କର ବିଭିନ୍ନ ଅଙ୍ଗ କାମ କରିବା ବନ୍ଦ…

ପଞ୍ଜାବରେ ମେ’ ୧ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ ଅବଧି

ଚଣ୍ଡିଗଡ଼,୧୦।୪: ଦେଶରେ ତଥା ପଞ୍ଜାବରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଶୁକ୍ରବାର ରାଜ୍ୟରେ ଲକ୍‌ଡାଉନର ଅବଧି ଓ କର୍ଫ୍ୟୁକୁ ମେ’ ୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଓଡ଼ିଶା ପରେ ଦ୍ୱିତୀୟ ରାଜ୍ୟଭାବେ ପଞ୍ଜାବ ଲକ୍‌ଡାଉନ ଅବଧିକୁ…

ଦେଶରେ ଏପର୍ଯ୍ୟନ୍ତ ହୋଇନାହିଁ ଗୋଷ୍ଠୀ ସଂକ୍ରମଣ: ୧୬,୦୦୨ ଟେଷ୍ଟରୁ ମାତ୍ର ୨ ପ୍ରତିଶତ ପଜିଟିଭ

ନୂଆଦିଲ୍ଲୀ,୧୦।୪: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏବେ ଏହା ୬ ହଜାର ଅତିକ୍ରମ କରି ସାରିଲାଣି। ସେହିପରି କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ୨ଶହ ଛୁଇଁଲାଣି। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ…

କୋଭିଡ-୧୯: ପୂର୍ବତନ ଇଂଲଣ୍ଡ ଫୁଟ୍‌ବଲର ହଣ୍ଟର ହସ୍ପିଟାଲରେ ଭର୍ତ୍ତି

ଲଣ୍ଡନ,୧୦।୪ (ଏଏଫ୍‌ପି)- ପୂର୍ବତନ ଇଂଲଣ୍ଡ ଫୁଟବଲର ତଥା ଲିଡ୍ସ ଡିଫେଣ୍ଡର ନର୍ମାନ ହଣ୍ଟର କରୋନା ଭାଇରସ ସଂକ୍ରମଣ କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଓ ତାଙ୍କର ଚିକିତ୍ସା କରାଯାଉଛି। ୭୬ ବର୍ଷୀୟ ହଣ୍ଟର ୧୫ ବର୍ଷର କ୍ୟାରିୟରରେ ୭୨୬ଟି ମ୍ୟାଚ୍‌ ଖେଳିଥିଲେ।…

ଖେଳାଳିଙ୍କୁ ପାଉଣା ଦେଲା ବିସିସିଆଇ: କଷ୍ଟକର ସମୟରେ କାହାକୁ ଅଣଦେଖା କରାଯିବନି

ନୂଆଦିଲ୍ଲୀ, ୧୦।୪ (ପି.ଟି.)- କୋଭିଡ୍‌-୧୯ ମହାମାରୀର ଆତଙ୍କ ଜାରି ରହିଥିବା ବେଳେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କିନ୍ତୁ ଦାୟିତ୍ୱରେ ହେଳା କରିନାହିଁ। କେନ୍ଦ୍ରୀୟ ଚୁକ୍ତିଭୁକ୍ତ ସବୁ ଖେଳାଳିଙ୍କୁ ବିସିସିଆଇ କ୍ୱାର୍ଟର୍ଲି ବା ତ୍ରୟମାସିକ ପାଉଣା ପ୍ରଦାନ କରିଛି। କେବଳ…

ମାସ୍କ ପିନ୍ଧିବାକୁ ବ୍ୟବସାୟୀ ସଂଘ ପକ୍ଷରୁ ଲୋକଙ୍କୁ କରାଯାଉଛି ସଚେତନ

ହିଳିକାଟୁ,୧୦ା୪(ଡି.ଏନ୍‌.ଏ): କରୋନା ସଂକ୍ରମଣରୁ ରକ୍ଷା ପାଇଁ ଲୋକଙ୍କୁ ମୁହଁ ଓ ନାକକୁ ମାସ୍କ କିମ୍ବା କପଡ଼ାରେ ଘୋଡ଼ାଇବା ପାଇଁ ବାଧ୍ୟତାମୂଳକ କରାଯାଇଛି। ବାହାରେ ମାସ୍କ ନ ଥିବା ବ୍ୟକ୍ତିଙ୍କ ଠାରୁ ଜରିମାନା ଆଦାୟ କରିବାକୁ ନିର୍ଦ୍ଦେଶ ରହିଛି। ତେବେ କେତେକ ବ୍ୟକ୍ତି…

କରୋନା ମୁକାବିଲା: ଓଡ଼ିଶା ପାଇଁ ଅଧିକ ଅନୁଦାନ ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୦ା୪: କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଦେଶର ବିଭିନ୍ନ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କରୋନା ମୁକାବିଲା ନେଇ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷିରେ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ…

ଲକ୍‌ଡାଉନ୍‌ ବଢ଼ାଇଛି ଦାଦନ ପରିବାରର ଦୁଃଖ: କ୍ଷୀର ବଦଳରେ ଚିନି ପାଣି ପିଇ ଶିଶୁପୁତ୍ର ଅସୁସ୍ଥ, ସ୍ବେଚ୍ଛାସେବୀଙ୍କ ପ୍ରଚେଷ୍ଟା ପରେ ମାଗଣାରେ ଚିକିତ୍ସା କଲେ ଡାକ୍ତର

ବରଗଡ଼ ଅଫିସ୍‌,୧୦।୪: ଲକ୍‌ ଡାଉନ୍‌ ପରେ ଦାଦନ ଶ୍ରମିକଙ୍କ ସମସ୍ୟା ବଢ଼ି ଯାଇଛି । ସେମାନଙ୍କ ସାଙ୍ଗରେ ରହିଥିବା ପିଲାଛୁଆଙ୍କ ଅବସ୍ଥା ଆହୁରି ବିପନ୍ନ ହୋଇ ପଡ଼ିଛି । ଛତିଶଗଡ଼ରୁ ବରଗଡ଼କୁ ଦାଦନ ଖଟିବା ପାଇଁ ଆସିଥିବା ଜଣେ ମହିଳା ଶ୍ରମିକ…

ଲକ୍‌ଡାଉନ୍‌ରେ ସ୍ବାମୀଙ୍କ ସହ ଭାରତୀଙ୍କ ନୂଆ ଶୋ’: ହମ୍‌, ତୁମ୍‌ ଔର କ୍ୱାରାଣ୍ଟାଇନ

ମୁମ୍ବାଇ: କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ଯୋଗୁ ସମସ୍ତ ଟିଭି ସିରିୟଲ୍‌, ଶୋ’ ଓ ଫିଲ୍ମର ଶୁଟିଂ ବନ୍ଦ ରହିଛି। ଏହି ସମୟରେ ଟିଭିରେ ପୁରୁଣା ଶୋ’କୁ ପୁନଃ ପ୍ରସାରଣ କରାଯାଉଛି। ଇତିମଧ୍ୟରେ…

ଏମକେସିଜିରେ ପୁଣି ୩ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୧୦।୪: କରୋନା ଭାଇରସ ଆତଙ୍କ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏଡାର ମୁକାବିଲା ଲାଗି ସରକାର ସାରା ଦେଶରେ ଲକ୍‌ ଡାଉନ ଜାରି କରିଛନ୍ତି। ଅନ୍ୟପଟେ ଦିନକୁ ଦିନ କରୋନା ପୋଜେଟଭ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର…

ଅଲିମ୍ପିକ୍ସ ଘୁଞ୍ଚିବା ପରେ ପ୍ରସ୍ତୁତି ପାଇଁ ସମୟ ମଳିଛି: ଇର୍ଫାନ

ମୁମ୍ବାଇ, ୧୦।୪(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ୨୦୨୦ ଅଲିମ୍ପିକ୍‌କୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। ତେବେ ଏ ନେଇ ରେସ୍‌ ଓ୍ବାକର କେ.ଟି. ଇର୍ଫାନଙ୍କ କୌଣସି ଅଭିଯୋଗ ନାହିଁ। ବରଂ ଏହା ପ୍ରସ୍ତୁତି ପାଇଁ ପର୍ଯ୍ୟାପ୍ତ ସମୟ ସୃଷ୍ଟି କରିଛି ବୋଲି…

ହାଇକୋର୍ଟଙ୍କ ପକ୍ଷରୁ ସ୍ପଷ୍ଟୀକରଣ: ବରିଷ୍ଠ ନାଗରିକ, ଭିନ୍ନକ୍ଷମ ବ୍ୟବହାର କରିବେ ଦୁଇ ଚକିଆ ଯାନ

କଟକ ଅଫିସ, ୧୦।୩: ପାଦ ଚଲା ଦୂରତାରେ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁ ନ ଥିବା ଯୋଗୁ ବାଇକ୍‌ ବ୍ୟବହାର କଟକଣାକୁ କୋହଳ କରିବା ପାଇଁ ଗୁରୁବାର ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଆଡଭୋକେଟ୍‌ ଜେନେରାଲ ଏବଂ ସରକାରୀ ଓକିଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri