ସାମାଜିକ ଦୂରତା ରକ୍ଷା ଲାଗି ଏହି ବ୍ୟକ୍ତି ଗଛ ଉପରେ ତିଆରି କଲେ ଘର
ହାପୁର,୧୦।୪: ସାରା ବିଶ୍ୱରେ କରୋନା ମହାମାରୀରୁ ବର୍ତ୍ତିବା ପାଇଁ ଏଯାଏ କୌଣସି ଭ୍ୟାକସିନ୍ ତିଆରି କରାଯାଇନାହିଁ। ଏଭଳି ସ୍ଥିତିରେ କରୋନାରୁ ନିଜକୁ ବଞ୍ଚାଇବାକୁ ହେଲେ ସାମାଜିକ ଦୂରତା ରକ୍ଷା ଏକମାତ୍ର ବିକଳ୍ପ। ତେଣୁ ବାରମ୍ବାର ସରକାର ଲୋକଙ୍କୁ ସାମାଜିକ ଦୂରତା ରକ୍ଷା…
ଜୁନ୍ ୧୦ ପର୍ଯ୍ୟନ୍ତ ବଢିଲା ସ୍କଟିଶ ଫୁଟବଲ୍ ସସ୍ପେନ୍ଶନ
ଗ୍ଲାସ୍ଗୋ, ୧୦।୪(ଏଏଫ୍ପି): ଭୋଭିଡ-୧୯ ମହାମାରୀ ପାଇଁ ସ୍କଟଲାଣ୍ଡ ଫୁଟବଲ୍ ପ୍ରଭାବିତ ହୋଇଛି। ଏହି କାରଣରୁ ସ୍କଟିଶ ଫୁଟବଲ ସେସେନର ସସ୍ପେନ୍ଶନକୁ ଜୁନ୍ ୧୦ ତାରିଖକୁ ବୃଦ୍ଧି କରାଯାଇଛି। ମାର୍ଚ୍ଚ ୧୩ ତାରିଖରେ ଲିଗ୍ ଫୁଟବଲକୁ ବନ୍ଧ କରିଯାଇଥିଲା। ପରେ ଏହାକୁ ଏପ୍ରିଲ…
ଏନ୍ବିଏ ଖେଳାଳି ପୂରା ଦରମା ପାଇବେ
ଓ୍ବାଶିଂଟନ,୧୦।୪ (ଏଏଫପି): କୋଭିଡ-୧୯ ମହାମାରୀ ସତ୍ତ୍ୱେ ଏନ୍ବିଏ ଖେଳାଳିମାନେ ଏପ୍ରିଲ ୧୫ ତାରିଖରେ ପୂରା ପାଉଣା ପାଇବେ ବୋଲି ଆମେରିକୀୟ ଗଣମାଧ୍ୟମଗୁଡିକ ସୂଚନା ଦେଇଛନ୍ତି। ତେବେ କରୋନା ଭାଇରସ୍ ସଂକ୍ରମଣ ପାଇଁ ଲିଗ୍ ଶଟ୍ ଡାଉନ ରହୁଥିବାରୁ ଭବିଷ୍ୟତରେ ପାଉଣା କଟାଯାଇପାରେ…
ମିଳିଲା ଅନୁମତି: ବ୍ରହ୍ମପୁର ଏମ୍କେସିଜିରେ ହେବ କୋଭିଡ-୧୯ ଟେଷ୍ଟ
ଭୁବନେଶ୍ୱର,୧୦।୪(ବ୍ୟୁରୋ): ଗଞ୍ଜାମ ଜିଲା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍କେସିଜି)ମେଡିକାଲ କଲେଜରେ କରୋନା ଟେଷ୍ଟ କରାଯିବ। ଏଥିପାଇଁ ଦିଲ୍ଲୀ ଆଇସିଏମ୍ଆର୍ ପକ୍ଷରୁ ଅନୁମତି ମିଳିଛି। ମେଡିକାଲ କଲେଜ ଭାବେ କଟକ ଏସ୍ସିବି ପରେ ଏମ୍କେସିଜିରେ କରୋନା ଟେଷ୍ଟ କରାଯିବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ…
ଲକ୍ଡାଉନ୍ ବୃଦ୍ଧିକୁ ଗଜପତି ମହାରାଜାଙ୍କ ସ୍ବାଗତ
ପୁରୀ ଅଫିସ, ୧୦।୪: ବିଶ୍ୱ ମହାମାରୀ କରୋନା ସଂକ୍ରମଣକୁ ରୋକିବା ଲାଗି ଦେଶବ୍ୟାପୀ ୨୧ ଦିନିଆ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହାର ଅବଧି ଆସନ୍ତା ୧୪ ତାରିଖରେ ସରୁଥିବା ବେଳେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ଭୂତାଣୁର ଭୟାବହତାକୁ ଦୃଷ୍ଟିରେ…
ବିନା ମାସ୍କରେ ଘରୁ ବାହାରିବାରୁ ୩୨ଜଣଙ୍କ ନାଁରେ ମାମଲା ରୁଜୁ
ନୂଆଦିଲ୍ଲୀ,୧୦।୪: ଦିଲ୍ଲୀରେ କରୋନା ଭାଇରସ୍ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଏଠାରେ ଏପର୍ଯ୍ୟନ୍ତ କରୋନା ଭାଇରସ୍ ସଂକ୍ରମଣରେ ୭୨୦ଜଣ ସଂକ୍ରମିତ ହୋଇଥିବା ବେଳେ ଏଥିରେ ୧୨ଜଣଙ୍କର ମୃତ୍ୟୁ ଘଟିସାରିଛି। ସେଥିମଧ୍ୟରୁ ୨୦ ସଂକ୍ରମିତ ରୋଗୀ ସୁସ୍ଥ ହୋଇ ଘରକୁ ଫେରିସାରିଛନ୍ତି। କରୋନା ଭୟାବହତାକୁ…
ଲକ୍ଡାଉନ୍ରେ ଫସିଲା ପୁଅ: ୧୪୦୦କି.ମି. ସ୍କୁଟି ଚଳାଇ ଘରକୁ ଆଣିଲେ ମା’
ହାଇଦ୍ରାବାଦ,୧୦।୪: ମହାମାରୀ କରୋନା ଭାଇରସ୍ର ପ୍ରକୋପ ଜାରି ରହିଥିବା ବେଳେ ଏହାକୁ ରୋକିବା ପାଇଁ ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଲକ୍ଡାଉନ୍ ଯୋଗୁ ବହୁ ଲୋକ ଘରକୁ ଫେରି ପାରି ନ ଥିବା ବେଳେ ବିଭିନ୍ନ ସ୍ଥାନରେ ଫସି ହୋଇ…
ଗଞ୍ଜାମରେ ୧୫,୮୧୬ ଜଣଙ୍କ ହୋମ୍ କ୍ୱାରେଣ୍ଟାଇନ୍ ଅବଧି ସରିଲା, ଘରେ ରହିବାକୁ ଦିଆଯାଇଛି ପରାମର୍ଶ: ଜିଲାପାଳ
ଛତ୍ରପୁର, ୧୦।୪(ଡି.ଏନ୍.ଏ.)- କରୋନା ଭାଇରସକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାରେ ବିଦେଶ ଓ ଅନ୍ୟ ରାଜ୍ୟ ଫେରନ୍ତାଙ୍କୁ ହୋମ୍ କ୍ୱାରେଣ୍ଟାଇନ୍ରେ ରଖାଯାଇଛି। ତେବେ ଶୁକ୍ରବାର ସୁଦ୍ଧା ଜିଲାରେ ୧୫,୮୧୬ ଜଣ ବିଦେଶ ଓ ଅନ୍ୟ ରାଜ୍ୟ ଫେରନ୍ତାଙ୍କ ହୋମ କ୍ୱାରେଣ୍ଟାଇନ୍…
କରୋନା କଟକଣା: ଘରେ ପାଳିଲେ ଗୁଡ୍ ଫ୍ରାଇଡେ
ବଲାଙ୍ଗୀର, ୧୦ା୪(ଡି.ଏନ୍.ଏ.): କରୋନା ଭାଇରସ୍ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶକୁ ଲକ୍ଡାଉନ କରିଛନ୍ତି କେନ୍ଦ୍ର ସରକାର । ଲକ୍ଡାଉନ ଯୋଗୁ ମନ୍ଦିର, ମସ୍ଜିଦ, ଚର୍ଚ୍ଚ ଭଳି ଧର୍ମାନୁଷ୍ଠାନଗୁଡ଼ିକୁ ବନ୍ଦ କରିଦିଆଯାଇଛି। ଏଭଳି ସମୟରେ ବିଭିନ୍ନ ଧର୍ମ ସମ୍ପ୍ରଦାୟର ଲୋକମାନଙ୍କୁ ଘରେ…
ରାଜ୍ୟର ସମସ୍ତ ଘରୋଇ ଶିକ୍ଷାନୁଷ୍ଠାନକୁ ସିଏମ୍ଓର ପରାମର୍ଶ: ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ସ୍କୁଲ ଫି’ ହ୍ରାସ/ସ୍ଥଗିତ ରଖାଯାଉ
ଭୁବନେଶ୍ୱର,୧୦।୪(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟରେ ଏବେ ଲକ୍ଡାଉନ୍ ସ୍ଥିତି ଜାରି ରହିଛି। ଏହାଫଳରେ ଆର୍ଥିକ ବୋଝ ବଢ଼ିଛି। ଏପରି କରିବା ଦ୍ୱାରା ଅଭିଭାବକମାନଙ୍କ ରୋଜଗାର ଉପରେ ପ୍ରଭାବ ପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ସ୍କୁଲ ଫି’…
ଲକ୍ଡାଉନ୍ରେ ନିର୍ମାଣ ଶ୍ରମିକ କ୍ଷତିଗ୍ରସ୍ତ: ସରକାରୀ ସହାୟତା ପ୍ରଦାନ
ଚୌଦ୍ୱାର,୧୦ା୪(ଡି.ଏନ୍.ଏ.): କରୋନା ପାଇଁ ଚାଲିଥିବା ଲକ୍ଡାଉନ୍ ଯୋଗୁ ଆର୍ଥିକସ୍ତରରେ କ୍ଷତିଗ୍ରସ୍ତ ନିର୍ମାଣ ଶ୍ରମିକମାନଙ୍କୁ ପ୍ରତ୍ୟେକ ୧୫୦୦ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହି ଅନୁଯାୟୀ, କଟକ ଜିଲା କୋଠାବାଡ଼ି ନିର୍ମାଣ ଶ୍ରମିକମାନଙ୍କୁ ଚୌଦ୍ୱାରରେ ଅନୁଦାନ ଦେବା କାର୍ଯ୍ୟର…
ଡେଲି ମାର୍କେଟରେ ସାମାଜିକ ଦୂରତ୍ୱକୁ ମାନୁ ନାହାନ୍ତି ଅମାନିଆ: ପୋଲିସ ପ୍ରଶାସନ ଉପସ୍ଥିତ ରହିବାକୁ ସାଧାରଣରେ ଦାବି
ବିଜେପୁର,୧୦।୪(ଡି.ଏନ୍.ଏ.): କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୁଷ୍ଟିରେ ରଖି ରାଜ୍ୟ ସରକାର ଲକ୍ଡାଉନ କଟକଣାକୁ ୩୦ଯାଏ ବଢ଼ାଇ ଦେଇଛନ୍ତି। ସାମାଜିକ ଦୂରତ୍ୱ ଓ ମୁହଁରେ ମାକ୍ସ ଲଗାଇବାକୁ ସଚେତନତା ସୃଷ୍ଟି କରାଯାଉଛି। ହେଲେ ବରଗଡ଼ ଜିଲା…
Archives


