Odisha Elections 2024

କରୋନା ଭାଇରସ୍‌

ମାଛ ମାର୍କେଟରେ ଲୋକେ ରଖୁନାହାନ୍ତି ସାମାଜିକ ଦୂରତ୍ୱ

କଣ୍ଟାପଡ଼ା,୧୦ା୪(ଡି.ଏନ୍‌.ଏ.): ମହାମାରୀ କରୋନା ଭୂତାଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତା ରକ୍ଷା କରିବା ଏକମାତ୍ର ବିକଳ୍ପ। ଏଥିପାଇଁ ସରକାର ସାରାଦେଶରେ ଲକ୍‌ଡାଉନ୍‌ କରି ଅତି ଜରୁରୀ କାମ ନ ଥିଲେ ବାହାରକୁ ନ ବାହାରିବା ପାଇଁ ବାରମ୍ବାର ସଚେତନ...

ଗଞ୍ଜାମ ଶିତଳାପଲିରେ କାର୍ଯ୍ୟକ୍ଷମ ହେଲା କୋଭିଡ-୧୯ ହସ୍ପିଟାଲ: ୨୦୦ ଶଯ୍ୟା,୧୫ ଆଇସିୟୁ ବେଡ୍‌

ଛତ୍ରପୁର, ୧୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିଠାରେ ଥିବା ଟାଟା ଷ୍ଟିଲ ମେଡିକାଲ, ହସ୍ପିଟାଲକୁ ଟାଟା ଗ୍ରୁପ ସହାୟତାରେ ଓଡିଶା ସରକାରଙ୍କ ପକ୍ଷରୁ କୋଭିଡ ହସ୍ପିଟାଲ କରାଯାଇଛି। ଶୁକ୍ରବାରଠାରୁ ଏହା କାର୍ଯ୍ୟକ୍ଷମ ହୋଇଛି। ଏଠାରେ ୨୦୦ ଶଯ୍ୟା ରହିଥିବା ବେଳେ ୧୫ଟି...

ଆମେରିକାରେ ସଂକ୍ରମଣର କେନ୍ଦ୍ରସ୍ଥଳ ପାଲଟିଛି ନ୍ୟୁୟର୍କ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୦।୪: କରୋନା ସଂକ୍ରମଣ ନେଇ ଆମେରିକାରେ ଆତଙ୍କ ଦେଖାଦେଇଛି। ଏଠାରେ କରୋନା ସଂକ୍ରମଣ ଯୋଗୁ ୧୧ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ନ୍ୟୁୟର୍କରେ ବାସ କରୁଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଆମେରିକାରେ...

ଘରେ ପହଞ୍ଚୁଛି ଆଲ୍‌କୋହଲ

ଦୁବାଇ,୧୦।୪: କରୋନା ସଂକ୍ରମଣ ଭୟରେ ରାସ୍ତାଘାଟ ଶୂନ୍‌ଶାନ୍‌, ସବୁକିଛି ଠପ୍‌। ବ୍ୟବସାୟିକ କାରବାର ବନ୍ଦ ହୋଇଯାଇଥିବାରୁ ଅନ୍ୟ ଦେଶଗୁଡ଼ିକ ଭଳି ବିପୁଳ ରାଜସ୍ବ ହରାଇବାରେ ଲାଗିଛି ଉପସାଗରୀୟ ଦ୍ୱୀପପୁଞ୍ଜ ସଂଯୁକ୍ତ ଆରବ ଏମିରେଟସ୍ସ (ୟୁଏଇ)। ଏହି କ୍ଷତିର ଭରଣା ଏବେ...

ରାଇସ୍‌ ମିଲ୍‌ ମାଲିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ

ଧରାକୋଟ,୧୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ରାଇସ୍‌ମିଲ୍‌ ମାଲିକ ସଂଘ ପକ୍ଷରୁ କରୋନା ମହାମାରୀ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ସଂଘ ପକ୍ଷରୁ ଧରାକୋଟ ବିଡିଓ ବିବୁଧ ଗଡ଼ନାୟକଙ୍କୁ...

ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ସର୍ବାଧିକ ନିଯୁକ୍ତି ହ୍ରାସ

ନୂଆଦିଲ୍ଲୀ,୧୦।୪: ମହାମାରୀ କୋଭିଡ୍‌-୧୯ ଯୋଗୁ ସାରା ବିଶ୍ୱରେ ଏବେ ମାନ୍ଦାବସ୍ଥା ଦେଖାଦେଇଛି। ଏହାଦ୍ୱାରା ପ୍ରାୟ ୮୧ପ୍ରତିଶତ ନିଯୁକ୍ତି ବାଧାପ୍ରାପ୍ତ ହୋଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏବେ ସବୁଠୁ ଅଧିକ ନିଯୁକ୍ତି ହ୍ରାସ ପାଇଛି ବୋଲି ଅନ୍ତଃରାଷ୍ଟ୍ରୀୟ ଶ୍ରମ ସଂଗଠନ(ଆଇଏଲ୍‌ଓ) ପ୍ରକାଶ...

ମାସ୍କ ନାହିଁ ତ ଗ୍ରୋସରୀ ନାହିଁ

ରାଇକିଆ,୧୦।୪(ଡି.ଏନ୍‌.ଏ.): ମାସ୍କ ବ୍ୟବହାରକୁ କଡ଼ାକଡ଼ି ଲାଗୁ କରାଯିବା ପରେ ବିଭିନ୍ନ ସଂଗଠନ ପକ୍ଷରୁ ମାସ୍କକୁ ନେଇ ସଚେତନତା କରାଯାଉଛି। ମାସ୍କ ମଧ୍ୟ ବଣ୍ଟାଯାଉଛି । ଏ କ୍ଷେତ୍ରରେ କନ୍ଧମାଳ ଜିଲା ରାଇକିଆ ବଣିକ ସଂଘ ଏକ ଅଭିନବ ପଦକ୍ଷେପ ନେଇଛି...

୩୦% ପେନ୍‌ସନ ହ୍ରାସ କରିପାରନ୍ତି ସରକାର

ନୂଆଦିଲ୍ଲୀ,୧୦।୪: ଏମ୍‌ପିମାନଙ୍କ ସ୍ଥାନୀୟ ଅଞ୍ଚଳ ବିକାଶ ପାଣ୍ଠି ୨ ବର୍ଷ ପାଇଁ ସ୍ଥଗିତ ରଖି ସେହି ଅର୍ଥକୁ କରୋନା ମହାମାରୀ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଖର୍ଚ୍ଚ କରାଯିବ। ଏଭଳି ନିଷ୍ପତ୍ତି ନିଆଯିବା ପରେ ଏବେ ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି...

କରୋନା ମୁକାବିଲା: ୨୫ ପଞ୍ଚାୟତରେ ୪୫୦ ଶଯ୍ୟା ପ୍ରସ୍ତୁତ

ଦାରିଙ୍ଗବାଡ଼ି,୧୦ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ପ୍ରତିହତ ପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅସ୍ଥାୟୀ କୋଭିଡ୍‌-୧୯ ହସ୍ପିଟାଲ କରାଯାଇଥିବା ବେଳେ ସମସ୍ତ ୨୫ ପଞ୍ଚାୟତରେ ୪୫୦ ଶଯ୍ୟା ପ୍ରସ୍ତୁତ କରାଯାଇଛି।...

ଡବ୍ଲ୍ୟୁଏଚ୍‌ଓ ମୁଣ୍ଡରେ ଦୋଷ ଲଦିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୦।୪: କରୋନା ସାରା ବିଶ୍ୱକୁ କବଳିତ କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)କୁ ଦୋଷ ଦେଇଛନ୍ତି। ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଚାଇନା ପକ୍ଷ ନେଇ କରୋନା ମହାମାରୀର ରାଜନୀତୀକରଣ କଲେ ବୋଲି ଟ୍ରମ୍ପ୍‌ ଅଭିଯୋଗ...

ଦାଦନଙ୍କୁ ସ୍ମୃତି ଇରାନୀଙ୍କ ସହାୟତା ଖବର ଗୁଜବ: ପି. ବିଜୟନ୍‌

ନୂଆଦିଲ୍ଲୀ,୧୦।୪: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ନିଜ ସଂସଦୀୟ କ୍ଷେତ୍ର ଅମେଠିର ଦାଦନ ଶ୍ରମିକମାନଙ୍କୁ କେରଳର ଓ୍ବାୟନାଡ୍‌ରେ ସହଯୋଗର ହାତ ବଢ଼ାଇଥିବା ନେଇ କେତେକ ରିପୋର୍ଟ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ତେବେ ଏହା ଏକ ମିଛ ଖବର ଓ ଗୁଜବ...

ମୁକାବିଲା ଲାଗି ୧୫,୦୦୦ କୋଟିର ଜରୁରୀ ପାଣ୍ଠି

ନୂଆଦିଲ୍ଲୀ,୧୦।୪: କରୋନା ମହାମାରୀର ମୁକାବିଲା ଲାଗି କେନ୍ଦ୍ର ସରକାର ୧୫,୦୦୦ କୋଟି ଟଙ୍କାର ଜରୁରୀ ପାଣ୍ଠିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ଶତ ପ୍ରତିଶତ କେନ୍ଦ୍ରୀୟ ପାଣ୍ଠି ଉଭୟ ଜାତୀୟ ଓ ରାଜ୍ୟ ସ୍ବାସ୍ଥ୍ୟସେବା ବ୍ୟବସ୍ଥାର ବିକାଶ ଲାଗି ବିନିଯୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri